ରାଜ୍ୟ | ଅନଗୁଳ-ଢେଙ୍କାନାଳ

ରାସ୍ତା ତଳକୁ ଓଲଟିଲା ଟୁରିଷ୍ଟ୍‌ ବସ୍‌: ୧୫ରୁ ଅଧିକ ଆହତ

ରାସ୍ତା ତଳକୁ ଓଲଟିଲା ଟୁରିଷ୍ଟ୍‌ ବସ୍‌: ୧୫ରୁ  ଅଧିକ  ଆହତ

ପରଜଙ୍ଗ,୧୦।୧୨(ଡି.ଏନ୍‌.ଏ,): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ଖଇରାମୁଣ୍ଡା ଛକଠାରେ ସୋମବାର ଭୋର ୪ଟାରେ  ଏକ ଦୁର୍ଘଟଣା ଘଟିଛି। ବିଜୟା ନାମକ ଏକ ଟୁରିଷ୍ଟ୍‌  ବସ  ରାସ୍ତା ତଳକୁ ଓଲଟି ପଡିଛି। ଫଳରେ ବସ୍‌ରେ ଥିବା ୪୦ ଯାତ୍ରୀଙ୍କ ମଧ୍ୟରୁ ୧୫ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି। ଆହତଙ୍କୁ ୧୦୮ ଆମ୍ବୁଲାନ୍ସରେ ତାଳଚେର ମଣ୍ଡାପାଳ ଓ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପ୍ରକାଶ ଯେ, ଅନୁଗୋଳ ରାଣୀଗୁଡ଼ା ଗାଁରୁ ଲୋକେ ପିକ୍‌ନିକ୍‌  କରିବାକୁ ବାଲେଶ୍ୱର ଯାଇଥିଲେ। ଘରକୁ ଫେରିବା ରାସ୍ତାରେ ଡ୍ରାଇଭର ଶୋଇପଡିବାରୁ ଏମିତି ଏକ ଦୁର୍ଘଟଣା ଘଟିଛ ବୋଲି ଜଣାପଡିଛି।

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ବଙ୍ଗରଦୁଆ ଘାଟିରେ ୪୦ ଫୁଟ ତଳକୁ ଟ୍ରକ ଖସିବା ଘଟଣା: କ୍ଷତିପୂରଣ ପାଇଁ ସ୍ଥାନୀୟ ଲୋକଙ୍କ ଦାବି

ବଙ୍ଗରଦୁଆ ଘାଟିରେ ୪୦ ଫୁଟ ତଳକୁ ଟ୍ରକ ଖସିବା ଘଟଣା: କ୍ଷତିପୂରଣ ପାଇଁ ସ୍ଥାନୀୟ ଲୋକଙ୍କ ଦାବି

ଦାରିଙ୍ଗବାଡ଼ି,୨୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରେ ଲୋକ ନେଇ ଯାଉଥିବା ଏକ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। 

   ବଙ୍ଗରଦୁଆ ଘାଟିରେ ୪୦ ଫୁଟ ତଳକୁ ଟ୍ରକ ଖସିବା ଘଟଣା: ମୃତ୍ୟୁ ସଂଖ୍ୟା ଛୁଇଁଲା ୬

ବଙ୍ଗରଦୁଆ ଘାଟିରେ ୪୦ ଫୁଟ ତଳକୁ ଟ୍ରକ ଖସିବା ଘଟଣା: ମୃତ୍ୟୁ ସଂଖ୍ୟା ଛୁଇଁଲା ୬

ଦାରିଙ୍ଗବାଡ଼ି,୨୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରେ ଲୋକ ନେଇ ଯାଉଥିବା ଏକ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।  ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚି ଥିବା ଜଣାପଡ଼ିଛି। 

ସେବାଶ୍ରମରେ ପଶିଲେ ହାତୀ ପଲ୍ଲ: ଖାଇଲେ ଚାଉଳ, ମୁଢ଼ି

ସେବାଶ୍ରମରେ ପଶିଲେ ହାତୀ ପଲ୍ଲ: ଖାଇଲେ ଚାଉଳ, ମୁଢ଼ି

ବାରିପଦା ଅଫିସ, ୨୨।୧: ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ କୁରୁଳିଆ ସେବାଶ୍ରମରେ ସୋମବାର ରାତି ପ୍ରାୟ ୩ଟାରେ ହାତୀ ପଲ୍ଲ ପଶି ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ଅନ୍ତେବାସୀଙ୍କ ପାଇଁ ସେଠାରେ ଥିବା ପ୍ରାୟ ୧୦/୧୨ବସ୍ତା ଚାଉଳ ଓ ମୁଢ଼ି ଖାଇଦେଇଛନ୍ତି।

କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲେ ପ୍ରଣୟ ସାହୁ

କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲେ ପ୍ରଣୟ ସାହୁ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ବରଗଡ଼ ଜିଲାର ବରିଷ୍ଠ କଂଗ୍ରେସ ନେତା ତଥା ଗତ ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥି ରହିଥିବା ପ୍ରଣୟ କୁମାର ସାହୁ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ମଙ୍ଗଳବାର ନବୀନ ନିବାସ ଯାଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଶଙ୍ଖ ଧରିଛନ୍ତି। ସୋମବାର ପ୍ରଣୟ କଂଗ୍ରେସରୁ ଇସ୍ତଫା ଦେଇଥିଲେ।

ବଙ୍ଗରଦୁଆ ଘାଟିରେ ୪୦ ଫୁଟ ତଳକୁ ଖସିଲା ଟ୍ରକ: ୪ ମୃତ ୧୭ ଗୁରୁତର

ବଙ୍ଗରଦୁଆ ଘାଟିରେ ୪୦ ଫୁଟ ତଳକୁ ଖସିଲା ଟ୍ରକ: ୪ ମୃତ ୧୭ ଗୁରୁତର

ଦାରିଙ୍ଗବାଡ଼ି,୨୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରେ ଲୋକ ନେଇ ଯାଉଥିବା ଏକ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। 

ଜାହାନିଆଁ ବେଳାଭୂମିରେ ଲାଗିଲା ସତର୍କ ସୂଚନା ପୋଷ୍ଟର

ଜାହାନିଆଁ ବେଳାଭୂମିରେ ଲାଗିଲା ସତର୍କ ସୂଚନା ପୋଷ୍ଟର

କାକଟପୁର, ୨୨।୧(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ପର୍ଯ୍ୟଟନସ୍ଥଳୀ ଜାହାନିଆଁ ପୀର ବେଳାଭୂମିରେ ଗତ ରବିବାର ସମୁଦ୍ରରେ ବୁଡ଼ି ୩ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ସ୍ଥାନୀୟ ପ୍ରଶାସନ ତତ୍ପର ହୋଇପଡ଼ିଛି। ଜାହାନିଆଁ ବେଳାଭୂମିରେ ଲଗାଯାଇଛି ସତର୍କ ସୂଚନା ପୋଷ୍ଟର। ଛୁରିଅନା ପଞ୍ଚାୟତ ପକ୍ଷରୁ ଏହି ସତର୍କ ସୂଚନା ପୋଷ୍ଟର ଲଗାଯାଇଥିବା ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧୀନ କୁମାର ନାୟକ କହିଛନ୍ତି। 

ଇଣ୍ଡିଆନ ଅଏଲ୍‌ ପ୍ରସ୍ତାବିତ ବୟନ ଓ ବସ୍ତ୍ରଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଭଦ୍ରକ ପୂର୍ବଭାରତର ସୁରଟ ହୋଇପାରିବ: ଧର୍ମେନ୍ଦ୍ର ପ୍ରଧାନ

ଇଣ୍ଡିଆନ ଅଏଲ୍‌ ପ୍ରସ୍ତାବିତ ବୟନ ଓ ବସ୍ତ୍ରଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଭଦ୍ରକ ପୂର୍ବଭାରତର ସୁରଟ ହୋଇପାରିବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଭଦ୍ରକଠାରେ ଇଣ୍ଡିଆନ୍‌ ଅଏଲ ତରଫରୁ ପ୍ରସ୍ତାବିତ ବୟନ ଓ ବସ୍ତଶିଳ୍ପ ପ୍ରକଳ୍ପ ପାଇଁ ରାଜ୍ୟସରକାର ଅନୁମତି ଦେଇ ନାହାନ୍ତି। ଏଥିପାଇଁ ଆବଶ୍ୟକୀୟ ଜମି ମିଳିବାରେ ଅହେତୁକ ବିଳମ୍ବ ହେଉଥିବା ଦର୍ଶାଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ପତ୍ରରେ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ଆବଶ୍ୟକୀୟ ୭୫ ଏକର ଜମି ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି। 

ପୁରୀରେ କଂସ ମହାରାଜ

ପୁରୀରେ କଂସ ମହାରାଜ

ପୁରୀ ଅଫିସ,୨୨।୧: ସର୍ବବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ସୋମବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପଧାନ ମଙ୍ଗଳବାର ପୁରୀରେ ପହଞ୍ଚିଛନ୍ତି।

୧୧ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ

୧୧ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ

ପାଟଣା, ୨୨। ୧(ସ୍ବ.ପ୍ର): ୧୧ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ। ପୁଅକୁ  ପାଇ ପରିବାରରେ ଖେଳିଯାଇଛି ଖୁସିର ଲହରୀ।

ସାପ ଗ୍ୟାଙ୍ଗ ମୁଖ୍ୟ ବାବୁ ବିଶ୍ୱାଳଙ୍କୁ ଏନକାଉଣ୍ଟର

ସାପ ଗ୍ୟାଙ୍ଗ ମୁଖ୍ୟ ବାବୁ ବିଶ୍ୱାଳଙ୍କୁ ଏନକାଉଣ୍ଟର

କେନ୍ଦ୍ରାପଡା ଅଫିସ/ରାଜନଗର, ୨୨।୧: ଅପରାଧ ଦୁନିଆରେ ନୂଆକରି ପାଦ ଥାପିଥିବା ସାପ ଗ୍ୟାଙ୍ଗର ମୁଖ୍ୟ ସଞ୍ଜୟ ବିଶ୍ୱାଳ ଓରଫ ବାବୁ (୩୨)ଙ୍କୁ ଜିଲା କେନ୍ଦ୍ରାପଡା ପୋଲିସ ମଙ୍ଗଳବାର ଭୋର ସମୟରେ ଏନକାଊଣ୍ଟର କରିଛିା

କୁହୁଡ଼ି ନେଲା ୭ ଜୀବନ

କୁହୁଡ଼ି ନେଲା ୭ ଜୀବନ

ପାରାଦୀପ/ଡେରାବିଶ (ସ୍ବ.ପ୍ର.)/ ରାଜନଗର/ ରଘୁନାଥପୁର,୨୨।୧( ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ପାଇଁ ଅଶୁଭ ପାଲଟିଛି ୨୦୧୯। ନୂଆବର୍ଷ ଆରମ୍ଭରୁ ହିଁ ଜିଲାରେ ଏକାଧିକ ଦୁର୍ଘଟଣା ଘଟି ୧୫ ଲୋକଙ୍କ ଜୀବନ ଯାଇଥିବା ବେଳେ ସୋମବାର ସକାଳୁ କୁହୁଡ଼ି ୭ଜଣଙ୍କ ଜୀବନ ନେଇଛି ଓ ୬ଜଣ ଗୁରୁତର ହୋଇଛନ୍ତି। 

ଶିଶୁକୁ ଝୁଣି ମାରିଲେ କୁକୁର

ଶିଶୁକୁ ଝୁଣି ମାରିଲେ କୁକୁର

ବାରିପଦା ଅଫିସ,୨୨।୧: କୁକୁର ପଲଙ୍କ ଆକ୍ରମଣର ଶିକାର ହୋଇ ଜଣେ ୭ ବର୍ଷର ଶିଶୁଙ୍କ ସୋମବାର ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଧୀନ ରାହାନ୍ଦା ଅଞ୍ଚଳରେ ସୋମବାର ଏହି ଘଟଣା ଘଟିଛି। ମୃତକ ହେଲେ ବାଲିସୁଦୂରା ଗ୍ରାମର ଶରମା ମହାରଣାଙ୍କ ପୁଅ ରିଙ୍କୁ। ସେ ଏକୁଟିଆ ସ୍କୁଲ ଯାଉଥିବାବେଳେ କାମୁଡ଼ା କୁକୁରଙ୍କ ହାବୁଡରେ ପଡିଯାଇଥିବା ଜଣାପଡିଛି।