ରାଜ୍ୟ |

ଟ୍ରକ୍‌କୁ ପଛରୁ ପିଟିଲା ଅଟୋ: ଜଣେ ମୃତ, ୫ ଗୁରୁତର

ଟ୍ରକ୍‌କୁ ପଛରୁ ପିଟିଲା ଅଟୋ: ଜଣେ ମୃତ, ୫ ଗୁରୁତର

କଟକରୋଡ଼, ୧୩ା୧୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧେଶ୍ୱରୀ ମନ୍ଦିର ସମ୍ମୁଖରେ ବୁଧବାର ବିଳମ୍ବିତ ରାତିରେ ଟ୍ରକ୍‌କୁ ଏକ ଯାତ୍ରୀବାହୀ ଅଟୋ ପଛକୁ ଧକ୍କା ଦେଇଛି। ଏଥିରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଶହୀଦ ନଗର ଥାନା ଅଞ୍ଚଳରେ ରହୁଥିବା ସରସିଜକାନ୍ତ ମହାନ୍ତି(୫୨)। ଆହତଙ୍କ ପରିଚୟ ଜଣାପଡ଼ି ନାହିଁ। ପ୍ରକାଶ ଯେ, ରାତି ପ୍ରାୟ ସାଢେ ୨ଟାରେ ସରସିଜକାନ୍ତ ଅଟୋ ଯୋଗେ ୫ ଯାତ୍ରୀଙ୍କୁ ନେଇ ରସୁଲଗଡ଼ରୁ କଳ୍ପନା ଯାଉଥିବା ବେଳେ ମନ୍ଦିର ସମ୍ମୁଖ ରାସ୍ତା ଉପରେ ପାର୍କିଂ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଫଳରେ ଅଟୋ ଓଲଟି ପଡ଼ିଥିଲା।  ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ସରସିଜଙ୍କୁ  କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆହତଙ୍କୁ ମଧ୍ୟ ଡାକ୍ତରଖାାରେ ଭର୍ତ୍ତି କରାଯାଇଛି। 

All Right Reserved By

ରାଜ୍ୟ |

ଭିଜିଲାନସ ଜାଲରେ ବୌଦ୍ଧ ଖାଉଟି ସୁରକ୍ଷା ମଞ୍ଚର ଷ୍ଟେନୋ

ଭିଜିଲାନସ ଜାଲରେ ବୌଦ୍ଧ ଖାଉଟି ସୁରକ୍ଷା ମଞ୍ଚର ଷ୍ଟେନୋ

ବୌଦ୍ଧ, ୧୮।୩ (ସ୍ବ.ପ୍ର.)-   ବୌଦ୍ଧ ଖାଉଟି ସୁରକ୍ଷା ମଞ୍ଚର ଷ୍ଟେନୋ  ସୋମବାର ବୌଦ୍ଧ ଭିଜିଲାନସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ଭିଲାନସ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧ ଜିଲାର ଜାମପାଲି ଗ୍ରାମର ସତ୍ୟ ପ୍ରଧାନ ନିଜ ଘରର ବିଦ୍ୟୁତ୍‌ ବିଲ ରେଗୁଲାର ପୈଠ କରୁଥିଲେ ମଧ୍ୟ ବିଦ୍ୟୁତ୍‌ ବିଭାଗ (ସାଉଥକୋ) ପକ୍ଷରୁ ୪୧ ହଜାର ଟଙ୍କା ଫାଇନ କରିଛନ୍ତି। 

ନିୟନ୍ତ୍ରଣ ବାହାରେ ରସୁଲଗଡ଼- କଳ୍ପନା ଟ୍ରାଫିକ ସମସ୍ୟା  ଦୁର୍ଦ୍ଦଶା ବଢ଼ାଉଛି ବମିଖାଲ ଓଭରବ୍ରିଜ:   ହଟୁନି ବେଆଇନ ଅଟୋ ପାର୍କିଂ

ନିୟନ୍ତ୍ରଣ ବାହାରେ ରସୁଲଗଡ଼- କଳ୍ପନା ଟ୍ରାଫିକ ସମସ୍ୟା ଦୁର୍ଦ୍ଦଶା ବଢ଼ାଉଛି ବମିଖାଲ ଓଭରବ୍ରିଜ: ହଟୁନି ବେଆଇନ ଅଟୋ ପାର୍କିଂ

ଭୁବନେଶ୍ୱର,୧୮ା୩ (ବ୍ୟୁରୋ)- ରାଜଧାନୀରେ ବଢୁଥିବା ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ଓଭରବ୍ରିଜ ନିର୍ମାଣ କରାଯାଉଥିବା ବେଳେ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯାଉଛି। ରସୁଲଗଡ଼-କଳ୍ପନା ଛକ କଟକ ରୋଡରେ ଗହଳିକୁ ନିୟନ୍ତ୍ରଣ କରିବା ପାଇଁ ଓଭରବ୍ରିଜ ନିର୍ମାଣ ହୋଇଛି।

ରତ୍ନଭଣ୍ଡାର ଖୋଲିବା ଦାବିରେ ବିକ୍ଷୋଭ

ରତ୍ନଭଣ୍ଡାର ଖୋଲିବା ଦାବିରେ ବିକ୍ଷୋଭ

ପୁରୀ ଅଫିସ,୧୮ା୩: ରତ୍ନଭଣ୍ଡାର ଖୋଲିବା ଦାବିରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସୋମବାର ସିଂହଦ୍ୱାର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। 

ଶୁଭୁନି ଘରଚଟିଆଙ୍କ କିଚିରିମିଚିରି

ଶୁଭୁନି ଘରଚଟିଆଙ୍କ କିଚିରିମିଚିରି

ଖଣ୍ଡପଡା,୧୮ା୩(ଅଜୟ କୁମାର ମହାରଣା)- ମଣିଷ ଓ ପଶୁପକ୍ଷୀଙ୍କ ସହାବସ୍ଥାନ ପ୍ରକୃତିର ନିଷ୍ପତ୍ତି। ମାତ୍ର ସ୍ରଷ୍ଟାଙ୍କ ଶ୍ରେଷ୍ଠ ଜୀବ ବୋଲାଉଥିବା ମଣିଷର କ୍ରୁରତାରେ ପଶୁପକ୍ଷୀଙ୍କ ଜୀବନ ଏବେ ବିପନ୍ନ ା ପୂର୍ବରୁ ପଶୁପକ୍ଷୀଙ୍କ ପାଇଁ ମଣିଷ ହୃଦୟରେ ଥିଲା ଜୀବେ ଦୟା ମନୋବୃତ୍ତି।

ଗାତରୁ ଉଦ୍ଧାର ହେଲେ ନାଗନାଗୁଣୀ

ଗାତରୁ ଉଦ୍ଧାର ହେଲେ ନାଗନାଗୁଣୀ

ଖଇରା, ୧୮।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ଅଧିନ ସାଲୋ ଗ୍ରାମର ଶ୍ରୀଧର ଦାସଙ୍କ ଘରୁ ନାଗନାଗୁଣୀ ଉଦ୍ଧାର କରାଯାଇଛି।

ପୋଲ ତଳକୁ ଖସିଲା ଲୁହାଛଡ଼ବୋଝେଇ ଟ୍ରେଲର : ଜଣେ ମୃତ, ୧ ଗୁରୁତର

ପୋଲ ତଳକୁ ଖସିଲା ଲୁହାଛଡ଼ବୋଝେଇ ଟ୍ରେଲର : ଜଣେ ମୃତ, ୧ ଗୁରୁତର

 ପଦ୍ମପୁର,୧୮।୩(ଡି.ଏନ.ଏ.)-ବରଗଡ଼ ଜିଲା ପଦ୍ମପୁର ନିକଟସ୍ଥ ଅଙ୍ଗନଦୀ ପୋଲ ତଳକୁ ସୋମବାର ସକାଳେ ଏକ ଲୁହା ଛଡ଼ ବୋଝେଇ ଟ୍ରେଲର ଖସି ପଡ଼ିଛି। 

ବିଜେଡି ଛାଡିଲେ ତ୍ରିନାଥ

ବିଜେଡି ଛାଡିଲେ ତ୍ରିନାଥ

ଗୁଣପୁର,୧୮ା୩(ଡି.ଏନ.ଏ)-: ବିଜେଡି ଛାଡିଲେ ଗୁଣପୁର ନିର୍ବାଚନ ମଣ୍ଡଳୀ ବିଧାୟକ ତ୍ରିନାଥ ଗମାଙ୍ଗ। ସେ ସୋମବାର ନିଜର ଇସ୍ତଫାପତ୍ର ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। 

