ଜି.ଉଦୟଗିରି, ବାଲିଗୁଡା, ଫୁଲବାଣୀରେ ବିଜେଡି ଆଗରେ

ଫୁଲବାଣୀ ଅଫିସ,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି...

ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଦାଶରଥୀ...

ଆଗୁଆ ଅଛନ୍ତି ଉଷା ଦେବୀ

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ କଡା ମୁକାବିଲା ଚାଲିଛି। ସପ୍ତମ ରାଉଣ୍ଡ...

ବରଗଡ଼ ଲୋକ ସଭା: ସୁରେଶ-ପ୍ରସନ୍ନଙ୍କ ମଧ୍ୟରେ କଡ଼ା ଟକ୍କର

ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସୁରେଶ ୨୬୦୫୮...

ବହୁ ଆଗରେ ସୂର୍ଯ୍ୟ ପାତ୍ର

ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି ୧୧ହଜାର ୫୭୪ ଖଣ୍ଡ ଭୋଟ। ଦ୍ୱିତୀୟ...

ନୂଆପଡ଼ାରେ ଢୋଲକିଆ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୨୦୧୫୪ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି...

୯ ହଜାରରୁ ଅଧିକ ଭୋଟରେ ବିକ୍ରମ ଆଗୁଆ

ବ୍ରହ୍ମପୁର ଅଫିସ,୨୩।୫- ବ୍ରହ୍ମପୁର ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ବିକ୍ରମ ପଣ୍ଡା ୯ ହଜାରରୁ ଅଧିକ ଭୋଟରେ ଆଗୁଆ ହୋଇଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା ବିକ୍ରମଙ୍କୁ ୧୭ହଜାର ୧୭୫ଖଣ୍ଡ ଭୋଟ ମିଳିଛି।...

ପଛରେ ପଡିଲେ ଶତ୍ରୁ

ପାଟନା,୨୩।୫: ବିହାରର ପାଟନା ସାହିବ ଆସନରୁ କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନାଙ୍କୁ ଲାଗିଛି ଝଟକା। ଅଭିନେତାରୁ ନେତା ପାଲଟିଥିବା ସିହ୍ନା ଶେଷ ମୁହୂର୍ତ୍ତରେ ଭାଜପା ଛାଡି କଂଗ୍ରେସରେ ଯୋଗ ଦେବା ଏବେ ତାଙ୍କୁ...

ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଭାଜପା ପ୍ରାର୍ଥୀଙ୍କଠାରୁ ଆଗୁଆ ଅଛନ୍ତି। ବିଜେଡି...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ବହୁମତ ଆଡକୁ ଆଗେଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସବୁଆଡୁ ଆସୁଛି ଶୁଭେଚ୍ଛାର ବାର୍ତ୍ତା। ଏହି ଅବସରରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ଓ୍ବିକ୍ରେମାସିଂଘେ ମଧ୍ୟ...

ଭାଜପାର ବିପୁଳ ବିଜୟ: ସବ୍‌ କା ସାଥ୍‌; ସବ୍‌ କା ବିକାଶ; ସବ୍‌ କା ବିଶ୍ୱାସ କହିଲେ ମୋଦି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦିଙ୍କ ମ୍ୟାଜିକ୍‌ କାମ କରିଛି। ଭାଜପାର ବିପୁଳ ବିଜୟରେ ମୋଦି କହିଛନ୍ତି ଏହା ସବ୍‌ କା ସାଥ୍‌; ସବ୍‌ କା ବିକାଶ; ସବ୍‌ କା ବିଶ୍ୱାସ ଯୋଗୁ ସମ୍ଭବ ହୋଇପାରିଛି।...

ମୋଦି-ଶାହ ଯୋଡ଼ି ପୁଣି ସଫଳ: ବାଉନ୍ସରରେ ପ୍ରତିପକ୍ଷ ବୋଲ୍ଡ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଡି ସଫଳ ହୋଇଛି। ମୋଦି ଏବଂ ଶାହଙ୍କ କୂଟନୀତି ବାଉନ୍ସର ବଲ ଆଗରେ ପ୍ରତିପକ୍ଷ ବୋଲ୍ଡ ହୋଇଯାଇଛନ୍ତି। କଂଗ୍ରେସ ବହୁ...

