ଖେଳ |

ଶାଙ୍ଘାଇ ମାଷ୍ଟର୍ସ: ସେମିରେ ଜୋକୋଭିଚ୍‌-ଜେଭରେଭ

ଶାଙ୍ଘାଇ ମାଷ୍ଟର୍ସ: ସେମିରେ ଜୋକୋଭିଚ୍‌-ଜେଭରେଭ
ଶାଙ୍ଘାଇ,୧୨।୧୦(ଏଏଫ୍‌ପି)- ନୋଭାକ ଜୋକୋଭିଚ୍‌ ଚଳିତ ଶାଙ୍ଘାଇ ମାଷ୍ଟର୍ସ ଟୁର୍ନାମେଣ୍ଟର ସେମିଫାଇନାଲରେ ଆଲେକ୍ସଜାଣ୍ଡର ଜେଭରେଭଙ୍କୁ ଭେଟିବେ। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୧୪ତମ ଗ୍ରାଣ୍ଡସ୍ଲାମ ଚାମ୍ପିୟନ କେଭିନ ଆଣ୍ଡସନଙ୍କୁ ୭-୬(୭/୧) ଓ ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ୩୧ ବର୍ଷୀୟ ସର୍ବିଆ ଖେଳାଳିଙ୍କୁ ପ୍ରଥମ ସେଟ୍‌ରେ କଡ଼ାସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିଥିଲା। ମାତ୍ର ଚମତ୍କାର ଫର୍ମରେ ଥିବା ଜୋକୋଭିଚ୍‌ ୨ୟ ସେଟ୍‌କୁ ସହଜରେ ଜିତି ନେଇଥିଲେ। ସେ ଚଳିତ ବର୍ଷ ଓ୍ବିମ୍ବେଲଡନ ଓ ୟୁଏସ୍‌ ଓପନ ଟାଇଟଲ ଜିତିଥିଲେ। ଅନ୍ୟ ଏକ କ୍ୱାର୍ଟର ଫାଇନାଲରେ ରାଇଜିଂ ଷ୍ଟାର ଜେଭରେଭ ୬-୪, ୬-୪ ସେଟ୍‌ରେ କାଇଲ ଇଡ୍‌ମୁଣ୍ଡଙ୍କୁ ପରାସ୍ତ କରିଛନ୍ତି। ୧୧ତମ ସିଡ୍‌ ବ୍ରିଟେନ ଖେଳାଳି ସିଜନର ଶେଷ ହେବାକୁ ଥିବା ଏଟିପି ଫାଇନାଲ୍ସ ଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି। ଟପ୍‌ ସିଡ୍‌ ରୋଜର ଫେଡେରର ପରବର୍ତ୍ତୀ କ୍ୱାର୍ଟର ଫାଇନାଲରେ କେଇ ନିଶିକୋରୀଙ୍କୁ ଭେଟିବେ।
All Right Reserved By

ଖେଳ |

ତୀରନ୍ଦାଜ ଦୀପିକା-ଅତନୁଙ୍କ ନିର୍ବନ୍ଧ

ତୀରନ୍ଦାଜ ଦୀପିକା-ଅତନୁଙ୍କ ନିର୍ବନ୍ଧ

ରାଞ୍ଚି,୧୧।୧୨(ପି.ଟି.)- ଭାରତୀୟ ଆର୍ଚର ଦୀପିକା କୁମାରୀ ଓ ଅତନୁ ଦାସ ନିର୍ବନ୍ଧ ହୋଇଯାଇଛି। 

ଧୋନୀଙ୍କୁ ସମ୍ମାନିତ କଲେ ପନ୍ତ

ଧୋନୀଙ୍କୁ ସମ୍ମାନିତ କଲେ ପନ୍ତ

ପର୍ଥ,୧୧।୧୨(ପି.ଟି.)- ରେକର୍ଡଧାରୀ ଭାରତୀୟ ଉଇକେଟକିପର ରିଶଭ ପନ୍ତ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କୁ ସମ୍ମାନିତ କରିଛନ୍ତି।

ବିରୁଷ୍କାଙ୍କ ବିବାହ ବାର୍ଷିକୀ

ବିରୁଷ୍କାଙ୍କ ବିବାହ ବାର୍ଷିକୀ

ମୁମ୍ବାଇ,୧୧।୧୨- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ବିବାହକୁ ମଙ୍ଗଳବାର ଏକ ବର୍ଷ ପୂରିଛି। 

ଭାରତ ଏ’ ଦଳର କ୍ଲିନ ସୁଇପ୍‌

ଭାରତ ଏ’ ଦଳର କ୍ଲିନ ସୁଇପ୍‌

ମାଉଣ୍ଟ ମାଉଙ୍ଗାନୁଇ,୧୧।୧୨- ଏଠାରେ ନ୍ୟୁଜିଲାଣ୍ଡ ଏ’ ବିପକ୍ଷରେ ଖେଳାଯାଇଥିବା ଅନ୍ତିମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ଭାରତ ଏ’ ୭୫ ରନ୍‌ରେ ଜିତି ନେଇଛି। 

ଶ୍ରୀଲଙ୍କା ଅଫ୍‌ ସ୍ପିନର ଦନଞ୍ଜୟ ବାସନ୍ଦ

ଶ୍ରୀଲଙ୍କା ଅଫ୍‌ ସ୍ପିନର ଦନଞ୍ଜୟ ବାସନ୍ଦ

ଦୁବାଇ,୧୧।୧୨- ଶ୍ରୀଲଙ୍କା ଦଳର ଅଫ୍‌ ସ୍ପିନର ଆକିଲା ଦନଞ୍ଜୟଙ୍କୁ ତ୍ରୁଟିପୂର୍ଣ୍ଣ ବୋଲିଂ ଶୈଳୀ ଯୋଗୁ ବାସନ୍ଦ କରାଯାଇଛି। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସୋମବାର କୁହାଯାଇଛି। 

ରୁଟ୍‌ଙ୍କୁ ଅତିକ୍ରମ କଲେ ପୂଜାରା

ରୁଟ୍‌ଙ୍କୁ ଅତିକ୍ରମ କଲେ ପୂଜାରା

ଦୁବାଇ,୧୧।୧୨- ଆଡିଲେଡ୍‌ଠାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଶେଷ ହେବା ପରେ ଆଇସିସି ପକ୍ଷରୁ ଖେଳାଳିଙ୍କ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ପ୍ରକାଶ ପାଇଛି। 

ବିବିଏଲ୍‌ରେ ସ୍ବତନ୍ତ୍ର ଟସ୍‌  ବ୍ୟବସ୍ଥା

ବିବିଏଲ୍‌ରେ ସ୍ବତନ୍ତ୍ର ଟସ୍‌ ବ୍ୟବସ୍ଥା

ମେଲବୋର୍ନ,୧୧।୧୨- ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ଟୁର୍ନାମେଣ୍ଟ ତଥା ବିଗ୍‌ ବାଶ ଲିଗ୍‌ (ବିବିଏଲ)ର ଆୟୋଜକମାନେ ଏକ କୌତୂହଳପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। 

ରାଜ୍ୟସ୍ତରୀୟ ଥ୍ରୋ ବଲ୍‌  ପ୍ରତିଯୋଗିତା ଉଦ୍‌ଯାପିତ

ରାଜ୍ୟସ୍ତରୀୟ ଥ୍ରୋ ବଲ୍‌ ପ୍ରତିଯୋଗିତା ଉଦ୍‌ଯାପିତ

ଜଟଣୀ,୧୧।୧୨(ଡି.ଏନ୍‌.ଏ): ଜଟଣୀ କୁଦିଆରୀରେ ଆୟୋଜିତ ରାଜ୍ୟସ୍ତରୀୟ ମହିଳାପୁରୁଷ ଥ୍ରୋ ବଲ୍‌ ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟ ଓ ଜଟଣୀ ଥ୍ରୋ ବଲ୍‌ ଆସୋସିଏଶନ୍‌ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ୨୦ଟି ଜିଲାରୁ ପୁରୁଷ ଓ ୧୬ଟି ଜିଲାରୁ ମହିଳା ଥ୍ରୋ ବଲ ଦଳ ଅଂଶଗ୍ରହଣ କରିଥିଲେ। 

ସିକେ ନାଇଡୁ ଟ୍ରଫି: ରେଲୱେର ବିଶାଳ ସ୍କୋର : ସହିମ୍‌,ଦିନେଶଙ୍କ ଅପରାଜିତ ଶତକ

ସିକେ ନାଇଡୁ ଟ୍ରଫି: ରେଲୱେର ବିଶାଳ ସ୍କୋର : ସହିମ୍‌,ଦିନେଶଙ୍କ ଅପରାଜିତ ଶତକ

ସମ୍ବଲପୁର, ୧୧।୧୨ (ବ୍ୟୁରୋ)ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଚାଲିଥିବା ୨୩ ବର୍ଷରୁ କମ୍‌ ସି.କେ. ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚର ତୃତୀୟ ଦିବସ ଷ୍ଟମ୍ପ ଅପସାରଣ ବେଳକୁ ଭ୍ରମଣକାରୀ ରେଲୱେ ଦଳ ୩ ଉଇକେଟରେ ୪୦୨ ରନ ସଂଗ୍ରହ କରି ଦୃଢ଼ ସ୍ଥିତିରେ ରହିଛି । 

୮ ରନ୍‌ରେ ଜିତିଲା ଓଡ଼ିଶା

୮ ରନ୍‌ରେ ଜିତିଲା ଓଡ଼ିଶା

କଟକ ଅଫିସ,୧୧।୧୨- ନିମପୁର ଗ୍ରାଉଣ୍ଡରେ ସୋମବାର ଖେଳାଯାଇଥିବା ସିନିୟର ମହିଳା ଏକଦିବସୀୟ କ୍ରିକେଟ ଲିଗ୍‌ ଏଲିଟ୍‌ ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ଓଡ଼ିଶା ୮ ରନ୍‌ରେ ମଧ୍ୟପ୍ରଦେଶକୁ ପରାସ୍ତ କରିଛି। 

ସେମିରେ ଓଡ଼ିଶା

ସେମିରେ ଓଡ଼ିଶା

କଟକ ଅଫିସ,୧୧ା୧୨-ଅରୁଣାଚଳ ପ୍ରଦେଶଠାରେ ଚାଲିଥିବା ଜାତୀୟ ସବ୍‌ଜୁନିୟର ବାଳକ ଫୁଟବଲ ଚାମ୍ପିୟନଶିପ୍‌ର ସୋମବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ୧-୦ ଗୋଲରେ ଘରୋଇ ଅରୁଣାଚଳ ପ୍ରଦେଶକୁ ପରାସ୍ତ କରିଛି। 

ରାଜ୍ୟ ରଣ୍‌ଜୀ ଦଳ ଘୋଷିତ: ଶୁଭମଙ୍କ ପ୍ରତ୍ୟାବର୍ତ୍ତନ, ଦେବାଶିଷ ନୂଆ ମୁହଁ

ରାଜ୍ୟ ରଣ୍‌ଜୀ ଦଳ ଘୋଷିତ: ଶୁଭମଙ୍କ ପ୍ରତ୍ୟାବର୍ତ୍ତନ, ଦେବାଶିଷ ନୂଆ ମୁହଁ

କଟକ ଅଫିସ,୧୧ା୧୨-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଚାଲିଥିବା ଚଳିତ ରଣଜୀ ସିଜନ ଏଲିଟ ଗ୍ରୁପ୍‌-ସି’ରେ ଓଡ଼ିଶା-ରାଜସ୍ଥାନ ମ୍ୟାଚ୍‌ ଆସନ୍ତା ୧୪ତାରିଖରୁ ଭୁବନେଶ୍ୱରସ୍ଥିତ ବିକାଶ ଗ୍ରାଉଣ୍ଡରେ ଖେଳାଯିବ ।