ମନୋରଞ୍ଜନ |

ପୁଅର ନାମକରଣ କଲେ ଶାହିଦ କପୁର

ପୁଅର ନାମକରଣ କଲେ ଶାହିଦ କପୁର
ମୁମ୍ବାଇ, ୭।୯:  ବଲିଉଡର ଚକଲେଟ ବୟ ଶାହିଦ କପୁର ନିକଟରେ ଦ୍ୱିତୀୟଥର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ପତ୍ନୀ ମୀରା ରାଜପୁତ ବୁଧବାର ମୁମ୍ବାଇର ହିନ୍ଦୁଜା ହସ୍ବିଟାଲରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଏହି ଖବର ପ୍ରଚାର ହେବାପରେ ପୁତ୍ର ନାଁ କ’ଣ ରହିବ ସେନେଇ ସୋସିଆଲ ମିଡିଆରେ ତର୍ଜମା ଚାଲିଥିଲା। ଶାହିଦଙ୍କ ଫ୍ୟାନ୍‌ମାନେ ବିଭିନ୍ନ ନାଁ ମଧ୍ୟ ପ୍ରସ୍ତାବ ଦେଇଥିଲେ। ଶୁକ୍ରବାର ଶାହିଦ ନିଜ ପୁଅ ନାଁ ରଖିଛନ୍ତି ଜୈନ କପୁର। ଏକଥା ନିଜ ଟୁଇଟରରେ ପ୍ରକାଶ କରିଛନ୍ତି ସେ। ଏହାପୂର୍ବରୁ ମୀଶା ନାମରେ ଶାହିଦଙ୍କ ଏକ ଝିଅ ଅଛି। 
All Right Reserved By

ମନୋରଞ୍ଜନ |

‘ଭାରତ’ର ଟ୍ରେଲର ରିଲିଜ୍‌

‘ଭାରତ’ର ଟ୍ରେଲର ରିଲିଜ୍‌

ମୁମ୍ବାଇ,୨୨।୪: ସଲମାନ ଖଁାଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଭାରତର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଟ୍ରେଲରଟି ୩ମିନିଟ ୧୧ସେକେଣ୍ଡର ହୋଇଥିବା ବେଳେ ରିଲିଜର କିଛି ସମୟ ମଧ୍ୟରେ ଲକ୍ଷାଧିକ ଲୋକ ଏହାକୁ ଦେଖିସାରିଲେଣି। 

ସଞ୍ଜୟ ଲୀଲା ଭଂସାଲୀ କେବେ ଏହି ଅଭିନେତ୍ରୀଙ୍କୁ କରିଥିଲେ ରିଜେକ୍ଟ: ଏବେ  ତାଙ୍କୁ ନେଇ କରୁଛନ୍ତି ବଡ଼ ଫିଲ୍ମ

ସଞ୍ଜୟ ଲୀଲା ଭଂସାଲୀ କେବେ ଏହି ଅଭିନେତ୍ରୀଙ୍କୁ କରିଥିଲେ ରିଜେକ୍ଟ: ଏବେ ତାଙ୍କୁ ନେଇ କରୁଛନ୍ତି ବଡ଼ ଫିଲ୍ମ

ମୁମ୍ବାଇ,୨୨।୪: ଅଭିନେତ୍ରୀ ଆଲିଆ ଭଟ୍ଟ ଏବେ ବଲିଉଡର ପପୁଲାର ଅଭିନେତ୍ରୀ ଭାବେ ଜଣାଶୁଣା। ଗୋଟିଏ ପରେ ଗୋଟିଏ ସୁପରହିଟ ଫିଲ୍ମ ଦେଇ ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି।

ଦ୍ରୌପଦୀଙ୍କ ବସ୍ତ୍ରହରଣ ସିନ୍‌ ପରେ ଅଧଘଣ୍ଟା କାନ୍ଦିଥିଲେ ରୂପା ଗାଙ୍ଗୁଲୀ

ଦ୍ରୌପଦୀଙ୍କ ବସ୍ତ୍ରହରଣ ସିନ୍‌ ପରେ ଅଧଘଣ୍ଟା କାନ୍ଦିଥିଲେ ରୂପା ଗାଙ୍ଗୁଲୀ

ମହାଭାରତ ସିରିଏଲର ପ୍ରତିଟି ଚରିତ୍ର ଆଜିବି ଲୋକଙ୍କ ମନରେ ତାଜା ଅଛି। 

ଅକ୍ଷୟ କୁମାର କାନାଡାର ନାଗରିକ: ଲଢି ପାରିବେନି ନିର୍ବାଚନ!

ଅକ୍ଷୟ କୁମାର କାନାଡାର ନାଗରିକ: ଲଢି ପାରିବେନି ନିର୍ବାଚନ!

