ସୁରକ୍ଷାବଳଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ମୃତ

ସୁରକ୍ଷାବଳଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ମୃତ
ଶ୍ରୀନଗର, ୧୧।୧୦: ଜମ୍ମୁ-କଶ୍ମୀର କୁପଓ୍ବାରା ଜିଲାର ହାଣ୍ଡଓ୍ବାରାର ଶରତଗୁଣ୍ଡା ବାଲାଠାରେ ଗୁରୁବାର ସୁରକ୍ଷାବଳଙ୍କ ଏନକାଉଣ୍ଟରରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ ୨-୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାବଳଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ସମଗ୍ର ଅଞ୍ଚଳରେ ଇଣ୍ଟରନେଟ୍‌ ଓ ମୋବାଇଲ ସେବାକୁ ବନ୍ଦ କରି ଦିଆଯାଇଛି। ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ଏଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି।
All Right Reserved By