ମେଟ୍ରୋ |

ବିଜ୍ଞାନମେଳାରେ ପଦର୍ଶିତ ହେଲା ୨୮ ପ୍ରକଳ୍ପ

ବିଜ୍ଞାନମେଳାରେ ପଦର୍ଶିତ ହେଲା ୨୮ ପ୍ରକଳ୍ପ

ଖୋର୍ଦ୍ଧା ଅଫିସ,୬ା୧୨:ଖୋର୍ଦ୍ଧା ବ୍ଲକର ସରକାରୀ ଉ.ପ୍ରା. ବ୍ଲକ ଆର୍‌ଇଓ କଲୋନୀ ବିଦ୍ୟାଳୟରେ ଗୁରୁବାର ବିଦ୍ୟାଳୟସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୮ ପ୍ରକଳ୍ପ ସ୍ଥାନ ପାଇଛି । ଏଥିରେ ଅଷ୍ଟମ ଶ୍ରେଣୀର ୫ଜଣ ଛାତ୍ରୀଛାତ୍ରଙ୍କ ଜଳବାୟୁ ପ୍ରଦୂଷଣ ଓ ନିରାକରଣ ପ୍ରକଳ୍ପ ପ୍ରଥମ ସ୍ଥାନ ଅକ୍ତଆର କରିଛି । ସେହିପରି ସପ୍ତମ ଶ୍ରେଣୀର ଲକ୍ଷ୍ମୀପ୍ରୀୟା ଦାସ ଓ ସନ୍ଦିପ ପଟ୍ଟନାୟକ ଆବର୍ଜନାର ପୁନଃ ବ୍ୟବହାର ପ୍ରକଳ୍ପ ୨ୟ ସ୍ଥାନରେ ଏବଂ ବିଭିନ୍ନ ଔଷଧିୟ ପତ୍ର, ତାର କାର୍ଯ୍ୟ ଓ ଉପକାରିତା ପ୍ରକଳ୍ପ ଷଷ୍ଠ ଶ୍ରେଣୀର ମୌସୁମୀ ଭୁୟଁା ଓ ଶ୍ରଦ୍ଧାଞ୍ଜଳୀ ପ୍ରଧାନଙ୍କ ତୃତୀୟ ସ୍ଥାନ ଅକ୍ତିଆର କରିଛି । ଏହି ପ୍ରକଳ୍ପର ଛାତ୍ରୀଛାତ୍ର୍ର ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉସତ୍ବରେ ପୁରସ୍କୃତ ହେବେ। ଏହାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୈଦ୍ୟନାଥ ସାହୁ ଉଦ୍‌ଘାଟନ କରିଥିଲେ । ମୁଖ୍ୟବକ୍ତା ରୂପେ ଆମରି ସତ୍ୟର ପ୍ରତିଷ୍ଠାତା ପ୍ରମୋଦ ଚନ୍ଦ୍ର ଦାଶ, ସମ୍ମାନିତ ଅତିଥି ରୂପେ ଶିକ୍ଷାବିତ୍‌ ସତ୍ୟବାଦୀ ବଳିଆର ସିଂହ ଯୋଗ ଦେଇଥିଲେ । ପ୍ରଧାନଶିକ୍ଷକ ହୃଷିକେଶ ମିଶ୍ର ଏଥିରେ ସଭାପତିତ୍ୱ କରିଥିବାବେଳେ ସିଆସିସି ଶୁଭଲକ୍ଷ୍ମୀ ଦାସ ଏହାକୁ ପରିଚାଳନା କରିଥିଲେ ।

All Right Reserved By

ମେଟ୍ରୋ |

ଆନ୍ଦୋଳନ ପରେ ମାନିଲେ କର୍ତ୍ତୃପକ୍ଷ: ଘୁଞ୍ଚିଲା ଯୁକ୍ତ ୩ ଚତୁର୍ଥ ସେମିଷ୍ଟର ପରୀକ୍ଷା ,ମେ’ ୪ ପରିବର୍ତ୍ତେ ଜୁନ୍‌ ୧୭ରୁ ହେବ ଥିଓରୀ ପରୀକ୍ଷା

ଆନ୍ଦୋଳନ ପରେ ମାନିଲେ କର୍ତ୍ତୃପକ୍ଷ: ଘୁଞ୍ଚିଲା ଯୁକ୍ତ ୩ ଚତୁର୍ଥ ସେମିଷ୍ଟର ପରୀକ୍ଷା ,ମେ’ ୪ ପରିବର୍ତ୍ତେ ଜୁନ୍‌ ୧୭ରୁ ହେବ ଥିଓରୀ ପରୀକ୍ଷା

ଭୁବନେଶ୍ୱର,୨୫ା୪(ବ୍ୟୁରୋ)- ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ସ୍ନାତକ କଲେଜଗୁଡିକରେ ହେବାକୁ ଥିବା ଯୁକ୍ତ୩ ଚତୁର୍ଥ ସେମିଷ୍ଟର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆନ୍ଦୋଳନ ପରେ ଶେଷରେ ବିଶ୍ୱବିଦଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କ ସମସ୍ୟାକୁ ମାନିବା ସହ ପରୀକ୍ଷା ଘୁଞ୍ଚାଇବାକୁ ବାଧ୍ୟ ହୋଇଛନ୍ତି।

ରାହୁଲଙ୍କୁ ଶ୍ରୀକାନ୍ତଙ୍କ ୫ ପ୍ରଶ୍ନ

ରାହୁଲଙ୍କୁ ଶ୍ରୀକାନ୍ତଙ୍କ ୫ ପ୍ରଶ୍ନ

ଭୁବନେଶ୍ୱର,୨୫।୪(ବ୍ୟୁରୋ)- କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ବାଲେଶ୍ୱର ଜିଲାରେ ନିର୍ବାଚନୀ ସଭା କରିବାର କାର୍ଯ୍ୟକ୍ରମ ରହିଛି। ରାହୁଲଙ୍କ ଗସ୍ତ ପୂର୍ବରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ୫ଟି ପ୍ରଶ୍ନ ସର୍ବସାଧାରଣରେ ପଚାରିଛନ୍ତି। 

କାକଟପୁରରେ ଭାଜପାର ରୋଡ୍‌ ଶୋ’: ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ସମ୍ବିତ୍‌

କାକଟପୁରରେ ଭାଜପାର ରୋଡ୍‌ ଶୋ’: ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ସମ୍ବିତ୍‌

କାକଟପୁର, ୨୫।୪(ଡି.ଏନ୍‌.ଏ.)-କାକଟପୁର ନିର୍ବାଚନ ମଣ୍ଡଳୀରେ ଭାଜପ ପକ୍ଷରୁ ଗୁରୁବାର ଅପରାହ୍ନରେ ରୋଡ ଶୋ’ କରାଯିବା ସହିତ ଅସ୍ତରଙ୍ଗ ବ୍ଳକ ପର୍ଯ୍ୟନ୍ତ ବାଇକ୍‌ ରାଲି ହୋଇଥିଲା।

ଆସୁଛି ବାତ୍ୟା ଫନି, ୩୦ରେ ଛୁଇଁପାରେ ସ୍ଥଳଭାଗ

ଆସୁଛି ବାତ୍ୟା ଫନି, ୩୦ରେ ଛୁଇଁପାରେ ସ୍ଥଳଭାଗ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଚଳିତ ମାସ ଶେଷ ଭାଗ ବେଳକୁଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ। 

ପୋଲିଂ ଅଧିକାରୀଙ୍କୁ ଆକ୍ରମଣ, ଇଭିଏମ୍‌ ଭଙ୍ଗାରୁଜା ଘଟଣା: ଭାଜପା ପ୍ରାର୍ଥୀ ଓମ୍‌ ପ୍ରକାଶଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ

ପୋଲିଂ ଅଧିକାରୀଙ୍କୁ ଆକ୍ରମଣ, ଇଭିଏମ୍‌ ଭଙ୍ଗାରୁଜା ଘଟଣା: ଭାଜପା ପ୍ରାର୍ଥୀ ଓମ୍‌ ପ୍ରକାଶଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ

ଭୁବନେଶ୍ୱର/ପୁରୀ ଅଫିସ,୨୫।୪(ବ୍ୟୁରୋ): ସତ୍ୟବାଦୀ ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ଓମ୍‌ ପ୍ରକାଶ ମିଶ୍ରଙ୍କ ନାମରେ ଗୁରୁବାର ଲୁକ୍‌ ଆଉଟ୍‌ ନୋଟିସ ଜାରି କରାଯାଇଛି।

ଆମକୁ ବହୁମତ ମିଳିସାରିଛି, ଲୋକ ସଭାରେ ୨୧ରୁ ୨୧ ଆସନ ଜିତିବୁ: ଅରୁଣ ସିଂହ

ଆମକୁ ବହୁମତ ମିଳିସାରିଛି, ଲୋକ ସଭାରେ ୨୧ରୁ ୨୧ ଆସନ ଜିତିବୁ: ଅରୁଣ ସିଂହ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନ ସରୁଣୁ ଉଭୟ ବିଜେଡି ଓ ଭାଜପା ନେତା ସରକାର ଗଢ଼ିବାକୁ ନେଇ ଦୃଢ଼ୋକ୍ତି ପ୍ରକାଶ କରୁଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। 

ମହାପ୍ରଭୁଙ୍କୁ ଦର୍ଶନ କଲେ ମିଥୁନ ଚକ୍ରବର୍ତ୍ତି

ମହାପ୍ରଭୁଙ୍କୁ ଦର୍ଶନ କଲେ ମିଥୁନ ଚକ୍ରବର୍ତ୍ତି

ପୁରୀ ଅଫିସ,୨୫ା୪: ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଗୁରୁବାର ସକାଳେ ପତ୍ନୀଙ୍କ ସହ ମିଥୁନ ସିଂହଦ୍ୱାରରେ ପହଞ୍ଚିଥିଲେ। 

ରାଜ୍ୟର ୯ଟି ବୁଥ୍‌ରେ ଚାଲିଛି ସାନି ମତଦାନ

ରାଜ୍ୟର ୯ଟି ବୁଥ୍‌ରେ ଚାଲିଛି ସାନି ମତଦାନ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟର ୯ଟି ବୁଥ୍‌ରେ ଗୁରୁବାର ସକାଳ ୭ଟାରୁ ଚାଲିଛି ସାନି ମତଦାନ।

ନୂଆ ରୂପ ନେଉଛି ରସୁଲଗଡ଼ ଛକ:  ଆବର୍ଜନା କଳାକୃତିରେ ଓଡ଼ିଶାର ଝଲକ

ନୂଆ ରୂପ ନେଉଛି ରସୁଲଗଡ଼ ଛକ: ଆବର୍ଜନା କଳାକୃତିରେ ଓଡ଼ିଶାର ଝଲକ

ଭୁବନେଶ୍ୱର,୨୫।୪(ସସ୍ମିତା ପାଇକରାୟ)- ରାଜଧାନୀ ପ୍ରବେଶ ପଥରେ ରହିଥିବା ସହରର ସର୍ବାଧିକ ଜନଗହଳିପୂର୍ଣ୍ଣ ରସୁଲଗଡ଼ ଛକ ନୂଆ ରୂପ ପାଇବ। ବାଣୀବିହାର, ଆଚାର୍ଯ୍ୟ ବିହାର ପରେ ଏହି ଛକକୁ ଆକର୍ଷଣୀୟ ଭାବେ ସଜାଯାଉଛି।

୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ପୁରୀ ଜିଲା କଣାସ ବ୍ଲକ ଗଡ଼ିଶାଗଦା ପଞ୍ଚାୟତର ବିଲପାଟଣା ଗ୍ରାମରୁ ବୁଧବାର ୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର କରାଯାଇଛି। 

ଅଧ୍ୟାପକଙ୍କ ପେନ୍‌ସନ୍‌ ସମସ୍ୟା: ଉଚ୍ଚ ଶିକ୍ଷା ବିଭାଗକୁ ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ

ଅଧ୍ୟାପକଙ୍କ ପେନ୍‌ସନ୍‌ ସମସ୍ୟା: ଉଚ୍ଚ ଶିକ୍ଷା ବିଭାଗକୁ ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ଓଡ଼ିଶାରେ ସରକାରୀ ଅନୁଦାନପ୍ରାପ୍ତ କଲେଜରେ କାର୍ଯ୍ୟରତ ଅଧ୍ୟାପକ ଓ କର୍ମଚାରୀ ପେନ୍‌ସନ୍‌ ପାଉ ନ ଥିବା ଅଭିଯୋଗ ହେବା ପରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। 

ସାମାଜିକ କର୍ମୀଙ୍କୁ ହେଲ୍‌ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍‌ ଭ୍ୟାନିଟି ପୋଲିସ ଜିମା

ସାମାଜିକ କର୍ମୀଙ୍କୁ ହେଲ୍‌ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍‌ ଭ୍ୟାନିଟି ପୋଲିସ ଜିମା

ଭୁବନେଶ୍ୱର, ୨୫ ।୪(ବ୍ୟୁରୋ)- ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସ ମଙ୍ଗଳବାର ବ୍ୟସ୍ତଥିବାବେଳେ ଏପଟେ ରାସ୍ତା ଓ ବଜାରରେ ମାତିଥିଲେ ଲୁଟେରା। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri