ଅପରାଧ | ବ୍ରହ୍ମପୁର

ଦୁଇ ପରିବାର ମଧ୍ୟରେ ସଂଘର୍ଷ: ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁଶପଡ଼ା ଗ୍ରାମରେ ପାରିବାରିକ ଶତ୍ରୁତାକୁ କେନ୍ଦ୍ରକରି ଦୁୁଇ ପରିବାର ମଧ୍ୟରେ ସଂଘର୍ଷ ହୋଇଥିଲା। ଏନେଇ ସୋମବାର ଉଭୟ ପରିବରାରଙ୍କ ଏତଲା କ୍ରମେ ପୋଲିସ  କେସ୍‌ ନଂ.୨୧୮/୧୮ ଓ ୨୧୯/୧୮  ଘଟଣାର ତଦନ୍ତ ଆରମ୍ଭ କରିଛି । ଗିରଫ ଭୟରେ ଉଭୟ ପରିବାରର ଅଭିଯୁକ୍ତ ଫେରାର ଥିବା ଏସ୍‌ଆଇ ଆଦିତ୍ୟ ପ୍ରସାଦ ଜେନା କହିଛନ୍ତି।

ପ୍ରକଶ ଯେ, ରବିବାର ଅପରାହ୍ନରେ ଏକ ପରିବାର ମଧ୍ୟରୁ ଜଣେ ମହିଳା ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ସମ୍ପର୍କୀୟ ଦେଢ଼ଶୁର ତାଙ୍କୁ ଅସଦାଚରଣ କରିଥିଲେ। ସନ୍ଧ୍ୟାରେ ମହିଳାଙ୍କ ଦୁଇ ପୁଅ ଘରକୁ ଫେରିବା ପରେ ମହିଳା ଜଣଙ୍କ  ଏ ବିଷୟରେ କହିଥିଲେ।  ଦୁଇ ପୁଅ ପଡ଼ୋଶୀଙ୍କୁ ଏ ସମ୍ପର୍କରେ ପଚରାଉଚରା କରିବାରୁ ସଂଘର୍ଷ ଘଟିଥିଲା। ଫଳରେ ଉଭୟ ପରିବାରର ୪ ଜଣ ଆହତ ହୋଇଥିବା ପୋଲିସ ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି।


All Right Reserved By

ଅପରାଧ | ବ୍ରହ୍ମପୁର

ପୋଷା କୁକୁରଙ୍କୁ ନିଶା ଦେଇ ଗାଈ ଚୋରି କରିନେଲେ

ପୋଷା କୁକୁରଙ୍କୁ ନିଶା ଦେଇ ଗାଈ ଚୋରି କରିନେଲେ

ଭୁବନେଶ୍ୱର, ୨୨ା୧(ବ୍ୟୁରୋ)- ପୋଷା କୁକୁରଙ୍କୁ ଖାଦ୍ୟରେ ନିଶା ଦେଇ ଗୁହାଳରୁ ଗାଈ ଗୋରିକରିନେଲେ ଦୁର୍ବୃତ୍ତ। ଏଭଳି ଏକ ଘଟଣା ଘଟିଛି ମଞ୍ଚେଶ୍ୱର ଥାନା ଅଧୀନ ବରିମୁଣ୍ଡ ଅଞ୍ଚଳରେ। ଗାଈ ମାଲିକ ସନ୍ତୋଷ ନାୟକ ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି।

ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ, ୪ ଚୋରା ମଦ ବେପାରୀ ଗିରଫ

ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ, ୪ ଚୋରା ମଦ ବେପାରୀ ଗିରଫ

ବସ୍ତା, ୨୨।୧(ସ୍ବ.ପ୍ର.)-ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୬ ଲିଟର ମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ହାତଗୋଡ଼ ବାନ୍ଧି ସ୍ବାମୀଙ୍କ ଯୌନାଙ୍ଗକୁ କାଟିଦେଲେ ସ୍ତ୍ରୀ

ନବରଙ୍ଗପୁର,୨୧।୧(ବି.ପ୍ର.): ପରକ୍ରୀୟା ପ୍ରୀତି ସନ୍ଦେହରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଯୌନାଙ୍ଗକୁ କାଟି ଦେଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ତେନ୍ତୁଳିଖୁଣ୍ଟି ଥାନା ଅଧୀନ ଉଦୟପୁର ଗ୍ରାମରେ।

୮ମ ଣ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ ଘଟଣା : ସନ୍ଧାନୀ କୁକୁର  ସାହାଯ୍ୟରେ ଅଭିଯୁକ୍ତଙ୍କ ପ୍ୟାଣ୍ଟ, ସାର୍ଟ, ଚପଲ ଠାବ

୮ମ ଣ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ ଘଟଣା : ସନ୍ଧାନୀ କୁକୁର ସାହାଯ୍ୟରେ ଅଭିଯୁକ୍ତଙ୍କ ପ୍ୟାଣ୍ଟ, ସାର୍ଟ, ଚପଲ ଠାବ

ଅନୁଗୋଳ ଅଫିସ,୨୧।୧: ଅନୁଗୋଳ ସହର ଉପକଣ୍ଠରେ ରବିବାର ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଘଟଣାରେ ଆରମ୍ଭ ହୋଇଛି ତଦନ୍ତ। ସୋମବାର ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ, ସନ୍ଧାନୀ କୁକୁର ପହଞ୍ଚି ଛାନଭିନ୍‌ ଚଳାଇଛନ୍ତି। ଏହାସହିତ ମୁଣ୍ଡାସାହି ନାଳ କୂଳରୁ ଅଭିଯୁକ୍ତଙ୍କ ପ୍ୟାଣ୍ଟ, ସାର୍ଟ ଓ ଚପଲ ଠାବ କରାଯାଇଛି। 

ନିଖୋଜ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର:ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ନିଖୋଜ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର:ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ନୟାଗଡ଼ ଅଫିସ,୨୧ା୧- ନୟାଗଡ଼ ଟାଉନ ଥାନା ମୁଥାଗାଡିଆ ପଞ୍ଚାୟତ କରଡାବଣି ଗ୍ରାମର ୧୫ ବର୍ଷର ନାବାଳକଙ୍କ ମୃତଦେହ ରବିବାର ଗ୍ରାମଠାରୁ ଅନତି ଦୂରରେ ଥିବା ଏକ ନାଳପାର୍ଶ୍ୱ ଗଛରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। 

କ୍ଷୁଦ୍ର ଜଳସେଚନ ବିଭାଗରେ ଦୁର୍ନୀତି: ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ

କ୍ଷୁଦ୍ର ଜଳସେଚନ ବିଭାଗରେ ଦୁର୍ନୀତି: ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ

ନୂଆଗାଁ,୨୧।୧ (ଡି.ଏନ.ଏ.)-କୃଷି ଓ କୃଷକର ବିକାଶ ନିମନ୍ତେ ସରକାର କ୍ଷୁଦ୍ର ଜଳସେଚନ ବିଭାଗ ଦ୍ୱାରା ନଦୀଗୁଡିକରେ ଚେକ୍‌ଡ୍ୟାମ୍‌ମାନ ନିର୍ମାଣ କରୁଛନ୍ତି ।

୨୦ ଦିନରେ ୪ ନାବାଳିକା ବଳାତ୍କାରର ଶିକାର: ଅଭିଯୁକ୍ତଙ୍କୁ ଗିରଫ କରି ଦାୟିତ୍ୱ ସାରୁଛି ପୋଲିସ

ବାରିପଦା ଅଫିସ,୨୧।୧-ମୟୂରଭଞ୍ଜ ଜିଲାରେ କିଛି ଦିନ ହେବ ବଳାତ୍କାର ଘଟଣା ବୃଦ୍ଧିପାଇଛି। ଗତ ୨୦ ଦିନ ମଧ୍ୟରେ ୪ ନାବାଳିକା ବଳାତ୍କାରର ଶିକାର ହୋଇଛନ୍ତି ା ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନେ ନାବାଳିକାଙ୍କ ସମ୍ପର୍କୀୟ କିମ୍ବା ପଡ଼ୋଶୀ ବୋଲି ପୋଲିସ କହିଛି। 

