ଜୀବନଚର୍ଯ୍ୟା |

ଡେଙ୍ଗୁରୁ ରକ୍ଷା ପାଇବା ଲାଗି

ଡେଙ୍ଗୁରୁ ରକ୍ଷା ପାଇବା ଲାଗି
ଡେଙ୍ଗୁର ଲକ୍ଷଣ ଜାଣିବା ମାତ୍ରେ ଏହାର ଚିକିତ୍ସା କରାଇନେବା ଜରୁରୀ। ନ ହେଲେ ଏହା ପ୍ରାଣଘାତକ ସାଜିପାରେ। ଏଥିରୁ ରକ୍ଷା ପାଇବା ପାଇଁ ନିମ୍ନୋକ୍ତ ଟିପ୍ସ ଆପଣେଇ ପାରନ୍ତି...

ଘର ବାହାରେ ଖୋଲା ମାଠିଆ କିମ୍ବା କୌଣସି ପାତ୍ର ରଖନ୍ତୁ ନାହିିଁ। କାରଣ ବର୍ଷାଦିନେ ଏଥିରେ ପାଣି ଜମାହୋଇ ରହିଥାଏ। ଏହା ଦ୍ୱାରା ଡେଙ୍ଗୁ ବାହକ ମଶା ସେମାନଙ୍କର ବଂଶ ଅକ୍ଳେଶରେ ବିସ୍ତାର କରିଥାଆନ୍ତି।
ଘର ଚାରିପଟ ପରିଷ୍କାର ରଖନ୍ତୁ।
ଘର ଚାରିପଟେ ଯଦି ଅଳିଆ ଆବର୍ଜନା ଜମା ହୋଇଛି ତେବେ ତାହାକୁ ତୁରନ୍ତ ସଫା କରନ୍ତୁ।
ବର୍ଷାଦିନେ ମଶାଙ୍କ ଦାଉରୁ ରକ୍ଷା ପାଇବା ପାଇଁ ଶରୀରକୁ ସମ୍ପୂର୍ଣ୍ଣ ଭାବରେ ଆବୃତ କରିପାରୁଥିବା ପୋଷାକ ପିନ୍ଧନ୍ତୁ।
ଖାଦ୍ୟପଦାର୍ଥ ଏବଂ ପାଣି ରଖୁଥିବା ପାତ୍ରକୁ ଘୋଡ଼ାଇ ରଖନ୍ତୁ।
ସାଧାରଣତଃ ବର୍ଷାଦିନେ ମଶାଙ୍କର ପ୍ରାଦୁର୍ଭାବ ଅଧିକ ଥାଏ। ତେଣୁ ଝରକା ବାଟ ଦେଇ ଯେପରି ମଶା ନ ପଶିବେ ତାହାର ବ୍ୟବସ୍ଥା କରନ୍ତୁ। ଏଥିପାଇଁ ସରୁ ଜାଲି ବଜାରରେ ମିଳୁଛି। ଅନ୍ୟପକ୍ଷରେ ମଶା ଆଶଙ୍କା ଅଧିକ ଥିଲେ ସନ୍ଧ୍ୟା ହେବା ମାତ୍ରେ ଝରକା କବାଟ ବନ୍ଦ କରିଦିଅନ୍ତୁ।
ମଶାମାନେ ଅନ୍ଧାରିଆ ସ୍ଥାନରେ ରହିଥାଆନ୍ତି। ତେଣୁ ସନ୍ଧ୍ୟା ପରେ ଘରର ବାହାର ପାର୍ଶ୍ୱ ଲାଇଟ ଅନ୍‌ କରିଦିଅନ୍ତୁ।
ଘର ଭିତରେ ଯେପରି ମଶା ବସା ନ ବାନ୍ଧନ୍ତି ତାହାର ସୁବ୍ୟବସ୍ଥା କରନ୍ତୁ।
All Right Reserved By

ଜୀବନଚର୍ଯ୍ୟା |

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ...

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ...

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଏସିଡିଟି ସମସ୍ୟା ଦୂର ହୁଏ।

ଘରେ ମନିପ୍ଲାଣ୍ଟ ଲଗାଉଥିଲେ ଜାଣିନିଅନ୍ତୁ ଏହି କଥା...

ଘରେ ମନିପ୍ଲାଣ୍ଟ ଲଗାଉଥିଲେ ଜାଣିନିଅନ୍ତୁ ଏହି କଥା...

ଘରକୁ ସୁନ୍ଦର କରିବା ପାଇଁ ଲୋକେ ନିଜ ଘରେ ବିଭିନ୍ନ ପ୍ରକାରର ସୁନ୍ଦର ଗଛମାନ ଲଗାଇଥାନ୍ତି। ହେଲେ ଆପଣ ଜାଣିଛନ୍ତି କି, ବାସ୍ତୁ ଶାସ୍ତ୍ର ଅନୁସାରେ ଏଭଳି ଏକ ଗଛ ଅଛି ଯେଉଁଥିରେ ଘରର ସୁନ୍ଦରତା ବଢ଼ିବା ସହ ଆର୍ଥିକସ୍ଥିତି ମଧ୍ୟ ସ୍ବଚ୍ଛଳ ହେବ।

ଶୋଇବା ଶୈଳୀରୁ ଜାଣନ୍ତୁ ମହିଳାଙ୍କ ସ୍ବଭାବ

ଶୋଇବା ଶୈଳୀରୁ ଜାଣନ୍ତୁ ମହିଳାଙ୍କ ସ୍ବଭାବ

ପ୍ରତ୍ୟେକ ଲୋକଙ୍କ ଶୋଇବା ଶୈଳୀ ଭିନ୍ନ ପ୍ରକାରର। ନିଜ ନିଜ ହିସାବରେ ଶୋଇବାରେ ଆରାମ ମିଳିଥାଏ ବୋଲି ଅନେକଙ୍କ ବିଶ୍ୱାସ ରହିଛି।

ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଆପଣାନ୍ତୁ ଏହି ଉପାୟ

ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଆପଣାନ୍ତୁ ଏହି ଉପାୟ

ଖରାଦିନରେ ତ୍ୱଚାରେ ନାନା ସମସ୍ୟା ଦେଖା ଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ କିଛି ଉପାୟ। 

ହୃଦ୍‌ଘାତ ଭଳି ଅନେକ ରୋଗରୁ ରକ୍ଷା କରେ ଶଙ୍ଖ

ହୃଦ୍‌ଘାତ ଭଳି ଅନେକ ରୋଗରୁ ରକ୍ଷା କରେ ଶଙ୍ଖ

ଯଦିଓ ଶଙ୍ଖକୁ ହିନ୍ଦୁ ଧର୍ମ ସହ ଯୋଡ଼ା ଯାଇଛି, କିନ୍ତୁ ଏହାର ବୈଜ୍ଞାନିକ ମହତ୍ତ୍ୱ ଢେର୍‌ ଅଧିକ। ଏହାର ପ୍ରୟୋଗ ଦ୍ୱାରା ଅନେକ ସ୍ବାସ୍ଥ୍ୟବର୍ଦ୍ଧକ ଲାଭ ମିଳିଥାଏ। ଫୁସ୍‌ଫୁସ୍‌ଠାରୁ ନେଇ ଚକ୍ଷୁ ପର୍ଯ୍ୟନ୍ତ ବିଭିନ୍ନ ଶାରୀରିକ ସମସ୍ୟାରୁ ଏହା ରକ୍ଷା କରିଥାଏ। 

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି...

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି...

ସକାଳେ ଗୁଡ଼ପାଣି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଏହାକୁ ପିଇଲେ ଫୁସ୍‌ଫୁସ୍‌ର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ବାୟୁ ପ୍ରଦୂଷଣରେ ଏହା ଶରୀର ପାଇଁ ଏକ ସୁରକ୍ଷା ବଳୟ ସୃଷ୍ଟି କରିଥାଏ। ଏହାଦ୍ୱାରା ପାଚନ କ୍ରିୟା ମଧ୍ୟ ସ୍ବାଭାବିକ ହୋଇଥାଏ।

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ...

ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍‌ ଉପରେ ପଡ଼ିଥାଏ। 

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ...

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ...

ପ୍ରତିଦିନ ସକାଳେ ଅଧା କପ୍‌ ବିଟ୍‌   ରସ ପିଇଲେ ଅନେକ ଉପକାର ମିଳିଥାଏ।  ବିଟ୍‌ ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ। 

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ ପ୍ରାୟ ଜାଣିଥିବେ। 

 ବ୍ରେକଅପ୍‌ ପରେ କରୁଛନ୍ତି କି ପ୍ୟାଚଅପ୍‌..! ଧ୍ୟାନ ଦିଅନ୍ତୁ ଏସବୁ ଉପରେ..

ବ୍ରେକଅପ୍‌ ପରେ କରୁଛନ୍ତି କି ପ୍ୟାଚଅପ୍‌..! ଧ୍ୟାନ ଦିଅନ୍ତୁ ଏସବୁ ଉପରେ..

ପ୍ରେମ ମଣିଷକୁ ଯେତିକି ଖୁସି ଦେଇଥାଏ, ବିଚ୍ଛେଦ ସେତିକି ଯନ୍ତ୍ରଣା ମଧ୍ୟ ଦେଇଥାଏ। ଆପଣ ଦେଖିଥିବେ ଅନେକ ସମୟରେ ପାର୍ଟନରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଯାଏ। 

ଶରୀରରେ ଆଇରନ୍‌ ମାତ୍ରା ଠିକ୍‌ ରଖିବା ଜରୁରୀ, ଜାଣନ୍ତୁ ଖାଇବେ କ’ଣ..

ଶରୀରରେ ଆଇରନ୍‌ ମାତ୍ରା ଠିକ୍‌ ରଖିବା ଜରୁରୀ, ଜାଣନ୍ତୁ ଖାଇବେ କ’ଣ..

ଆଜିକାଲି ଅଧିକାଂଶ ମହିଳା କର୍ମଜୀବୀ। ସେମାନେ ପରିବାର ସହ କର୍ମକ୍ଷେତ୍ରକୁ ମଧ୍ୟ ପ୍ରାଧ୍ୟାନ୍ୟ ଦେଉଛନ୍ତି। ଏସବୁ ମଧ୍ୟରେ ଅନେକେ ନିଜର ଯତ୍ନ ନେବାକୁ ଭୁଲି ଯାଆନ୍ତି। ମାତ୍ର ମହିଳାମାନଙ୍କ ଶରୀରରେ ଆଇରନ୍‌ର ଠିକ୍‌ ମାତ୍ରା ରହିବା ଜରୁରୀ। 

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌...

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌...

ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍‌, ଫୋଲେଟ୍‌, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ତତ୍ତ୍ୱ ରହିଥାଏ। 


Model This Week

କ୍ରିଷ୍ଣା
Why Dharitri