ନୂଆଦିଲ୍ଲୀ,୨୨।୪: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ଲୋକ ସଭା ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ଚାଲିଛି। ହେବେ ସୋସିଆଲ ମିଡିଆରେ ଏବେ ଆଉ ଏକ ଚର୍ଚ୍ଚା ଯୋର ଧରିଛି। 

ମଲାଇକାଙ୍କ ପୁଅ ଅରହାନ ଜାହ୍ନବୀଙ୍କ ମେଲ୍‌ ଭର୍ସନ

ମଲାଇକାଙ୍କ ପୁଅ ଅରହାନ ଜାହ୍ନବୀଙ୍କ ମେଲ୍‌ ଭର୍ସନ

ମୁମ୍ବାଇ: ମଲାଇକା ଆରୋରା ଏବେ ତାଙ୍କ ରିଲେସନଶିପକୁ ନେଇ ଅଛନ୍ତି ଚର୍ଚ୍ଚାରେ। ହେଲେ ନିକଟରେ ସେ ତାଙ୍କ ପୁଅ ଅରହାନଙ୍କ ସହ ଲଞ୍ଚ ଡେଟରେ ଯାଇଥିବା ବେଳେ ସ୍ପଟ ହୋଇଛନ୍ତି। 

ଶ୍ରୀଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

ଶ୍ରୀଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ ୮ଟି ସ୍ଥାନରେ ହୋଇଥିବା ବିସ୍ଫୋରଣରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। 

ମାଧୁରୀଙ୍କ ଆଖପାଖରେ ବୁଲୁଥିଲେ ସଞ୍ଜୟ, କାନରେ କହୁଥିଲେ ଏହି କଥା

ମାଧୁରୀଙ୍କ ଆଖପାଖରେ ବୁଲୁଥିଲେ ସଞ୍ଜୟ, କାନରେ କହୁଥିଲେ ଏହି କଥା

ମାଧୁରୀ ଏବଂ ସଞ୍ଜୟ ଦତ୍ତଙ୍କ ଯୋଡ଼ି ୯୦ ଦଶକରେ ସିଲ୍‌ଭର ସ୍କ୍ରିନ୍‌ରେ ସୁପରହିଟ୍‌ ହୋଇଥିଲା। ଫିଲ୍ମରେ କାମ କରିବା ସମୟରେ ଦୁଇଜଣଙ୍କ ପ୍ରେମସମ୍ପର୍କ ମଧ୍ୟ ଦର୍ଶକଙ୍କ ସାମ୍ନାକୁ ଆସିଥିଲା।

ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ମୁମ୍ବାଇ,୨୧।୪: ବଲିଉଡ୍‌ ଅଭିନେତା ଋଷି କପୁର କିଛି ଦିନ ଧରି ଆମେରିକାରେ ଚିକିତ୍ସିତ ହେଉଛନ୍ତି। ତେବେ ଥାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିଛି।

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

ମୁମ୍ବାଇ: ବଲିଉଡ୍‌ ଭାଇଜନ୍‌ ସଲମାନ ଖାଁ ୫୩ ବର୍ଷରେ ପଦାର୍ପଣ କଲେଣି। କିନ୍ତୁ ଆଜି ପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି। ସେ କେବେ ବିବାହ କରିବେ ତାକୁ ନେଇ ବହୁବାର ପ୍ରଶ୍ନ ଉଠିଥିଲେ ବି ସଲମାନ ଭିନ୍ନ ଭିନ୍ନ କାରଣ ଦର୍ଶାଇଛନ୍ତି।

ଟାଇଗରଙ୍କ ନୂଆ ଯୋଜନା

ଟାଇଗରଙ୍କ ନୂଆ ଯୋଜନା

ଷ୍ଟାର କିଡ୍‌ ଟାଇଗର ଶ୍ରଫ ଏକ ନୂଆ ଯୋଜନାରେ ବ୍ୟସ୍ତ ଅଛନ୍ତି। ୟା ଭିତରେ ବେଶ୍‌ କେତୋଟି ହିଟ୍‌ ସିନେମାରେ ଅଭିନୟ କରି ସେ ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହୋଇଛନ୍ତି। 

ପ୍ରଥମେ ନା, ତା’ପରେ ହଁ କଲେ ଜାହ୍ନବୀ

ପ୍ରଥମେ ନା, ତା’ପରେ ହଁ କଲେ ଜାହ୍ନବୀ

କଥାରେ ଅଛି ଆରେ ଢାମଣା ବୁଲି ବୁଲି ପୁଣି ସେଇ ଅଗଣା। ଦେଖୁନାହାନ୍ତି, ଡବଲ ରୋଲ୍‌ ପରି ଚାନ୍ସକୁ ଜାହ୍ନବୀ  ପ୍ରଥମେ ହାତଛଡା କରିଥିଲେ। ହେଲେ ପ୍ରଯୋଜକ କୋଉ ଛାଡିବାର।

Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri