ଜୀବନଚର୍ଯ୍ୟା |

ସ୍ବାସ୍ଥ୍ୟ ରକ୍ଷାରେ ଡାର୍କ ଚକୋଲେଟ

ସ୍ବାସ୍ଥ୍ୟ ରକ୍ଷାରେ ଡାର୍କ ଚକୋଲେଟ

ଡାର୍କ ଚକୋଲେଟ ଚିନି, କୋକୋ ବଟର, କୋକୋ ସଲିଡ଼ ଏବଂ ଅଳ୍ପ ମାତ୍ରାରେ କ୍ଷୀରର ସମିଶ୍ରଣରେ ତିଆରି ହୋଇଥାଏ। ଏହାର ସ୍ବାଦ ଅଳ୍ପ ମିଠା ଓ ଅଳ୍ପ କଡ଼ା ଲାଗିଥାଏ। ପ୍ରାୟ ୭୦ରୁ ୮୫ ପ୍ରତିଶତ କୋକୋ ଥିବା ୧୦୦ଗ୍ରାମ୍‌ ଡାର୍କ ଚକୋଲେଟ୍‌ରେ ଫାଇବର, ଲୌହ, ମ୍ୟାଗ୍ନେସିୟମ୍‌, କପର ଓ ମାଙ୍ଗାନିଜ ଭଳି ଆବଶ୍ୟକୀୟ ପୋଷକତତ୍ତ୍ୱ ରହିଥାଏ। ଏହା ବ୍ୟତୀତ ଏଥିରେ ପୋଟାସିୟମ, ଫସ୍‌ଫରସ୍‌, ଜିଙ୍କ୍‌, ଏବଂ ସେଲେନିୟମ୍‌ ପ୍ରଚୁର ମାତ୍ରାରେ ଥାଏ। ଏହା ଆମ ଶରୀରରେ ଆଣ୍ଟିଅକ୍ସିଡାଣ୍ଟ ଭଳି କାମ କରିଥାଏ। ଉଚ୍ଚ ରକ୍ତଚାପ ଏବଂ ହୃଦ୍‌ଘାତଠାରୁ ଏହା ଦୂରେଇ ରଖିବା ସହ ମସ୍ତିଷ୍କକୁ ସଠିକ ମାତ୍ରାରେ ରକ୍ତ ସଂଞ୍ଚାଳନ କରିବାରେ ସାହାଯ୍ୟ କରିଥାଏ। ଡାର୍କ ଚକୋଲେଟ ମାନସିକ ଚାପ ଦୂର କରିବାରେ ସହାୟକ ହୋଇଥାଏ।

All Right Reserved By

ଜୀବନଚର୍ଯ୍ୟା |

ଏଭଳି ଭୟଠାରୁ ଦୂରେଇ ରହିବା ପାଇଁ...

ଏଭଳି ଭୟଠାରୁ ଦୂରେଇ ରହିବା ପାଇଁ...

କୌଣସି ସ୍ଥାନ, ବସ୍ତୁ, କାର୍ଯ୍ୟ ଓ ପରିସ୍ଥିତି ପ୍ରତି ଅହେତୁକ ଭୟକୁ ଫୋବିୟା କୁହାଯାଏ। କେତେକ ଲୋକ ଭିଡ଼ ଭିତରକୁ ଯିବାକୁ, ଉଚ୍ଚ ସ୍ଥାନକୁ ଯିବାକୁ, ଘରୁ ରାସ୍ତାକୁ ଯିବାକୁ ଭୟ କରନ୍ତି।

ଅବସାଦ ବି’ ଦୂରକରେ ମାଛ

ଅବସାଦ ବି’ ଦୂରକରେ ମାଛ

ସପ୍ତାହରେ ୩ ଦିନ ମାଛ ଖାଇଲେ ମିଳିଥାଏ ଅନେକ ଉପକାର। ମାଛରେ ପ୍ରଚୁର ପରିମାରରେ ଓମେଗା-୩ ଫ୍ୟାଟି ଏସିଡ୍‌ ରହିଥାଏ।

ବର୍ଷାଦିନେ ପିଅନ୍ତୁ ଚା’ ବଢିବ ରୋଗ ପ୍ରତିରୋଧକ ଶକ୍ତି

ବର୍ଷାଦିନେ ପିଅନ୍ତୁ ଚା’ ବଢିବ ରୋଗ ପ୍ରତିରୋଧକ ଶକ୍ତି

ବର୍ଷାଦିନ ଆରମ୍ଭ ହେଲେ ଥଣ୍ଡା, ସର୍ଦ୍ଦି, କାଶ ଓ ଜ୍ୱର ହୋଇଥାଏ। ହେଲେ ଏହି ସମୟରେ ଚା’ ପିଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଥାଆନ୍ତି। ହେଲେ ଏଥିପାଇଁ କିଛି ନିର୍ଦ୍ଦିଷ୍ଟ ଚା’ ପିଇବା ଉଚିତ୍‌।

ବର୍ଷାରେ କେଶ ଓଦା ହୋଇଥିଲେ...

ବର୍ଷାରେ କେଶ ଓଦା ହୋଇଥିଲେ...

ବର୍ଷାରେ ଓଦା ହେବାକୁ ତ ଭଲ ଲାଗେ। ହେଲେ ଏହାର କୁପ୍ରଭାବ ପଡ଼ିଥାଏ କେଶ ଉପରେ। କେଶ ଝଡ଼ିବାଠୁ ଆରମ୍ଭ କରି ଅନେକ ସମସ୍ୟା ଦେଖାଦିଏ। ତେଣୁ ଏହିଦିନେ କେଶକୁ ସୁସ୍ଥ ରଖିବା ଲାଗି ଆପଣାନ୍ତୁ ନିମ୍ନୋକ୍ତ କିଛି ଟିପ୍ସ...

ବିବାହ ପାଇଁ ଟ୍ରେଣ୍ଡି କଲର

ବିବାହ ପାଇଁ ଟ୍ରେଣ୍ଡି କଲର

ବିବାହ ସମୟରେ ଅଧିକାଂଶ ମହିଳା ଲାଲ୍‌ ରଙ୍ଗକୁ ପସନ୍ଦ କରିଥା’ନ୍ତି। ଆପଣ ଚାହିଁଲେ ଏହା ବଦଳରେ ଅନ୍ୟ କିଛି ରଙ୍ଗକୁ ବି ବ୍ରାଇଡାଲ୍‌ କଲର ଭାବେ ବାଛିପାରିବେ। ଜାଣନ୍ତୁ ସେ ସମ୍ପର୍କରେ...

ବର୍ଷାଦିନେ ଶିଶୁଙ୍କ ଯତ୍ନ

ବର୍ଷାଦିନେ ଶିଶୁଙ୍କ ଯତ୍ନ

ପ୍ରବଳ ଖରା ପରେ ବର୍ଷାଋତୁର ଆଗମନକୁ ସମସ୍ତେ ଅପେକ୍ଷା କରି ରହିଥା’ନ୍ତି । ଜଳଦାନ କରିବା ସହ ବିଭିନ୍ନ ସଂକ୍ରାମକ ରୋଗ ସଙ୍ଗରେ ନେଇ ଆସିଥାଏ ଏହି ଋତୁ । ଏହି ସଂକ୍ରାମକ ରୋଗଗୁଡ଼ିକରେ ସାଧାରଣତଃ ଶିଶୁମାନେ ଅଧିକ ପ୍ରଭାବିତ ହୁଅନ୍ତି।

କାନ୍ଦ ବି’ ଶରୀର ପାଇଁ ହିତକର

କାନ୍ଦ ବି’ ଶରୀର ପାଇଁ ହିତକର

ହସିବା ଦ୍ୱାରା ମନ ହାଲ୍‌କା ରହିବା ସହ ଶରୀର ସୁସ୍ଥ ରହିଥାଏ। କିନ୍ତୁ ବେଳେବେଳେ କାନ୍ଦିବା ଦ୍ୱାରା ମଧ୍ୟ ଶରୀରର ଅନେକ ସମସ୍ୟା ଦୂର ହୋଇଥାଏ।

ରକ୍ତହୀନତାରୁ ମୁକ୍ତି ଲାଗି ଖାଆନ୍ତୁ ଏହି ଶାଗ

ରକ୍ତହୀନତାରୁ ମୁକ୍ତି ଲାଗି ଖାଆନ୍ତୁ ଏହି ଶାଗ

ମୂଳାଶାଗ ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ତେବେ ମୂଳା ପ୍ରାୟତଃ ଶୀତଦିନେ ହୋଇଥାଏ। ତେଣୁ ଏହି ସମୟରେ ଅଭ୍ୟାସ କରି ପ୍ରତିଦିନ ମୂଳାଶାଗ ଖାଇଲେ ରକ୍ତହୀନତାରୁ ମୁକ୍ତି ମିଳେ ବୋଲି କୁରୁକ୍ଷେତ୍ର ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ଏସବୁର ସୁରକ୍ଷା ଲାଗି ପିନ୍ଧାଯାଏ ମଙ୍ଗଳସୂତ୍ର

ଏସବୁର ସୁରକ୍ଷା ଲାଗି ପିନ୍ଧାଯାଏ ମଙ୍ଗଳସୂତ୍ର

ବିବାହ ସମୟରେ ନବବଧୂଙ୍କ ଗଳାରେ ମଙ୍ଗଳସୂତ୍ର ପିନ୍ଧାଯିବା ପରମ୍ପରା ଭାରତରେ ରହିଛି। ବିବାହ ସମୟରେ ବର, କନ୍ୟାକୁ ମଙ୍ଗଳସୂତ୍ର ପିନ୍ଧାଇଥାଏ । ଏହା ନ ପିନ୍ଧିବା ଯାଏ ବିବାହ ପୂର୍ଣ୍ଣ ହୁଏ ନାହିଁ ।

ଯନ୍ତ୍ରଣାକୁ ଲାଘବ କରେ ଆଲିଙ୍ଗନ

ଯନ୍ତ୍ରଣାକୁ ଲାଘବ କରେ ଆଲିଙ୍ଗନ

ଆଲିଙ୍ଗନ କଲେ ଶରୀରର ଅନେକ ଉପକାର ହୋଇଥାଏ। ଏହାଦ୍ୱାରା ମାନସିକ ଚାପ ହ୍ରାସ ପାଇବା ସହିତ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ନିକଟରେ ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି।

ରାତିରେ ମହିଳାଙ୍କୁ ମୁଣ୍ଡ କୁଣ୍ଡାଇବାକୁ ମନା କରାଯାଏ କାହିଁକି

ରାତିରେ ମହିଳାଙ୍କୁ ମୁଣ୍ଡ କୁଣ୍ଡାଇବାକୁ ମନା କରାଯାଏ କାହିଁକି

ଭାରତୀୟ ପରମ୍ପରାରେ ରାତିରେ ମହିଳାମାନଙ୍କୁ ମୁଣ୍ଡ କୁଣ୍ଡାଇବାକୁ ବାରଣ କରାଯାଇଥାଏ। ଏହାଦ୍ୱାରା ଲକ୍ଷ୍ମୀଙ୍କର ଅପମାନ ହୋଇଥାଏ ବୋଲି କେତେକଙ୍କର ରହିଛି ବିଶ୍ୱାସ। ଏହା ସହିତ ରାତିରେ ମୁଣ୍ଡ କୁଣ୍ଡାଇଲେ ପ୍ରେତାତ୍ମା ଶରୀରରେ ପ୍ରବେଶ କରିଥାନ୍ତି। ଲମ୍ବା କେଶ ପ୍ରତି ପ୍ରେତାତ୍ମାର ଲୋଭ ରହିଥାଏ।

ଆସିଗଲା ବର୍ଷାଦିନ, ହୋଇଯାନ୍ତୁ ସାବଧାନ

ଆସିଗଲା ବର୍ଷାଦିନ, ହୋଇଯାନ୍ତୁ ସାବଧାନ

ପଣମାନେ ଖରା ଆଉ ଗୁଳୁଗୁଳିରେ ବଡ଼ ସନ୍ତୁଳି ହେଉଥିଲେ। ମୌସୁମୀ ଆସିଯିବାରୁ ଅସ୍ବସ୍ତିରୁ ମୁକ୍ତି ମିଳିଗଲା। ମୌସୁମୀ ସିନା ଆଶ୍ୱସ୍ତି ଆଣିଦେଲା, ହେଲେ ସେ ଏକା ଆସିନି। ସେ ସାଥିରେ ଧରି ଆସିଛି ଅନେକ ବେପାର। ତେଣୁ ଯଥେଷ୍ଟ ସାବଧାନ ନ ହେଲେ ବର୍ଷାଋତୁକାଳୀନ ବେମାରଗୁଡ଼ିକର ଶିକାର ହୋଇପଡ଼ିବା କିଛି ଅସମ୍ଭବ ନୁହେଁ।

Model This Week

ରୂପେଶ