ଅପରାଧ | ଅନଗୁଳ-ଢେଙ୍କାନାଳ

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଢେଙ୍କାନାଳ ଅଫିସ, ୧୦ା୯- ଢେଙ୍କାନାଳ ସହରସ୍ଥିତ କାଲଟାକ୍ସ ଫାଣ୍ଡି ଅଞ୍ଚଳର ଜଣେ ୭ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ କାଳିଆ ଦେହୁରୀଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ସନ୍ଧ୍ୟାରେ ଶିଶୁକନ୍ୟା ଅଭିଯୁକ୍ତଙ୍କ ଘରକୁ ଟିଭି ଦେଖିବାକୁ ଯାଇଥିଲେ। ଘରେ କେହି ନ ଥିବା ସୁଯୋଗରେ କାଳିଆ ତାଙ୍କୁ ବଳାତ୍କାର କରିଥିଲେ। ପୀଡ଼ିତା ଏ ନେଇ ପରିବାର ଲୋକଙ୍କୁ ଜଣାଇବା ପରେ ରବିବାର କାଲଟାକ୍ସ ଫାଣ୍ଡି ଓ ଟାଉନ ଥାନାରେ ଅଭିଯୋଗ ହୋଇଛି। ନାବାଳିକାଙ୍କ ଡାକ୍ତରୀ ପରୀକ୍ଷା କରାଯାଇଛି।  ଏ ନେଇ  ନଂ. ୨୫୧/୧୮ରେ ମାମଲା ରୁଜୁ କରାଯାଇଥିବା ଥାନାଧିକାରୀ ଅଭିନବ ଡାଳୁଆ ସୂଚନା ଦେଇଛନ୍ତି।

All Right Reserved By

ଅପରାଧ | ଅନଗୁଳ-ଢେଙ୍କାନାଳ

ବ୍ୟବସାୟୀଙ୍କୁ ଆକ୍ରମଣ ଲୁଟିନେଲେ ୨ଲକ୍ଷ ଟଙ୍କା, ବାଇକ

ବ୍ୟବସାୟୀଙ୍କୁ ଆକ୍ରମଣ ଲୁଟିନେଲେ ୨ଲକ୍ଷ ଟଙ୍କା, ବାଇକ

ପୁରୁଷୋତ୍ତମପୁର,୨୬।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କଲେଜଛକ-କମାସାହି ରାସ୍ତାରେ ଜଣେ ବ୍ୟବସାୟୀଙ୍କୁ ଗୁରୁବାର ରାତିରେ ଲୁଟେରାମାନେ ଆକ୍ରମଣ କରି ୨ଲକ୍ଷ ଟଙ୍କା ଓ ବାଇକ ଲୁଟି ନେଇଛନ୍ତି। ଲୁଟ୍‌ର ଶୀକାର ହୋଇଛନ୍ତି ଶଙ୍କର ଟ୍ରେଡର୍ସର ମାଲିକ ଅରୂପ କୁମାର ମହାନ୍ତି। ଆକ୍ରମଣରେ ଗୁରୁତର ଅରୂପଙ୍କୁ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଆକ୍ରମଣ ମାମଲା, ବାପ-ପୁଅଙ୍କୁ କୋର୍ଟଚାଲାଣ

ଆକ୍ରମଣ ମାମଲା, ବାପ-ପୁଅଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୨୫।୪(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ଚାଞ୍ଚଡ଼ାପଲ୍ଲୀ ଗ୍ରାମର କେଶବ ବିଶୋୟୀ ଓ ତାଙ୍କ ପୁଅ ବିଦ୍ୟାଧରଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛି। ପୈତୃକ ସମ୍ପତ୍ତି ଭାଗବଣ୍ଟନକୁ କେନ୍ଦ୍ରକରି ବୁଧବାର ରାତି ପ୍ରାୟ ସାଢ଼େ ୭ଟାରେ କେଶବଙ୍କ ୨ପୁଅ ବିଦ୍ୟାଧର ଓ ପ୍ରଭାତଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା।

ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା ଅଭିଯୋଗ, ଜଣେ ଅଟକ

ବଲାଙ୍ଗୀର ଅଫିସ,୨୪।୪: ବଲାଙ୍ଗୀର ଜିଲା ଟିକ୍ରାପଡ଼ା ଫାଣ୍ତି ଅଧୀନ ଝରବାହାଲି ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ଏ ନେଇ ସଇତଳା ଥାନାରେ ବୁଧବାର ଅଭିଯୋଗ ହୋଇଛି। 

ହଳଦୀପଡ଼ିଆ ବସ୍ତିରୁ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ହଳଦୀପଡ଼ିଆ ବସ୍ତିରୁ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକରୋଡ୍‌,୨୪।୪(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ବେଆଇନ ବ୍ରାଉନ୍‌ସୁଗାର  ବ୍ୟବସାୟ ଚାଲିଛି। ଏପରିକି ଥାନା ହତା ମଧ୍ୟରେ କମିଶନରେଟ ପୋଲିସର ଜୋନ୍‌-୪ ଏସିପିଙ୍କ କାର୍ଯ୍ୟାଳୟ ରହିଥିବାବେଳେ ଏହି ବସ୍ତି ଏବେ ଚୋରା ନିଶା ବ୍ୟବସାୟୀଙ୍କ କବ୍‌ଜାରେ। 

ମହିଳାଙ୍କୁ ଯୌତୁକ ନିର୍ଯାତନା

ମହିଳାଙ୍କୁ ଯୌତୁକ ନିର୍ଯାତନା

ଜୟପୁର,୨୨ା୪(ଡି.ଏନ.ଏ)- କୋରାପୁଟ ଜିଲା ଜୟପୁର ସଦରଥାନା ଫୁଲବାଡ ଅଞ୍ଚଳରେ ଜଣେ ମହିଳାଙ୍କୁ ଯୌତୁକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ ହୋଇଛନ୍ତି ା

ନାବାଳିକାଙ୍କୁ ବଳାତ୍କାର ମାମଲା  ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ

ନାବାଳିକାଙ୍କୁ ବଳାତ୍କାର ମାମଲା ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୨୨।୪-ହିନ୍ଦୋଳ ବ୍ଲକ ବାଲିମୀ ଥାନା ଅଞ୍ଚଳର ନାବାଳିକା (୧୫ବର୍ଷ) ଅପହରଣ ଏବଂ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। 

ଅବକାରୀ ଚଢାଉ, ଜଣେ ଗିରଫ

ଅବକାରୀ ଚଢାଉ, ଜଣେ ଗିରଫ

 ବଇଣ୍ଡା,୨୨।୪(ଡି.ଏନ.ଏ.)- ଆଠମଲ୍ଲିକ ଅବକାରୀ ପକ୍ଷରୁ ସୋମବାର  ଆଠମଲ୍ଲିକ ଥାନା ସୋରିଷପଙ୍କ ଗ୍ରାମରେ ଚଢାଉ କରାଯାଇ ସିଦ୍ଧେଶ୍ୱର ପ୍ରଧାନଙ୍କ ଘରୁ ୮ ଲିଟର ଦେଶୀ ମଦ ଜବତ କରାଯାଇଛି। 

ଯୁବକଙ୍କୁ ହତ୍ୟା

ଯୁବକଙ୍କୁ ହତ୍ୟା

ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି।

ନିରଞ୍ଜନଙ୍କୁ ଆକ୍ରମଣ  ଘଟଣା : ସିଇଓଙ୍କ ନିକଟରେ ଫେରାଦ ହେଲେ କଂଗ୍ରେସ-ବିଜେଡି

ନିରଞ୍ଜନଙ୍କୁ ଆକ୍ରମଣ ଘଟଣା : ସିଇଓଙ୍କ ନିକଟରେ ଫେରାଦ ହେଲେ କଂଗ୍ରେସ-ବିଜେଡି

ଭୁବନେଶ୍ୱର, ୨୨ା୪(ବ୍ୟୁରୋ) : ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ରବିବାର ଘଷିପୁରାର ଭଣ୍ଡାରିବିହାରଠାରେ ଏକ ରାଲିରେ ଯିବାବେଳେ ତାଙ୍କୁ ଆକ୍ରମଣ କରାଯାଇଛି । କେତେଜଣ ଦୁର୍ବୃତ୍ତ ନିରଞ୍ଜନ ଓ ତାଙ୍କ ସମର୍ଥକଙ୍କ ଉପରକୁ ଆକ୍ରମଣ କରିଛନ୍ତି

ବିଜେଡି ବିଧାୟକ ପ୍ରାର୍ଥୀଙ୍କ କାର୍‌ ଉପରକୁ ବୋମାମାଡ଼ :  ଅନନ୍ତଙ୍କ ସମେତ ୨ ଆହତ

ବିଜେଡି ବିଧାୟକ ପ୍ରାର୍ଥୀଙ୍କ କାର୍‌ ଉପରକୁ ବୋମାମାଡ଼ : ଅନନ୍ତଙ୍କ ସମେତ ୨ ଆହତ

କଟକ ରୋଡ୍‌,୨୨।୪(ଡି.ଏନ୍‌.ଏ.)-ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା କେନାଲ ରୋଡ୍‌ ଅଞ୍ଚଳରେ ରବିବାର ରାତିରେ ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ କାର୍‌ ଉପରକୁ ବୋମାମାଡ଼ ହୋଇଛି। 

ଭାଜପା ପ୍ରାର୍ଥୀଙ୍କ କାର୍‌କୁ ବୋମାମାଡ଼  : ଅଳ୍ପକେ ବର୍ତ୍ତିଲେ ଜଗନ୍ନାଥ ପ୍ରଧାନ

ଭାଜପା ପ୍ରାର୍ଥୀଙ୍କ କାର୍‌କୁ ବୋମାମାଡ଼ : ଅଳ୍ପକେ ବର୍ତ୍ତିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୨ା୪ (ବ୍ୟୁରୋ)- ଭୁବନେଶ୍ୱର-ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ପୁଣି ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ କାର ଉପରକୁ ବୋମାମାଡ଼ କରିଛନ୍ତି।

ମାଙ୍ଗାନିଜ ଚୋରି ଓ ସୁରକ୍ଷାକର୍ମୀଙ୍କ ମୋବାଇଲ ଲୁଟ୍‌ ଘଟଣା:  ଧରାପଡିଲେ ୪ ଅଭିଯୁକ୍ତ

ମାଙ୍ଗାନିଜ ଚୋରି ଓ ସୁରକ୍ଷାକର୍ମୀଙ୍କ ମୋବାଇଲ ଲୁଟ୍‌ ଘଟଣା: ଧରାପଡିଲେ ୪ ଅଭିଯୁକ୍ତ

ବଡବିଲ,୨୨ା୪(ସ୍ବ.ପ୍ର.):- କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ବଲାଣୀ ଥାନା ଅର୍ଜୁନଲୋଧା ମାଇନ୍ସରୁ ମାଙ୍ଗାନିଜ ଚୋରି ଓ ମୋବାଇଲ ଲୁଟ୍‌ ଘଟଣାରେ ସଂପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ  ଶନିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri