ଜୀବନଚର୍ଯ୍ୟା |

ଯେଉଁଠି ବିକ୍ରି ହୁଏନି କ୍ଷୀର

ଯେଉଁଠି ବିକ୍ରି ହୁଏନି କ୍ଷୀର
ତାଜମହଲଠାରୁ ୨ କିଲୋମିଟର ଦୂରରେ ରହିଛି ଏଭଳି ଏକ ଗାଁ ଯେଉଁଠି ଏକ ତୃତୀୟାଂଶ ଲୋକଙ୍କ ପାଖରେ ରହିଛି ଗାଈ ଏବଂ ମଇଁଷି। ତେବେ ସେମାନେ କେବେ ମଧ୍ୟ କ୍ଷୀର ବିକ୍ରି କରନ୍ତି ନାହିଁ। ଯେବେଠାରୁ ଏହି ଗାଁର ସ୍ଥାପନା ହୋଇଛି ସେବେଠାରୁ ଏଠାକାର କୌଣସି ବି ବ୍ୟକ୍ତି କେବେ କ୍ଷୀର ବିକିନାହାନ୍ତି। ଲୋକେ କୁହନ୍ତି ଗାଁକୁ ଏକ ଅଭିଶାପ ମିଳିଛି। ଯିଏ କ୍ଷୀର ବିକିବ ସେ ଅନେକ କଷ୍ଟ ସହିବ। ଗାଁର କିଛି ଲୋକ କୁହନ୍ତି, ଯଦି ଏଇ ଗାଁର କୌଣସି ବ୍ୟକ୍ତି ବାହାରେ ଯାଇ କ୍ଷୀର ବିକୁଛନ୍ତି ତେବେ ତାଙ୍କର ଆର୍ଥିକ ତଥା ଶାରୀରିକ ଅବସ୍ଥା ଧୀରେ ଧୀରେ ଖରାପ ହେବାରେ ଲାଗିଥାଏ। ଫତେହାବାଦକୁ ଲାଗିଥିବା କୁଆଁ ଖେହା ଗାଁଟି ତାଜମହଲଠାରୁ ବି ପୁରାତନ। ଗାଁରେ ପାଖାପାଖି ୧୨ଶହ ଲୋକ ରୁହନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଯଦୁବଂଶୀ। ଗାଁର ୬ ଶହ ପରିବାର ମଧ୍ୟରୁ ୪ ଶହଙ୍କ ପାଖରେ ଗାଈ ଏବଂ ମଇଁଷି ଅଛି। ଏଠାରେ ୭ ପିଢି ହେବ କେହି କେବେ କ୍ଷୀର ବିକ୍ରି କରିନାହାନ୍ତି ବୋଲି କେତେକ କୁହନ୍ତି। ଗାଁଟି ଅଭିଶପ୍ତ। ଯିଏ ଏଠାରେ କ୍ଷୀର ବିକିବାକୁ ଚେଷ୍ଟା କରିଛି ପରବର୍ତ୍ତୀ ସମୟରେ ତାଙ୍କ ପିଲାର ମୃତ୍ୟୁ ଘଟିଛି ଏବଂ ଗୋରୁଗାଈଙ୍କର ବି ମୃତ୍ୟୁ ଘଟିଛି। ଏହାକୁ ବାହାର ଗାଁର କେତେକ ଲୋକ କୁସଂସ୍କାର କହୁଥିଲେ ମଧ୍ୟ ଏହାର ରହସ୍ୟ ଏପର୍ଯ୍ୟନ୍ତ ରହସ୍ୟ ହୋଇ ରହିଛି।
All Right Reserved By

ଜୀବନଚର୍ଯ୍ୟା |

ଯୁବ ସୁଲଭ ଠାଣି ବଜାୟ ରଖିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ...

ଯୁବ ସୁଲଭ ଠାଣି ବଜାୟ ରଖିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ...

କପେ ଚା’ ଦିନଯାକର ମାନସିକ ଚାପରୁ ମୁକ୍ତି ଦେବା ସହିତ ଶରୀରରେ ଆଣିଥାଏ ଫୁର୍ତ୍ତି। ଚା’ର କେତେକ ଔଷଧୀୟ ଗୁଣ ରହିଛି ।

କଫ ହେଉଥିଲେ ସକାଳୁ ଆପଣାନ୍ତୁ ଏହି ସହଜ ଉପାୟ...

