ବାଲେଶ୍ୱର

ନାବାଳିକାଙ୍କ ଆତ୍ମହତ୍ୟା

ନାବାଳିକାଙ୍କ ଆତ୍ମହତ୍ୟା
ପାଟଣା,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ  ପିଛୁଳା ବେଡା ଗ୍ରାମ ନଦନ ବେଡ଼ା ସାହିରେ ମଙ୍ଗଳବାର ଅପରାହ୍ନରେ ଜଣେ ୧୪ବର୍ଷୀୟା ନାବାଳିକା ଘର ଭିତରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ନାବାଳିକା ଜଣକ ହେଉଛନ୍ତି କୁମ୍ପାଣ୍ଡର ମୁଣ୍ଡାଙ୍କ ଝିଅ। 
ଘର ଲୋକଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ନାବାଳିକା ଜଣଙ୍କ ୩/୪ଦିନ  ହେବ ବିଦ୍ୟାଳୟ ଯାଇ ନ ଥିଲେ। ଏଣୁ ନାବାଳିକାଙ୍କ ମା’  ଝିଅଙ୍କୁ ଏଥିନେଇ ତାଗିଦ କରିଥିଲେ। ଏଥିରେ ନାବାଳିକା ଜଣଙ୍କ ମାନସିକ  ଭାରସାମ୍ୟ  ହରାଇ ଆତ୍ମହତ୍ୟା କରିଥିବା ଆଲୋଚନା ହେଉଛି। ଏଥିନେଇ ଘଟଗାଁ ଥାନାରେ  ଏକ ଅପମୃତ୍ୟୁ  ମାମଲା(ନଂ-୩୯/୧୮) ରୁଜୁ ହୋଇଥିବା କନେଷ୍ଟବଳ ଲଛମନ ସିଂ କହିଛନ୍ତି। ବୁଧବାର ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ଘର ଲୋକଙ୍କୁ ହସ୍ତାନ୍ତର ହୋଇଛି।
All Right Reserved By

ବାଲେଶ୍ୱର

କେନାଲ, ରାସ୍ତା କାମ ନିମ୍ନମାନର ଅଭିଯୋଗ : କାର୍ଯ୍ୟ ବନ୍ଦ କଲେ ଉତ୍ତ୍ୟକ୍ତ ଗ୍ରାମବାସୀ

କେନାଲ, ରାସ୍ତା କାମ ନିମ୍ନମାନର ଅଭିଯୋଗ : କାର୍ଯ୍ୟ ବନ୍ଦ କଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ଖଇରା, ୨୦।୪(ଡି.ଏନ.ଏ.)-ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲର ଖଇରା ଉପଖଣ୍ଡ ଅଧୀନ ଗଡ଼ ଗ୍ରାମ ନିକଟରେ ଚାଲିଥିବା କେନାଲ ଓ ତତ୍‌ସଂଲଗ୍ନ ଆପ୍ରୋଚ ରୋଡ଼ କାର୍ଯ୍ୟ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। 

ଔପଦାରେ ତିନି ଦଳର ମାରାଥନ ପ୍ରଚାର

ଔପଦାରେ ତିନି ଦଳର ମାରାଥନ ପ୍ରଚାର

ଔପଦା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଲୋକ ସଭା ଓ ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଔପଦା ବ୍ଲକ ସଦର ବଜାର ସହ ୬ଟି ପଞ୍ଚାୟତର ୩ ପ୍ରମୁଖ କଂଗ୍ରେସ, ଭାଜପା ଓ ବିଜେଡିର ବାଇକ୍‌ ରାଲି, ରୋଡ଼ ଶୋ’ ତଥା ଗ୍ରାମ ପରିକ୍ରମାରେ ଗାଁ ଦାଣ୍ଡ ପ୍ରକମ୍ପିତ ହେଉଛି।

ନକଲି ବିଦେଶୀ ମଦ କାରଖାନା ଠାବ, ୪ ଗିରଫ

ନକଲି ବିଦେଶୀ ମଦ କାରଖାନା ଠାବ, ୪ ଗିରଫ

ସୋର, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର ଭୋତ୍ରାଙ୍କ ନିର୍ଦ୍ଦେଶକ୍ରମେ କଟକ ଅବକାରୀ ଗୋଇନ୍ଦା ବିଭାଗ, ମୋବାଇଲ ସ୍କ୍ବାଡ଼, ସୋର ଅବକାରୀ ଓ ନୀଳଗିରି ଅବକାରୀ ବିଭାଗର ମିଳିତ ଉଦ୍ୟମରେ ଖଇରା ଓ ସିମୁଳିଆ ଥାନା ଅଧିନରେ ନକଲି ମଦ କାରଖାନା ଠାବ କରାଯାଇଛି।

ଚଇତି ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଚଇତି ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୨୦।୪ (ଡି.ଏନ.ଏ.)- ଚଇତି ପୁନେଇ ଆସିଲେ କୈବର୍ତ୍ତ ଓ ନିଆରୀ ସମ୍ପ୍ରଦାୟ ଉଲ୍ଲସିତ ହୋଇଉଠନ୍ତି। ଘରେ ଘରେ ଝୋଟି ପଡ଼ିବା ସହ ପିଠାପଣାର ଆସର ଜମେ। ୫ ଦିନ ଧରି ଚାଲେ ଏହି ପର୍ବ। ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଖୁସିରେ ମସଗୁଲ ହୁଅନ୍ତି।

ବିଜେଡି ପାଇଁ ପ୍ରଚାର କଲେ ସନାତନ

ବିଜେଡି ପାଇଁ ପ୍ରଚାର କଲେ ସନାତନ

ଚମ୍ପୁଆ, ୨୦ା୪ (ଡି.ଏନ.ଏ.): ବିଜେଡିକୁ ବିଜୟ କରିବାକୁ ଶନିବାର ଚମ୍ପୁଆ ଶିରପୁରଠାରେ ବିଧାୟକ ସନାତନ ମହାକୁଡ ଲୋକଙ୍କୁ ଭୋଟ ଭିକ୍ଷା କରିଛନ୍ତି। ମୁଁ ବିଜେଡି ନୁହଁ ମାତ୍ର ମୋ ସମର୍ଥିିତ ପ୍ରାର୍ଥୀଙ୍କୁ ବିଜେଡି ପ୍ରାର୍ଥୀ କରିଥିବାରୁ ତାଙ୍କୁ ଆଗାମୀ ନିର୍ବାଚନରେ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଥିଲେ। 

ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର କେନାଲର ପୋଲ ନିର୍ମାଣାଧୀନ ରହିଛି। 

ବାସୁଦେବପୁର ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରଚାର: ଭୋଟ ନିବେଦନ

ବାସୁଦେବପୁର ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରଚାର: ଭୋଟ ନିବେଦନ

ବାସୁଦେବପୁର,୨୦।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନମଣ୍ଡଳୀରେ  ଶନିବାର ଭାଜପା ପକ୍ଷରୁ ଏକ ବାଇକ୍‌ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। 

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 


Model This Week

କ୍ରିଷ୍ଣା
Why Dharitri