ମେଣ୍ଟ ନେଇ ବଡ଼ ବୟାନ ଦେଲେ ପାଣ୍ଡିଆନ୍‌, କହିଲେ…

ଭୁବନେଶ୍ୱର,୧୯।୩: ରାଜ୍ୟରେ ଆ ମେଣ୍ଟ ନେଇ ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସରକାର ଗଠନ ପାଇଁ ବିଜେଡିକୁ କୌଣସି ମେଣ୍ଟର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି। ଏହା ସହ ସେ ଦେଶରେ ମୋଦି ସରକାର...

କୁଣ୍ଡରୁ ପିମ୍ପୁଡ଼ିି ଦୂରକରିବାର କେତୋଟି ସହଜ ଉପାୟ…

କୁଣ୍ଡରେ ବିଭିନ୍ନ ଫୁଲ, ଫଳ, ପରିବା ଆଦି ଗଛ ଲଗାଇବାକୁ ଅନେକେ ଭଲ ପାଆନ୍ତି। ହେଲେ ଖରାଦିନେ କୁଣ୍ଡ ଭିତରେ ପିମ୍ପୁଡ଼ି ବସା ବାନ୍ଧିବା ଯୋଗୁ ଗଛ ଝାଉଁଳିପଡ଼ିବା କିମ୍ବା କେବେ କେବେ ମରିଯାଉଥିବା ଦେଖିବାକୁ ମିଳେ। ଯଦି ଆପଣ...

ମୋତେ ନିର୍ବାଚନ ଜିତିବା ପାଇଁ ବ୍ୟାନର ପୋଷ୍ଟରର ଆବଶ୍ୟକତା ନାହିଁ: ଗଡକରୀ

ନୂଆଦିଲ୍ଲୀ,୧୯।୩: ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ଲିଡରସିପ କନକ୍ଲେଭ ‘ରାଇଜିଂ ଭାରତ ୨୦୨୪’ ର ପ୍ଲାଟଫର୍ମରୁ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ସ୍ପଷ୍ଟ କରିଛନ୍ତି ଯେ ସେ କେବେବି ଭାଜପା ଛାଡିବେ ନାହିଁ। ନିତିନ ଗଡକରୀ ତାଙ୍କ ବିଜୟର ପୂର୍ବାନୁମାନ...

ଭାଜପାରେ ଯୋଗଦେଲେ ହେମନ୍ତ ସୋରେନଙ୍କ ଭାଉଜ

ରାଞ୍ଚି,୧୯।୩: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ବିଧାୟକ ସୀତା ସୋରେନ ମଙ୍ଗଳବାର ଦଳର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏବେ କୁହାଯାଉଛି ଯେ ସେ ଭାଜପା ସହ ହାତ ମିଳାଇଛନ୍ତି। ସୀତା ସୋରେନ ହେଉଛନ୍ତି ଜେଏମଏମ ମୁଖ୍ୟ ଶିବୁ ସୋରେନଙ୍କ ବଡ...

ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ ପାଟ୍ରୋଲିଂ କରିବା ସମୟରେ ଶିକାରୀ ଗୁଳି ଚଳାଇଥିଲେ । ଗୁଳି ଦୁଇ ବନ...

ଡାଇବେଟିସ୍‌ କମାଇବ ଏହି ଜୁସ୍‌

ଡାଇବେଟିସ୍‌ ସମସ୍ୟା ଥରେ ଦେଖାଦେଲେ ପ୍ରତିଦିନ ମେଡିସିନ ଖାଇବାକୁ ପଡ଼ିଥାଏ। ହେଲେ କେତେଜ ଜୁସ୍‌କୁ ଖାଦ୍ୟ ତାଲିକାରେ ସାମିଲକଲେ ଡାଇବେଟିସ୍‌କୁ ନିୟନ୍ତ୍ରଣରେ ରଖାଯାଇପାରିବ… କଲରା ଜୁସ୍‌: କଲରା ଜୁସ୍‌ ରକ୍ତରେ ଶର୍କରା ପରିମାଣକୁ ନିୟନ୍ତ୍ରଣରେ ରଖିବାରେ ବେଶ୍‌ ସାହାଯ୍ୟକରେ। କଲରାରେ...

ରିଲ୍ସ: କାହା ପାଇଁ କେମିତି

ବର୍ତ୍ତମାନ ସୋସିଆଲ ମିଡିଆ ଖୋଲିବା ମାତ୍ରେ ଯାହା ସବୁଠୁ ଅଧିକ ଦେଖିବାକୁ ମିଳୁଛି ତାହା ହେଲା ରିଲ୍ସ। ଯାହାର ନିଶା ଏବେ ସର୍ବାଧିକ ଘାରିଛି ମହିଳାଙ୍କୁ। ଏହା କାହାକୁ ନିଜ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବାର ସୁଯୋଗ ଦେଉଛି ତ...

ଦୁଇ ଭାଇ ହେଲେ ଦୁଇ ରାଜ୍ୟର ଡିଜିପି

ନୂଆଦିଲ୍ଲୀ,୧୯।୩: ଦୁଇ ଭାଇ ହେଲେ ଦୁଇ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକ। ସେମାନେ ହେଉଛନ୍ତି ଆଇପିଏସ ଅଧିକାରୀ ବିକାଶ ସହାୟ ଏବଂ ବିବେକ ସହାୟ। ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ବିକାଶ ସହାୟ ଗୁଜରାଟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବରେ କାର୍ଯ୍ୟ କରୁଥିବା...

ଅବମାନନା ନୋଟିସର ଜବାବ ଦେଲାନାହିଁ ପତଞ୍ଜଳି

ଅବମାନନା ନୋଟିସର ଜବାବ ଦେଲାନାହିଁ ପତଞ୍ଜଳି ନୂଆଦିଲ୍ଲୀ,୧୯।୩: ଆୟୁର୍ବେଦିକ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ଏବଂ ଯୋଗ ଗୁରୁ ରାମଦେବଙ୍କୁ ପରବର୍ତ୍ତୀ ଶୁଣାଣିରେ ହାଜର ହେବାକୁ ସୁପ୍ରିମକୋର୍ଟ କହିଛନ୍ତି। ବାସ୍ତବରେ, ସୁପ୍ରିମକୋର୍ଟ ପତଞ୍ଜଳି ଏବଂ ବାଲକୃଷ୍ଣାଙ୍କୁ...

ବିଜେଡି -ଭାଜପା ମେଣ୍ଟ ପ୍ରସଙ୍ଗ ଉପରେ ଏଭଳି ବୟାନ ଦେଲେ ପ୍ରଦୀପ୍ତ ନାଏକ, ବଢୁଛି…

ଭୁବନେଶ୍ୱର,୧୯।୩: ବିଜେଡି -ଭାଜପା ମେଣ୍ଟକୁ ନେଇ ଚିତ୍ର ସ୍ପଷ୍ଟ ହୋଉନାହିଁ। ଯାହାକୁ ନେଇ ଦ୍ୱନ୍ଦ ଜାରି ରହିଛି। ଏହି ସମୟରେ ମେଣ୍ଟ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ବିଧାୟକ ପ୍ରଦୀପ୍ତ ନାଏକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମେଣ୍ଟ ନିଷ୍ପତ୍ତି ରାଜ୍ୟ...

ଡିପ୍ରେସନ୍‌ ଦୂର କରିବା ପାଇଁ ଏମିତି କାମ କରନ୍ତି ଏଲନ ମସ୍କ

କାଲିଫର୍ନିଆ,୧୯।୩: ଅରବପତି ଏଲନ ମସ୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। କିଛି ଦିନ ପୂର୍ବେ ଡିପ୍ରେସନ ପାଇଁ ସେ କେଟାମାଇନ ଭଳି ଔଷଧ ବ୍ୟବହାର କରୁଥିବା ଖବର ଆଲୋଚନାରେ ଥିଲା। ଟେସଲା ଏବଂ ସ୍ପେସ ଏକ୍ସର ଅନେକ ବୋର୍ଡ ସଦସ୍ୟ ଏଲନ...

ଚା’ ଖଟିରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ: କର୍ମୀଙ୍କ ସହ ପିଇଲେ ଚା’

ଭୁବନେଶ୍ୱର,୧୯।୩: ଓଡ଼ିଶାରେ ପହଞ୍ଚିଛନ୍ତି ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ବତନ୍ତ୍ର ହେଲିକପ୍ଟରରେ ଆସି ସେ ନବରଙ୍ଗପୁରର ଉମରକୋଟରେ ପହଞ୍ଚିଛନ୍ତି। ବିଜୟ। ଉମରକୋଟ ବିଜୁ ପଟ୍ଟନାୟକ ପାର୍କରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ ସେ ଉମରକୋଟ ସହର ପରିକ୍ରମା କରିଥିଲେ ।...

ରାଜନୀତିରେ ଏଣ୍ଟ୍ରି କରିବାକୁ ପ୍ରସ୍ତୁତ ହେଉଛନ୍ତି ମୁଲାୟମ ସିଂ ଯାଦବଙ୍କ ନାତୁଣୀ ଅଦିତି

ମୌନପୁର,୧୯।୩: ଯଦିଓ ସୈଫଇ ପରିବାରର ତିନି ପଢି ରାଜନୀତିର ଶିଖରକୁ ଛୁଇଁଛନ୍ତି, କିନ୍ତୁ ବର୍ତ୍ତମାନ ଏସପି ସଭାପତି ଅଖିଳେଶ ଯାଦବଙ୍କ ଝିଅ ଅଦିତି ଯାଦବ ଏବଂ ଏମପି ଡିମ୍ପଲ ଯାଦବ ମଧ୍ୟ ରାଜନୀତିର ପାଠ ଶିଖୁଛନ୍ତି। ସୋମବାର କୁସମାରା ଠାରେ...

ଜେଏମଏମରୁ ଇସ୍ତଫା ଦେଲେ ହେମନ୍ତ ସୋରେନଙ୍କ ଭାଉଜ

ରାଞ୍ଚି,୧୯।୩: ଝାଡ଼ଖଣ୍ଡ ମକ୍ତି ମୋର୍ଚ୍ଚା (ଜେଏମଏମ) ବିଧାୟକ ସୀତା ସୋରେନ ଦଳର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ନିକଟରେ ନୋଟ ବଦଳରେ ଭୋଟ ମାମଲାରେ ସୀତା ସୋରେନଙ୍କ ନାମ ସାମ୍ନାକୁ ଆସିଥିଲା। ୨୦୧୨ ଘୋଡା ବେପାର ମାମଲାରେ ସାକ୍ଷୀମାନଙ୍କୁ ଯାଞ୍ଚ କରୁଥିବା...

ଭାଜପାର ନୂଆ ଗେମ୍‌ ପ୍ଲାନ୍‌: ଏଥର ଏକତରଫା ହେବ ନିର୍ବାଚନ!

ନୂଆଦିଲ୍ଲୀ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ରାଜନୀତିରେ ଭାଜପା ନୂତନ ଗେମ୍‌ ପ୍ଲାନ। ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେ ମଙ୍ଗଳବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ ପହଞ୍ଚିଛନ୍ତି। ରାଜ ଠାକରେ ଷ୍ଟସୋମବାର ରାତିରେ...

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଲେ ନବରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟର ଜି. ଈଶ୍ୱର ରାଓ। ମିଳିଥିବା...

ଆଜି ଆସିପାରେ ଭାଜପାର ତୃତୀୟ ଲିଷ୍ଟ୍‌: ଏହିସବୁ ହେଭିଓ୍ବେଟ୍‌ଙ୍କୁ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୩: ଭାରତୀୟ ଜନତା ପାର୍ଟିର କୋର କମିଟିର ବୈଠକରେ ଉତ୍ତରପ୍ରଦେଶର ଅବଶିଷ୍ଟ ୨୫ଟି ଆସନ ପାଇଁ ପ୍ରାର୍ଥୀ ଚୟନ ଉପରେ ଆଲୋଚନା କରାଯାଇଥିଲା। ସୂଚନାନୁସାରେ, ବାରବାଙ୍କି ଉପେନ୍ଦ୍ର ରାୱତଙ୍କ ସ୍ଥାନରେ ଦଳ ଏକ ନୂଆ ଚେହେରା ଉପରେ ବାଜି ଲଗାଇପାରେ।...

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ୨୪ରେ ମେଣ୍ଡାପୋଡ଼ି ଏବଂ ୨୫ରେ ଦୋଳ ପୂର୍ଣ୍ଣିମା...

ଝାଟିମାଟି ଘରେ ଜୀବନ

ନାକଟିଦେଉଳ,୧୯ା୩(ବୈକୁଣ୍ଠ ନାଥ ସାହୁ): ଗରିବ ଅସହାୟ ପରିବାରକୁ ପକ୍କା ଘର ଯୋଗାଇଦେବାକୁ ସରକାର ଆବାସ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ସରକାରୀ ଉଦାସୀନାତାରୁ ପ୍ରକୃତ ହିତାଧିକାରୀ...

ପୁଣି ଦିଲ୍ଲୀରେ ବୈଠକ: ମେଣ୍ଟ ଦ୍ୱନ୍ଦ ଭିତରେ ଆସିବ କି ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୧୯।୩: ଦିଲ୍ଲୀରେ ମଙ୍ଗଳବାର ପୁଣି ବୈଠକ ବସିବ। ଏ ନେଇ ଫୋକସ୍‌ରେ ରହିଛି ଓଡ଼ିଶା ।  ଓଡ଼ିଶା ସମେତ ୮ଟି  ରାଜ୍ୟରେ ଲୋକସଭା ପ୍ରାର୍ଥୀ  ଚୟନ ପାଇଁ କସରତ ଜାରି ରହିଛି। ସୋମବାର ବିଳମ୍ବିତ ରାତିଯାଏ କୋର୍‌ କମିଟି ବୈଠକ...

ଯେଉଁଠାରେ କେବେ ଚାଲିନାହିଁ ମୋଦି ମ୍ୟାଜିକ୍‌, ଏଥର ସେଠାରେ ବଦଳିବ ଇତିହାସ, ଜାଣନ୍ତୁ କ’ଣ କହୁଛି ସର୍ଭେ ଫଳାଫଳ

ନୂଆଦିଲ୍ଲୀ,୧୯।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା ହୋଇସାରିଛି। ଗତଥର ପରି ଏଥର ମଧ୍ୟ ସାତୋଟି ପର୍ଯ୍ୟାୟରେ ଭୋଟ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲ ୧୯ରେ ଏବଂ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ଭୋଟ...