ମହିଳାଙ୍କୁ ଅସଦାଚରଣ ପରେ ଲୁହାଛଡ଼ରେ ଆକ୍ରମଣ: ଅଭିଯୁକ୍ତ ଫେରାର

ମହିଳାଙ୍କୁ ଅସଦାଚରଣ ପରେ ଲୁହାଛଡ଼ରେ ଆକ୍ରମଣ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୦।୧(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଶନିବାର ସନ୍ଧ୍ୟା ୬ଟାରେ  ଗାଁ  ରାସ୍ତାରେ ଅସଦାଚରଣ କରିବା ସହ ତାଙ୍କ ମୁଣ୍ଡକୁ ଲୁହାଛଡ଼ରେ  ମାଡ଼ ମରାଯାଇଥିବା  ଅଭିଯୋଗ ହୋଇଛି। 

ନବୋଦୟ ବିଦ୍ୟାଳୟ ଛାତ୍ରୀ ଅନ୍ତଃସତ୍ତ୍ୱା ହେବା ଘଟଣା : ଅଭିଯୁକ୍ତ ଗିରଫ

ନବୋଦୟ ବିଦ୍ୟାଳୟ ଛାତ୍ରୀ ଅନ୍ତଃସତ୍ତ୍ୱା ହେବା ଘଟଣା : ଅଭିଯୁକ୍ତ ଗିରଫ

ଭବାନୀପାଟଣା / ନର୍ଲା, ୧୯।୧ (ଡି.ଏନ୍‌.ଏ.): ନର୍ଲା ନବୋଦୟ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅନ୍ତଃସତ୍ତ୍ୱା ହେବା ଘଟଣା ଜଣାପଡିବା ପରେ ତନାଘନା ଆରମ୍ଭ ହୋଇଥିଲା। ଶନିବାର ଧର୍ମଗଡ଼ ଥାନାରେ ପୀଡ଼ିତାଙ୍କ ମା’ଙ୍କ ଏତଲା ପରେ ଅଭିଯୁକ୍ତଙ୍କୁ ପୋକ୍ସୋ ଆକ୍ଟରେ ଗିରଫ କରାଯାଇଛି।

୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ୨ ଗିରଫ

୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରି ଛକ ନିକଟରୁ ଖଣ୍ଡଗିରି ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢ଼ାଉକରି ୨ ବ୍ରାଉନ୍‌ ସୁଗାର ବ୍ୟବସାୟୀଙ୍କୁ ଶନିବାର ସକାଳେ ଗିରଫ କରିଛି। ସେମାନଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ। ତେବେ ସେମାନଙ୍କ ନିକଟରୁ ୨୦ ଗ୍ରାମର ବ୍ରାଉନ୍‌ସୁଗାର ଓ ଏକ କାର ଜବତ କରାଯାଇଛି। 

ବ୍ଲେଡରେ ମହିଳାଙ୍କୁ ଆକ୍ରମଣ, ହତ୍ୟା ଉଦ୍ୟମ

ବ୍ଲେଡରେ ମହିଳାଙ୍କୁ ଆକ୍ରମଣ, ହତ୍ୟା ଉଦ୍ୟମ

ବାଲେଶ୍ୱର ଅଫିସ,୧୯।୧: ସୋର ଥାନା ଅଞ୍ଚଳରେ ଶୁକ୍ରବାର ରାତି ୧୧ଟା ୩୦ରେ ଜନୈକ ମହିଳା ଶୌଚ ପାଇଁ ଯାଇଥିଲେ। ୨ ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି ସେଠାରେ ପହଞ୍ଚି ମହିଳାଙ୍କୁ ଟଣାଓଟରା କରିଥିଲେ। ତାଙ୍କୁ କୌଣସି ଏକ ତରଳ ପଦାର୍ଥ ପିଆଇବାକୁ ଚେଷ୍ଟା କରିବା ସହ ବ୍ଲେଡରେ ଆକ୍ରମଣମଧ୍ୟ କରିଥିଲେ। 

ବେତଡ଼ା ବଜାର ଗହଣା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ବେତଡ଼ା ବଜାର ଗହଣା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ବାସୁଦେବପୁର, ୧୯।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ବେତଡ଼ା ବଜାରରେ ଥିବା ଗୋଦାବରୀ ଜୁଏଲର୍ସ ଦୋକାନରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକନ କାନ୍ଥକୁ ତାଡ଼ି ଭିତରେ ପଶି ପ୍ରାୟ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରିକରି ନେଇଛନ୍ତି।