ସମ୍ବଲପୁର

ଭେଡ଼େନରେ କଂଗ୍ରେସର ଯୁବ ଆକ୍ରୋଶ ଶୋଭାଯାତ୍ରା

ଭେଡ଼େନରେ କଂଗ୍ରେସର ଯୁବ ଆକ୍ରୋଶ ଶୋଭାଯାତ୍ରା

ଭେଡ଼େନ,୧୯।୯(ଡ଼ି.ଏନ.ଏ.)-ବରଗଡ଼ ଭେଡନରେ ଯୁବ କଂଗ୍ରେସ ତରଫରୁ ଉଭୟ କେନ୍ଦ୍ର  ଓ ରାଜ୍ୟ ସରକାରଙ୍କ ଅପାରଗତା, ଦରଦାମ ବୃଦ୍ଧି, ଦୁର୍ନୀତି, ଭ୍ରଷ୍ଟାଚାର, ବେରୋଜଗାରୀ, ପ୍ରତିଶ୍ରୁତିର ଖିତ୍ଲାପି ଆଦି ପ୍ରତିବାଦରେ ବୁଧବାର କଂଗ୍ରେସର ଜନ ଆକ୍ରୋଶ ରାଲି ଅନୁଷ୍ଠିତ ହୋଇଛି । ସ୍ବାଧୀନ କୁମାର ରଥଙ୍କ ନେତୃତ୍ୱରେ ଏହି ଶୋଭାଯାତ୍ରା ଭେଡ଼େନ ସପ୍ତାହିକ ବଜାର ପ୍ରାଙ୍ଗଣରୁ ବାହାରି ଭେଡ଼େନ ବସ୍ତି ପରିକ୍ରମା କରିଥିଲା। ବସଷ୍ଟାଣ୍ଡ ଠାରେ ପ୍ରଧାନମନ୍ତ୍ରୀ ଏବଂ ମୁଖୁମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ପରେ ଏହି ଶୋଭାଯାତ୍ରା ଭେଡ଼େନ ବ୍ଲକ ଅଫିସ ପର୍ଯ୍ୟନ୍ତ ଯାଇଥିଲା। ବ୍ଲକ ଅଫିସ ପରିସରରେ ଜିଲା କଂଗ୍ରେସ ସମ୍ପାଦକ ରମେଶ ଚନ୍ଦ୍ର ପଣ୍ଡାଙ୍କ ପରିଚାଳନାରେ ହୋଇଥିବା ପ୍ରତିବାଦ ସଭାରେ ଯୁବ କଂଗ୍ରେସ ରାଜ୍ୟ ସଭାପତି ଲୋକନାଥ ମହାରଥି, ଯୁବ କଂଗ୍ରେସ ରାଜ୍ୟ ପ୍ରଭାରୀ ନିଜାମୁଲ ଅନସାରୀ, ବରଗଡ଼ ଜିଲା କଂଗ୍ରେସ ସଭାପତି ସତ୍ୟଭୂଷଣ ସାହୁ, ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ, ସାଧୁ ନେପାକ, ରାଜ୍ୟ ସମ୍ପାଦକ ହରଦିପ ସିଂ, ନିପନ ଦାଶ ପ୍ରମୁଖ ଉଦବୋଧନ ଦେଇ ଥିଲେ। ଦରବୃଦ୍ଧି, ବିପର୍ଯ୍ୟସ୍ତ ଶିକ୍ଷା ସ୍ବାସ୍ଥ୍ୟ ବ୍ୟବସ୍ଥା, ବେରୋଜଗାରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା, କୃଷକ ମାନେ ବୀମାରାଶି ନ ପାଇବା ଆଦି ସମ୍ପର୍କରେ ଉଭୟ ସରକାରଙ୍କୁ ସମାଲୋଚନା କରାଯାଛି। ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିପିଓ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ପ୍ରଦାନ କରାଯାଇଥିଲା। ଏହି ଯୁବ ଆକ୍ରୋଶ ଶୋଭାଯାତ୍ରାରେ ଭେଡ଼େନ ବ୍ଲକ ସଭାପତି ଗଣେଶ ପଧାନ, ଜୋନ ସଭାପତି ଚମାର ମେହେର, ବିଶ୍ୱଜିତ ହୋତା, ବରିଷ୍ଠ ନେତା ଦଶରଥ ମେହେର, ଡୋଳାବତୀ ମେହେର, ସରୋଜ ପଶାୟତ, କିଶୋର ସାହୁ ଙ୍କ ସମେତ ବ୍ଲକର ସମସ୍ତ ପଞ୍ଚାୟତରୁ ବହୁ ସଂଖ୍ୟକ ଯୁବ କର୍ମୀ ଯୋଗ ଦେଇଥିଲେ।
All Right Reserved By

ସମ୍ବଲପୁର

ନକ୍‌ଆଉଟ ଫୁଟବଲ ଟୁର୍ନାମେଣ୍ଟ: ଧର୍ମଗଡ ଚାମ୍ପିୟନ

ନକ୍‌ଆଉଟ ଫୁଟବଲ ଟୁର୍ନାମେଣ୍ଟ: ଧର୍ମଗଡ ଚାମ୍ପିୟନ

ସେରଗଡ଼,୧୮।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ତୁଳାପଡାଠାରେ ପାଝରାଣୀ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଚାଲିଥିବା ନକଆଉଟ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଧର୍ମଗଡ ଓ ଜାମଖୁଣ୍ଟା ମଧ୍ୟରେ ଅନୁଷ୍ଠିତ ଫାଇନାଲ ଖେଳରେ ଧର୍ମଗଡ ୪-୨ ଗୋଲରେ ବିଜୟୀ ହୋଇ ଚାମ୍ପିୟନ ହୋଇଛି। ଚାମ୍ପିୟନ ଦଳକୁ ୮ ହଜାର ଟଙ୍କା ସହ ଟ୍ରଫି ଏବଂ ରନର୍ସଅପ୍‌ ଦଳକୁ ୬ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ

ବୌଦ୍ଧ,୧୮।୨(ସ୍ବ.ପ୍ର): କାଳିଆ ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଯୋଜନାରେ ରାଜ୍ୟରେ ଜଣେ ହେଲେ ଯୋଗ୍ୟ ଚାଷୀ ଯେପରି ବଞ୍ଚତ୍ତ ହେବେ ନାହିଁ ସେଥିପ୍ରତି ଦୃଷ୍ଟି ଦିଆଯାଉଛି ।

ଓଡିଶା ଷ୍ଟାମ୍ପ ଭେଣ୍ଡର ମହାସଂଘର ଧାରଣା ସମାଧାନ ପାଇଁ ସରକାର ଦୃଷ୍ଟି ଦେବାକୁ ଦାବି

ରାଉରକେଲା ଅଫିସ,୧୮ା୨-ଓଡିଶା ଷ୍ଟାମ୍ପ ଭେଣ୍ଡର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଧାରଣା ଆରମ୍ଭ ହୋଇଛି ା 

‘ଶାସନ ପରିବର୍ତ୍ତନର ବାର୍ତ୍ତାବହ ସାଜିବେ କୃଷକ’

ରାଉରକେଲା ଅଫିସ,୧୮ା ୨-ବିଜେଡି ସରକାର କୃଷକଙ୍କ ସମସ୍ୟାର ସମାଧାନ ପାଇଁ କେବେ ଆଗ୍ରହ ପ୍ରକାଶ କରି ନାହଁାନ୍ତି। ଏଥିପାଇଁ ଶାସନ ପରିବର୍ତ୍ତନର ବାର୍ତ୍ତାବହ ସାଜିବେ ଓଡିଶା କୃଷକ। କୃଷକମାନେ ହେଲେ ସମାଜର ମେରୁଦଣ୍ଡ। 

ବେଲପାହାଡ଼ ବନ୍ଦ

ବେଲପାହାଡ଼,୧୮ା୨(ଡ଼ି.ଏନ୍‌.ଏ): ଜମ୍ମୁକଶ୍ମୀର ପୁଲୱାମାଠାରେ ସଂଘଟିତ ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣରେ ଭାରତର ୪୯ ଜଣ ଯବାନ ଶହୀଦ ହୋଇଛନ୍ତି ା 

ବେଲପାହାଡ଼:୩ କେନ୍ଦ୍ରରେ ମାଟ୍ରିକ   ପରୀକ୍ଷା ଦେବେ ୪୭୫ ଛାତ୍ରୀଛାତ୍ର

ବେଲପାହାଡ଼:୩ କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୪୭୫ ଛାତ୍ରୀଛାତ୍ର

ବେଲପାହାଡ଼,୧୮ା୨(ଡ଼ି.ଏନ୍‌.ଏ.): ଆସନ୍ତା ୨୨ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ା ଏଥିପାଇଁ ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳସ୍ଥିତ ନୋଡ଼ାଲ କେନ୍ଦ୍ର ଗିରିଧରଲାଲ ଉଚ୍ଚ ବିଦ୍ୟାଳୟକୁ ପ୍ରଶ୍ନପତ୍ର ପହଞ୍ଚତ୍ ସାରିଛି ା ପ୍ରଶ୍ନପତ୍ରଗୁଡିକ କଡ଼ା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମରେ ରଖାଯାଇଛି ା

ଅବ୍ୟବସ୍ଥାରେ ଚାଲିଛି ଲିଫ୍ଟ ପଏଣ୍ଟ: ଉପୁଡି ପଡିଛି ଖୁଣ୍ଟ, ଟ୍ରାନ୍ସଫର୍ମର ମୁକୁଳା

ଅବ୍ୟବସ୍ଥାରେ ଚାଲିଛି ଲିଫ୍ଟ ପଏଣ୍ଟ: ଉପୁଡି ପଡିଛି ଖୁଣ୍ଟ, ଟ୍ରାନ୍ସଫର୍ମର ମୁକୁଳା

ବିନିକା, ୧୮ା୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସାରଙ୍ଗପାଲି ଗାଁ। ଅଧିକାଂଶ ଆଦିବାସୀ ସମ୍ପ୍ରଦାୟର ।  ମୁଖ୍ୟ ଜୀବିକା ଧାନଚାଷ ା ଉଠାଜଳସେଚନ ପଏଣ୍ଟ ମାଧ୍ୟରେ ୮୦ହେକ୍ଟର ଜମିରେ ଚାଷ ହୋଇଥାଏ। 

ପୁଲୱାମା ଶହୀଦଙ୍କୁ  କ୍ୟାଣ୍ଡେଲ ଜାଳି ଶ୍ରଦ୍ଧାଞ୍ଜଳି

ପୁଲୱାମା ଶହୀଦଙ୍କୁ କ୍ୟାଣ୍ଡେଲ ଜାଳି ଶ୍ରଦ୍ଧାଞ୍ଜଳି

ଜମନକିରା, ୧୫। ୨ ( ଡି.ଏନ୍‌.ଏ) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମା ଦୁର୍ଗା ମଣ୍ଡପ ସମ୍ମୁଖରେ ପୁଲୱାମା ଶହୀଦଙ୍କ ପାଇଁ ଜମନକିରା ଗ୍ରାମ୍ୟ ଉନ୍ନୟନ କମିଟି ଓ ଗ୍ରାମବାସୀଙ୍କ ପକ୍ଷରୁ କ୍ୟାଣ୍ଡେଲ ଜାଳି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। 

ଶହୀଦଙ୍କୁ ସମ୍ମାନ ଜଣାଇ ଦୋକାନ ବଜାର ବନ୍ଦ

ଶହୀଦଙ୍କୁ ସମ୍ମାନ ଜଣାଇ ଦୋକାନ ବଜାର ବନ୍ଦ

ଚନ୍ଦାହାଣ୍ଡି, ୧୮।୨(ଡି.ଏନ.ଏ): ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ଯବାନମାନଙ୍କ ଅମର ଆତ୍ମାକୁ ସମ୍ମାନ ଜଣାଇ ନବରଙ୍ଗପୁର ବଣିକ ସଂଘ ଦ୍ୱାରା ଦିଆଯାଇଥିବା ବନ୍ଦ ଡାକରାରେ ଚନ୍ଦାହାଣ୍ଡି ବ୍ଲକ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି।

ବ୍ରିଜ୍‌ ତଳକୁ ଠେଲି ନାବାଳକଙ୍କୁ ହତ୍ୟା, ୨ ଗିରଫ

ବ୍ରିଜ୍‌ ତଳକୁ ଠେଲି ନାବାଳକଙ୍କୁ ହତ୍ୟା, ୨ ଗିରଫ

ବରଗଡ଼ ଅଫିସ୍‌,୧୮ା୨:ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ଼ ନଂ-୯ ଭିଏସଏସ ନଗର ବିଶି କଲୋନୀର ଜଣେ ନାବାଳକ ଇନେଶ ତାଣ୍ଡି(୧୫)ଙ୍କୁ ସମ୍ବଲପୁର ଜିଲା ବୁର୍ଲା ପି.ସି ବ୍ରିଜ ତଳକୁ ଠେଲି ହତ୍ୟା କରାଯାଇଛି ।

ଶୀତ ଗଲାପରେ କମ୍ବଳ କଥା ମନେ ପଡୁଛି

ଶୀତ ଗଲାପରେ କମ୍ବଳ କଥା ମନେ ପଡୁଛି

ସମ୍ବଲପୁର,୧୮ା୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ବୃଦ୍ଧାବୃଦ୍ଧ, ବିଧବା, ଭିନ୍ନକ୍ଷମମାନଙ୍କୁ ମାସିକ ଭତ୍ତା ମିଳୁଛି। ୬୦ ବର୍ଷ ବୟସ ଭିତରେ ହିତାଧିକାରୀଙ୍କୁ ପୂର୍ବରୁ ୩୦୦ ଟଙ୍କା ମିଳୁଥିଲା। ଏବେ ଆଉ ୨ ଶହ ଟଙ୍କା ବଢିଛି। 

ଅଙ୍ଗନୱାଡି କର୍ମୀ, ସହାୟିକା ସମାବେଶ: ପ୍ରେକ୍ଷାଳୟରେ ସିଟ୍‌ ମିଳିଲାନି

ଅଙ୍ଗନୱାଡି କର୍ମୀ, ସହାୟିକା ସମାବେଶ: ପ୍ରେକ୍ଷାଳୟରେ ସିଟ୍‌ ମିଳିଲାନି

ସମ୍ବଲପୁର, ୧୮।୨ (ବ୍ୟୁରୋ)-ପଶ୍ଚିମ ଓଡିଶା ଅଙ୍ଗନୱାଡି କର୍ମୀ ଓ ସହାୟିକା ସଂଘର ସମାବେଶ (ମହାଯୋଟ) ତପସ୍ବିନୀ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି ।