ଜୀବନଚର୍ଯ୍ୟା |

ପ୍ରତିଦିନ ମେଥି ସହିତ ଦହି ମିଶାଇ ଖାଆନ୍ତୁ, ମିଳିବ ଅନେକ ଫାଇଦା...

ପ୍ରତିଦିନ ମେଥି ସହିତ ଦହି ମିଶାଇ ଖାଆନ୍ତୁ, ମିଳିବ ଅନେକ ଫାଇଦା...
ମେଥି ଶରୀରର ଅନେକ ଉପକାର କରେ। ଏହା ପାଚନ କ୍ରିୟା ପାଇଁ ବେଶ୍‌ ଲାଭକାରୀ। ପ୍ରତିଦିନ ମେଥି ଗୁଣ୍ଡ ଖାଇଲେ ବିଭିନ୍ନ ପ୍ରକାର ପେଟ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ବିଶେଷକରି ଏଥିରେ ଫାଇବରର ମାତ୍ରା ଅଧିକ ରହୁଥିବାରୁ ପେଟର ଯାବତୀୟ ରୋଗ ଏହାଦ୍ୱାରା ଠିକ ହୋଇଥାଏ। ମେଥି ସହିତ ଦହି ମିଶାଇ ଖାଇଲେ ଅନେକ ଉପକାର ମିଳେ। ମେଥି ଗୁଣ୍ଡ ସହିତ ସ୍ବାଦ ଅନୁସାରେ ଅଳ୍ପ କଳାଲୁଣ ମିଶାଇ ଖାଇଲେ ପେଟକାଟିବା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ କୁହାଯାଇଛି।
All Right Reserved By

ଜୀବନଚର୍ଯ୍ୟା |

କମ୍‌ ଶୋଉଥିବା ବ୍ୟକ୍ତିଙ୍କୁ ହୋଇପାରେ ଡିଏନ୍‌ଏ ଡ୍ୟାମେଜ୍‌

କମ୍‌ ଶୋଉଥିବା ବ୍ୟକ୍ତିଙ୍କୁ ହୋଇପାରେ ଡିଏନ୍‌ଏ ଡ୍ୟାମେଜ୍‌

ସୁସ୍ଥ ରହିବା ପାଇଁ ନିଦର ଆବଶ୍ୟକତା ରହିଛି। ଭଲ ସ୍ବାସ୍ଥ୍ୟ ପାଇବା ଲାଗି ପ୍ରତ୍ୟେକ ବ୍ୟକ୍ତିଙ୍କୁ ୭ ଘଣ୍ଟା ଶୋଇବା ନିତାନ୍ତ ଆବଶ୍ୟକ। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନଶୈଳୀ ମଧ୍ୟରେ ନିଦ୍ରାହୀନତା ଏକ ପ୍ରମୁଖ ରୋଗ ପାଲଟିଲାଣି।

ଉଚ୍ଚରକ୍ତଚାପରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଖାଆନ୍ତୁ ଏହି ପରିବା...

ଉଚ୍ଚରକ୍ତଚାପରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଖାଆନ୍ତୁ ଏହି ପରିବା...

ସ୍ବାସ୍ଥ୍ୟ ପାଇଁ ପନିପରିବା ଅତି ଉପକାରୀ। ପନିବରିବା ମଧ୍ୟରେ ବିଲାତି ବାଇଗଣ ଏକ ଘରେ ଘରେ ଏକ ମୁଖ୍ୟ ପରିବା। ଦେଖିବାକୁ ଯେତିକି ସୁନ୍ଦର,ଦେହପାଇଁ ମଧ୍ୟ ଏହା ସେତିକି ଉପକାରୀ।

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଅଧା କପ୍‌ ଏହି ରସ...

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଅଧା କପ୍‌ ଏହି ରସ...

ସକାଳେ କିଛି ସମୟ ଭ୍ରମଣ ପରେ ଅଧା କପ୍‌ ବିଟ୍‌ ଜୁସ୍‌ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ ।

ତ୍ୱଚା ପାଇଁ କଫି

ତ୍ୱଚା ପାଇଁ କଫି

ଉତ୍ତମ ସ୍କ୍ରବ୍‌ର କାମ କରିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିଥାଏ କଫି। ଜାଣନ୍ତୁ ସେ ସମ୍ପର୍କରେ କିଛି ଟିପ୍ସ...

ଗର୍ଭାବସ୍ଥାରେ  ଲୁପସ୍‌

ଗର୍ଭାବସ୍ଥାରେ ଲୁପସ୍‌

ଏସ୍‌ଏଲ୍‌ଇ ବା ସିଷ୍ଟମିକ୍‌ ଲୁପସ୍‌ ଏରିଦମେଟୋସସ୍‌ ଏକ ଗୁରୁତର ଅଟୋଇମ୍ୟୁନ୍‌ ରୋଗ, ଯାହାର ଅର୍ଥ ହେଉଛି ଶରୀରରେ ସ୍ବାଭାବିକ ଭାବେ ଥିବା ପଦାର୍ଥର ବିନାଶକ ପ୍ରତିପିଣ୍ଡ ଦ୍ୱାରା ସୃଷ୍ଟରୋଗ। ଏଥିସହ ତା’ ସାଙ୍ଗରେ ଅଟୋ ଆଣ୍ଟିବଡି ମଧ୍ୟ ଥାଏ, ଯାହା ଶରୀରରେ ପ୍ରବେଶ  କରିଥିବା ବିଷଦ୍ରବ୍ୟକୁ  ଧ୍ୱଂସ କରିବା ପାଇଁ  ରକ୍ତରେ ଗଢ଼ିଉଠିଥିବା ବିଷନାଶକ ପୁଷ୍ଟିସାର ହୋଇଥାଏ । 

ସ୍ତନକର୍କଟରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ଥର ଆପଣାନ୍ତୁ ଏହି ସହଜ ଉପାୟ...

ସ୍ତନକର୍କଟରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ଥର ଆପଣାନ୍ତୁ ଏହି ସହଜ ଉପାୟ...

ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି ଯେ ମାଛ ସ୍ତନ କର୍କଟ ସମସ୍ୟାର ଦୂର କରିଥାଏ।

ବହୁ ରୋଗରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଖାଆନ୍ତୁ ମୁଠାଏ...

ବହୁ ରୋଗରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଖାଆନ୍ତୁ ମୁଠାଏ...

ଶରୀରରେ ପ୍ରୋଟିନର ଅଭାବ ଦେଖାଦେଲେ ସାମାନ୍ୟ ପରିଶ୍ରମରେ ବି କ୍ଲାନ୍ତି ଲାଗିଥାଏ । ଏପରି କ୍ଷେତ୍ରରେ ସପ୍ଲିମେଣ୍ଟ ଭାବେ ଅନେକ ମେଡିସିନ୍‌ ମାଧ୍ୟମରେ ପ୍ରୋଟିନ୍‌ ନେବା ଆରମ୍ଭ କରିଥାନ୍ତି । 

ଔଷଧ ବ୍ୟବହାର

ଔଷଧ ବ୍ୟବହାର

ଔଷଧ ଖାଇବା ଭୁଲି ହୋଇଗଲେ ପରବର୍ତ୍ତୀ ମାତ୍ରାକୁ ଦୁଇଗୁଣ ବଢ଼େଇ ଦେଇ ବ୍ୟବହାର କରିବେନି। ଔଷଧର ନଁା ଲେଖା ନ ଥିବା ବୋତଲରେ ଔଷଧ ରଖିବେନି। ଡାକ୍ତରଙ୍କୁ ନ ପଚାରି କୌଣସି ବଟିକା ଔଷଧକୁ ଫାଳ କରି କି ଗୁଣ୍ଡକରି ଖାଇବେନି। କାରଣ କେତେକ ବଟିକାକୁ ପୂରା ସେହିପରି ଭାବରେ ଗିଳିପକେଇଲେ ତା’ର ସକ୍ରିୟତା ଅକ୍ଷୂର୍ଣ୍ଣ ରହିଥାଏ। କିନ୍ତୁ ତାକୁ ଫାଳ କରିଦେଲେ କି ଗୁଣ୍ଡ କରିଦେଲେ ଔଷଧର କାର୍ଯ୍ୟକାରିତା ହ୍ରାସ ପାଇଯାଏ।

ଆଖି କ୍ୟାନ୍‌ସରର ସହଜ ଚିକିତ୍ସା

ଆଖି କ୍ୟାନ୍‌ସରର ସହଜ ଚିକିତ୍ସା

ଆଖି କ୍ୟାନ୍‌ସର ରୋଗୀଙ୍କ ପାଇଁ ଖୁସି ଖବର।

ମାଇକ୍ରୋସର୍ଜିକାଲ  ସ୍ପର୍ମ ଆସ୍ପିରେସନ

ମାଇକ୍ରୋସର୍ଜିକାଲ ସ୍ପର୍ମ ଆସ୍ପିରେସନ

ମାଇକ୍ରୋସର୍ଜିକାଲ ସ୍ପର୍ମ ଆସ୍ପିରେଶନ (ଏମ୍‌ଇଏସ୍‌ଏ) ଏକ ସର୍ଜିକାଲ ସ୍ପର୍ମ ନିଃସାରଣ କୌଶଳ, ଯାହାଦ୍ୱାରା ପୁରୁଷମାନଙ୍କ ମଧ୍ୟରେ ଭାସାଲ କିମ୍ବା ଏପିଡିଡିମଲ ପ୍ରତିରୋଧ ସହିତ ଏପିଡାଇଡାମିସରୁ ତରଳୁଥିବା ସ୍ପର୍ମକୁ ପୁନରୁଦ୍ଧାର କରାଯାଇଥାଏ ା 

ଡାଇବେଟିସ୍‌ ଜନିତ ଚକ୍ଷୁରୋଗରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ଡାଇବେଟିସ୍‌ ଜନିତ ଚକ୍ଷୁରୋଗରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ସକାଳୁ ଖାଲି ପେଟରେ ଆମ୍ବପତ୍ର ପାଣି ପିିଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ ଶର୍କରା ପରିମାଣ ହ୍ରାସ ପାଏ। 

ୟୁରିନାରୀ ଟ୍ରାକ୍ଟ ସଂକ୍ରମଣରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଆପଣାନ୍ତୁ ଏହି ଉପାୟ...

ୟୁରିନାରୀ ଟ୍ରାକ୍ଟ ସଂକ୍ରମଣରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଆପଣାନ୍ତୁ ଏହି ଉପାୟ...

ୟୁରିନାରୀ ଟ୍ରାକ୍ଟ ଇନଫେକ୍ସନ ବା ୟୁଟିଆଇ ମହିଳାଙ୍କ କ୍ଷେତ୍ରରେ ଦେଖାଦେଉଥିବା ଏକ ସାଧାରଣ ସମସ୍ୟା। ଏଥିରେ ବ୍ୟାକ୍ଟେରିଆ ପରିସ୍ରା ନଳୀ ଦେଇ ବ୍ଲାଡର ପର୍ଯ୍ୟନ୍ତ ପହଞ୍ଚତ୍ ସଂକ୍ରମଣ କରିଥାଏ।