ମେ ୨୬ରେ ମୋଦି ନିର୍ବାଚିତ ହେବେ ଭାଜପା ସଂସଦୀୟ ଦଳ ନେତା

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନେତୃତ୍ୱାଧୀନ ଏନଡିଏ କେନ୍ଦ୍ରରେ ସରକାର ଗଠନ କରିବା ନିଶ୍ଚିତ ହୋଇଛି। ଆସନ୍ତା ମେ ୨୬ରେ ଭାଜପା ସଂସଦୀୟ...

ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ: ୩ ଆଗୁଆ ଜଣେ ପଛୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିର୍ବାଚନ ଲଢୁଥିବାବେଳେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାୟବରେଲୀରୁ...

ପଶ୍ଚିମବଙ୍ଗରେ ଦିଦିଙ୍କୁ ଝଟକା

କୋଲକାତା,୨୩।୫: ପଶ୍ଚିମ ବଙ୍ଗରେ ଭାଜପା ପାଖାପାଖି ୧୭ ଆସନରେ ଆଗୁଆ ଥିବା ବେଳେ ତ୍ରୁଣମୂଳ କଂଗ୍ରେସକୁ ଲାଗିଛି ଝଟ୍‌କା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ସେଠାରେ ହିଂସା ପରିସ୍ଥିତି ସୃଷ୍ଟିକରି ଭୋଟ ହାତେଇବା ଲକ୍ଷ୍ୟରେ ଥିବା ଭାଜପା ଅଭିଯୋଗ ଆଣିଥିଲା।...

ମୋଦି ସୁନାମୀରେ ଭାସିଗଲା ବିପକ୍ଷ ଦୁର୍ଗ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ରେକର୍ଡ ସଂଖ୍ୟକ ଆସନରେ ବିଜୟ ଲାଭ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ସଂଖ୍ୟକ ଆସନରେ ବିଜୟ ହେବା ସୁନାମୀରେ ବିପକ୍ଷଙ୍କ ଦୁର୍ଗ ଭାସି ଯାଇଥିବା କୁହାଯାଉଛି। ଭାଜପା ୩ଶହ...

ଓଡ଼ିଶାରେ ବିଜେଡି ଆଗରେ: ବିଧାନ ସଭାରେ ୯୪, ଲୋକ ସଭାରେ ୧୪ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନ ସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ପ୍ରାଥମିକ ଟ୍ରେଣ୍ଟ ଅନୁଯାୟୀ ଉଭୟ ବିଧାନସଭା ଏବଂ ଲୋକ ସଭାରେ ବିଜେଡି ବିରୋଧୀ ଭାଜପା ଏବଂ କଂଗ୍ରେସଠାରୁ ଢେର୍‌...

ମୋଦିଙ୍କ ହାତରେ ପୁଣି ଶାସନ ଡୋର: ସେନସେକ୍ସ୍‌ ଛୁଇଁଲା ୪୦ ହଜାର ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଶାସନ ଡୋର ଧରିବା ନିଶ୍ଚିତ ଥିବା ଭୋଟଗଣତିରୁ ଆକଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସେନସେକ୍ସ୍‌ ୪୦ ହଜାର ଅଙ୍କ ଛୁଇଁଛି। ଏହା ୩୯,୯୦୧.୫୯ ଅଙ୍କରେ ପହଞ୍ଚିଛି।...

ଭାଜପା ଭାଙ୍ଗିଲା ନିଜ ୨୦୧୪ ରେକର୍ଡ: ଦ୍ୱିତୀୟ ଇନିଂସ୍‌ ପାଇଁ ମୋଦି ସଜବାଜ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନିଜର ୨୦୧୪ ଲୋକ ସଭା ନିର୍ବାଚନ ରେକର୍ଡକୁ ଭାଙ୍ଗିଛି। ଫଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌...

ଘଷିପୁରାରେ ବଦ୍ରି ପାତ୍ର ଆଗୁଆ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩। ୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ ପାତ୍ର ୧୫୨୪ , ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ୧୨୪୧ ଏବଂ ଭାଜପାର...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ଅପରାଧ

Video News

HSC results on May 21

Slum Dwellers Gherao Puri Collectorate

All Odisha Khurda entrepreneurs protest

India men’s national hockey team arrives in Bhubaneswar

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur