ଖେଳ |

ଆଡିଲେଡ୍‌ ଟେଷ୍ଟ ଜିତିଲା ଭାରତ

ଆଡିଲେଡ୍‌ ଟେଷ୍ଟ ଜିତିଲା ଭାରତ

ଆଡିଲେଡ୍‌,୧୦।୧୨-  ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଖେଳାଯାଇଥିବା ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ଭାରତୀୟ ଦଳ ୩୧ ରନ୍‌ରେ ଜିତି ନେଇଛି। ଦୀର୍ଘ ୧୫ ବର୍ଷର ବ୍ୟବଧାନ ପରେ ଆଡିଲେଡ୍‌ ଓଭାଲଠାରେ ଏହା ଭାରତୀୟ ଦଳର ପ୍ରଥମ ବିଜୟ। ଏହି ବିଜୟ ସହ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତୀୟ ଦଳ ୧-୦ ବ୍ୟବଧାନର ଅଗ୍ରଣୀ ହାସଲ କରିଛି। ୩୨୩ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରୁଥିବା  ଅଷ୍ଟ୍ରେଲିଆ ଦଳ ତା’ର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୦୪/୪ରୁ ବ୍ୟାଟିଂ ଆରମ୍ଭ କରିଥିଲା। ଦଳର ନିମ୍ନକ୍ରମର ବ୍ୟାଟ୍ସମ୍ୟାନଙ୍କ ଲଢ଼ୁଆ ପ୍ରଦର୍ଶନ ଯୋଗୁ ଅଷ୍ଟ୍ରେଲିଆ ୨୯୧ ରନ୍‌ କରିପାରିଥିଲା। ବିଜୟୀ ଦଳ ପାଇଁ ରବିଚନ୍ଦ୍ରନ ଅଶ୍ୱିନ, ମହମ୍ମଦ ସାମି ଓ ଯଶପ୍ରୀତ ବୁମରା ୩ଟି ଲେଖାଏ ଉଇକେଟ ନେଇଥିଲେ। ପୂର୍ବରୁ ପ୍ରଥମ ଇନିଂସରେ ଭାରତ ୨୫୦ ରନ୍‌ କରିଥିବାବେଳେ ଅଷ୍ଟ୍ରେଲିଆ ୨୩୫ ରନ୍‌ କରିଥିଲା। ୧୫ ରନ୍‌ର ଅଗ୍ରଣୀ ପାଇଥିବା ଭାରତ ଦ୍ୱିତୀୟ ଇନିଂସରେ ୩୦୭ ରନ୍‌ କରିଥିଲା। ମ୍ୟାଚ୍‌ରେ ଏକମାତ୍ର ଶତକୀୟ ଇନିଂସ ଖେଳିଥିବା ଚେତେଶ୍ୱର ପୂଜାରାଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଭାବେ ପୁରସ୍କୃତ କରାଯାଇଛି। ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ୧୪ ତାରିଖଠାରୁ ପର୍ଥଠାରେ ଖେଳାଯିବ। 

All Right Reserved By

ଖେଳ |

ଭାଜପାରେ ଯୋଗଦେଲେ ଗିୌତମ

ଭାଜପାରେ ଯୋଗଦେଲେ ଗିୌତମ

ନୂଆଦିଲ୍ଲୀ,୨୨।୩(ପିଟି)- ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଗୌତମ ଗମ୍ଭୀର ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। 

ପାକିସ୍ତାନରେ ହେବ ନାହିଁ ଆଇପିଏଲ ପ୍ରସାରଣ

ପାକିସ୍ତାନରେ ହେବ ନାହିଁ ଆଇପିଏଲ ପ୍ରସାରଣ

ନୂଆଦିଲ୍ଲୀ,୨୨।୩(ପିଟି)- ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ପ୍ରସାରଣକୁ ଭାରତରେ ବ୍ୟାନ କରାଯିବା ପରେ ପାକିସ୍ତାନ ଆଇପିଏଲର ୧୨ତମ ସଂସ୍କରଣର ପ୍ରସାରଣକୁ ବ୍ୟାନ କରିଛି। 

କ୍ରିକେଟ ପଡ଼ିଆ ଛାଡି  ରାଜନୀତିରେ ଯୋଗ ଦେଲେ ଗୌତମ ଗମ୍ଭୀର: ଭାଜପାରେ  ସାମିଲ

କ୍ରିକେଟ ପଡ଼ିଆ ଛାଡି ରାଜନୀତିରେ ଯୋଗ ଦେଲେ ଗୌତମ ଗମ୍ଭୀର: ଭାଜପାରେ ସାମିଲ

ନୂଆଦିଲ୍ଲୀ, ୨୨।୩: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର କ୍ରିକେଟ ପଡ଼ିଆ ଛାଡି ରାଜନୀତିରେ ଯୋଗଦେଇଛନ୍ତି। ସେ ଭାଜପାରେ ଶୁକ୍ରବାର ସାମିଲ୍‌ ହୋଇଛନ୍ତି। 

ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି ବାସନ୍ଦ

ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି ବାସନ୍ଦ

ଲଣ୍ଡନ, ୨୧।୩(ପିଟି)- ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି  ଜୋଆଚିମ ପରସନଙ୍କୁ ଦେଢ଼ ବର୍ଷ ପାଇଁ ବାସନ୍ଦ କରାଯାଇଛି। ବେଟିଂ ସହ ଜଡ଼ିତ ହୋଇ ସେ ସ୍ପୋଟର୍‌ସ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଛନ୍ତି। 

ସ୍ପେଶାଲ ଅଲିମ୍ପିକ୍ସରେ ଭାରତକୁ ୩୬୮ ପଦକ

ସ୍ପେଶାଲ ଅଲିମ୍ପିକ୍ସରେ ଭାରତକୁ ୩୬୮ ପଦକ

ନୂଆଦିଲ୍ଲୀ,୨୧।୩(ପିଟି)- ୟୁଏଇର ଆବୁଧାବିଠାରେ ଚାଲିଥିବା ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍‌ଡ ସମର ଗେମ୍ସରେ ଭାରତ ୮୫ ସ୍ବର୍ଣ୍ଣ ସହ ମୋଟ ୩୬୮ ପଦକ ସହ ଅଭିଯାନ ଶେଷ କରିଛି।

ପାକିସ୍ତାନ ଖେଳାଳିଙ୍କ ନାମରେ ରହିଛି ଆଇପିଏଲ ରେକର୍ଡ

ପାକିସ୍ତାନ ଖେଳାଳିଙ୍କ ନାମରେ ରହିଛି ଆଇପିଏଲ ରେକର୍ଡ

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପ୍ରଥମ ସଂସ୍କରଣ ପରେ ପାକିସ୍ତାନ ଖେଳାଳିଙ୍କୁ ଅଂଶଗ୍ରହଣ କରିବାକୁ ସୁଯୋଗ ଦିଆଯାଉନାହିଁ। 

ମିଃ. ଆଇପିଏଲ ରାଇନା

ମିଃ. ଆଇପିଏଲ ରାଇନା

ଭାରତୀୟ ବାମହାତୀ ଷ୍ଟାଇଲିଶ ବ୍ୟାଟ୍ସମ୍ୟାନ ସୁରେଶ ରାଇନା କେତେକ ସ୍ବତନ୍ତ୍ର କାରଣ ଯୋଗୁ ମିଃ. ଆଇପିଏଲ ଭାବେ ପରିଚିତ।

ମ୍ୟାଚ୍‌ ପିଛା କେତେ କମାନ୍ତି ଚିୟରଲିଡର୍‌...

ମ୍ୟାଚ୍‌ ପିଛା କେତେ କମାନ୍ତି ଚିୟରଲିଡର୍‌...

ଜାତୀୟ ଖେଳ ‘ହକି’ ହେଲେ ମଧ୍ୟ ଭାରତରେ କ୍ରିକେଟକୁ ନେଇ ରହିଛି ଭିନ୍ନ କ୍ରେଜ୍‌। ପିଲାଠାରୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ଏହି ଖେଳକୁ ପସନ୍ଦ କରିଥାନ୍ତି। ଏହାକୁ ନେଇ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୃଷ୍ଟି। ଏଥିରେ ଦର୍ଶକମାନେ ଖେଳାଳିଙ୍କ ଧୁଆଁଧାର ବ୍ୟାଟିଂ, ବୋଲିଂ ସହ ଚିୟରଲିଡର୍ସମାନଙ୍କ ନୃତ୍ୟକୁ ଉପଭୋଗ କରିଥାନ୍ତି।

ମିଆମୀ ମାଷ୍ଟର୍ସ ଓପନର ମୁଖ୍ୟ ପର୍ଯ୍ୟାୟରେ ପ୍ରଜନେଶ

ମିଆମୀ ମାଷ୍ଟର୍ସ ଓପନର ମୁଖ୍ୟ ପର୍ଯ୍ୟାୟରେ ପ୍ରଜନେଶ

ମିଆମି,୨୧।୩(ପିଟି)- ଦେଶର ଶୀର୍ଷ ର଼୍ୟାଙ୍କଧାରୀ ପୁରୁଷ ସିଙ୍ଗଲ୍ସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ମାର୍ଷ୍ଟ ଓପନର ମୁଖ୍ୟ ପର୍ଯ୍ୟାୟକୁ ଉନ୍ନୀତ ହୋଇଛନ୍ତି। ସେ ଜେୟ କ୍ଲାର୍କଙ୍କୁ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି। ପ୍ରଜନେଶ

ଦୀନେଶ କାର୍ତ୍ତିକଙ୍କ ଛାଡ଼ପତ୍ରର କାରଣ ମୁରଲୀ ବିଜୟ

ଦୀନେଶ କାର୍ତ୍ତିକଙ୍କ ଛାଡ଼ପତ୍ରର କାରଣ ମୁରଲୀ ବିଜୟ

ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଓ ବ୍ୟାଟ୍ସମ୍ୟାନ ମୁରଲୀ ବିଜୟ ତାମିଲନାଡୁ ପକ୍ଷରୁ ରଣଜୀ ଖେଳିବା ପରେ ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। 

କ୍ରିକେଟର ଏହି କ୍ରେଜି ଫ୍ୟାନଙ୍କୁ ଦେଖି ଖେଳାଳି ବି ଆଶ୍ଚର୍ଯ୍ୟ..

କ୍ରିକେଟର ଏହି କ୍ରେଜି ଫ୍ୟାନଙ୍କୁ ଦେଖି ଖେଳାଳି ବି ଆଶ୍ଚର୍ଯ୍ୟ..

ଆଇପିଏଲ ମହାସମର ଆରମ୍ଭ ହେବାକୁ ଆଉ କିଛିଦିନ ବାକି ଥିବାବେଳେ ତା’ପୂର୍ବରୁ ପ୍ରଶଂସକଙ୍କ ଉତ୍କଣ୍ଠା ଧିରେ ଧିରେ ବଢିବାରେ ଲାଗିଛି। 

ଟିକେଟ୍‌ ବିକ୍ରିରୁ ମିଳିବାକୁ ଥିବା ଅର୍ଥ ପୁଲଓ୍ବାମା ଶହୀଦଙ୍କୁ ଦେବ ସିଏସ୍‌କେ

ଟିକେଟ୍‌ ବିକ୍ରିରୁ ମିଳିବାକୁ ଥିବା ଅର୍ଥ ପୁଲଓ୍ବାମା ଶହୀଦଙ୍କୁ ଦେବ ସିଏସ୍‌କେ

 ଚେନ୍ନାଇ, ୨୧।୩(ପିଟି)- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ପ୍ରଥମ ଆଇପିଏଲ ମ୍ୟାଚ୍‌ର ଟିକେଟ୍‌ ବିକ୍ରିରୁ ଆୟ ହେବାକୁଥିବା ଅର୍ଥ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ଯବାନଙ୍କ ପରିବାରକୁ ଦିଆଯିବ। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା