ସମ୍ପାଦକୀୟ |

ଏଇ ଭାରତରେ

ଏଇ ଭାରତରେ

ଭାରତର ବିଭିନ୍ନ ପ୍ରାନ୍ତରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ଏହାକୁ ସ୍ଥାନୀୟ ଲୋକେ ମାନି ଚଳିଥାଆନ୍ତି। ପରମ୍ପରାକୁ ଅମାନ୍ୟ କଲେ ଅମଙ୍ଗଳ ହୁଏ ବୋଲି ଲୋକମାନେ ବିଶ୍ୱାସ କରନ୍ତି। ତେଣୁ ସେଠାରେ ପ୍ରଥା-ପରମ୍ପରାକୁ ମାନି ଲୋକେ ଜୀବନଯାପନ କରନ୍ତି। ମଧ୍ୟପ୍ରଦେଶ ଓ ଛତିଶଗଡରେ ଏପରି ଏକ ନିଆରା ପରମ୍ପରା ରହିଛି ଯାହା ଅବିଶ୍ୱାସ ଲାଗିଲେ ମଧ୍ୟ ସତ। ଏହି ଦୁଇ ରାଜ୍ୟରେ ବାସ କରୁଥିବା ଗୋଣ୍ଡ ଜନଜାତିର ଲୋକମାନେ ଏହି ଅଜବ ପରମ୍ପରାକୁ ମାନିଥାଆନ୍ତି। ଉକ୍ତ ଜନଜାତିରେ ବିବାହ ପୂର୍ବରୁ ବରକୁ ରକ୍ତପାନ କରିବାକୁ ପଡିଥାଏ। ଏଥିପାଇଁ ବରକୁ ଘୁଷୁରି ମାରିବାକୁ ଦିଆଯାଏ। ପରେ ବର ଏହାର ରକ୍ତ ମଧ୍ୟ ପାନ କରେ। ଏପରି ନ କଲେ ବିବାହକୁ ମାନ୍ୟତା ମିଳି ନ ଥାଏ ବୋଲି ଜନଜାତିର ଲୋକେ ବିଶ୍ୱାସ କରନ୍ତି। ଆଧୁନିକ ସଭ୍ୟ ସମାଜ ତଥା ଇଣ୍ଟରନେଟ୍‌ ଯୁଗରେ ସେମାନେ ନିଜ ପରମ୍ପରାକୁ ଭୁଲିଯାଇ ନାହାନ୍ତି। ଆଧୁନିକତାକୁ ସେମାନେ ପସନ୍ଦ କରନ୍ତି ନାହିଁ। କାରଣ ଆଧୁନିକତାର ପ୍ରଭାବରେ ଜନଜାତି ସମାଜ ଧ୍ୱଂସ ପାଇଯିବ ବୋଲି ସେମାନଙ୍କ ଧାରଣା ରହିଛି।


All Right Reserved By

ସମ୍ପାଦକୀୟ |

ଚାଷୀଙ୍କୁ ବାଉଳା

ଚାଷୀଙ୍କୁ ବାଉଳା

ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ବାଲାକୋଟ କାର୍ଯ୍ୟାନୁଷ୍ଠାନ ଉତ୍ତର ଭାରତରେ ସମ୍ଭବତଃ ଆଖିଦୃଶିଆ ପ୍ରଭାବ ପକାଇ ନାହିଁ। ଏଭଳି ଧାରଣା ସୃଷ୍ଟି କରିବା ପାଇଁ କୌଣସି ଅତ୍ୟଧିକ ରାଜନୈତିକ ବୁଦ୍ଧି ଦରକାର ନାହିଁ। ଉତ୍ତରପ୍ରଦେଶ ଭଳି କୃଷିଭିତ୍ତିକ ରାଜ୍ୟରେ ଚାଷୀ ଅସନ୍ତୋଷର ଭୂମିକା ଆସନ୍ତା ନିର୍ବାଚନରେ ଅଧିକ ରହିବ ବୋଲି ସ୍ପଷ୍ଟ ଜଣାପଡ଼ୁଛି।

ଅବାଞ୍ଛିତ ନାବାଳିକା ମାତୃତ୍ୱ

ଅବାଞ୍ଛିତ ନାବାଳିକା ମାତୃତ୍ୱ

ନାରାୟଣ ପଣ୍ଡା 

ସନ୍ତାନକୁ ଜନ୍ମ ଦେଉଥିବା ମା’ ଏକ ମଧୁରତମ ଶବ୍ଦ, ଯାହାର ବିକଳ୍ପ ହୁଏତ ଶବ୍ଦକୋଷରେ ନ।ହିଁ। ମା’ ବକ୍ଷର ଅମୃତ ପାନକରି ଶୈଶବର ବେଶ୍‌ କିଛିବର୍ଷ ଅବୋଧ ଶିଶୁଟି ଜୀବନ ଧାରଣକରେ। ସେ ବିଶ୍ୱ ନିର୍ମାଣର ଜନ୍ମବେଦି। ନାରୀ ଅଦିତି-ଅଖଣ୍ଡନୀୟା। 

ମା’ଙ୍କ ବିଚିତ୍ର ବେଶ

ମା’ଙ୍କ ବିଚିତ୍ର ବେଶ

ମାନସ କୁମାର ପାଢ଼ୀ

ରାଜଧାନୀ ଭୁବନେଶ୍ୱର। ସର୍ବବିଦ୍ୟା ମନ୍ଦିରର ମୁଖ୍ୟ ପୂଜାରୀ ସର୍ବଗିଳା ସକାଳୁ ନିତ୍ୟକର୍ମ ସାରି ମନ୍ଦିରର କବାଟ ଖୋଲି ଦେଖିଲେ ଶିକ୍ଷାମାତାଙ୍କ ଅପୂର୍ବ ବେଶ। ପଦ୍ମ ଉପରେ ନ ବସି ଗେଣ୍ଡୁମାଳ ଗଳାରେ ଲମ୍ବାଇ ଗୋଟିଏ ଗଧ ପାଖରେ ଛିଡ଼ା ହୋଇଛନ୍ତି ମା’। 

ଏଇ ଭାରତରେ

ଏଇ ଭାରତରେ

ପରିବର୍ତ୍ତିତ ସମୟ ସହିତ ଲୋକଙ୍କ ରୁଚି ତଥା ପେସା ବଦଳିବାରେ ଲାଗିଛି। ଏବେ କେତେକ ଭିକ୍ଷାବୃତ୍ତିକୁ ନିଜର ପେସା ଭାବେ ଗ୍ରହଣ କରିବାକୁ ପସନ୍ଦ କରୁଛନ୍ତି। ଏଥିରେ ଅର୍ଥ ବିନିଯୋଗ କରିବାର ଆବଶ୍ୟକତା ନାହିଁ। 

ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା

ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା

ଆକାର ପଟେଲ

ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଚାଲିଛି ଏବଂ ପ୍ରାର୍ଥୀମାନଙ୍କୁ ମାର୍ଚ୍ଚ ୨୫ ସୋମବାର ପୂର୍ବରୁ ଏହା ଦାଖଲ କରିବାକୁ ପଡ଼ିବ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲର ଧାର୍ଯ୍ୟ ଅନ୍ତିମ ଦିବସ ହେଉଛି ମଙ୍ଗଳବାର। ମୁଁ ଏଠାରେ କେତେକ ବିଷୟ ଆଲୋଚନା କରିବାକୁ ଚାହୁଁଛି, ଯାହା ପ୍ରାର୍ଥୀମାନଙ୍କ ପାଇଁ ସା..

କିଓ୍ବି ଆଖିରେ ଲୁହ

କିଓ୍ବି ଆଖିରେ ଲୁହ

ପ୍ରକାଶ ତ୍ରିପାଠୀ

ମାତ୍ର ପାଞ୍ଚ ମିନିଟ୍‌ର ଭିଡିଓଟି କୌଣସି ଏକ ଆକ୍ସନଧର୍ମୀ ସିନେମାର ଲୋମ ଟାଙ୍କୁରା ଦୃଶ୍ୟଠାରୁ କମ୍‌ ନ ଥିଲା। ଏକ ଅତ୍ୟାଧୁନିକ ବନ୍ଧୁକ ହାତରେ ଧରି ବୀରଠାଣିରେ ଦୁଇ ଦୁଇଟି ମସଜିଦ୍‌ ଭିତରେ ଶାନ୍ତିର ରାହା ଖୋଜୁଥିବା ମଣିଷଗୁଡାଙ୍କୁ ପୋକମାଛି ପରି ମାରି ପକାଇବାଠାରୁ ବଳି ନାରକୀୟ ହିଂସା ଆଉ କ’ଣ ହୋଇପାରେ। ଘଟଣାଟି ଘଟିଛି ବିଶ୍ୱର ସର୍ବାଧି..

