ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ ଶୁକ୍ରବାର ବବି ସମ୍ବଲପୁରକୁ ପ୍ରଥମ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ...

ପିତାଙ୍କ କବର ନିକଟରେ ପୋତି ଦିଆଯିବ ମୁଖତାର ଅନସାରୀଙ୍କ ମୃତଦେହ

ଲକ୍ଷ୍ନୌ,୨୯।୩: ପୂର୍ବତନ ବିଧାୟକ ମୁଖତାର ଅନସାରଙ୍କର ଗୁରୁବାର (୨୮ ମାର୍ଚ୍ଚ) ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ସାରା ରାଜ୍ୟରେ ଧାରା ୧୪୪ ଲାଗୁ ହୋଇଛି। ଗାଜିପୁରର ମହମ୍ମଦାବାଦର କାଲିବାଦ କବରସ୍ଥାନରେ ମୁଖତାର ଅନସାରୀଙ୍କୁ କବର...

ଗୋଟିଏ ମଞ୍ଚରେ ଏକାଠି ହେଲେ ବର୍ତ୍ତମାନ-ପୂର୍ବତନ ରାଷ୍ଟ୍ରପତି, ବାଇଡେନଙ୍କୁ ସମର୍ଥନ କଲେ ଓବାମା-କ୍ଲିଣ୍ଟନ

ଓ୍ବାଶଇଂଟନ,୨୯।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ବିଲ କ୍ଲିଣ୍ଟନଙ୍କୁ ଏକାଠି ଗୋଟିଏ ମଞ୍ଚରେ ଏକ ଧନ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଦେଖାଯାଇଛି। ଏହି କାର୍ଯ୍ୟକ୍ରମ ମାନହଟାନର ରେଡିଓ ସିଟି ମ୍ୟୁଜିକ ହଲରେ...

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ୧.୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ଭୁବନେଶ୍ୱର,୨୯ା୩: ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିବାର କିଛି ଘଣ୍ଟା ପରେ ଏହି ଅଗ୍ରଗତି ହୋଇଛି। କଂଗ୍ରେସ ନେତା ବିବେକ...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା ବ୍ୟତୀତ ଏହି ଆଲୋଚନା ମଧ୍ୟରେ ଏଆଇ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ସମ୍ବନ୍ଧରେ ଏକ ପ୍ରମୁଖ...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି ଭାବରେ ରିଷଭ ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ କ୍ରମାଗତ ଦ୍ୱିତୀୟ ପରାଜୟର ସମ୍ମୁଖୀନ...

ପ୍ରାର୍ଥୀ ଚୟନ ନେଇ ଭାଜପାରେ ଛକାପଞ୍ଝା

ଢେଙ୍କାନାଳ,୨୯ା୩(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବର୍ତ୍ତମାନର ବିଧାୟକ ସୁଧୀର କୁମାର ସାମଲଙ୍କୁ ବିଜେଡି ପୁନଃ ପ୍ରାର୍ଥୀ କରିବା ପରେ ଏଠାକାର ରାଜନୈତିକ ପାଣିପାଗ ଅଧିକ ସରଗରମ ହୋଇଯାଇଛି। ସୁଧୀରଙ୍କ ବିପକ୍ଷରେ ଭାଜପା...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ ଗୁରୁବାର ଦିନ ଦିଲ୍ଲୀରେ ଆୟୋଜିତ ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକରେ ପ୍ରାର୍ଥୀଙ୍କ ନାମ...

ବାପାଙ୍କ ମୃତ୍ୟୁଖବର ଶୁଣି ଚେୟାରରୁ ଗଳି ପଡିଲେ ପୁଅ

ଲକ୍ଷ୍ନୌ,୨୯।୩: ଉତ୍ତରପ୍ରଦେଶର ପ୍ରଖ୍ୟାତ ମାଫିଆ ମୁଖତାର ହୃଦ୍‌ଘାତରେ ମୃତ୍ୟୁବରଣ କରିଛନ୍ତି। ଜେଲ୍‌ରେ ଥିବାବେଳେ ତାଙ୍କର ହୃଦ୍‌ଘାତ ହୋଇଥିଲା। ତାଙ୍କର ଜଣେ ପୁଅ ଅବ୍ବାସ ବର୍ତ୍ତମାନ କସଗଞ୍ଜ ଜେଲରେ ଦଣ୍ଡ ଭୋଗୁଥିବାବେଳେ ସାନପୁଅ ଓମାର ଅବ୍ବାସ ଦୁଇ ଦିନ ପୂର୍ବେ ମେଡିକାଲ...

ବିହାରରେ ଛିଣ୍ଡିଲା ଆସନ ଭାଗବଣ୍ଟା, ଏତିକି ଆସନରେ ନିର୍ବାଚନ ଲଢିବେ ଆରଜେଡି, କଂଗ୍ରେସ, ଏଭଳି ରହିଛି ଫମୁର୍ଲା…

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ବିହାରରେ କଂଗ୍ରେସ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମଧ୍ୟରେ ଆସନ ଭାଗବଣ୍ଟା ଉପରେ ସମାଧାନ ହୋଇଯାଇଛି। ଆଜି ଏହାର ସରକାରୀ ଘୋଷଣା କରାଯାଇପାରେ। ଆଜି ଅପରାହ୍ନରେ ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବାସନାପୁଟ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାମଚନ୍ଦ୍ର ଉଲୁକା। ଅଭିଯୁକ୍ତ...

ଜଣେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଇବା ଠିକ୍‌ ନୁହେଁ

ଲକ୍ଷ୍ନୌ,୨୯।୩: ପ୍ରଖ୍ୟାତ ମାଫିଆ-ରାଜନେତା ମୁଖତାର୍‌ ଅନସାରୀ ହୃଦଘାତରେ ଜେଲ୍‌ରେ ମୃତ୍ୟୁ ଘଟିଛି। ଅନସାରୀଙ୍କ ମୃତ୍ୟୁକୁ ନେଇ ଭାଜପା ନେତା ସଂଗୀତ ସୋମଙ୍କ ବଡ ବିବୃତ୍ତି ପ୍ରକାଶ ପାଇଛି। ଜଣେ ବଡ ଅପରାଧୀଙ୍କ ମୃତ୍ୟୁକୁ ନେଇ କାନ୍ଦିବା ଠିକ ନୁହେଁ ବୋଲି...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। କିଛିବର୍ଷ ପୂର୍ବରୁ ଯୁଯୁମୁରା ବ୍ଲକର ସନାତନପାଲିରେ ଫୁଲଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା। କିନ୍ତୁ ପରେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଓଡ଼ିଶା, ବିହାର, ଗୁଜରାଟ, ମହାରାଷ୍ଟ୍ର, ଦିଲ୍ଲୀ ଓ କେରଳ ଆଦି ୬...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ ସେ ସାମିଲ ହେବେ ବୋଲି ଜଣାପଡିଛି। ବିଜୟ ବର୍ତ୍ତମାନ ଆଇଏସ୍‌ଏଲ୍‌ରେ ଚେନ୍ନାଇନ୍‌ ଏଫ୍‌ସି...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ନିରାଡ଼ମ୍ବର ଉତ୍ସବରେ ସମସ୍ତ ଖେଳାଳି, ପ୍ରଶିକ୍ଷକ ଓ ସପୋର୍ଟ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ୨୭୪ ଷ୍ଟ୍ରାଇକ ହାରରେ ୨୩...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ ୪୫ ବଲରେ ୮୫ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ଚମତ୍କାର ଇନିଂସ...

ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ

ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯାତ୍ରୀଙ୍କୁ ନେଇ କ୍ୟାବ ଜମ୍ମୁରୁ...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ ଅନ୍ୟାନ ଦାନ ସାମଗ୍ରୀ ଦୁର୍ବୃତ୍ତ ଲୁଟିନେଇଛନ୍ତି। ଗତ ରଥଯାତ୍ରା ପରଠୁ ହୁଣ୍ଡି ଖୋଲା...