ପାଟ୍ରୋଲିଂ ବେଳେ ଧରାପଡିଲେ  ୧୦ ବାଇକ୍‌ ଜବତ: ୨ ଗିରଫ

ପାଟ୍ରୋଲିଂ ବେଳେ ଧରାପଡିଲେ ୧୦ ବାଇକ୍‌ ଜବତ: ୨ ଗିରଫ

କଟକ ଅଫିସ, ୧୮।୩- ରାତିରେ ପାଟ୍ରୋଲିଂ ବେଳେ ଚୌଦ୍ୱାର ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର ଗ୍ୟାଙ୍ଗ୍‌ର ୨ ଜଣ ସଦସ୍ୟ। ସେମାନେ ହେଲେ କେନ୍ଦ୍ରାପଡା ଜିଲା ପାଟକୁରା ଥାନା ଅନ୍ତର୍ଗତ ଗାରଡପୁର ଅଞ୍ଚଳର ପ୍ରଦୀପ ସାହୁ ଓରଫ୍‌ ବାବୁଲି(୩୫) ଏବଂ ଟାଙ୍ଗୀ ଥାନା ଅନ୍ତର୍ଗତ ନରପଡା ଅଞ୍ଚଳର ଇନାମ ଖଁା(୨୬)। 

ଜାଲ୍‌ ନୋଟ୍‌ କାରଖାନା ଉପରେ ଚଢାଉ: ୨ ଗିରଫ

ଜାଲ୍‌ ନୋଟ୍‌ କାରଖାନା ଉପରେ ଚଢାଉ: ୨ ଗିରଫ

ପାରଳାଖେମୁଣ୍ଡି, ୧୮ା୩(ସ୍ବ.ପ୍ର.): ଗଜପତି ଜିଲା ପାରଳାଖେମୁଣ୍ଡି ସହରସ୍ଥ ଶ୍ରୀଧର ନଗର ଅଞ୍ଚଳର ଏକ ଜାଲ୍‌ ନୋଟ୍‌ କାରଖାନା ଉପରେ ସୋମବାର ପୋଲିସ ଚଢାଉ କରିଛି।

କେନ୍ଦୁପତ୍ର ତୋଳାଳି ଶ୍ରମିକଙ୍କୁ ଶୋଷଣ

କେନ୍ଦୁପତ୍ର ତୋଳାଳି ଶ୍ରମିକଙ୍କୁ ଶୋଷଣ

  ସୋନପୁର,୧୮।୩(ନି.ପ୍ର): ବଲାଙ୍ଗୀର କେନ୍ଦୁପତ୍ର ବନଖଣ୍ଡ ଅନ୍ତର୍ଗତ ସୁବର୍ଣ୍ଣପୁର ଜିଲାର ଜାମଛପର ସେକ୍ସନରେ କେନ୍ଦୁପତ୍ର ଶ୍ରମିକଙ୍କୁ ଶୋଷଣ କରାଯାଉଛି। 

ଲାଞ୍ଜିଗଡ଼ ବେଦାନ୍ତରେ ଲଙ୍କାକାଣ୍ଡ, ତେଜିଲା ଶ୍ରମିକ ଅସନ୍ତୋଷ: ସୁରକ୍ଷା କର୍ମୀଙ୍କ ମାଡରେ ୨ ମୃତ୍ୟୁ, ୫୦ରୁ ଊର୍ଦ୍ଧ୍ୱ ଗୁରୁତର

ଲାଞ୍ଜିଗଡ଼ ବେଦାନ୍ତରେ ଲଙ୍କାକାଣ୍ଡ, ତେଜିଲା ଶ୍ରମିକ ଅସନ୍ତୋଷ: ସୁରକ୍ଷା କର୍ମୀଙ୍କ ମାଡରେ ୨ ମୃତ୍ୟୁ, ୫୦ରୁ ଊର୍ଦ୍ଧ୍ୱ ଗୁରୁତର

ଲାଞ୍ଜିଗଡ/ଭବାନୀପାଟଣା,୧୮।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବେଦାନ୍ତ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନରତ ବିସ୍ଥାପିତଙ୍କୁ ହଟାଇବାକୁ ଯାଇ ସୁରକ୍ଷା କର୍ମୀଙ୍କ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିରୋଧରେ ତେଜିଛି ଜନଆନ୍ଦୋଳନ ।

ସମ୍ବଲପୁରରେ ବିସ୍ଫୋରକ ସାମଗ୍ରୀ କିଣାବିକାରେ ଲଗାମ ନାହିଁ

ସମ୍ବଲପୁରରେ ବିସ୍ଫୋରକ ସାମଗ୍ରୀ କିଣାବିକାରେ ଲଗାମ ନାହିଁ

ସମ୍ବଲପୁର,୧୮।୩(ବ୍ୟୁରୋ): ସମ୍ବଲପୁର ଜିଲାର ବିଭିନ୍ନ ଅଞ୍ଚଳରେ ବିସ୍ଫୋରକ ସାମଗ୍ରୀ ଖୋଲା ବଜାରରେ ବିକ୍ରି ହେଉଛି । ଅଧିକ ଲାଭ ପାଇବା ପାଇଁ ବାହର ରାଜ୍ୟକୁ ମଧ୍ୟ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି । 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା