ଜୀବନଚର୍ଯ୍ୟା |

ଜାଣନ୍ତୁ ମଧୁମେହର ବିଭିନ୍ନ ଲକ୍ଷଣ ସମ୍ପର୍କରେ

ଜାଣନ୍ତୁ ମଧୁମେହର ବିଭିନ୍ନ ଲକ୍ଷଣ ସମ୍ପର୍କରେ

ବିଶ୍ୱର ଅଧିକାଂଶ ଲୋକ ମଧୁମେହରେ ଆକ୍ରାନ୍ତ। ସେଥିମଧ୍ୟରୁ ୫ ଭାଗ ଆମ ଭାରତୀୟ। ଯେଉଁମାନଙ୍କୁ ଏହି ରୋଗ ହେବାର ସମ୍ଭାବନା ଥାଏ ସେହିମାନଙ୍କଠାରେ ମଧ୍ୟ ଏହାର ଲକ୍ଷଣ ଦେଖାଯାଇଥାଏ। ତେବେ ଅନେକ ବ୍ୟକ୍ତି ଏହାର ଲକ୍ଷଣ ଜାଣି ନ ଥିବାରୁ ଏହି ରୋଗ ସେହିମାନଙ୍କଠାରେ ଲୁକ୍କାୟିତ ହୋଇ ରହିଥାଏ। ଯାହାଫଳରେ ଏହା ଶରୀର ପାଇଁ ଅଧିକ କ୍ଷତିକାରକ ହୋଇଥାଏ।

ଏହା ୨ ପ୍ରକାର ହୋଇଥାଏ। 

(୧) ଗେଷ୍ଟ୍ରୋନାଲ ମଧୁମେହ 

(୨) ମଧୁମେହ 

ଗେଷ୍ଟ୍ରୋନାଲ ମଧୁମେହ ଗର୍ଭାବସ୍ଥା ସମୟରେ ହୋଇଥାଏ, ଯାହା ପିଲା ଜନ୍ମ ହେବା ମାତ୍ରେ ଆପେ ଆପେ କମ୍‌ ହୋଇଯାଏ।

ତେବେ ଆସନ୍ତୁ ଜାଣିବା ମଧୁମେହର ଲକ୍ଷଣ ସମ୍ପର୍କରେ... 


ଅଧିକ ମାତ୍ରାରେ ପାଣି ପିଇବା ସ୍ବାସ୍ଥ୍ୟ ପକ୍ଷେ ଲାଭଦାୟକ ହୋଇଥାଏ।  ତେବେ ଏହା ପରେ ଯଦି ଶୋଷ ହେଉଛି ଏହା ମଧୁମେହର ଲକ୍ଷଣ ହୋଇପାରେ।


ଅଧିକ ସମୟରେ ଭୋକ ଲାଗିବା  ମଧ୍ୟ ମଧୁମେହର ଅନ୍ୟ ଏକ କାରଣ ହୋଇଥାଏ।


ଯଦି ବିନା କୌଣସି କାରଣରେ  ଆପଣଙ୍କ ଓଜନ କମୁଥାଏ ତୁରନ୍ତ ଡାକ୍ତର ପରାମର୍ଶ ନିଅନ୍ତୁ କାରଣ ଏହା ମଧୁମେହର ଲକ୍ଷଣ ହୋଇପାରେ।


ଏହାର ପ୍ରଭାବ ଆଖି ଉପରେ ମଧ୍ୟ ପଡିଥାଏ, ଯେଉଁଥିପାଇଁ ଆଖିର ଦୃଷ୍ଟିଶକ୍ତି ମଧ୍ୟ କମ୍‌ ହୋଇଯାଏ। ତେଣୁ କିଛି ମାସ ଅନ୍ତରରେ ବ୍ଲଡ ଟେଷ୍ଟ କରିବା ଆବଶ୍ୟକ।


ମଧୁମେହ ରୋଗୀଙ୍କ ଦେହରେ ହୋଇଥିବା କ୍ଷତ ଶୀଘ୍ର ଶୁଖି ନ ଥାଏ।


ତେବେ ଏହି ସବୁ ଲକ୍ଷଣ ଦେଖିବା ମାତ୍ରେ ତୁରନ୍ତ ମଧୁମେହ ପରୀକ୍ଷା କରି ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

All Right Reserved By

ଜୀବନଚର୍ଯ୍ୟା |

କ୍ୟାନସରକୁ  ବି ଦୂରେଇଦିଏ ଏହି ଫଳ

କ୍ୟାନସରକୁ ବି ଦୂରେଇଦିଏ ଏହି ଫଳ

ଅଙ୍ଗୁରରେ ଥିବା ପୋଷକତତ୍ତ୍ୱ କ୍ୟାନସର ଓ ଡାଇବେଟିସ୍‌ ଭଳି ମାରାତ୍ମକ ରୋଗକୁ ଦୂରେଇ ଦେଇଥାଏ। ନିକଟରେ ଆମେରିକାରେ କରାଯାଇଥିବା ଏକ ଗବେଷଣାରୁ ଜଣାଯାଏ ଯେ ଅଙ୍ଗୁର ମଞ୍ଜିର ରସ ପିଇଲେ କ୍ୟାନସର ଭଳି ମାରାତ୍ମକ ବ୍ୟାଧି ବ୍ୟାପି ନ ଥାଏ। 

ତେଲରେ ଛାଣିଲା ପରେ... ପନିର୍‌ର ହୁଏ କ’ଣ..

ତେଲରେ ଛାଣିଲା ପରେ... ପନିର୍‌ର ହୁଏ କ’ଣ..

ଖାଦ୍ୟ ପଦାର୍ଥକୁ ତେଲରେ ଛାଣିଲା ପରେ ଏଥିରେ ଥିବା ପୋଷକତତ୍ତ୍ୱ ପରିମାଣ କମିଯାଇଥାଏ ବୋଲି ଜର୍ନାଲ ଅଫ୍‌ ଫୁଡ୍‌ ଆଣ୍ଡ ସାଇନ୍ସ୍‌ ଟେକ୍ନୋଲୋଜିି ଦ୍ୱାରା ପ୍ରକାଶିତ ତଥ୍ୟରୁ ଜାଣିବାକୁ ମିଳିଛି। 

ଯୁବ ସୁଲଭ ଠାଣି ବଜାୟ ରଖିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ...

ଯୁବ ସୁଲଭ ଠାଣି ବଜାୟ ରଖିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ...

କପେ ଚା’ ଦିନଯାକର ମାନସିକ ଚାପରୁ ମୁକ୍ତି ଦେବା ସହିତ ଶରୀରରେ ଆଣିଥାଏ ଫୁର୍ତ୍ତି। ଚା’ର କେତେକ ଔଷଧୀୟ ଗୁଣ ରହିଛି ।

କଫ ହେଉଥିଲେ ସକାଳୁ ଆପଣାନ୍ତୁ ଏହି ସହଜ ଉପାୟ...

କଫ ହେଉଥିଲେ ସକାଳୁ ଆପଣାନ୍ତୁ ଏହି ସହଜ ଉପାୟ...

ଲବଙ୍ଗର ଔଷଧୀୟ ଗୁଣ ଅନେକ। ବର୍ଷାଦିନେ ସକାଳୁ ଲବଙ୍ଗକୁ ଗରମ ପାଣିରେ ଫୁଟାଇ  ପିଇଲେ ଏହା ଶରୀର ଲାଗି ହୋଇଥାଏ ହିତକର । 

ଆଣ୍ଠୁଗଣ୍ଠି ବାତରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ଆଣ୍ଠୁଗଣ୍ଠି ବାତରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ସାଲାଡ୍‌ ଖାଇବା ସ୍ବାସ୍ଥ୍ୟ ପାଇଁ ଖୁବ୍‌ ଲାଭଦାୟକ। ସାଲାଡ୍‌ରେ ପ୍ରଚୁର ପରିମାଣରେ ଭିଟାମିନ୍‌, ଫୋଲିକ୍‌ ଏସିଡ୍‌, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ଭଳି ପୁଷ୍ଟିକର ଉପାଦାନ ରହିଥାଏ।

ଅମୃତ ଭଣ୍ଡାର ଅମୃତ ଗୁଣ...

ଅମୃତ ଭଣ୍ଡାର ଅମୃତ ଗୁଣ...

ଅମୃତଭଣ୍ଡାରେ ଭରି ରହିଛି ଅନେକ ଅମୃତ ଗୁଣ। ଏହାର ବହୁ ଔଷଧୀୟ ଗୁଣ ଥିବାରୁ ଖାଦ୍ୟରେ ଏହାକୁ ନିୟମିତ ଗ୍ରହଣ କଲେ ଅନେକ ରୋଗ ଦୂର ହୁଏ। 

ରକ୍ତହୀନତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ରକ୍ତହୀନତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ସକାଳୁ ଆଖୁରସ ପିଇଲେ ମିଳେ ଅନେକ ଉପକାର। ଆଖୁରସରେ ଶରୀରକୁ ସୁସ୍ଥ ରଖିବା ଭଳି ଭିଟାମିନ୍‌,କ୍ୟାଲସିୟମ୍‌, ଫସଫରସ୍‌, ଗ୍ଲୁକୋଜ୍‌ ଆଦି ତତ୍ତ୍ୱ ଭରି ରହିଛି।

ସକାଳେ ଖାଆନ୍ତୁ ୪ଟି ଚିନା ବାଦାମ; ମିଳିବ ଅନେକ ଫାଇଦା...

ସକାଳେ ଖାଆନ୍ତୁ ୪ଟି ଚିନା ବାଦାମ; ମିଳିବ ଅନେକ ଫାଇଦା...

ପ୍ରତିଦିନ ସକାଳେ କିଛି ସମୟ ବ୍ୟାୟାମ ପରେ ୪ଟି ଚିନା ବାଦାମ ଖାଇଲେ ମିଳିଥାଏ ଅନେକ ଉପକାର। ନିୟମିତ ଏପରି କଲେ କ୍ୟାନସରରୁ ମୁକ୍ତି ମିଳିପାରିିବ ବୋଲି ଆୟୁର୍ବେଦରେ ଉଲ୍ଲେଖ କରାଯାଇଛି। 

ଥ୍ରେଡିଂ ପରେ...

ଥ୍ରେଡିଂ ପରେ...

ମୁହଁକୁ ସୁନ୍ଦର ଦେଖାଯିବାକୁ  ହେଲେ ମହିଳାମାନେ ଥ୍ରେଡିଂ କରିଥାନ୍ତି । ଥ୍ରେଡିଂ ପରେ ସେମାନେ ଏମିତି କିଛି ଭୁଲ୍‌ କରିଥାନ୍ତି ତାହା ପରବର୍ତ୍ତୀ ସମୟରେ ଚିନ୍ତାର କାରଣ ହୋଇଥାଏ । ତେବେ ଏଭଳି ସମସ୍ୟାରୁ ଦୂରେଇ ରହିବାପାଇଁ ନିମ୍ନୋକ୍ତ ଟିପ୍ସକୁ ଆପଣାଇପାରିବେ.....

ସକାଳେ ଖାଆନ୍ତୁ ଡ୍ରାଏ ଫ୍ରୁଟସ୍‌ ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ଖାଆନ୍ତୁ ଡ୍ରାଏ ଫ୍ରୁଟସ୍‌ ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ଡ୍ରାଏ ଫ୍ରୁଟସ୍‌  ଖାଇଲେ ମିଳିଥାଏ ଅନେକ ସୁଫଳ। ଏହା ଯୋଗୁ ମେଦବହୁଳତା ହ୍ରାସ ପାଇଥାଏ। ନିୟମିତ ଏପରି କଲେ ୬ମାସରୁ ଏକ ବର୍ଷ ମଧ୍ୟରେ ବିନା ଡାଏଟିଂରେ ତଥା ବ୍ୟାୟାମରେ ଜଣେ ସ୍ଲିମ୍‌ ହୋଇପାରିବେ। 

ସକାଳେ ପିଅନ୍ତୁ ଅଧାକପ୍‌ କିସ୍‌ମିସ୍‌ ପାଣି; ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ପିଅନ୍ତୁ ଅଧାକପ୍‌ କିସ୍‌ମିସ୍‌ ପାଣି; ରହିବେ ବହୁ ରୋଗରୁ ଦୂରେଇ...

ସକାଳୁ କିଛି ସମୟ ବ୍ୟାୟାମ କରିବା ପରେ ଖାଲି ପେଟରେ କିସ୍‌ମିସ୍‌ ପାଣି ପିଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। ନିୟମିତ ଏପରିକଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳିଥାଏ। ଏହା ଲିଭରର କାର୍ଯ୍ୟକୁ ସ୍ବାଭାବିକ କରିବା ସହିତ ଏସିଡିଟି ସମସ୍ୟା ଦୂର କରେ।

ଅନ୍ତର୍ଜାତୀୟ ଅପସ୍ମାର ଦିବସ  ସମ୍ପର୍କରେ ଉପସ୍ଥାପନା...

ଅନ୍ତର୍ଜାତୀୟ ଅପସ୍ମାର ଦିବସ ସମ୍ପର୍କରେ ଉପସ୍ଥାପନା...

ଆଜି (ପ୍ରତିବର୍ଷ ଫେବୃୟାରୀ ଦ୍ୱିତୀୟ ସୋମବାର) ହେଉଛି ଅନ୍ତର୍ଜାତୀୟ ଅପସ୍ମାର ଦିବସ। ସେ ସମ୍ପର୍କରେ ଉପସ୍ଥାପନା...