ଫୁରସତ |

ମୃତ୍ୟୁ ପରେ ବି ଜୀବିତ ଥାଏ ମସ୍ତିଷ୍କ, ଜାଣନ୍ତୁ ଏହା ପଛର ରହସ୍ୟ...

ମୃତ୍ୟୁ ପରେ ବି ଜୀବିତ ଥାଏ ମସ୍ତିଷ୍କ, ଜାଣନ୍ତୁ ଏହା ପଛର ରହସ୍ୟ...

ମୃତ୍ୟୁ ପରେ ଶରୀରରେ ଘଟିଥାଏ ଅନେକ ପରିବର୍ତ୍ତନ। ମୃତ୍ୟୁ ପରେ ହୃଦୟର ସ୍ପନ୍ଦନ ବନ୍ଦ ହେବା ଯୋଗୁ ରକ୍ତ ସଞ୍ଚାଳନ ସମ୍ଭବ ହୋଇ ନ ଥାଏ। ଫଳରେ ଅମ୍ଲଜାନ ଅଭାବରୁ ଶରୀରର ସମସ୍ତ କୋଷିକାଙ୍କର ମୃତ୍ୟୁ ଘଟିଥାଏ। ମାତ୍ର ନ୍ୟୁରନ୍‌ କୋଷିକା ମୃତ୍ୟୁର ପ୍ରାୟ ୫ ମିନିଟ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ। ଫଳରେ ମସ୍ତିଷ୍କର କାର୍ଯ୍ୟକାରିତା କିଛି ପରିମାଣରେ ଜାରି ରୁହେ ବୋଲି ରୁଷିଆର କ୍ରେମଲିନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ଏହି ସମୟରେ ଯଦି କୌଣସି କାରଣରୁ ହାର୍ଟ  ଏହାର କାମ ଆରମ୍ଭ କରେ ତେବେ ଶରୀରର ଜୀବନ ଶକ୍ତି ପୁଣି ଫେରି ଆସିଥାଏ। ଏନେଇ ଗବେଷକ ମୃତ ବ୍ୟକ୍ତିଙ୍କ ମସ୍ତିଷ୍କ ଉପରେ ଗଭୀର ଅଧ୍ୟୟନ କରିଥିଲେ। ଜଣାପଡିଥିଲା ରକ୍ତ ସଞ୍ଚାଳନ ଅଭାବରୁ ଶରୀର ନିସ୍ଥେଜ ହେଲେ ମଧ୍ୟ ମସ୍ତିଷ୍କ କୋଷିକା ଏକ ହାଲୋସିନେସନ ସ୍ଥିତିରେ ରହିଥାନ୍ତି। ଫଳରେ ଅନେକ ଅଜଣା ଅନୁଭୁତି ଲାଭ ହୋଇଥାଏ। 

All Right Reserved By

ଫୁରସତ |

ଯେଉଁ ମସ୍‌ଜିଦରେ ମହିଳା କରନ୍ତି ନମାଜ ପାଠ

ଯେଉଁ ମସ୍‌ଜିଦରେ ମହିଳା କରନ୍ତି ନମାଜ ପାଠ

ସାଧାରଣତଃ ଭାରତରେ ଥିବା ମୁସଲମାନ ମହିଳାମାନଙ୍କୁ ମସଜିଦ ପ୍ରବେଶ କରିବାକୁ ବାରଣ କରାଯାଇଥାଏ। ତେଣୁ ସେମାନେ ମସ୍‌ଜିଦରେ ନମାଜ ପଢି ପାରନ୍ତି ନାହିଁ। 

ଏସବୁ ଦିଗକୁ ମୁଣ୍ଡକରି ଶୋଇଲେ ମିଳେ ସୌଭାଗ୍ୟ...

ଏସବୁ ଦିଗକୁ ମୁଣ୍ଡକରି ଶୋଇଲେ ମିଳେ ସୌଭାଗ୍ୟ...

କେଉଁ ଦିଗକୁ ମୁଣ୍ଡ କରି ଶୋଇଲେ ସୌଭାଗ୍ୟ ମିଳେ ତାହା ବାସ୍ତୁରେ ଉଲ୍ଲେଖ ରହିଛି। ଏହା ଅନୁସାରେ ଉତ୍ତର ଦିଗକୁ ମୁଣ୍ଡ କରି ଶୋଇଲେ ଶାରୀରିକ ସମସ୍ୟା ଦେଖାଯାଏ।  କୁହାଯାଏ ମୃତ୍ୟୁ ପରେ ଏଭଳି ଉତ୍ତର ମୁହାଁ କରି ଶୁଆ ଯାଇଥାଏ ।

ଫୁଲକୋବିକୁ ତେଲରେ ଛାଣିଲେ ହୁଏ କ’ଣ...

ଫୁଲକୋବିକୁ ତେଲରେ ଛାଣିଲେ ହୁଏ କ’ଣ...

ଫୁଲକୋବି  ଏକ ଶୀତ ଦିନିଆ ପରିବା। ଏଥିରୁ ଅନେକ ସ୍ବାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଥାଏ। କେହି କେହି ଏହାକୁ ତରକାରୀ କରି ଖାଉଥିବାବେଳେ କେତେକ ଏହାକୁ ତେଲରେ ଭାଜି ଅବା ଛାଣି ଖାଇଥାନ୍ତି। ତେବେ ଏହାକୁ ତରକାରୀ କରି ଖାଇଲେ ଶରୀରକୁ ଉପଯୁକ୍ତ ପରିମାଣର ପୋଷକ ତତ୍ତ୍ୱ ଯାଇଥାଏ। 

ଏମିତି ଏକ ନଦୀ ଘାଟ ଯେଉଁଠି ଗାଧୋଇଲେ ହୋଇଥାଏ ଛାଡପତ୍ର...

ଏମିତି ଏକ ନଦୀ ଘାଟ ଯେଉଁଠି ଗାଧୋଇଲେ ହୋଇଥାଏ ଛାଡପତ୍ର...

କାଶୀରେ ଗଙ୍ଗା ନଦୀ କୂଳରେ ରହିଛି ୮୪ଟି ଘାଟ । ସମସ୍ତ ଘାଟରେ ସ୍ନାନକଲେ ପୁଣ୍ୟ ମିଳିଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି। 

ଟାର୍ଗେଟ ପୂରଣ କରି ନ ପାରିବାରୁ ରାସ୍ତାରେ ଆଣ୍ଠେଇଲେ କର୍ମଚାରୀ

ଟାର୍ଗେଟ ପୂରଣ କରି ନ ପାରିବାରୁ ରାସ୍ତାରେ ଆଣ୍ଠେଇଲେ କର୍ମଚାରୀ

ଅଫିସ ଟାର୍ଗେଟ ପୂରଣ କରି ନ ପାରିଲେ ବସ୍‌ଙ୍କଠାରୁ ଗାଳି ଶୁଣିବାକୁ ମିଳିଥାଏ। ହେଲେ କର୍ମଚାରୀଙ୍କୁ ରାସ୍ତା ଉପରେ ଆଣ୍ଠେଇବାକୁ ପଡ଼ିବା କେବେ କେହି ଶୁଣି ନ ଥିବେ। ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଘଟଣାଟି ଘଟିଛି ଚାଇନାରେ।

ଯଜ୍ଞରେ କାହିଁକି କୁହାଯାଏ ସ୍ବାହା...

ଯଜ୍ଞରେ କାହିଁକି କୁହାଯାଏ ସ୍ବାହା...

ଭାରତୀୟ ସଂସ୍କୃତିରେ ପ୍ରତିଟି ଶୁଭକାର୍ଯ୍ୟରେ ଯଜ୍ଞ ବା ହୋମ କରାଯାଇଥାଏ। ହୋମରେ ପ୍ରତିଟି ମନ୍ତ୍ରରେ ଅଗ୍ନିଙ୍କୁ ସାମଗ୍ରୀ ଅର୍ପଣ ଆହୁତି ଦ୍ୱାରା କରାଯିବା ସହିତ ସ୍ବାହା ଉଚ୍ଚାରଣ କରାଯାଇଥାଏ। 

ବାଇଗଣକୁ ତେଲରେ ଛାଣିଲା ପରେ ଏହାର ହୁଏ କ’ଣ...

ବାଇଗଣକୁ ତେଲରେ ଛାଣିଲା ପରେ ଏହାର ହୁଏ କ’ଣ...

ବାଇଗଣ  ଏକ ଲୋକପ୍ରିୟ ପରିବା। ଭାରତର ତଥା ଦେଶ ବିଦେଶରେ ଏହାର ଚାହିଦା ରହିଛି। ବାଇଗଣରୁ ଅନେକ ସ୍ବାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଥାଏ। କେହି କେହି ଏହାକୁ ତରକାରୀ କରି ଖାଉଥିବାବେଳେ କେତେକ ଏହାକୁ ତେଲରେ ଭାଜି ଅବା ଛାଣି ଖାଇଥାନ୍ତି।

ମାନସିକ ପୂରଣ ହେଲେ ଯେଉଁଠି ଠାକୁରଙ୍କୁ ଅର୍ପଣ କରାଯାଏ ଝାଡୁ...

ମାନସିକ ପୂରଣ ହେଲେ ଯେଉଁଠି ଠାକୁରଙ୍କୁ ଅର୍ପଣ କରାଯାଏ ଝାଡୁ...

ମାନସିକ ପୂରଣ ହେଲେ ଶ୍ରଦ୍ଧାଳୁ ଠାକୁରଙ୍କ ପାଖରେ ପୂଜାର୍ଚ୍ଚନା କରିଥାନ୍ତି। ତେବେ ଏପରି ଏକ ମନ୍ଦିର ରହିଛି ଯେଉଁଠି ମାନସିକ ପୂରଣ ପରେ ଶ୍ରଦ୍ଧାଳୁ ଠାକୁରଙ୍କୁ ଝାଡୁ ଅର୍ପଣ କରିଥାନ୍ତି। 

ଦର୍ପଣ ବି  ଆଣିଥାଏ  ଦାମ୍ପତ୍ୟ ଜୀବନରେ ଝଡ଼...

ଦର୍ପଣ ବି ଆଣିଥାଏ ଦାମ୍ପତ୍ୟ ଜୀବନରେ ଝଡ଼...

ମାନବ ସଭ୍ୟ ହେବା ସହିତ ଏହାର ବିଭିନ୍ନ ଚାହିଦାରେ କାଳକ୍ରମେ ହୋଇଛି ପରିବର୍ତ୍ତନ। ଏହି ମର୍ମରେ ଶୃଙ୍ଗାର ରସର ବିକାଶ ସହିତ ଏହା ସହିତ ସମ୍ପର୍କ ରଖୁଥିବା ସାମଗ୍ରୀର ମଧ୍ୟ ଲୋକପ୍ରିୟତା ବୃଦ୍ଧି ପାଇଛି। 

ପୁଅ ପାଇଁ ପ୍ରେମିକା ଖୋଜିଲେ ମା’

ପୁଅ ପାଇଁ ପ୍ରେମିକା ଖୋଜିଲେ ମା’

ସାଧାରଣତଃ ପୁଅ ପାଇଁ ବୋହୂ ଖୋଜା ହୁଏ, ହେଲେ ପ୍ରେମିକା ଖୋଜିବା କଥା ଶୁଣିଲେ ଅଡୁଆ ଲାଗୁଥାଇପାରେ। ମାତ୍ର ଏଭଳି ଏକ ଘଟଣା ଘଟିଛି ଆମେରିକାର ମେରିଲ୍ୟାଣ୍ଡ ଟାଉନ୍‌ସନ୍‌ ବିଶ୍ୱବିଦ୍ୟାଳୟରେ। ଜଣେ ମା’ ତାଙ୍କ ପୁଅଙ୍କର ଏକୁଟିଆ ଅବସ୍ଥାକୁ ନେଇ ଚିନ୍ତାରେ ରହୁଥିଲେ। 

ଏମିତି ଗାଁ ଯେଉଁଠି ୪ ଶହ ବର୍ଷ ଧରି ହୋଇନି ଶିଶୁଙ୍କ ଜନ୍ମ...

ଏମିତି ଗାଁ ଯେଉଁଠି ୪ ଶହ ବର୍ଷ ଧରି ହୋଇନି ଶିଶୁଙ୍କ ଜନ୍ମ...

ଭାରତରେ ଏଭଳି ଅନେକ ରହସ୍ୟ ରହିଛି ଯାହାର ଉତ୍ତର ଦେବାକୁ ଆଧୁନିକ ବିଜ୍ଞାନ ମଧ୍ୟ ସକ୍ଷମ ହୋଇପାରି ନାହିଁ। 

ମଙ୍ଗଳବାର ଆକାଶରେ ଦେଖିବାକୁ ମିଳିଲା ସୁପର ସ୍ନୋ ମୁନ୍‌

ମଙ୍ଗଳବାର ଆକାଶରେ ଦେଖିବାକୁ ମିଳିଲା ସୁପର ସ୍ନୋ ମୁନ୍‌

ନୂଆଦିଲ୍ଲୀ: ମଙ୍ଗଳବାର ରାତିରେ ଆକାଶରେ ‘ସୁପର ସ୍ନୋ ମୁନ୍‌’ ଦେଖିବାକୁ ମିଳିଥିଲା। ସବୁ ପୂର୍ଣ୍ଣିମାର ଚନ୍ଦ୍ର ଅପେକ୍ଷା ଥିଲା ନିଆରା। ସ୍ବାଭାବିକ ଚନ୍ଦ୍ର ଅପେକ୍ଷା ଏହା ଅଧିକ ବଡ଼ ଓ ଉଜ୍ଜ୍ୱଳ ଦେଖାଯାଉଥିଲା। ଏଭଳି ବିରଳ ଜହ୍ନ ଦେଖିବାକୁ ଆଉ ୭ବର୍ଷ ଅପେକ୍ଷା କରିବାକୁ ପଡିବ। ୨୦୨୬ ଡିସେମ୍ବରରେ ଏଭଳି ଧବଳ ଜହ୍ନ ଦେଖିବାକୁ ମିଳିବ ବୋଲି ଜ୍ୟୋତିର୍ବିଜ୍ଞାନୀମାନେ ସୂଚନା ଦେଇଛନ୍ତି।