୯ ବର୍ଷ ପରେ ପୁଣି ନଜର ଆସିବେ କ୍ୟାଟ୍ରିନା-ଅକ୍ଷୟ

ବଲିଉଡ୍‌ର ହିଟ୍‌ ଯୋଡ଼ି କ୍ୟାଟ୍ରିନା-ଅକ୍ଷୟ କୁମାର ପୁଣି ବଡ଼ପରଦାରେ ନଜର ଆସିବେ। ‘ନମସ୍ତେ ଲଣ୍ଡନ’, ‘ଓ୍ବେଲ୍‌କମ୍‌’, ‘ହମ୍‌କୋ ଦିବାନା କର୍‌ ଗୟେ’, ‘ସିଙ୍ଗ୍‌ ଇଜ୍‌ କିଙ୍ଗ୍‌’ ପରି ସୁପରହିଟ୍‌ ଫିଲ୍ମ ଦେଇଥିବା ଏହି...

ପରିତ୍ୟକ୍ତ ନାଳରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବଲାଙ୍ଗୀର ଅଫିସ, ୨୫।୫: ବଲାଙ୍ଗୀର ସହର ଲକ୍ଷ୍ମୀଯୋର ନିକଟରେ ଥିବା ଏକ ପରିତ୍ୟକ୍ତ ନାଳରୁ ଶୁକ୍ରବାର ସନ୍ଧ୍ୟାରେ ଏକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନଗରପଡ଼ା ନିବାସୀ ଜଗନୁ ସ୍ବାଇଁଙ୍କ...

ଲୁହାସ୍କ୍ରାପ ଚୋରାଚାଲାଣ : ୩ ଗିରଫ, ଟେମ୍ପୋ ଓ ବନ୍ଧୁକ ଜବତ

ବଡ଼ବିଲ,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଝାଡ଼ଖଣ୍ଡକୁ ଚୋରାଚାଲାଣ ହେଉଥିବା ଏକ ଲୁହାସ୍କ୍ରାପ ବୋଝେଇ ଟେମ୍ପୋକୁ ରାଜ୍ୟ ସୀମାନ୍ତରୁ ଜବତ କରିବା ସହ ଘଟଣାରେ ସଂପୃକ୍ତ ୩ ଜଣଙ୍କୁ ଗିରଫ କରିଛି।...

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହେବ ଅଧିକ ସଶକ୍ତ: ମୋଦି

ନୂଆଦିଲ୍ଲୀ,୨୫।୫: ଏଣିକି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକ ସକ୍ରିୟ ଭାବେ କାର୍ଯ୍ୟ କରିବ। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ମୋଦି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକାରୀଙ୍କ ସହିତ ସାକ୍ଷାତ୍‌ କରି ଏପରି...

ମୋଦିଙ୍କ ବିଜୟ ଖୁସି: ହୋଟେଲରେ ୩ ଘଣ୍ଟା ମିଳିଲା ମାଗଣା ଜଳଖିଆ

ବିଳାସପୁର,୨୫।୫: ଛତିଶଗଡ଼ ବିଳାସପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟରେ ଆନନ୍ଦିତ ହୋଇ ଜଣେ ଭାଜପା କର୍ମକର୍ତ୍ତା ଏକ ଜଳଖିଆ ଦୋକାନରେ ୩ ଘଣ୍ଟା ଖାଦ୍ୟ ସାମଗ୍ରୀ ଦେବାକୁ ଘୋଷଣା କରିଥିଲେ। ଏହି ସମୟ...

ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍‌ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ

ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍‌ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ ରଓ୍ବୋ ଜିଲା ଘୁମା ଗାଁରେ ଘଟିଛି...

