ଫୁରସତ |

ଦିଦି ଲେଖିଲେ ଦୁର୍ଗାଗୀତ

ଦିଦି ଲେଖିଲେ ଦୁର୍ଗାଗୀତ
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଚଳିତବର୍ଷ ପ୍ରସିଦ୍ଧ ଦୁର୍ଗାପୂଜା ଉପଲକ୍ଷେ ଗୀତ ରଚନା କରିଛନ୍ତି। ଦୁର୍ଗାପୂଜା ଆୟୋଜକଙ୍କ ବୈଠକରେ ସୂଚନା ଦେଇ ମମତା କହିଛନ୍ତି ସେ ‘ଆଗମନି’ (ଦୁର୍ଗାଙ୍କୁ ବନ୍ଦନା କରି ପାରମ୍ପରିକ ବେଙ୍ଗଲୀ ଗୀତ) ଉଦ୍ଦେଶ୍ୟରେ ଗୀତ ରଚନା କରିଛନ୍ତି। ତାଙ୍କ ମନ୍ତ୍ରିମଣ୍ଡଳର ଖୋଦ୍‌ କ୍ୟାବିନେଟ୍‌ ମନ୍ତ୍ରୀ ଅରୂପ ବିଶ୍ୱାସ ତାଙ୍କୁ ଦୁର୍ଗାପୂଜା ପାଇଁ ଗୀତ ଲେଖିବାକୁ ପ୍ରସ୍ତାବ ଦେଇଥିଲେ।  ତେଣୁ ସେ ଦୁର୍ଗାଙ୍କ ଆଗମନୀ ସଂଗୀତ ‘ଯା ଦେବୀ ସର୍ବଭୂତେଷୁ’ ଆଧାରରେ ଗୀତ ରଚନା କରିଛନ୍ତି। ଏହାକୁ ସମସ୍ତେ ପସନ୍ଦ କରିବେ ବୋଲି ସେ ଆଶାବାଦୀ। ଏହାକୁ ଗାଇଛନ୍ତି ଲୋକପ୍ରିୟ ଗାୟକ ତଥା ମନ୍ତ୍ରିମଣ୍ଡଳର ରାଷ୍ଟ୍ରମନ୍ତ୍ରୀ ଇନ୍ଦ୍ରନୀଳ ସେନ୍‌। ନେତାଜୀ ଇନ୍‌ଡୋର ଷ୍ଟାଡିୟମ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦର୍ଶକଙ୍କୁ ମୁଗ୍‌ଧ କରିଥିବା ସେନ୍‌ କହନ୍ତି, ‘ଜୟ ମା’ ଜୟ ଦୁର୍ଗା...’ ଲାଇନ୍‌ରେ ଭକ୍ତିଭାବ ସୃଷ୍ଟି ହେଉଛି। ଉକ୍ତ ଗୀତ ଦିଦି (ମମତା)ଙ୍କ ଦ୍ୱାରା ଖୁବ୍‌ ସୁନ୍ଦର ଭାବରେ ଲେଖାଯାଇଛି। ତେବେ ତାଙ୍କ ଗୀତ ଗାଇଥିବାରୁ ସେ ଖୁସି ଅନୁଭବ କରୁଥିବା ପ୍ରକାଶ କରିଛନ୍ତି। ବିଗତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ଦୁର୍ଗାପୂଜା ଭିତ୍ତିକ ଗୀତ ରଚନା କରିଥିଲେ।
All Right Reserved By

ଫୁରସତ |

ଚୁମ୍ବନ ଦେବାରୁ ସ୍ବାମୀଙ୍କ ଜିଭ କାଟିଦେଲେ ସ୍ତ୍ରୀ

ଚୁମ୍ବନ ଦେବାରୁ ସ୍ବାମୀଙ୍କ ଜିଭ କାଟିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ, ୨୪।୯: ସ୍ବାମୀ-ସ୍ତ୍ରୀ ଝଗଡାର କରୁଣ ପରିସ୍ଥିତି। ଦିଲ୍ଲୀର ରନହୋଲା ନଗରରେ ଏକ ଅଜବ ଘଟଣା ଘଟିଛି। ସ୍ତ୍ରୀଙ୍କୁ ସ୍ବାମୀ ଚୁମ୍ବନ ଦେବାରୁ ତାଙ୍କ ଜିଭ କାଟି ଦେଇଛନ୍ତି ଗର୍ଭବତୀ ସ୍ତ୍ରୀ।

ଏହି ବିଲ୍ଡିଂ ଯେଉଁଠି ଅଛି ଶହ ଶହ ଟନ୍‌ ସୁନା...

ଏହି ବିଲ୍ଡିଂ ଯେଉଁଠି ଅଛି ଶହ ଶହ ଟନ୍‌ ସୁନା...

ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶ ଆମେରିକା ନିକଟରେ ରହିଛି ସବୁଠୁ ଅଧିକ ସୁନା। ଆମେରିକା ଏହି ସୁନାକୁ ଫୋର୍ଡନକ୍ସସ୍ଥିତ ବୁଲିୟନ ଡିପୋଜିଟ୍‌ରେ ରଖିଛି। ଏହାର ପରିମାଣ ୪୬ ଶହ ଟନ୍‌।

ଏମିତି ମନ୍ଦିର ଯେଉଁଠି ପୂଜା ପାଆନ୍ତି ସିନ୍ଦୂରରେ ନିର୍ମିତ ଠାକୁର...

ଏମିତି ମନ୍ଦିର ଯେଉଁଠି ପୂଜା ପାଆନ୍ତି ସିନ୍ଦୂରରେ ନିର୍ମିତ ଠାକୁର...

ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଏକ ମନ୍ଦିରରେ ପୂଜା ପାଉଛନ୍ତି ସିନ୍ଦୁରରେ ନିର୍ମିତ ଗଣେଶ ମୂର୍ତ୍ତି। 

ସୌରଜଗତକୁ  ପରିକ୍ରମା କରୁଥିବା  ସ୍ବପ୍ନର ମଣିଷ

ସୌରଜଗତକୁ ପରିକ୍ରମା କରୁଥିବା ସ୍ବପ୍ନର ମଣିଷ

ପୃଥିବୀକୁ ମିଶେଇ ଆମ ସୌରଜଗତରେ ଆଠଟି ଗ୍ରହ ଅଛନ୍ତି ା ଗ୍ରହଗୁଡ଼ିକ ନିଜ ଚାରିପଟେ ନଟୁ ପରି ବୁଲିବା ସହ ସୂର୍ଯ୍ୟଙ୍କ ଚାରିପଟେ ଘୂରୁଛନ୍ତିି। ସୂର୍ଯ୍ୟ ମଧ୍ୟ ସ୍ଥିର ନୁହେଁ ା ସେ ବି ନିଜ ଚାରିପଟେ ଘୂରିବା ସହ ଆମ ଆକାଶଗଙ୍ଗା ଛାୟାପଥରେ ଘୂରୁଛି। ଆକାଶଗଙ୍ଗା ଛାୟାପଥରେ ସୂର୍ଯ୍ୟ ଭଳି କୋଟି କୋଟି ବଡ଼ ସାନ ନକ୍ଷତ୍ର ରହିଛି। ଆମ ବିଶ୍ୱ ବ୍ରହ୍ମାଣ୍ଡରେ ଆକାଶଗଙ୍ଗା ଛାୟାପଥ ଭଳି ଅନେକ ଛାୟାପଥ ରହିଛି ା ସବୁ ଛାୟାପଥ ଘୂରୁଛନ୍ତି ା ମୋଟାମୋଟି କହିଲେ, ବିଶ୍ୱ ବ୍ରହ୍ମାଣ୍ଡରେ ସମସ୍ତ ଗ୍ରହ, ଉପଗ୍ରହ, ନକ୍ଷତ୍ର ଓ ଛାୟାପଥ ସମସ୍ତେ ଘୂରୁଛନ୍ତି। ସତରେ କେତେ ଶୃଙ୍ଖଳିତ ସେମାନେ?

ଜାଣନ୍ତି କି....ରିଙ୍କେଲ ଥିବା ବ୍ୟକ୍ତି ସତ୍ୟପ୍ରିୟ

ଜାଣନ୍ତି କି....ରିଙ୍କେଲ ଥିବା ବ୍ୟକ୍ତି ସତ୍ୟପ୍ରିୟ

କୁହାଯାଏ ବୟସ ବଢ଼ିଲେ ତାହାର ପ୍ରଭାବ ଶରୀର ଉପରେ ବାରି ହୋଇପଡ଼ିଥାଏ। ବିଶେଷକରି ଚର୍ମରେ ଏହାର ପ୍ରଭାବ ଦେଖାଯିବା ଫଳରେ ଏହା ନରମ ହୋଇଯାଏ। ସେହିପରି ଆଖିରେ ମଧ୍ୟ ରିଙ୍କେଲ(କୁଞ୍ଚନ) ଦେଖାଯାଇଥାଏ। ଏଥିରୁ ହିଁ ବ୍ୟକ୍ତିର ବୟସ ଅନ୍ୟମାନଙ୍କୁ ସହଜରେ ଜଣାପଡ଼ିଯାଏ। 

ଆଇଫୋନ୍‌ ଗନ୍‌

ଆଇଫୋନ୍‌ ଗନ୍‌

ପୃଥିବୀରେ ଯେତିକି ଲୋକଙ୍କ ପାଖରେ ବନ୍ଧୁକ ଅଛି ତା’ର ୪୮% ଅଛି କେବଳ ଆମେରିକୀୟଙ୍କ ପାଖରେ। ସେଥିପାଇଁ ତ ଏଠାକାର ଅସ୍ତ୍ରଶସ୍ତ୍ର ତିଆରି କରୁଥିବା କମ୍ପାନୀର ବାର୍ଷିକ ଆୟ ୯୧୦୦୦ କୋଟି ହୋଇଥାଏ। 

ହାତର ବିଭିନ୍ନ ସିମ୍ବଲ ଏବଂ ଏହାର ଉତ୍ପତ୍ତି

ହାତର ବିଭିନ୍ନ ସିମ୍ବଲ ଏବଂ ଏହାର ଉତ୍ପତ୍ତି

ମଣିଷ ସାଧାରଣତଃ ବିଭିନ୍ନ ଅଙ୍ଗଭଙ୍ଗୀ କରିଥାଏ। ହେଲେ ସେସବୁ ମଧ୍ୟରୁ କେତୋଟି ନିର୍ଦ୍ଦିଷ୍ଟ ଭଙ୍ଗୀକୁ କିଛି ସିମ୍ବଲ ଭାବେ ଗ୍ରହଣ କରାଯାଇଥାଏ। ଠିକ୍‌ ଯେମିତି ହାତର ଆଙ୍ଗୁଳିରେ କରାଯାଉଥିବା କିଛି ଭଙ୍ଗୀ ବା ମୁଦ୍ରା ବି ବିଭିନ୍ନ ସିମ୍ବଲ ଭାବେ ଜନ ସାଧାରଣରେ ବେଶ୍‌ ଆଦୃତ। ତେବେ ଏହାର ପ୍ରଚଳନ ଯେ କେତେ ପୁରୁଣା ଜାଣିଲେ ଆଶ୍ଚର୍ଯ୍ୟ ହେବେ...

ୟୁଥ୍‌ ଆଲର୍ଟ: ନିଜ ଫୋନ୍‌କୁ ରଖନ୍ତୁ ସୁରକ୍ଷିତ

ୟୁଥ୍‌ ଆଲର୍ଟ: ନିଜ ଫୋନ୍‌କୁ ରଖନ୍ତୁ ସୁରକ୍ଷିତ

ବର୍ତ୍ତମାନ କାହା ପାଖରେ ବା ସ୍ମାର୍ଟଫୋନ୍‌ ନାହିଁ। କେବଳ କଥା ହେବା କିମ୍ବା  ଇଣ୍ଟରନେଟ୍‌ ବ୍ୟବହାର ପାଇଁ ନୁହେଁ, ପର୍ସନାଲ ଡାଟା ଷ୍ଟୋରେଜ୍‌ ପାଇଁ ମଧ୍ୟ ଏହା ଏକ ଆବଶ୍ୟକ ସାମଗ୍ରୀରେ ପରିଣତ ହୋଇଗଲାଣି।

ରବର୍‌ ଗର୍ଲ

ରବର୍‌ ଗର୍ଲ

ଜର୍ମାନୀର ୩୧ ବର୍ଷୀୟା ଜୁଲିଆ ଗୁନ୍ଥେଲ, ପରିଚିତ ଜେଲ୍ଟା ନାମରେ। ତାଙ୍କ ଶରୀର ଅସମ୍ଭବଭାବେ ନମନୀୟ। କହିବାକୁଗଲେ ରବର୍‌ ଭଳି। ସେ ନିଜ ଶରୀରକୁ ଏମିତି ମୋଡି ପାରନ୍ତି ଯେ, ଦେଖିଲେ ଆଶ୍ଚର୍ଯ୍ୟ ଲାଗେ।

ଶୁଭ ସୂଚକ ପ୍ରାଣୀ

ଶୁଭ ସୂଚକ ପ୍ରାଣୀ

ହିନ୍ଦୁଧର୍ମ ଅନୁଯାୟୀ ଗୋମାତାଙ୍କୁ ଦେବତା ତୁଲ୍ୟ ପୂଜାର୍ଚ୍ଚନା କରାଯାଉଥିବା ବେଳେ ସାପ, ବୃଷଭ ଆଦି ଜୀବଙ୍କୁ ଦେବତା ସ୍ବରୂପ ଗ୍ରହଣ କରାଯାଏ। ସେହିଭଳି ବିଭିନ୍ନ ସଂସ୍କୃତିରେ ଭିନ୍ନ ଭିନ୍ନ ଜୀବଙ୍କୁ ଶୁଭ ସୂଚକ ବୋଲି କୁହାଯାଏ।

ପ୍ରଥମ ରୋଜଗାର ଟଙ୍କା ସ୍ବାମୀଙ୍କୁ ଦେଇଥିଲି

ପ୍ରଥମ ରୋଜଗାର ଟଙ୍କା ସ୍ବାମୀଙ୍କୁ ଦେଇଥିଲି

କଣ୍ଠଶିଳ୍ପୀ ତଥା ଲେଖିକା ଛନ୍ଦା ମିଶ୍ର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି...

ଚାଲିଲା ଲେଗୋ ବ୍ରିକ୍‌ର କାର୍‌

ଚାଲିଲା ଲେଗୋ ବ୍ରିକ୍‌ର କାର୍‌

ଛୋଟ ପିଲାମାନେ ଲେଗୋ ବ୍ରିକ୍‌କୁ ଜଏଣ୍ଟ କରି ଘରଠୁ ଆରମ୍ଭ କରି ବ୍ରିଜ୍‌, ଗେଟ୍‌ ଅନେକ କିଛି ତିଆରି କରନ୍ତି। ତେବେ ନିକଟରେ ସେହି ଲେଗୋ ବ୍ରିକ୍‌ରେ ତିଆରି କରାଯାଇଥିଲା ଏକ ବୁଗାତି ଚିରୋନ୍‌ କାର୍‌। ଡେନମାର୍କର ଟୟ କମ୍ପାନୀ ଏହାକୁ ତିଆରି କରିଥିଲା।