ଜୀବନଚର୍ଯ୍ୟା |

ଉପକାରୀ ବେବି ଅଏଲ୍‌

ଉପକାରୀ ବେବି ଅଏଲ୍‌

ପିଲାଙ୍କ ତ୍ୱଚାର ସୁରକ୍ଷା ସହ ହାଡ଼କୁ ମଜଭୁତ କରିବା ଲାଗି ବ୍ୟବହାର କରାଯାଉଥିବା ବେବି ଅଏଲ୍‌ ବଡ଼ମାନଙ୍କ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ମଧ୍ୟ ବେଶ୍‌ ଉପକାରୀ। ଜାଣି ରଖନ୍ତୁ ଏ ସମ୍ପର୍କରେ...

ବର୍ତ୍ତମାନ ଶୀତଦିନ ଚାଲିଥିବାରୁ ତ୍ୱଚା ରୁକ୍ଷ ହେବା ଏବଂ ଫାଟିବା ଆଦି ସମସ୍ୟା ଦୂର କରିବା ଲାଗି ଅଧିକାଂଶ ବଡିଲୋଶନର ସାହାଯ୍ୟ ନେଉଥିବାର ଦେଖିବାକୁ ମିଳୁଛି। ହେଲେ ଏହା ବଦଳରେ ଆପଣ ଚାହିଁଲେ ବେବି ଅଏଲ୍‌ ବ୍ୟବହାର କରିପାରିବେ। କାରଣ ଏହା ତ୍ୱଚାକୁ ମଶ୍ଚରାଇଜ୍‌ କରିବା ସହ ପିଲାଙ୍କ ଭଳି ସଫ୍ଟ ଏବଂ ସ୍ମୁଥ୍‌ କରିଥାଏ।

ଆଖି ଏବଂ ଓଠର ମେକ୍‌ଅପ୍‌ ରିମୁଭ୍‌ କରିବା ଲାଗି କୌଣସି କ୍ଲିଞ୍ଜର ବଦଳରେ ବେବି ଅଏଲ୍‌ ବ୍ୟବହାର କରିପାରିବେ। 

ବେଳେବେଳେ ଅଧିକ ରୁକ୍ଷ ହୋଇ କିମ୍ବା ଅନ୍ୟ କୌଣସି କାରଣରୁ ତ୍ୱଚାରୁ କାତି ଛାଡିବା ଭଳି ଲାଗିଥାଏ। ବିଶେଷକରି ହାତ, କହୁଣି, ଆଣ୍ଠୁ ଆଦି ସ୍ଥାନରେ ଏପରି ହୋଇଥାଏ। ଏହାକୁ ଦୂର କରିବା ଲାଗି ପ୍ରତିଦିନ ବେବି ଅଏଲ୍‌ ମସାଜ୍‌ କରିବା ଲାଭଦାୟକ।

ଶିଶୁ ଜନ୍ମ ପରେ ଅଧିକାଂଶ ମହିଳାଙ୍କ ପେଟରେ ଷ୍ଟ୍ରେଚ୍‌ମାର୍କ ରହିଥିବା ଦେଖିବାକୁ ମିଳେ। ପ୍ରତିଦିନ ରାତିରେ ଶୋଇବା ପୂର୍ବରୁ ବେବି ଅଏଲ୍‌ ମସାଜ କଲେ ଏହି ସମସ୍ୟା ଦୂର ହୋଇଥାଏ।

କେଶର ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ମଧ୍ୟ ଏହା ଖୁବ୍‌ ଭଲ। ଯଦି କେଶକୁ ସ୍ମୁଥ୍‌ ଏବଂ ସାଇନିଂ କରିବାକୁ ଚାହୁଁଛନ୍ତି, ତେବେ ଭଲ ଭାବେ ବେବି ଅଏଲ୍‌ ମସାଜ କରି ଏକ ଟାଓ୍ବାଲ୍‌କୁ ଗରମ ପାଣିରେ ବୁଡାଇ ଚିପୁଡି କେଶରେ ଷ୍ଟିମ୍‌ ଦିଅନ୍ତୁ। ୧୫ ମିନିଟ୍‌ ପରେ ଶ୍ୟାମ୍ପ କରିଦିଅନ୍ତୁ।

ଘନ କଳା ଆଇବ୍ରୋ ମଧ୍ୟ ସୁନ୍ଦରତାର ଏକ ବରଦାନ। ତେଣୁ ଯେଉଁମାନଙ୍କ ଆଇବ୍ରୋ ପତଳା, ସେମାନେ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଆପଣ ଜାଣନ୍ତି କି ପ୍ରତିଦିନ ଶୋଇବା ପୂର୍ବରୁ ଆଇବ୍ରୋରେ ବେବି ଅଏଲ୍‌ ମସାଜ କରିବା ଦ୍ୱାରା ଏହା ଧୀରେ ଧୀରେ ଘନ ହୋଇଥାଏ।


All Right Reserved By

ଜୀବନଚର୍ଯ୍ୟା |

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ...

ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍‌ ଉପରେ ପଡ଼ିଥାଏ। 

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ...

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ...

ପ୍ରତିଦିନ ସକାଳେ ଅଧା କପ୍‌ ବିଟ୍‌   ରସ ପିଇଲେ ଅନେକ ଉପକାର ମିଳିଥାଏ।  ବିଟ୍‌ ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ। 

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ ପ୍ରାୟ ଜାଣିଥିବେ। 

 ବ୍ରେକଅପ୍‌ ପରେ କରୁଛନ୍ତି କି ପ୍ୟାଚଅପ୍‌..! ଧ୍ୟାନ ଦିଅନ୍ତୁ ଏସବୁ ଉପରେ..

ବ୍ରେକଅପ୍‌ ପରେ କରୁଛନ୍ତି କି ପ୍ୟାଚଅପ୍‌..! ଧ୍ୟାନ ଦିଅନ୍ତୁ ଏସବୁ ଉପରେ..

ପ୍ରେମ ମଣିଷକୁ ଯେତିକି ଖୁସି ଦେଇଥାଏ, ବିଚ୍ଛେଦ ସେତିକି ଯନ୍ତ୍ରଣା ମଧ୍ୟ ଦେଇଥାଏ। ଆପଣ ଦେଖିଥିବେ ଅନେକ ସମୟରେ ପାର୍ଟନରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଯାଏ। 

ଶରୀରରେ ଆଇରନ୍‌ ମାତ୍ରା ଠିକ୍‌ ରଖିବା ଜରୁରୀ, ଜାଣନ୍ତୁ ଖାଇବେ କ’ଣ..

ଶରୀରରେ ଆଇରନ୍‌ ମାତ୍ରା ଠିକ୍‌ ରଖିବା ଜରୁରୀ, ଜାଣନ୍ତୁ ଖାଇବେ କ’ଣ..

ଆଜିକାଲି ଅଧିକାଂଶ ମହିଳା କର୍ମଜୀବୀ। ସେମାନେ ପରିବାର ସହ କର୍ମକ୍ଷେତ୍ରକୁ ମଧ୍ୟ ପ୍ରାଧ୍ୟାନ୍ୟ ଦେଉଛନ୍ତି। ଏସବୁ ମଧ୍ୟରେ ଅନେକେ ନିଜର ଯତ୍ନ ନେବାକୁ ଭୁଲି ଯାଆନ୍ତି। ମାତ୍ର ମହିଳାମାନଙ୍କ ଶରୀରରେ ଆଇରନ୍‌ର ଠିକ୍‌ ମାତ୍ରା ରହିବା ଜରୁରୀ। 

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌...

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌...

ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍‌, ଫୋଲେଟ୍‌, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ତତ୍ତ୍ୱ ରହିଥାଏ। 

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌...

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌...

ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍‌ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। 

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି...

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି...

ବ୍ୟସ୍ତବହୁଳ ଜୀବନଶୈଳୀରେ କେତେକଙ୍କଠାରେ ହରମୋନ ସମସ୍ୟା ଦେଖାଦେଇଥାଏ। ତେବେ ଏହି ସମସ୍ୟାରୁ ସହଜରେ କେତେକ ଘରୋଇ ଉପଚାର ଦ୍ୱାରା ମୁକ୍ତି ମିଳିଥାଏ।

ଏଲ୍‌ଏଚ୍‌ ଓ  ଏଫ୍‌ଏସ୍‌ଏଚ୍‌ର  ସନ୍ତୁଳିତ ସ୍ତର

ଏଲ୍‌ଏଚ୍‌ ଓ ଏଫ୍‌ଏସ୍‌ଏଚ୍‌ର ସନ୍ତୁଳିତ ସ୍ତର

ଏଫ୍‌ଏସ୍‌ଏଚ୍‌ (ଫଲିକିଲ ଷ୍ଟିମୁଲେଟିଂ ହରମୋନ) ଆସିଷ୍ଟେଟ ରିପ୍ରଡକ୍ଟିଭ ଟେକ୍ନୋଲୋଜି (ଏଆର୍‌ଟି)ରେ ଅଧିକ ବ୍ୟବହାର କରାଯାଇଥାଏ। ଫଲିକ ଷ୍ଟିମୁଲେଟିଂ ହରମୋନ ସହିତ ସିନର୍ଜିରେ ଏଲଏଚ ହରମୋନ ସାଧାରଣ ଫଲିକୁଲାର ବୃଦ୍ଧି ଓ ଓଲୁଭେଶନକୁ ଉତ୍ତେଜିତ କରିଥାଏ। 

ଘରର ମୁଖ୍ୟ ଦ୍ୱାର ଓ ବାସ୍ତୁଶାସ୍ତ୍ର

ଘରର ମୁଖ୍ୟ ଦ୍ୱାର ଓ ବାସ୍ତୁଶାସ୍ତ୍ର

 ସାମ୍ନାରେ କୌଣସି କଣ୍ଟାଜାତୀୟ ବୃକ୍ଷ ଲଗାନ୍ତୁ ନାହିଁ। ଏପରି ଗଛ ବାହାରେ ଲଗାଇବା ଦ୍ୱାରା ସବୁ ପଜିଟିଭ୍‌ ଏନର୍ଜି ବାହାରକୁ ପଳାଏ। ଏହା ସହ କଣ୍ଟାଜାତୀୟ ଫୁଲ କିମ୍ବା ଗଛ ଲଗାଇବା ଦ୍ୱାରା ଘରେ ରହୁଥିବା ସଦସ୍ୟଙ୍କ ମାନସିକ ସମସ୍ୟା ଦେଖାଯାଇପାରେ। 

କୁଲ୍‌  ଫୁଟ୍‌ଓ୍ବେର

କୁଲ୍‌ ଫୁଟ୍‌ଓ୍ବେର

ଶୀତ ହେଉ କି ଖରା ସବୁ ସିଜନ୍‌ରେ ଝିଅମାନେ ନିଜକୁ  ଅପ୍‌ଡେଟ୍‌ ରଖିବାକୁ ପସନ୍ଦ କରିଥାନ୍ତି। ଏଥିଲାଗି ଷ୍ଟାଇଲିଶ୍‌ ଲୁକ୍‌ ଦେଇଥାନ୍ତି। ଝିଅମାନଙ୍କ ଆସେସରିଜ୍‌ ମଧ୍ୟରୁ ଫୁଟ୍‌ଓ୍ବେର ଅନ୍ୟତମ, ଯାହା ନିଜର ରଙ୍ଗରୂପ ଓ ଷ୍ଟାଇଲ୍‌ ଦ୍ୱାରା ଆପଣଙ୍କୁ ଷ୍ଟାଇଲିଶ୍‌ କରିଥାଏ। 

ଡାଲ୍‌ ପନିର

ଡାଲ୍‌ ପନିର

ଏକ କଡ଼ାଇରେ ତେଲ ଗରମ କରି ପନିରକୁ ଭାଜନ୍ତୁ। ଭାଜି ହେଲାପରେ ପ୍ରେସରକୁକରରେ ତେଲ ପକାଇ ଶୁଖିଲା ଲଙ୍କା, ଲବଙ୍ଗ, ତେଜପତ୍ର, ଡାଲ୍‌ଚିନି ଓ ଇଲାଇଚି ପକାଇ ଛୁଙ୍କ କରନ୍ତୁ। 


Model This Week

କ୍ରିଷ୍ଣା
Why Dharitri