ଫୁରସତ |

ପର୍ନ ଫିଲ୍ମ ଦେଖିଲେ ମିଳିବ ଚାକିରି: ଦରମା ୨ଲକ୍ଷ ଟଙ୍କା

ପର୍ନ ଫିଲ୍ମ ଦେଖିଲେ ମିଳିବ ଚାକିରି: ଦରମା ୨ଲକ୍ଷ ଟଙ୍କା
ଅନେକ ଲୋକ ପର୍ନ ଫିଲ୍ମ ବା ଆଡଲ୍ଟ ଫିଲ୍ମ ଦେଖିବାକୁ ପସନ୍ଦ କରିଥାଆନ୍ତି। ହେଲେ ଖୋଲାଖୋଲି ଭାବେ ନୁହେଁ ଲୁଚାଛପାରେ ଏସବୁ ଫିଲ୍ମ ଦେଖାଯାଇଥାଏ। ହେଲେ ଏମିତି ଏକ ଦେଶ ଅଛି ଯେଉଁଠି ପର୍ନ ଫିଲ୍ମ ଦେଖିଲେ ମିଳିବ ଚାକିରି ତା’ସହ ଲକ୍ଷାଧିକ ଟଙ୍କା ଦରମା। ଡେନମାର୍କରେ ମିଳୁଛି ଏହି ଅଫର୍‌। ଏହି ଚାକିରି ପାଇଁ ବିଜ୍ଞାପନ ମଧ୍ୟ ଦିଆଯାଉଛି। ଡେନମାର୍କର ଏକ ନାଇଟ୍‌ କ୍ଲବ ଏଥିପାଇଁ ବିଜ୍ଞାପନ ଦେଇଛନ୍ତି। ଏଥିରେ ଯୋଗ୍ୟ ବିବେଚିତ ହେଉଥିବା ପ୍ରାର୍ଥୀମାନେ କେବଳ ବସିରହି ପର୍ନ ଫିଲ୍ମ ଦେଖିବେ ଓ ମାସ ଶେଷରେ ୨ ଲକ୍ଷ ଟଙ୍କା ଦରମା ନେବେ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ତେବେ ଉକ୍ତ ନାଇଟ୍‌ କ୍ଲବ ମାଲିକଙ୍କ କହିବା କଥା ହେଲା ଏପରି କଲେ ତାଙ୍କ କ୍ଲବ ଫେମସ ହେବା ସହ ଭଲ ବ୍ୟବସାୟ ହେବ। ଅବଶ୍ୟ ଏହି ଚାକିରି ପାଇଁ ସେ କେତେଗୁଡିଏ ସର୍ତ୍ତାବଳୀ ରଖିଛନ୍ତି କ୍ଲବ ମାଲିକ। ଯେମିତିକି ପ୍ରାର୍ଥୀଙ୍କର ବୟସ ୧୮ ବର୍ଷରୁ ଊର୍ଦ୍ଧ୍ୱ ହୋଇଥିବ। ଏହାସହ ପ୍ରତିଦିନ ୨୦ ଘଣ୍ଟା ବସି ଏହି ଫିଲ୍ମ ଦେଖିବାକୁ ପଡିବ। ଡେନମାର୍କରେ ଥିବା ହର୍ନସ୍ଥେଲ ବାର ନାମକ ଏକ ନାଇଟ୍‌ କ୍ଲବ ତା’ର ଫେସବୁକ୍‌ ଆକାଉଣ୍ଟରେ ଏହି ବିଜ୍ଞାପନ ଦେଇଥିବା ପ୍ରକାଶ କରିଛି। 

All Right Reserved By

ଫୁରସତ |

ବୟସର ବ୍ୟବଧାନ ୪୫ ବର୍ଷ କିନ୍ତୁ ସୁଖୀ ଦମ୍ପତି

ବୟସର ବ୍ୟବଧାନ ୪୫ ବର୍ଷ କିନ୍ତୁ ସୁଖୀ ଦମ୍ପତି

ଦମ୍ପତିଙ୍କ ମଧ୍ୟରେ ବୟସର ତାରତମ୍ୟ କମ୍‌ ରହିଲେ ବୈବାହିକ ଜୀବନ ସୁଖମୟ ହୋଇଥାଏ ବୋଲି ଅନେକ ମତ ଦିଅନ୍ତି। ହେଲେ ଏହାକୁ ଭୁଲ୍‌ ପ୍ରମାଣ କରିଛନ୍ତି କଲମ୍ବିଆର ଦମ୍ପତି

ମୟୂର ସମ୍ପର୍କରେ ଜାଣିଛନ୍ତି କି ଏସବୁ କଥା

ମୟୂର ସମ୍ପର୍କରେ ଜାଣିଛନ୍ତି କି ଏସବୁ କଥା

ମୟୂର ଆମର ଜାତୀୟ ପକ୍ଷୀ। ପୁଚ୍ଛ ପାଇଁ ଏହା ଖୁବ୍‌ ସୁନ୍ଦର ଦେଖାଯାଏ। ବର୍ଷା ଦେଖିଲେ ପୁଚ୍ଛ ମେଲାଇ ନୃତ୍ୟ କରିଥାଏ। ଆମେ ଏତିକି ଜାଣିଛେ ମାତ୍ର ମୟୂର କ’ଣ ଖାଏ? ଏହା ପୁଚ୍ଛରେ କେତୋଟି ଚନ୍ଦ୍ରିକା ରହିଛି ଜାଣନ୍ତି କି? ଯଦି ନା ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ...


ଶୁଭ ଅଶୁଭର ସଙ୍କେତ ଦିଏ କାଉ

ଶୁଭ ଅଶୁଭର ସଙ୍କେତ ଦିଏ କାଉ

ଶାସ୍ତ୍ରରେ ପଶୁପକ୍ଷୀଙ୍କ ଉପସ୍ଥିତି ଓ ସ୍ବର ଆଧାରରେ ତାହା ଶୁଭ କି ଅଶୁଭ ସ୍ଥିର କରାଯାଇଥାଏ। କୁହାଯାଏ ଯେ, ଛାତ ଉପରେ ଯଦି କୌଣସି କାଉ ବସିଯାଏ ତେବେ ଘରକୁ କୁଣିଆଙ୍କ ଆଗମନ ହୋଇଥାଏ। 

ସ୍ବାମୀଙ୍କ ପୋଷାକ ଶୁଙ୍ଘିଲେ ଦୂର ହେବ ଚିନ୍ତା

ସ୍ବାମୀଙ୍କ ପୋଷାକ ଶୁଙ୍ଘିଲେ ଦୂର ହେବ ଚିନ୍ତା

ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନଶୈଳୀ ଯୋଗୁ ମହିଳାମାନେ ଚିନ୍ତାରେ ରହିବା ଏକ ସାଧାରଣ କଥା। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ଏକ ସହଜ ଉପାୟ ସମ୍ମୁଖକୁ ଆସିଛି। ସ୍ବାମୀ ତଥା ପ୍ରେମିକଙ୍କ ପୋଷାକ ଶୁଙ୍ଘିବା ଦ୍ୱାରା ମହିଳାମାନେ ଚିନ୍ତାମୁକ୍ତ ହୋଇପାରିବେ।

ଦାଢ଼ି ଥିବା ପୁଅଙ୍କଠାରୁ ଅଧିକ ସଫା କୁକୁର

ଦାଢ଼ି ଥିବା ପୁଅଙ୍କଠାରୁ ଅଧିକ ସଫା କୁକୁର

ଅଧିକାଂଶ ପୁଅଙ୍କୁ ଦାଢ଼ି ରଖିବାକୁ ଭଲ ଲାଗେ। ଆଜିକାଲି ତ ଏହା ଏକ ଫ୍ୟାଶନ୍‌ ଟ୍ରେଣ୍ଡ ପାଲଟିଲାଣି ବୋଲି କହିଲେ ଭୁଲ ହେବ ନାହିଁ।  

ବାପାଙ୍କ ଲାଗି ନିଜ ଲିଭର୍‌ର ୬୫% ଦାନ କଲେ ଝିଅ

ବାପାଙ୍କ ଲାଗି ନିଜ ଲିଭର୍‌ର ୬୫% ଦାନ କଲେ ଝିଅ

ପରିବାରର ଖୁସି ଲାଗି ଝିଅଟିଏ କିଛି ବି କରିପାରେ। ବିଶେଷକରି ମା’ବାପାଙ୍କ ମଧ୍ୟରୁ ବାପାଙ୍କ ଅତି ନିକଟତର ଥାଏ ଝିଅ। ପୂର୍ବରୁ ଏହାର ଅନେକ ଉଦାହରଣ ଦେଖିବାକୁ ମିଳିଥିବା ବେଳେ ଏବେ କୋଲ୍‌କାତାର ଜଣେ ୧୯ ବର୍ଷୀୟା ଝିଅ ଚର୍ଚ୍ଚାର ବିଷୟ ପାଲଟିଛନ୍ତି।

ଶ୍ୱଶୁର ଧୀରୁଭାଇଙ୍କ ଫୋନ୍‌ କାହିଁକି କାଟିଥିଲେ ନୀତା ଜାଣନ୍ତୁ

ଶ୍ୱଶୁର ଧୀରୁଭାଇଙ୍କ ଫୋନ୍‌ କାହିଁକି କାଟିଥିଲେ ନୀତା ଜାଣନ୍ତୁ

ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ଜୀବନୀ ସମ୍ପର୍କରେ ଜାଣିବା ପାଇଁ ସମସ୍ତେ ଚାହିଁଥାନ୍ତି। ଏପ୍ରିଲ ୧୯ ଅର୍ଥାତ ଆଜି ମୁକେଶଙ୍କ ଜନ୍ମଦିନରେ ନୀତାଙ୍କ ସହ ଯୋଡ଼ି ହୋଇଥିବା କିଛି ଖାସ୍‌ କଥା ଜାଣନ୍ତୁ। 

୧ କୋଟି ଟଙ୍କାର ଚାକିରି ଅଫର ଛାଡ଼ିଲେ ଚା’ ବିକାଳିଙ୍କ ପୁଅ

୧ କୋଟି ଟଙ୍କାର ଚାକିରି ଅଫର ଛାଡ଼ିଲେ ଚା’ ବିକାଳିଙ୍କ ପୁଅ

ପିଲାଦିନରୁ ସମସ୍ତେ ପାଠପଢ଼ାରେ ଧ୍ୟାନ ଦେଇଥାନ୍ତି। ବଡ଼ ହେଲେ କେମିତି ଭଲ ଚାକିରିଟିଏ କରିବେ। ଚାକିରି ମିଳିଗଲେ ଖୁସିରେ ପାଦ ତଳେ ଲାଗେନି। ଭଲ ଦରମାରେ ଯଦି ଚାକିରିଟିଏ ମିଳିଗଲା ତେବେ ଖୁସି ବହୁଗୁଣିତ ହୋଇଯାଏ।

ଦେଢ ବର୍ଷ ବୟସରେ ହରାଇଥିଲେ ଆଖି: ଆଜି ୟୁପିଏସସିରେ ପାଇଲେ ସଫଳତା

ଦେଢ ବର୍ଷ ବୟସରେ ହରାଇଥିଲେ ଆଖି: ଆଜି ୟୁପିଏସସିରେ ପାଇଲେ ସଫଳତା

ନୂଆଦିଲ୍ଲୀ, ୧୯।୪: ଇଚ୍ଛାଶକ୍ତି ଥିଲେ, ପଙ୍ଗୁ ଗିରି ଲଂଘି ପାରେ। ଏହି ଉକ୍ତିଟିର ଯଥାର୍ଥତା ପ୍ରତିପାଦିତ କରିଛନ୍ତି ସତ୍ୟେନ୍ଦ୍ର। 

 ଯେଉଁଠି ସୁନ୍ଦରୀ ଝିଅଙ୍କୁ ବିବାହ ଲାଗି ମିଳନ୍ତି ନାହିଁ ପୁଅ: କାରଣ ଜାଣିଲେ ହୋଇଯିବେ  ଆଶ୍ଚର୍ଯ୍ୟ

ଯେଉଁଠି ସୁନ୍ଦରୀ ଝିଅଙ୍କୁ ବିବାହ ଲାଗି ମିଳନ୍ତି ନାହିଁ ପୁଅ: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଏମିତି ଏକ ଗାଁ ଅଛି ଯେଉଁଠି ଝିଅମାନଙ୍କ ଲାଗି ବିବାହ କରିବା ସବୁଠାରୁ ଜଟିଳ ସମସ୍ୟା। ସେଠାରେ ଝିଅମାନେ ସୁନ୍ଦରୀ ହୋଇଥିଲେ ସୁଦ୍ଧା ସେମାନଙ୍କୁ ବିବାହ ନିମନ୍ତେ ପୁଅ ମିଳନ୍ତି ନାହିଁ।

ପାଣି ବଦଳାଇ ଦିଏ ଏହି ଫୁଲର ରୂପ

ପାଣି ବଦଳାଇ ଦିଏ ଏହି ଫୁଲର ରୂପ

ପାହାଡ଼ିଆ ଅଞ୍ଚଳ ବୁଲିବା ପାଇଁ ଗଲେ ବିଭିନ୍ନ ପ୍ରକାର ଫୁଲ ଫୁଟିଥିବାର ନଜରକୁ ଆସିବ। ମାତ୍ର ଏମିତି ଏକ ଫୁଲ ଅଛି ଯାହା ଦେଖିଲେ ଆଖିକୁ ଆଉ ଫେରାଇ ପାରିବେନି। ଏହି ଫୁଲର ନାଁ ହେଉଛି ‘ଡିପ୍‌ହିଲ୍‌ନେୟା ଗ୍ରେ’। 

ମୃତ୍ୟୁ ପରେ କାହିଁକି ବେଳେବେଳେ ଫେରି ଆସେ ଜୀବନ...

ମୃତ୍ୟୁ ପରେ କାହିଁକି ବେଳେବେଳେ ଫେରି ଆସେ ଜୀବନ...

ମୃତ୍ୟୁ ପରେ ଶରୀରରେ କେତେକ ଜୈବିକ ପରିବର୍ତ୍ତନ ଘଟିଥାଏ। ମୃତ୍ୟୁ ପରେ ହୃଦୟର ସ୍ପନ୍ଦନ ବନ୍ଦ ହେବା ଯୋଗୁ ରକ୍ତ ସଞ୍ଚାଳନ ସମ୍ଭବ ହୋଇ ନ ଥାଏ। ଫଳରେ ଶରୀରର ସମସ୍ତ କୋଷିକା ଅମ୍ଲଜାନ ଅଭାବରୁ ମରି ଯାଇଥାନ୍ତି। 


Model This Week

କ୍ରିଷ୍ଣା
Why Dharitri