ଆସନ୍ତା ୩୧ ପର୍ଯ୍ୟନ୍ତ କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ବାତିଲ

କେନ୍ଦୁଝର,୨୫।୫(ସ୍ବ.ପ୍ର.): ରେଳପଥ ଦୋହରିକରଣ ଲାଗି କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌କୁ ଶନିବାରଠାରୁ ବାତିଲ କରାଯାଇଛି। ଏଥିସହ ଭୁବନେଶ୍ୱରରୁ କେନ୍ଦୁଝର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ମଧ୍ୟ ବାତିଲ ହୋଇଥିବା ଜଣାପଡ଼ିଛି। ଏହା ଆସନ୍ତା ୩୧...

ବାତ୍ୟା ଫନୀ ପ୍ରଭାବ: କାକଟପୁର ଶିକ୍ଷା ବିଭାଗର ୧ କୋଟି ଟଙ୍କାର କ୍ଷତି ହୋଇଥିବା ଆକଳନ, ଖୁବ୍‌ଶୀଘ୍ର ମରାମତି କାର୍ଯ୍ୟ କରାଯିବାକୁ ଦାବି

କାକଟପୁର,୨୫।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ‘ଫନୀ’ ପ୍ରଭାବରେ କାକଟପୁର ବ୍ଲକ ଶିକ୍ଷା ବିଭାଗର ପ୍ରାୟ ୧ କୋଟି ଟଙ୍କାର କ୍ଷତି ଘଟିଥିବା ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ପରିଡ଼ା ସୂଚନା ଦେଇଛନ୍ତି। ବ୍ଲକ ଅଧୀନରେ...

ହଂସପାଳ ଛକରେ ଦୁର୍ଘଟଣା: ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ବାଲିଅନ୍ତା, ୨୫ା୫(ଡି.ଏନ୍‌.ଏ.): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ହଂସପାଳ ଛକରେ ଶନିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ସୋୟାବିନ୍‌ ବଡ଼ି ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌(ନଂ.ଓଡି୦୭ଡି୬୬୮୨) ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶାହରୁଖ

ମୁମ୍ବାଇ: ଚଳିତ ନିର୍ବାଚନରେ ବାଜିମାତ କରିଛି ଭାଜପା। ପୂର୍ଣ୍ଣ ବହୁମତ ସହ ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ମୋଦିଙ୍କ...

ରାହୁଲଙ୍କ ଇସ୍ତଫା ନାଟକ: ଅଗ୍ରାହ୍ୟ କଲା କଂଗ୍ରେସ ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବେ ବୋଲି କୁହାଯାଉଥିଲା। ଶନିବାର କଂଗ୍ରେସ ଓ୍ବାର୍କିଂ କମିଟି ପକ୍ଷରୁ ଅନୁଷ୍ଠିତ ବିଚାର ବିମର୍ଷ ବୈଠକରେ ରାହୁଲ ଅଧ୍ୟକ୍ଷ ପଦରୁ...

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି ଓଡ଼ିଶାର ସେବା କରିବା ଲାଗି ସୁଯୋଗ ଦେଇଥିବାରୁ ନବୀନ ଓଡ଼ିଶାବାସୀଙ୍କୁ ଧନ୍ୟବାଦ...

ବର୍ଷାଋତୁ ପୂର୍ବରୁ ବୁଢ଼ା ପାହାଡ଼ ହେବ ମାଓମୁକ୍ତ: ଆରମ୍ଭ ହେବ ଅପରେଶନ୍‌ ଅଲ୍‌ଆଉଟ୍‌

ରାଞ୍ଚି ୨୫।୫: ବର୍ଷାଋତୁ ପୂର୍ବରୁ ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଥିବା ବୁଢ଼ା ପାହାଡ଼ ଅଞ୍ଚଳକୁ ମାଓମୁକ୍ତ କରାଯିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏଠାରେ ମାଓବାଦୀମାନେ ସକ୍ରିୟ ଥିବାରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଯୋଜନା ଆରମ୍ଭ କରାଯିବ। ଏଥିରେ ଦୁଇ...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ଥିବାବେଳେ ଦ୍ୱିତୀୟର ତୀବ୍ରତା ୪.୮ ଥିବା...

୫ ମହଲା ହୋଟେଲରେ ଅଗ୍ନିକାଣ୍ଡ: ନିଆଁ ଘେରରେ କେତେକ ପରିବାର

ଲକ୍ଷ୍ନୌ, ୨୫।୫: ଉତ୍ତରପ୍ରଦେଶ କାନପୁରରେ ଏକ ୫ ମହଲା ହୋଟେଲ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କଲେକ୍ଟରଗଞ୍ଜ ଥାନା ଅଞ୍ଚଳରେ ଥିବା ଲକି ହୋଟେଲରେ କେତେକ ପରିବାର ନିଆଁ ଘେରରେ ରହିଥିବା କୁହାଯାଉଛି। ସେମାନେ ବୁଲିବା ପାଇଁ ଏଠାକୁ ଆସି ହୋଟେଲରେ...

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ ଚର୍ଚ୍ଚା ଚଳିତ ନିର୍ବାଚନରେ ଦେଖିବାକୁ ମିଳିଛି।...

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ ହେବ ବର୍ଷା ହେଉଛି, ତଥାପି ଦିନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି।...

ପ୍ରତିନିଧିତ୍ୱ କରିବେ ୭୮ ମହିଳା

ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି। ଜୁନ୍‌ ୩ ପୂର୍ବରୁ ଗଠନ ହେବାକୁ ଥିବା ସପ୍ତଦଶ ଲୋକ ସଭାକୁ ଦେଶର ବିଭିନ୍ନ ଭାଗରୁ ଭିନ୍ନ ଭିନ୍ନ ରାଜନୈତିକ ଦଳର ୭୮ ମହିଳାଙ୍କୁ ମତଦାତା ନିର୍ବାଚିତ...

ନିଜ ହେଲିକପ୍ଟରକୁ ଖସାଇଥିଲା ଆଇଏଏଫ୍‌

ନୂଆଦିଲ୍ଲୀ,୨୫ା୫: ପୁଲ୍‌ଓ୍ବାମା ଆକ୍ରମଣ ପରେ ପାକିସ୍ତାନର ବାଲାକୋଟ୍‌ ଶିବିରରେ ଭାରତୀୟ ବାୟୁସେନା (ଆଇଏଏଫ୍‌) ପକ୍ଷରୁ କରାଯାଇଥିବା ଏୟାର୍‌ଷ୍ଟ୍ରାଇକ୍‌ରେ ୩୫୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ନିହତ ହୋଇଥିବା ଦାବି କରାଯାଇଥିଲା। ଏହାର ସତ୍ୟାସତ୍ୟ ଅଦ୍ୟାବଧି ସାମ୍‌ନାକୁ ଆସି ନ ଥିବାବେଳେ କେତେକ ଜାତୀୟ...

ଭାରତୀୟ ବିଶ୍ୱକପ୍‌ ଦଳକୁ ଶକ୍ତ ଧକ୍କା

ଲଣ୍ଡନ,୨୫।୫(ପିଟି)- ଆଇସିସି ବିଶ୍ୱକପ୍‌କୁ ଆରମ୍ଭ ହେବାକୁ ଆଉ ମାତ୍ର କେଇଟା ଦିନ ପୂର୍ବରୁ ଭାରତୀୟ ଦଳକୁ ଏକ ଧକ୍କା ଲାଗିଛି। ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇଛନ୍ତି। ଶୁକ୍ରବାର ନେଟ୍ସରେ ବ୍ୟାଟିଂ ଅଭ୍ୟାସ କରୁଥିବାବେଳେ ସେ ଏକ ପୁଲ ଶଟ୍‌...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଅପରାଧ

Video News

CEO Surendra Kumar briefs the press

Bhartruhari promises all-round development of Cuttack

Pinaki thanks Naveen for victory

Lekhashree Samantsinhar talks about election results

Niranjan Patnaik reacts to early counting day trends

BJD workers celebrate at party HQ

Counting continues in Puri

Dharmasala BJD candidate speaks to us on counting day

Agents line up at counting centre in Jagatsinghpur

Agents enter the counting centre