ଫୁରସତ |

ଲିପ୍ଷ୍ଟିକ ଲାଭଦାୟକ

ଲିପ୍ଷ୍ଟିକ ଲାଭଦାୟକ
ନ୍ଯୁୟର୍କ, ୩୧୭: ଲିପ୍ଷ୍ଟିକ ମହିଳାଙ୍କ ଓଠର ସୌନ୍ଦଯର୍ୟ ବୃଦ୍ଧିକରେ ବୋଲି ସମସ୍ତେ ଜାଣନ୍ତି ହେଲେ ଏହା ସେମାନଙ୍କୁ ସକ୍ରିୟ ହୋଇ ନିଜ ଶିକ୍ଷାଗତ ଓ କାଯର୍ୟଦକ୍ଷତା ପ୍ରମାଣିତ କରିବାରେ ସହାୟକ ହୁଏ ବୋଲି ଏବେ ଏକ ନୂଅା ଅଧ୍ୟୟନରୁ ଜଣାପଡ଼ିଛି ଅାମେରିକାସ୍ଥିତ ହାଓ୍ବାର୍ଡ ୟୁନିଭର୍ସିଟିର ଗବେଷକମାନେ ଶିକ୍ଷାଗତ ପ୍ରଦର୍ଶନରେ ଲିପ୍ଷ୍ଟିକର ପ୍ରଭାବକୁ ନେଇ ଅଧ୍ୟୟନ  କରିଥିଲେ ଏଥିରୁ ଜଣାପଡ଼ିଥିଲା ଯେ, ଲିପ୍ଷ୍ଟିକ ଲଗାଇବା ଦ୍ୱାରା  ମହିଳାଙ୍କ ମାନସିକ ସ୍ତରରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ ଲିପ୍ଷ୍ଟିକ ଲାଗାଇଥିବା ମହିଳା ନିଜକୁ ଅଧିକ ଅାକର୍ଷଣୀୟ ବୋଲି ମନେକରନ୍ତି ଏହାଦ୍ୱାରା ସେମାନଙ୍କ ଅାତ୍ମସମ୍ମାନ ବୃଦ୍ଧିପାଇବା ସହ ବ୍ୟକ୍ତିତ୍ୱ ବିକାଶର ଧାରଣା ବଳବତ୍ତର ରହେ
All Right Reserved By

ଫୁରସତ |

ପଥର ମାରିଲେ ଜାଣିହୁଏ ଭୃଣର ଲିଙ୍ଗ

ପଥର ମାରିଲେ ଜାଣିହୁଏ ଭୃଣର ଲିଙ୍ଗ

ଭୃଣର ଲିଙ୍ଗ ନିରୂପଣ କରିବା ଅପରାଧ। ତେଣୁ ଭାରତରେ ଭୃଣର ଲିଙ୍ଗ ନିରୂପଣ କରିବାରେ ଲାଗିଛି ପ୍ରତିବନ୍ଧକ। ମାତ୍ର ଝାଡଖଣ୍ଡର ଲୋହରଦଗାରେ ଥିବା ଏକ ଛୋଟିଆ ଗାଁରେ ଦେଖିବାକୁ ମିଳେ ଏକ ଅଜବ ପରମ୍ପରା। 

କାହିଁକି ଜନ୍ମ ହୁଅନ୍ତି ୪ ହାତ, ୪ ଗୋଡ ଥିବା ଶିଶୁ

କାହିଁକି ଜନ୍ମ ହୁଅନ୍ତି ୪ ହାତ, ୪ ଗୋଡ ଥିବା ଶିଶୁ

ସାଧାରଣତଃ ୪ ହାତ ଓ ୪ ଗୋଡ଼ ଥିବା ସନ୍ତାନ ଜନ୍ମ ନେଲେ କେହି କେହି ଏହାକୁ ଅଶୁଭ ବୋଲି କହିଥାଆନ୍ତି ତ ପୁଣି କିଏ ଏହାକୁ ଶୁଭ ମାନି ଥାଆନ୍ତି। ହେଲେ ଏମିତି କାହିଁକି ହୁଏ, ତାହା ହୁଏତ ଅନେକେ ଜାଣି ନ ଥିବେ। 

ସୁଖଶାନ୍ତି ଆଣେ ସ୍ବସ୍ତିକ ଚିହ୍ନ

ସୁଖଶାନ୍ତି ଆଣେ ସ୍ବସ୍ତିକ ଚିହ୍ନ

ସ୍ବସ୍ତିକ ଚିହ୍ନର ରହିଛି ଅନେକ ଧାର୍ମିକ ମହତ୍ତ୍ୱ। ଯେକୌଣସି ମାଙ୍ଗଳିକ କାର୍ଯ୍ୟ ପୂର୍ବରୁ ଏହି ଚିହ୍ନର ବ୍ୟବହାର କରାଯାଇଥାଏ। 

ଯେଉଁ ମନ୍ଦିରକୁ ଗଲେ କେହି ଫେରନ୍ତି ନାହିଁ...

ଯେଉଁ ମନ୍ଦିରକୁ ଗଲେ କେହି ଫେରନ୍ତି ନାହିଁ...

ମନ୍ଦିର ଭିତରେ ‘ମୃତ୍ୟୁ’ ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ଗ୍ରୀକ୍‌ରେ  ରହିଛି ଏପରି ଏକ ମନ୍ଦିର। ଯାହା ଭିତରକୁ ଗଲେ କେହି ଫେରନ୍ତି ନାହିଁ। 

ବଡ଼ ବନ୍ଧାକୋବି

ବଡ଼ ବନ୍ଧାକୋବି

ନ୍ୟୁୟର୍କ, ୟୋର୍କଶାୟର୍‌ ଏକ ଅଜବ ପ୍ରତିଯୋଗିତା ଆୟୋଜନ କରାଯାଇଥାଏ। ସେ ହେଉଛି ହାରୋଗେଟ୍‌ ଅଟମ୍‌ନ ଫ୍ଲାଓ୍ବାର ଶୋ’। ଏହା ବ୍ରିଟେନ୍‌ର ଏକ ଗର୍ଡେନିଂ ଇଭେଣ୍ଟ, ଯେଉଁଥିରେ ଆଗ୍ରହୀ କୃଷକମାନେ ନିଜ ଝାଳବୁହା ପରିଶ୍ରମରେ ଉତ୍ପାଦନ କରିଥିବା ବିରାଟକାୟ ପନିପରିବାକୁ ପ୍ରଦର୍ଶିତ କରିଥାଆନ୍ତି।

ବାପାଙ୍କ ସେବାରେ କୁନି ଝିଅ

ବାପାଙ୍କ ସେବାରେ କୁନି ଝିଅ

୬ ବର୍ଷର କୁନି ଝିଅ ଜିଆ ଜିଆ। ଯେଉଁ ବୟସରେ ସେ ବାପାଙ୍କ କାନ୍ଧରେ ବସି ଦୁନିଆ ଦେଖିବା କଥା, କଣ୍ଢେଇକୁ ସଜେଇ ଖେଳ ଖେଳିବା କଥା ସେହି ବୟସରେ ସେ ସାଜିଛି ପକ୍ଷାଘାତ ଗ୍ରସ୍ତ ବାପାଙ୍କ ସାହାରା। 

ଶାରଦୀୟ ପୂଜାରେ ଶୁଭଫଳ ପାଇବା ପାଇଁ

ଶାରଦୀୟ ପୂଜାରେ ଶୁଭଫଳ ପାଇବା ପାଇଁ

ଶାରଦୀୟ ପାର୍ବଣ ଅବସରରେ ବିଭିନ୍ନ ଶୁଭକାର୍ଯ୍ୟର ଶୁଭାରମ୍ଭ କରାଯାଇଥାଏ। ଏହା ଦ୍ୱାରା କାର୍ଯ୍ୟରେ କୌଣସି ବିଘ୍ନ ସୃଷ୍ଟି ହୋଇ ନ ଥାଏ ବୋଲି ବିଶ୍ୱାସ ରହିଛି। ତେବେ ଏହି ସମୟରେ କିଛି ବାସ୍ତୁ କାର୍ଯ୍ୟ କରିବା ଦ୍ୱାରା ଗୃହ ତଥା ବ୍ୟବସାୟ ଆଦିରେ ଶୁଭଫଳ ପ୍ରାପ୍ତି ହୋଇଥାଏ।  

