ସମ୍ବଲପୁର

ଓଡିଆ ପୁରାଣ-ସାହିତ୍ୟ ହିଁ ଓଡିଆ ଜାତିର ଜୀବନବେଦ

ଓଡିଆ ପୁରାଣ-ସାହିତ୍ୟ ହିଁ ଓଡିଆ ଜାତିର ଜୀବନବେଦ

ବୀରମହାରାଜପୁର, ୧୩।୧୨(ଡି.ଏନ୍‌.ଏ.) 

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମହାବିଦ୍ୟାଳୟର ଓଡିଆ ଭାଷା ସାହିତ୍ୟ ବିଭାଗ ତରଫରୁ ଓଡିଆ ପୂରାଣ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କଲେଜର ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଇତିହାସ ବିଭାଗ ମୁଖ୍ୟ ଡ. ହିମାଂଶୁ ଶେଖର ପାଢୀ ପୌରୋହିତ୍ୟ କରିଥିଲେ। ପ୍ରାରମ୍ଭରେ ଓଡିଆ ଭାଷା ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ସୂର୍ଯ୍ୟନାରାୟଣ ପଣ୍ଡା ସଂପାନର ଆଭିମୁଖ୍ୟ ପ୍ରକାଶ କରିଥିବା ବେଳେ ଅଧ୍ୟାପକ ସଞ୍ଜୟ କୁମାର ପଧାନ, ପ୍ରକାଶ କୁମାର ସେଠ୍‌ ଓ ଅଧ୍ୟାପିକା ଯାମିନୀ ଦାଶ ପ୍ରସଙ୍ଗଭିତ୍ତିକ ଆଲୋଚନା କରିଥିଲେ। ଆଲୋଚନାଚକ୍ରରେ ମଞ୍ଚାସୀନ ଅତିଥି ତଥା ଆଲୋଚକମାନଙ୍କ ମତ ଥିଲା ଯେ ପୁରାଣ ସାହିତ୍ୟ ଭିତରେ ସମଗ୍ର ମଣିଷ ଜାତିର ଜୀବନ ଧାରା ପ୍ରତିଫଳିତ ହୋଇଥିବାରୁ ଯଥାର୍ଥରେ ଓଡିଆ ପୁରାଣ ସାହିତ୍ୟ ହିଁ ଓଡିଆ ଜାତିର ଜୀବନ ବେଦ ପଦବାଚ୍ୟ। ଉକ୍ତ ସଂପାନରେ ଓଡିଆ ସମ୍ମାନର ୧୦ଛାତ୍ରୀଛାତ୍ର ପ୍ରବନ୍ଧ ପାଠ କରିବା ସଙ୍ଗେସଙ୍ଗେ ଆଲୋଚନା ମଧ୍ୟ କରିଥିଲେ। ଅଧ୍ୟାପିକା ଦାଶ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। 

All Right Reserved By

ସମ୍ବଲପୁର

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ବଲାଙ୍ଗୀର ଅଫିସ, ୨୩ା୧-ବଲାଙ୍ଗୀର କୋଶଳକଳା ମଣ୍ଡଳ ନୂଆ ରଙ୍ଗମଞ୍ଚରେ ଅନୁଷ୍ଠିତ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବର ମଙ୍ଗଳବାର  ତୃତୀୟ ସନ୍ଧ୍ୟାରେ  ମୁମ୍ବାଇର ସଲାମ ବମ୍ବେ ଫାଉଣ୍ଡେଶନ୍‌ ରଙ୍ଗମଣ୍ଡଳ ଏବଂ ସୃଜନ ଫାଉଣ୍ଡେଶନ୍‌ ତରଫରୁ ମରାଠୀ ଓ ହିନ୍ଦୀ ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ ହୋଇଥିଲା| 

କଠିନ ପରିଶ୍ରମର ବିକଳ୍ପ ନାହିଁ

କଠିନ ପରିଶ୍ରମର ବିକଳ୍ପ ନାହିଁ

ବୀରମହାରାଜପୁର, ୨୩।୧ (ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର କଲେଜର ୩୭ତମ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଯାଇଛି । ଏଥିରେ ଯୋଗଦେଇଥିବା ଅତିଥିମାନେ ଉଦ୍‌ବୋଧନ ପ୍ରସଙ୍ଗରେ ମତପ୍ରକାଶ କରିଥିଲେ ଯେ, କଠିନ ପରିଶ୍ରମର ବିକଳ୍ପ ନାହିଁ। 

ଜୋଙ୍କ ଜଳ ବିବାଦ ଘଟଣା  ଜିଲାପାଳ, ଏସପିଙ୍କ ମାରାଥନ ବୈଠକ  ଆଗକୁ ଆସିଛନ୍ତି ଦୁଇ ପକ୍ଷ

ଜୋଙ୍କ ଜଳ ବିବାଦ ଘଟଣା ଜିଲାପାଳ, ଏସପିଙ୍କ ମାରାଥନ ବୈଠକ ଆଗକୁ ଆସିଛନ୍ତି ଦୁଇ ପକ୍ଷ

ନୂଆପଡା ଅଫିସ,୨୩ା୧-ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ରବି ଚାଷ ସକାଶେ ପାଣି ବଣ୍ଟନ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବା ବେଳେ ଜିଲା ପ୍ରଶାସନ ତରଫରୁ ଜିଲାପାଳ  ଏବଂ ଏସପି ତପତ୍ରତା ପ୍ରକାଶ କରି ମାରାଥନ ବୈଠକ ଚଳାଇଛନ୍ତି। 

ପରିବାରକେ ଆହାର ଯୁଗଉଛନ୍‌ ନାବାଲିକା ଚନ୍ଦ୍ରକଳା

ପରିବାରକେ ଆହାର ଯୁଗଉଛନ୍‌ ନାବାଲିକା ଚନ୍ଦ୍ରକଳା

ଳଡୁଗାଁ,୨୩।୧(ଡି.ଏନ.ଏ):  କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଭିରକାପଡ଼ାର ଚନ୍ଦ୍ରକଳା ଧଙ୍ଗଡାମାଝୀ(୧୭)। 

ସୁଖାମୁଣ୍ଡା, ଗୋଛାଗୋରାରେ ପୁଷ୍‌ପୁନି ଯାତ୍‌ରା

ସୁଖାମୁଣ୍ଡା, ଗୋଛାଗୋରାରେ ପୁଷ୍‌ପୁନି ଯାତ୍‌ରା

ଘଣ୍ଟାପଡା,୨୩ା୧(ଡି.ଏନ.ଏ): ବୌଦ୍ଧ ଜିଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଁଚେତ୍‌ ସୁଖାମୁଣ୍ଡାରେ କୃଷି ଭିତିକ୍‌ ଗଣପରବ୍‌ ଭୀମ ଯାତ୍‌ରା ଆର ଥାନୀୟ ଭାଷାରେ ପୁଷ୍‌ପୁନି ପରବ୍‌ ଜାକ୍‌ଜମକ୍‌ରେ ପାଲିତ ହେଇଯାଇଛେ। 

ସବୁଜ ପତ୍ରିକାଧାରୀ ପରିବାର କନ୍‌ଠେସା

ସବୁଜ ପତ୍ରିକାଧାରୀ ପରିବାର କନ୍‌ଠେସା

ଲାଠୋର,୨୩ା୧(ଡି.ଏନ.ଏ.):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର ସବୁଜ ପ୍ରତିକାଧାରୀ ପରିବାରମାନକୁ ସରକାରୀ ହିସାବେ ଯେନ୍‌ସବୁ ସୁବିଧା ସୁଯୋଗ ମିଲବାର କଥା ନାଇଁ ମିଲୁଥିବାର ଅଭିଯୋଗ ହେଇଛେ।

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବଲାଙ୍ଗୀର ଅଫିସ, ୨୨ା୧: ବଲାଙ୍ଗୀର ଆର୍ଯ୍ୟ ମନ୍ଦିର ପରିସରରେ ନିଖିଳ ଉତ୍କଳ ଶିକ୍ଷକ କଂଗ୍ରେସ ବଲାଙ୍ଗୀର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ମିଳନୀରେ ମୁଖ୍ୟଅତିଥିଭାବେ ବଲାଙ୍ଗୀର ବିଧାୟକ ତଥା ବିରୋଧୀଦଳ ନେତା ନରସିଂହ ମିଶ୍ର ଯୋଗଦାନ କରିଥିଲେ । ସମ୍ମିଳନୀ ଆବାହକ ତଥା ସଂଯୋଜକ ବାମଦେବ ମିଶ୍ର ସଭାରେ  ସଂଯୋଜନା କରିଥିଲେ। 

ଜୈବିକ କୃଷି ସମୟର ଆହ୍ବାନ

ଜୈବିକ କୃଷି ସମୟର ଆହ୍ବାନ

ସୋନପୁର,୨୨।୨(ନି.ପ୍ର.)ଖାଦ୍ୟ ସଙ୍କଟକୁ ଦୂର କରିବା ତଥା ଚାଷୀର ଅର୍ଥନୈତିକ ସ୍ଥିତିର ଉନ୍ନତି ପାଇଁ ଆଧୁନିକ ପ୍ରଣାଳୀରେ ଚାଷ କରାଯାଉଛି। କମ୍‌ ଜମିରୁ ଅଧିକ ଅମଳ ପାଇଁ ପ୍ରତିଯୋଗିତା ଚାଲିଛି। 

ଜୋଙ୍କ ସେଚ ପ୍ରକଳ୍ପ

ଜୋଙ୍କ ସେଚ ପ୍ରକଳ୍ପ

ନୂଆପଡା ଅଫିସ,୨୨ା୧ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ତଳମୁଣ୍ଡ ଚାଷୀଙ୍କୁ ପାଣି ଯୋଗାଇଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ନୂଆପଡା ଜିଲା ପୋଲିସ ପ୍ରଶାସନ ଡ୍ୟାମକୁ ସଦଳବଳ ଯାଇଥିଲେ ହେଁ ଆନ୍ଦୋଳନକାରୀଙ୍କ ଅହିଂସା ନୀତି ନିକଟରେ ନଇଁଯାଇଛି । 

ଧଂଗଡା ଧାଂଗଡିକର ଉସ୍‌ନାକ୍‌ର ଦିନ ଧାଙ୍ଗଡି ଦୋଲା

ଧଂଗଡା ଧାଂଗଡିକର ଉସ୍‌ନାକ୍‌ର ଦିନ ଧାଙ୍ଗଡି ଦୋଲା

କଲମପୁର,୨୨।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ବରଦୋଳି ଗଁାରେ ରଏବାର ଟୋକି ପରବ୍‌ ପାଲନ ହେଇଥିଲା। ସେନ୍‌ତା ଧୁମଧାମରେ ସୋମବାର ଦାଙ୍ଗଡି ଦୋଲା ପାଲନ କରାଯାଇଛେ। 

ପିଲାକର ଲାଗି ଉସତ୍‌ ଆନନ୍ଦର ଦିନ୍‌ ପୁଷ୍‌ପୁନି

ପିଲାକର ଲାଗି ଉସତ୍‌ ଆନନ୍ଦର ଦିନ୍‌ ପୁଷ୍‌ପୁନି

ରିଷିଡା, ୨୨।୧ (ଡି.ଏନ.ଏ): ପୁଷ୍‌ପୁନି ହେଉଛେ ପଶ୍ଚିମ ଓଡ଼ିଶାବାସୀକର ଗୁଟେ ସିଘା ପରବ। ଇ ସମିଆରେ ଚାଷୀ ବଛରକୁତା ହାଡ଼ଭଂଗା ପରିଶ୍‌ରମ ଉତାରୁ ଟିକେ ଫୁରସତ୍‌ ପାଏସି। ଅମଲ ହେଇଥିବାର ଫସଲକେ ଘରେ ବେଉଁତେ ରଖାଥୁଆ କରି ବଛ୍‌ରେର କାମ ପଟାସି।

ଝରାଡେରାବାସୀକୁ ସାତ୍‌ ସପନ ଇନ୍ଦିରା ଆବାସ  :ଜୀବ୍‌କା ବୁଡ଼ାବାର ଯୋଜ୍‌ନାରେ ପରଶାସନ

ଝରାଡେରାବାସୀକୁ ସାତ୍‌ ସପନ ଇନ୍ଦିରା ଆବାସ :ଜୀବ୍‌କା ବୁଡ଼ାବାର ଯୋଜ୍‌ନାରେ ପରଶାସନ

ଅତାବିରା, ୨୨।୧ (ଡି.ଏନ.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ମହାନଦୀ ଖଁଡ଼ିରେ ଗଲା ୧୫୦ ବଛରରୁ ଅଧ୍‌କା ହେବା ଝରା ସମାଜର ୮ ପରିବାର ରହି ଆସୁଛନ୍‌। ଇମାନକର ଜୀବନ୍‌ ଜୀବ୍‌କା ମହାନଦୀର ସଂଗେ ଜୁଡ଼ି ହେଇ ରହିଛେ।