କଫ ହେଉଥିଲେ ସକାଳୁ ଆପଣାନ୍ତୁ ଏହି ସହଜ ଉପାୟ...

ଲବଙ୍ଗର ଔଷଧୀୟ ଗୁଣ ଅନେକ। ବର୍ଷାଦିନେ ସକାଳୁ ଲବଙ୍ଗକୁ ଗରମ ପାଣିରେ ଫୁଟାଇ  ପିଇଲେ ଏହା ଶରୀର ଲାଗି ହୋଇଥାଏ ହିତକର । 

ଆଣ୍ଠୁଗଣ୍ଠି ବାତରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ଆଣ୍ଠୁଗଣ୍ଠି ବାତରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ସାଲାଡ୍‌ ଖାଇବା ସ୍ବାସ୍ଥ୍ୟ ପାଇଁ ଖୁବ୍‌ ଲାଭଦାୟକ। ସାଲାଡ୍‌ରେ ପ୍ରଚୁର ପରିମାଣରେ ଭିଟାମିନ୍‌, ଫୋଲିକ୍‌ ଏସିଡ୍‌, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ଭଳି ପୁଷ୍ଟିକର ଉପାଦାନ ରହିଥାଏ।

ଅମୃତ ଭଣ୍ଡାର ଅମୃତ ଗୁଣ...

ଅମୃତ ଭଣ୍ଡାର ଅମୃତ ଗୁଣ...

ଅମୃତଭଣ୍ଡାରେ ଭରି ରହିଛି ଅନେକ ଅମୃତ ଗୁଣ। ଏହାର ବହୁ ଔଷଧୀୟ ଗୁଣ ଥିବାରୁ ଖାଦ୍ୟରେ ଏହାକୁ ନିୟମିତ ଗ୍ରହଣ କଲେ ଅନେକ ରୋଗ ଦୂର ହୁଏ। 

ରକ୍ତହୀନତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ରକ୍ତହୀନତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ସକାଳୁ ଆଖୁରସ ପିଇଲେ ମିଳେ ଅନେକ ଉପକାର। ଆଖୁରସରେ ଶରୀରକୁ ସୁସ୍ଥ ରଖିବା ଭଳି ଭିଟାମିନ୍‌,କ୍ୟାଲସିୟମ୍‌, ଫସଫରସ୍‌, ଗ୍ଲୁକୋଜ୍‌ ଆଦି ତତ୍ତ୍ୱ ଭରି ରହିଛି।

ସକାଳେ ଖାଆନ୍ତୁ ୪ଟି ଚିନା ବାଦାମ; ମିଳିବ ଅନେକ ଫାଇଦା...

ସକାଳେ ଖାଆନ୍ତୁ ୪ଟି ଚିନା ବାଦାମ; ମିଳିବ ଅନେକ ଫାଇଦା...

ପ୍ରତିଦିନ ସକାଳେ କିଛି ସମୟ ବ୍ୟାୟାମ ପରେ ୪ଟି ଚିନା ବାଦାମ ଖାଇଲେ ମିଳିଥାଏ ଅନେକ ଉପକାର। ନିୟମିତ ଏପରି କଲେ କ୍ୟାନସରରୁ ମୁକ୍ତି ମିଳିପାରିିବ ବୋଲି ଆୟୁର୍ବେଦରେ ଉଲ୍ଲେଖ କରାଯାଇଛି। 

ଥ୍ରେଡିଂ ପରେ...

ଥ୍ରେଡିଂ ପରେ...

ମୁହଁକୁ ସୁନ୍ଦର ଦେଖାଯିବାକୁ  ହେଲେ ମହିଳାମାନେ ଥ୍ରେଡିଂ କରିଥାନ୍ତି । ଥ୍ରେଡିଂ ପରେ ସେମାନେ ଏମିତି କିଛି ଭୁଲ୍‌ କରିଥାନ୍ତି ତାହା ପରବର୍ତ୍ତୀ ସମୟରେ ଚିନ୍ତାର କାରଣ ହୋଇଥାଏ । ତେବେ ଏଭଳି ସମସ୍ୟାରୁ ଦୂରେଇ ରହିବାପାଇଁ ନିମ୍ନୋକ୍ତ ଟିପ୍ସକୁ ଆପଣାଇପାରିବେ.....

ସକାଳେ ଖାଆନ୍ତୁ ଡ୍ରାଏ ଫ୍ରୁଟସ୍‌ ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ଖାଆନ୍ତୁ ଡ୍ରାଏ ଫ୍ରୁଟସ୍‌ ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ଡ୍ରାଏ ଫ୍ରୁଟସ୍‌  ଖାଇଲେ ମିଳିଥାଏ ଅନେକ ସୁଫଳ। ଏହା ଯୋଗୁ ମେଦବହୁଳତା ହ୍ରାସ ପାଇଥାଏ। ନିୟମିତ ଏପରି କଲେ ୬ମାସରୁ ଏକ ବର୍ଷ ମଧ୍ୟରେ ବିନା ଡାଏଟିଂରେ ତଥା ବ୍ୟାୟାମରେ ଜଣେ ସ୍ଲିମ୍‌ ହୋଇପାରିବେ। 

ସକାଳେ ପିଅନ୍ତୁ ଅଧାକପ୍‌ କିସ୍‌ମିସ୍‌ ପାଣି; ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ପିଅନ୍ତୁ ଅଧାକପ୍‌ କିସ୍‌ମିସ୍‌ ପାଣି; ରହିବେ ବହୁ ରୋଗରୁ ଦୂରେଇ...

ସକାଳୁ କିଛି ସମୟ ବ୍ୟାୟାମ କରିବା ପରେ ଖାଲି ପେଟରେ କିସ୍‌ମିସ୍‌ ପାଣି ପିଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। ନିୟମିତ ଏପରିକଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳିଥାଏ। ଏହା ଲିଭରର କାର୍ଯ୍ୟକୁ ସ୍ବାଭାବିକ କରିବା ସହିତ ଏସିଡିଟି ସମସ୍ୟା ଦୂର କରେ।

ଅନ୍ତର୍ଜାତୀୟ ଅପସ୍ମାର ଦିବସ  ସମ୍ପର୍କରେ ଉପସ୍ଥାପନା...

ଅନ୍ତର୍ଜାତୀୟ ଅପସ୍ମାର ଦିବସ ସମ୍ପର୍କରେ ଉପସ୍ଥାପନା...

ଆଜି (ପ୍ରତିବର୍ଷ ଫେବୃୟାରୀ ଦ୍ୱିତୀୟ ସୋମବାର) ହେଉଛି ଅନ୍ତର୍ଜାତୀୟ ଅପସ୍ମାର ଦିବସ। ସେ ସମ୍ପର୍କରେ ଉପସ୍ଥାପନା...

କ୍ୟାନସର ଚିହ୍ନଟର ନୂଆ ଉପାୟ

କ୍ୟାନସର ଚିହ୍ନଟର ନୂଆ ଉପାୟ

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଥିବା ପ୍ରମୁଖ କେତୋଟି ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ପ୍ରାରମ୍ଭିକ ଅବସ୍ଥାରେ କେତେକ କ୍ୟାନ୍‌ସରକୁ ଚିହ୍ନଟ କରାଯାଇପାରିଲେ ଏଥିରୁ ଆରୋଗ୍ୟ ମିଳି ପାରୁଛି। 

ଆଜ୍‌ମା : କିଛି କଥା

ଆଜ୍‌ମା : କିଛି କଥା

ଆଜ୍‌ମା ବା ଶ୍ୱାସ ରୋଗ ହେଲେ ଶ୍ୱାସକ୍ରିୟାରେ କଷ୍ଟ ହୋଇଥାଏ। ଏହାର ଲକ୍ଷଣ ଜାଣିବା ମାତ୍ରେ ଅଭିଜ୍ଞ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସା କରାଇ ନିଅନ୍ତୁ।