ପରିବେଶ ଚିନ୍ତକ

ପରିବେଶ ଚିନ୍ତକ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ

ପରିବେଶ ପ୍ରସଙ୍ଗକୁ ନେଇ ଏବେ ପୃଥିବୀବ୍ୟାପୀ ଆଲୋଚନା ହେଉଛି। ବିଭିନ୍ନ କାରଣ ଯୋଗୁ ପରିବେଶ ପ୍ରଦୂଷିତ ହେବା ଚିନ୍ତାର ବିଷୟ ହୋଇଥିବା ବେଳେ ଏ ଦିଗରେ କ୍ୱଚିତ ଭାବୁଛନ୍ତି। ଏଭଳି ସମୟରେ ୪ ଜଣ ଭାରତୀୟ ଆ..

ଏଇ ଭାରତରେ

ଏଇ ଭାରତରେ

କଥାରେ ଅଛି-‘ପରଜାପତି ତରକା ଅତି।’ ଅର୍ଥାତ୍‌ ପ୍ରଜାପତିକୁ ଧରିବାକୁ ଗଲେ ତାହା ସହଜରେ ଧରା ଦିଏନାହିଁ।  ସାମାନ୍ୟ ଆଭାସ ପାଇବା ମାତ୍ରେ ଏହି ସୁନ୍ଦର ପତଙ୍ଗଟି ଉଡି ପଳାଇଯାଇଥାଏ। ତଥାପି ପିଲାମାନେ ପ୍ରଜାପତି ଧରିବାକୁ ଖୁବ୍‌ ଆଗ୍ରହ ସହକାରେ ତା’ ପଛରେ ଧାଇଁଥାଆନ୍ତି। ଏପରି ଜଣେ ପିଲାକୁ ପ୍ରଜାପତିମାନେ ଡରି ନ ଯାଇ ବରଂ ତା’ର ସାଥୀ ..

ଶବଦାହରେ ଘଷି

ଶବଦାହରେ ଘଷି

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ

ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ମରୁଛନ୍ତି। ମୁସଲମାନମାନେ ମୃତ ଲୋକର ଶବକୁ ପୋତିଦିଅନ୍ତି ଏବଂ ହିନ୍ଦୁମାନେ ତାକୁ ଅଗ୍ନିରେ ଦାହ କରନ୍ତି। ପାରମ୍ପରିକ ଭାବେ ଦାହ ପାଇଁ କାଠ ବ୍ୟବହୃତ ହୋଇ ଆସୁଥିବା ବେଳେ ଆଜିକାଲି ବିଦ୍ୟୁତ୍‌ଶକ୍ତି ଓ ଗ୍ୟାସ୍‌ ମଧ୍ୟ ବ୍ୟବହୃତ ହେଲାଣି।  କିନ୍ତୁ ଆଜିକାଲି ଜାଳେଣି କାଠର ଘୋର ଅଭାବ। ଦିଲ୍ଲୀରେ ସରକାରୀ ଗାର୍ଡନରମାନେ ଗଛର ଅଳ୍ପ କିଛି ଛୋଟ ଡାଳ କାଟିବାର ଛଳନା କରନ୍ତି। କିନ୍ତୁ ସେମାନେ ପ୍ରାୟ ସବୁ ବଡ଼ ବଡ଼ ଡାଳ କାଟନ୍ତି ଓ ସେସବୁକୁ ନିଗମବୋଧ ଘା..

ଅଶ୍ଳୀଳତାକୁ ନେଇ ଛଳନା

ଅଶ୍ଳୀଳତାକୁ ନେଇ ଛଳନା

ଡ. ସୁବାସ ଚନ୍ଦ୍ର ପାତ୍ର

ଅଶ୍ଳୀଳତାକୁ ନେଇ ମଣିଷର ଛଳନା ଇତିହାସ ପରି ପୁରୁଣା। କିଛିଦିନ ତଳେ ଖଣ୍ଡଗିରି ଯାତ୍ରା ମହୋତ୍ସବ ଅବସରରେ କୌଣସି ଏକ ଅପେରା ମଞ୍ଚ ଉପରେ ମନୋରଞ୍ଜନ ଆଳରେ ଜଣେ ମହିଳା କଳାକାର ଅଙ୍ଗ ପ୍ରଦର୍ଶନ ସହ ଅଶ୍ଳୀଳ ନୃତ୍ୟ ପରିବେଷଣ କରିବାର ଅଭିଯୋଗ ଆସିଲା। ପରବର୍ତ୍ତୀ ସମୟରେ ବିଭିନ୍ନ ଟିଭି ଚ୍ୟାନେଲ ତାଙ୍କ ସହ ସାକ୍ଷାତ୍‌କାର ପ୍ରସାରଣ କଲେ ଏବଂ ଆଉ କେତେକ ଚ୍ୟାନେଲ ପ୍ରତିବାଦ ବାହାନାରେ ସେହି ତଥାକଥିତ ନଗ୍ନ ନୃତ୍ୟକୁ ବାରମ୍ବାର ପ୍ରଦର୍ଶନ ମଧ୍ୟ କଲେ। ଜଣେ ରାଜାଙ୍କୁ ଯଦି ତାଙ୍କ ପାର୍ଷଦ କହେ, ‘ମଣିମା, ଆପଣଙ୍କ ବଡ଼ଗୁଣ ହେଲା ଆପଣ ତୋଷାମଦି ଭଲପାଆନ୍ତି ନାହିଁ,’ ଏ କଥାଟି ଯେମିତି ଏକ ତୋଷା..

ସ୍ବଚ୍ଛ ପାନୀୟ ଜଳ ଆମ ଅଧିକାର

ସ୍ବଚ୍ଛ ପାନୀୟ ଜଳ ଆମ ଅଧିକାର


ବିକାଶ କୁମାର ପତି

ଚିରନ୍ତନ ବିକାଶ ଲକ୍ଷ୍ୟ ସମସ୍ତଙ୍କୁ ୨୦୩୦ ସୁଦ୍ଧା ପାନୀୟ ଜଳ ଯୋଗାଇବା ପାଇଁ ଉଦ୍ଦିଷ୍ଟ। ଅର୍ଥାତ୍‌, କେହି ବି ପାନୀୟ ଜଳ ପାଇବାରୁ ବଞ୍ଚିତ ହେବେନି। କିନ୍ତୁ ଆଜି ବି ଲକ୍ଷ ଲକ୍ଷ ଲୋକ ସ୍ବଚ୍ଛ ପାନୀୟ ଜଳ ବିନା ବଞ୍ଚୁଛନ୍ତି- ତାଙ୍କ ପରିବାର, ବିଦ୍ୟାଳୟ, କର୍ମକ୍ଷେତ୍ର, ସବୁଠି ବଞ୍ଚିବା ପାଇଁ ଓ ତୃଷ୍ଣା ମେଣ୍ଟେଇବା ପାଇଁ କଷ୍ଟ କରୁଛନ୍ତି। ଜାତିସଂଘର ଜଳ ଉପରେ କାମ କରୁ..

ଏଇ ଭାରତରେ

ଏଇ ଭାରତରେ

କୁହାଯାଏ ବିବାହ ଯୋଡ଼ି ଈଶ୍ୱରଙ୍କ ଦରବାରରେ ପୂର୍ବରୁ ନିର୍ଦ୍ଧାରିତ ହୋଇଥାଏ। ଏହାକୁ ଖଣ୍ଡନ କରିବା ସହଜ ନୁହେଁ। ମଧ୍ୟପ୍ରଦେଶର ଖଣ୍ଡଓ୍ବାରେ ଏପରି ଏକ ବିରଳ ବାହାଘର ସମ୍ପନ୍ନ ହୋଇଛି। ଖଣ୍ଡଓ୍ବା ଅନ୍ତର୍ଗତ ପୁନାସା ଗଁାର ବାସିନ୍ଦା ଧନେଶ ରାଜବୈଦ ନିମାଡ ନିବାସୀ ଚେତନା ଶର୍ମାଙ୍କୁ ବିବାହ କରିଛନ୍ତି। ଉଭୟ କନ୍ୟା ଓ ବରଙ୍କ ଉଚ୍ଚତା ୩୬ ଇଞ୍ଚ। ଉଚ୍ଚତା କମ୍‌ ..


Model This Week

ରଶ୍ମି
Why Dharitri