ଅନ୍ତର୍ଜାତୀୟ |

ପୋଲିସ ପୋଷ୍ଟ ଉପରେ ଆକ୍ରମଣ: ୩ ମୃତ

ପୋଲିସ ପୋଷ୍ଟ ଉପରେ ଆକ୍ରମଣ: ୩ ମୃତ

ତେହେରାନ,୬।୧୨: ଇରାନର ବନ୍ଦର ସହର ଛାବାହରରେ ଥିବା ଏକ ପୋଲିସ କମାଣ୍ଡୋ ପୋଷ୍ଟ ଉପରକୁ ଆକ୍ରମଣ ହୋଇଛି। ଏଥିରେ ଅତି କମ୍‌ରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହା ଏକ ଆତଙ୍କବାଦୀ ଆକ୍ରମଣ ହୋଇଥିବା ବେଳେ ଏଥିରେ ଅନେକ ଆହତ ହୋଇଛନ୍ତି। ଇରାନ ନ୍ୟୁ ଏଜେନ୍ସିର ସୂଚନା ଅନୁଯାୟୀ, ଏହା ଏକ କାର ବୋମା ବିସ୍ଫୋରଣ। ଏହି ବିସ୍ଫୋରଣ ପାଇଁ କିଏ ଦାୟୀ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। 


All Right Reserved By

ଅନ୍ତର୍ଜାତୀୟ |

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ଓ୍ବାଶିଂଟନ,୧୮।୪: ମଣିଷ ରୋବୋ ମଧ୍ୟରେ ପ୍ରେମ। ଏହା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ଆମେରିକାରେ ଜଣେ ୨୯ ବର୍ଷ ବୟସ୍କ ଯୁବକ ଟ୍ରୋଲ୍‌ ନାମକ ଏକ ରୋବୋ ପ୍ରେମରେ ପଡ଼ିଛନ୍ତି।

ସାବାସ୍‌ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି

ସାବାସ୍‌ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି

ମହିଳାମାନେ ଆଜି ପୁରୁଷଙ୍କର ସମକକ୍ଷ ହୋଇପାରିଛନ୍ତି। ବିମାନ ଚଳାଇବା, କ୍ରିକେଟ ଖେଳିବାଠାରୁ ଆରମ୍ଭ କରି ଏଭରେଷ୍ଟ ଚଢ଼ିବା ଯାଏ ସବୁ କାମ କରିପାରୁଛନ୍ତି।

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ବେଜିଂ,୧୮।୪: ଚାଇନାର ଜିଚ୍ନାଙ୍ଗ୍‌ ସହରଠାରୁ ୪୦ କିଲୋମିଟର ଦୂରରେ ଥିବା ଗୋବି ମରୁଭୂମିରେ ମଙ୍ଗଳ ଗ୍ରହର ଏକ ମଡେଲ ନିର୍ମାଣ କରାଯାଇଛି। ଏହାର ନାମକରଣ ମାର୍ସ ବେସ୍‌-୧ ଭାବେ କରାଯାଇଛି। 

ମତଦାନ କେନ୍ଦ୍ରରେ ସ୍ପାଇଡର୍‌ମ୍ୟାନ

ମତଦାନ କେନ୍ଦ୍ରରେ ସ୍ପାଇଡର୍‌ମ୍ୟାନ

ଜାକର୍ତ୍ତା, ୧୮।୪: ଇଣ୍ଡୋନେସିଆରେ ରାଷ୍ଟ୍ରପତି ଓ ସଂସଦୀୟ ପ୍ରତିନିଧି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। 

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଜାକର୍ତ୍ତା,୧୮।୪: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ଏଠାରେ ଇଭିଏମ୍‌କୁ ନେଇ ବିବାଦ ସରୁନି। ବିରୋଧି ଇଭିଏମକୁ ଭାଜପାର ମେଶିନ୍‌ କହୁଥିବା ବେଳେ ଏହାକୁ ନେଇ ତୁତୁ ମେମେ ଲାଗି ରହିଛି।

ଥରିଲା ତାଇଓ୍ବାନ

ଥରିଲା ତାଇଓ୍ବାନ

ତାଇପେ,୧୮।୪: ଉତ୍ତର ପଶ୍ଚିମ ତାଇଓ୍ବାନରେ ଏକ ବଡ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୬.୪। 

ବସ  ରୋକି ଯାତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ଅଜଣା ବ୍ୟକ୍ତି

ବସ ରୋକି ଯାତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ଅଜଣା ବ୍ୟକ୍ତି

ଇସଲାମାବାଦ୍‌,୧୮।୪: ପାକିସ୍ତାନରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବାଲୁଚିସ୍ତାନ ରାଜମାର୍ଗରେ ୫-୬ ଯାତ୍ରୀବାହୀ ବସ୍‌କୁ କେତେକ ଅଜଣା ବ୍ୟକ୍ତି ଅଟକାଇଥିଲେ।

୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ

୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ

ଲୁଇସିୟାନା, ୧୮।୪: ବଳାତ୍କାର ଅଭିଯୋଗରେ ଜଣେ ୭୧ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି।

ପାକିସ୍ତାନରେ ଘୂର୍ଣିଝଡର ତାଣ୍ଡବ: ୩୯ ମୃତ

ପାକିସ୍ତାନରେ ଘୂର୍ଣିଝଡର ତାଣ୍ଡବ: ୩୯ ମୃତ

ଇସଲମାବାଦ, ୧୮।୪: ପାକିସ୍ଥାନର ବିଭିନ୍ନ ଜିଲାରେ ଘୂର୍ଣ୍ଣିଝଡ ସହ ବର୍ଷାର ତାଣ୍ଡବ। ଏଥିରେ ୩୯ଜଣଙ୍କ ମୃତ୍ୟୁ ଘଟିଛି। ୧୩୫ରୁ ଅଧିକ ଆହତ ହୋଇଛନ୍ତି।

ଆଝାର ପ୍ରସଙ୍ଗରେ ସମୟସୀମାକୁ ଚାଇନାର ଅଗ୍ରାହ୍ୟ

ଆଝାର ପ୍ରସଙ୍ଗରେ ସମୟସୀମାକୁ ଚାଇନାର ଅଗ୍ରାହ୍ୟ

ବେଜିଂ,୧୮ା୪(ପି.ଟି): ପାକିସ୍ତାନଭିତ୍ତିକ ଜେଇଏମ୍‌ ମୁଖ୍ୟ ମାସୁଦ ଆଝାରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବାରେ ଚାଇନା ବିଳମ୍ବ କରୁଛି। 

ସୌଦିରେ ୨ ଭାରତୀୟଙ୍କ ମୁଣ୍ଡକାଟ

ସୌଦିରେ ୨ ଭାରତୀୟଙ୍କ ମୁଣ୍ଡକାଟ

ରିୟାଦ୍‌,୧୭।୪: ସୌଦିରେ ୨ ଭାରତୀୟଙ୍କ ମୁଣ୍ଡ କାଟ କରାଯାଇଛି। ସେମାନଙ୍କ ବିରୋଧରେ ହତ୍ୟା ଅଭିଯୋଗ ହୋଇଥିଲା।

ନ୍ୟୁୟର୍କ ଟାଇମ୍ସ, ଓ୍ବାଲଷ୍ଟ୍ରିଟ୍‌ ଜର୍ନାଲକୁ ପୁଲିଜର ପୁରସ୍କାର

ନ୍ୟୁୟର୍କ ଟାଇମ୍ସ, ଓ୍ବାଲଷ୍ଟ୍ରିଟ୍‌ ଜର୍ନାଲକୁ ପୁଲିଜର ପୁରସ୍କାର

ନ୍ୟୁୟର୍କ,୧୭ା୪(ଏଏଫ୍‌ପି): ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପରିବାର ସମ୍ପର୍କରେ ପୃଥକ୍‌ ଅନୁସନ୍ଧାନମୂଳକ ରିପୋର୍ଟ ପ୍ରସ୍ତୁତ କରିଥିବାରୁ ‘ଦି ନ୍ୟୁୟର୍କ ଟାଇମ୍ସ’ ଏବଂ ‘ଦି ଓ୍ବାଲ୍‌ଷ୍ଟ୍ରିଟ୍‌ ଜର୍ନାଲ’କୁ ମଙ୍ଗଳବାର ପୁଲିଜର ପୁରସ୍କାର ପ୍ରଦାନ କରାଯାଇଛି।


Model This Week

କ୍ରିଷ୍ଣା
Why Dharitri