ଅନ୍ତର୍ଜାତୀୟ |

କାଲେଡୋନିଆରେ ଭୂକମ୍ପ

କାଲେଡୋନିଆରେ ଭୂକମ୍ପ

ସିଡନୀ,୫।୧୨: ଦକ୍ଷିଣ ପ୍ରଶାନ୍ତ ମହାସାଗର ଅଞ୍ଚଳରେ ଥିବା କାଲେଡୋନିଆରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହା ତୀବ୍ରତା ୭.୫ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘର ବାହାରକୁ ଚାଲି ଆସିଥିଲେ। ଭୂକମ୍ପ ପରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା। ଭୂକମ୍ପ କେନ୍ଦ୍ରର ଏକ ହଜାର କିଲୋମିଟର ବ୍ୟାସ ମଧ୍ୟରେ ସୁନାମି ଲାଗି ସତର୍କ ସୂଚନା ଜାରି କରାଯାଇଛି।

All Right Reserved By

ଅନ୍ତର୍ଜାତୀୟ |

ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ

ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ

ଟୋକିଓ,୧୯।୪: ବିଶ୍ୱର ସବୁଠାରୁ ଛୋଟ ଶିଶୁପୁତ୍ର ଗତବର୍ଷ ଅକ୍ଟୋବରରେ ଜାପାନରେ ଜନ୍ମଗ୍ରହଣ କରିଥିଲେ। ସେବେଠାରୁ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିଲା। 

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍‌ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି। 

ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ଶ୍ରୀନଗର,୧୯।୪: ପୁଲଓ୍ବାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ଏନେଇ ଭାରତ ପାକିସ୍ତାନ ବିରୋଧରେ ବହୁ ପଦକ୍ଷେପ ମଧ୍ୟ ନେଇଛି। 

ଯୌନ ଉତ୍ପୀଡନ ବିରୋଧରେ ଅଭିଯୋଗ କରିବାରୁ ଯୁବତୀଙ୍କୁ ଜିଅନ୍ତା ଜାଳିଦେଲେ

ଯୌନ ଉତ୍ପୀଡନ ବିରୋଧରେ ଅଭିଯୋଗ କରିବାରୁ ଯୁବତୀଙ୍କୁ ଜିଅନ୍ତା ଜାଳିଦେଲେ

ଢାକା, ୧୯।୪: ଯୌନ ଉତ୍ପୀଡନ ବିରୋଧରେ ଅଭିଯୋଗ କରିବାରୁ ଯୁବତୀଙ୍କୁ ଜିଅନ୍ତା ଜାଳିଦେଲେ। ବାଂଲାଦେଶ ଢାକାରେ ଘଟିଛି ଏଭଳି ଅମାନବୀୟ ଘଟଣା। 

ଦୁର୍ଘଟଣାରେ ୨୯ ପର୍ଯ୍ୟଟକ ମୃତ

ଦୁର୍ଘଟଣାରେ ୨୯ ପର୍ଯ୍ୟଟକ ମୃତ

ଲିସବନ୍‌,୧୯ା୪(ଏଏଫ୍‌ପି):ପର୍ତ୍ତୁଗୀଜ  ଦ୍ୱୀପ ମାଦିରାରେ ବସ୍‌ ଦୁର୍ଘଟଣାରେ ୨୯ ଜର୍ମାନ୍‌ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। 

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ଓ୍ବାଶିଂଟନ,୧୮।୪: ମଣିଷ ରୋବୋ ମଧ୍ୟରେ ପ୍ରେମ। ଏହା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ଆମେରିକାରେ ଜଣେ ୨୯ ବର୍ଷ ବୟସ୍କ ଯୁବକ ଟ୍ରୋଲ୍‌ ନାମକ ଏକ ରୋବୋ ପ୍ରେମରେ ପଡ଼ିଛନ୍ତି।

ସାବାସ୍‌ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି

ସାବାସ୍‌ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି

ମହିଳାମାନେ ଆଜି ପୁରୁଷଙ୍କର ସମକକ୍ଷ ହୋଇପାରିଛନ୍ତି। ବିମାନ ଚଳାଇବା, କ୍ରିକେଟ ଖେଳିବାଠାରୁ ଆରମ୍ଭ କରି ଏଭରେଷ୍ଟ ଚଢ଼ିବା ଯାଏ ସବୁ କାମ କରିପାରୁଛନ୍ତି।

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ବେଜିଂ,୧୮।୪: ଚାଇନାର ଜିଚ୍ନାଙ୍ଗ୍‌ ସହରଠାରୁ ୪୦ କିଲୋମିଟର ଦୂରରେ ଥିବା ଗୋବି ମରୁଭୂମିରେ ମଙ୍ଗଳ ଗ୍ରହର ଏକ ମଡେଲ ନିର୍ମାଣ କରାଯାଇଛି। ଏହାର ନାମକରଣ ମାର୍ସ ବେସ୍‌-୧ ଭାବେ କରାଯାଇଛି। 

ମତଦାନ କେନ୍ଦ୍ରରେ ସ୍ପାଇଡର୍‌ମ୍ୟାନ

ମତଦାନ କେନ୍ଦ୍ରରେ ସ୍ପାଇଡର୍‌ମ୍ୟାନ

ଜାକର୍ତ୍ତା, ୧୮।୪: ଇଣ୍ଡୋନେସିଆରେ ରାଷ୍ଟ୍ରପତି ଓ ସଂସଦୀୟ ପ୍ରତିନିଧି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। 

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଜାକର୍ତ୍ତା,୧୮।୪: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ଏଠାରେ ଇଭିଏମ୍‌କୁ ନେଇ ବିବାଦ ସରୁନି। ବିରୋଧି ଇଭିଏମକୁ ଭାଜପାର ମେଶିନ୍‌ କହୁଥିବା ବେଳେ ଏହାକୁ ନେଇ ତୁତୁ ମେମେ ଲାଗି ରହିଛି।

ଥରିଲା ତାଇଓ୍ବାନ

ଥରିଲା ତାଇଓ୍ବାନ

ତାଇପେ,୧୮।୪: ଉତ୍ତର ପଶ୍ଚିମ ତାଇଓ୍ବାନରେ ଏକ ବଡ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୬.୪। 

ବସ  ରୋକି ଯାତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ଅଜଣା ବ୍ୟକ୍ତି

ବସ ରୋକି ଯାତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ଅଜଣା ବ୍ୟକ୍ତି

ଇସଲାମାବାଦ୍‌,୧୮।୪: ପାକିସ୍ତାନରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବାଲୁଚିସ୍ତାନ ରାଜମାର୍ଗରେ ୫-୬ ଯାତ୍ରୀବାହୀ ବସ୍‌କୁ କେତେକ ଅଜଣା ବ୍ୟକ୍ତି ଅଟକାଇଥିଲେ।


Model This Week

କ୍ରିଷ୍ଣା
Why Dharitri