ସୁଉଚ୍ଚ ଦୁର୍ଗାମୂର୍ତ୍ତି

ସୁଉଚ୍ଚ ଦୁର୍ଗାମୂର୍ତ୍ତି

ସିଂହବାହିନୀ ମା’ ଦୁର୍ଗାଙ୍କ ଆଗମନ ଲାଗି ଗାଁଠାରୁ ସହର ଏବେ ଉତ୍ସବ ମୁଖର। ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସ୍ଥାପନ କରାଯାଇ ପୂଜାର୍ଚ୍ଚନା କରିବା ପାଇଁ ସମସ୍ତେ ପ୍ରସ୍ତୁତି ଚଳାଇଛନ୍ତି। 

ଝିଅ ନୁହେଁ ହୀରା

ଝିଅ ନୁହେଁ ହୀରା

କମୁନି କନ୍ୟାଭ୍ରୂଣ ହତ୍ୟା। ଆଜି ବି ଅଳିଆ, ଆବର୍ଜନା, ପରିତ୍ୟକ୍ତ ସ୍ଥାନରୁ ଶୁଭୁଛି କଅଁଳ ଶିଶୁକନ୍ୟାର କରୁଣ କ୍ରନ୍ଦନ। ହେଲେ ସେହି ଝିଅ ବାରବାର ପ୍ରମାଣିତ କରିଆସିଛି, ସେ ନୁହେଁ କାହାଠାରୁ କମ୍‌। ସେ ଘର ସମ୍ଭାଳି ପାରେ, ଦେଶ ବି। 

କେମିତି କଟିବ ପୂଜା

କେମିତି କଟିବ ପୂଜା

ପୂଜା ପାର୍ବଣରେ ସମସ୍ତେ ଛୁଟି ମନାନ୍ତି। ପରିବାର ସହ ସମୟ ଅତିବାହିତ କରନ୍ତି। ମାତ୍ର କଳାକାରଙ୍କର ଛୁଟି ନଥାଏ। କାରଣ ମନୋରଞ୍ଜନ କରିବା ସେମାନଙ୍କର ଧର୍ମ। ଜଲିଉଡ୍‌ର କେତେକ ଲୋକପ୍ରିୟ କଳାକାରଙ୍କ ପାର୍ବଣ ଅବସରକୁ ନେଇ ଏଇ ଆଲେଖ୍ୟ...

ପ୍ରଥମ ରୋଜଗାର: ଦୁର୍ଗା ମା’ଙ୍କ ପାଦ ତଳେ ଦରମା ରଖିଥିଲି

ପ୍ରଥମ ରୋଜଗାର: ଦୁର୍ଗା ମା’ଙ୍କ ପାଦ ତଳେ ଦରମା ରଖିଥିଲି

ଲେଖିକା ପଙ୍କଜବାସିନୀ ଭଞ୍ଜଦେଓ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି...

ମା’ ସିଂହାସନୀ

ମା’ ସିଂହାସନୀ

ପ୍ରାକୃତିକ ଶୋଭା ସମ୍ପଦରେ ବିମଣ୍ଡିତ ଓଡ଼ିଶାର ଗଞ୍ଜାମ ଜିଲା। ଏଠାରେ ରହିଛି ଅନେକ ଦେବୀପୀଠ। ତେବେ ପୋଲସରାଠାରୁ ପ୍ରାୟ ୨୭ କି.ମି ଦୂର ପାହାଡ଼ ଜଙ୍ଗଲଘେରା ପ୍ରାକୃତିକ ପରିବେଶରେ ଥିବା ମା’ ସିଂହାସନୀଙ୍କ ପୀଠ ଅନ୍ୟତମ।