ବବିଙ୍କ ସମ୍ମୁଖରେ ଟିକେଟ ଦାବିକଲେ ରାସେଶ୍ୱରୀଙ୍କ ସମର୍ଥକ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ୨୦୨୪ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନ ପାଇଁ ବିଜେଡି ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ପ୍ରଥମେ ଭାଜପା ଧର୍ମେନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିବା ପରେ ବିଜେଡି ପ୍ରାର୍ଥୀ ଭାବେ ଦଳର ସାଙ୍ଗଠନିକ...

ପରିଚୟ ସୃଷ୍ଟି କରିବାକୁ ଲାଗେ ସମୟ

ଅଭିନେତ୍ରୀ କ୍ରିତି ସାନନ ଅଭିନୟ ସହ ଖୋଲାଖୋଲି ମନ୍ତବ୍ୟ ପାଇଁ ବେଶ୍‌ ଜଣାଶୁଣା। ନିକଟରେ ସେ ତାଙ୍କ ଫିଲ୍ମ ‘ଦି କ୍ରୁ’ ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନେତ୍ରୀ କରୀନା କପୁର ଏବଂ ତବୁ ପ୍ରମୁଖ...

ଭୁବନେଶ୍ୱରର ୩ ବିଧାନସଭା ଆସନକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୩୦।୩ (ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭୁବନେଶ୍ୱରର ୩ ବିଧାନସଭା ଆସନକୁ ନେଇ ଏବେଠାରୁ ଚର୍ଚ୍ଚା ଜୋର୍‌ ଧରିଲାଣି। ନିକଟରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିଥିବା ବେଳେ ଶାସକ...

ଶିଶୁକନ୍ୟାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

ମୋହନା,୩୦୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ୩ ବର୍ଷୀୟା ଏକ ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମୋହନା ଥାନା ଅଞ୍ଚଳର ବଳରାମ ନାୟକ(୫୫)। ଗୁରୁବାର...

ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ିଗଲା ଅଟୋ

ବୈଶିଙ୍ଗା,୩୦ା୩(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ରୁପ୍‌ସା-ବୈଶିଙ୍ଗା ରାସ୍ତାର ବଙ୍ଗାଳିଡାହି ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଅଟୋ ଭାରସାମ୍ୟ ହରାଇ ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ିଯାଇଛି। ପିଞ୍ଛାବଣିଆ ହୋଲି ମେଳାରୁ ୪ ଜଣ ଯାତ୍ରୀଙ୍କୁ ନେଇ...

୭୦ ହଜାର ମୁହାଁ ସୁନା ଦର

ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା): ଦିନକୁ ଦିନ ସୁନାଦର ବଢ଼ିବାରେ ଲାଗିଛି। ଚଳିତ ମାସରେ ଭାରତୀୟ ବଜାରରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪ରୁ ୫ ହଜାର ଟଙ୍କା ବୃଦ୍ଧି ପାଇଛି। ଭୁବନେଶ୍ୱରରେ ମାର୍ଚ୍ଚ ପହିଲାରେ ୨୨ କ୍ୟାରେଟ୍‌ ସୁନାଦର ୧୦ଗ୍ରାମ୍‌ ପିଛା...

ଓଡ଼ିଆ ଭାଷାରେ ଆଇପିଏଲ୍‌ କମେଣ୍ଟ୍ରି ବନ୍ଦ

ଭୁବନେଶ୍ୱର,୩୦।୩(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷାକୁ ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଯେତିକି ଗୁରୁତ୍ୱ ମିଳିବା କଥା ସେତିକି ମିଳୁନାହିଁ। ଭାଷାର ବ୍ୟବହାର କମୁଛି। ଓଡ଼ିଶାର କିଛି ବି ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚତ୍ଗଲେ ସମସ୍ତେ ସିନା ଖୁସି ହୋଇ ଗର୍ବର କଥା...

ଏଏପି ମହାରାଲିରେ ଯୋଗଦେବେ ରାହୁଲ, ଖାର୍ଗେ, ପାଓ୍ବାର, ଅଖିଳେଶ

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ପ୍ରତିବାଦରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆସନ୍ତା ରବିବାର ରାମଲୀଳା ମଇଦାନରେ ମହାରାଲିର ଆୟୋଜନ କରୁଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଶରଦ ପାଓ୍ବାର,...

ରାହୁଲଙ୍କ ପ୍ରତିଶ୍ରୁତି: କ୍ଷମତାକୁ ଆସିଲେ ନିଯୁକ୍ତିରେ ମହିଳାଙ୍କୁ ୫୦% ସଂରକ୍ଷଣ ଦେବୁ

ନୂଆଦିଲ୍ଲୀ,୨୯।୩: ଆଗାମୀ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଆସିଲେ ସରକାରୀ ନିଯୁକ୍ତିରେ ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯିବ ବୋଲି ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ମହିଳା ସଶକ୍ତ ହେଲେ ଭାରତର ଭାଗ୍ୟ...

ଓଡ଼ିଶା: ଆଜିର ଫଟୋ (୨୯ ମାର୍ଚ୍ଚ, ୨୦୨୪)

ରସୁଲଗଡ ଗ୍ରାମ ଦୋଳ ମେଳଣ ରେ ଏକାଠି ହୋଇଥିବା ବିମାନ ଓ ଭିଙ୍ଗାରପୁର କଳାକାର ଙ୍କ ଦ୍ୱାରା ଲଉଡ଼ି ଖେଳ ଭୁବନେଶ୍ୱର ସତ୍ୟନଗର ଚର୍ଚ୍ଚ ଠାରେ ଗୂଡ଼ଫ୍ରାଇଡେ ପାଳନ ହୋଇଯାଇଛି

ବିନା ଗ୍ୟାରେଣ୍ଟିରେ ଲୋନ୍‌ ନେବାକୁ ଚାହୁଁଛନ୍ତି କି? ସରକାରଙ୍କ ଏହି ଯୋଜନାରେ ମିଳିବ  ୧୦ ଲକ୍ଷ ଟଙ୍କା 

ନୂଆଦିଲ୍ଲୀ,୨୯।୩: ଗତ କିଛି ବର୍ଷ ଧରି ଦେଶରେ ଷ୍ଟାଟ୍‌ଅପ୍‌ର ସଂଖ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ଯୁବଗୋଷ୍ଠୀ ନିଜର ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି। କ’ଣ ଆପଣ ବି ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି, ହେଲେ ବିନା ଗ୍ୟାରେଣ୍ଟିଂରେ ଆପଣଙ୍କୁ ଲୋନ୍‌...

ଟିକେଟ୍‌ ଫାଇନାଲ! କନ୍ଧମାଳରୁ ସିଦ୍ଧାନ୍ତ, କଟକରୁ…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ମେଣ୍ଟ ଅଙ୍କକଷା ଫେଲ୍‌ ମାରିଥିବାବେଳେ ଏବେ ଏକାକୀ ଲଢିବା ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି ଦୁଇ ଦଳ। ଓଡ଼ିଶାର ଗୋଟିଏ ଗୋଟିଏ ଜିଲାରେ ହେଭଓ୍ବେଟ ଏମପିଙ୍କୁ ଟିକେଟ୍‌ ଦେଇଛି ଭାଜପା । ଯେପରି...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ପ୍ରତିକ୍ରିୟା ରଖିଲା ଜାତିସଂଘ: ଆଶା କରୁଛୁ…

ଜାତିସଂଘ,୨୯।୩: ଭାରତରେ ଲୋକ ସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଯିବା ଏବଂ ମୁଖ୍ୟ ବିରୋଧୀ ଦଳ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣାକୁ ନେଇ ଭାରତରେ ରାଜନୈତିକ ଅଶାନ୍ତି ଦେଖାଦେଇଛି। ଏହା ଉପରେ...

ଅପରାଜିତାଙ୍କ ମନ୍ତବ୍ୟକୁ ନେଇ ଝଡ଼: ଖୋର୍ଦ୍ଧାରେ ଅସନ୍ତୁଷ୍ଟ କର୍ମୀଙ୍କ ମେଳି, ଏକାଠି ହେଲେ କାଳୁଙ୍କ ସମର୍ଥକ 

ଖୋର୍ଦ୍ଧା,୨୯ା୩ (ପ୍ରଭାତ ପାଣିଗ୍ରାହୀ) : ଭୁବନେଶ୍ୱର, ବେଗୁନିଆ ପରେ ଏବେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏମ୍‌ପି ଅପରାଜିତାଙ୍କୁ ଦଳୀୟ କର୍ମୀ ବିରୋଧ କରିଛନ୍ତି। ଅପରାଜିତାଙ୍କ ମନ୍ତବ୍ୟକୁ ନେଇ କର୍ମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୋର୍ଦ୍ଧା ମଲିପଡା...

କୋର୍ଟଙ୍କ ବଡ଼ ରାୟ, ଅନୈତିକ ସମ୍ପର୍କର ଅଭିଯୋଗ ଥିଲେ ବି ସ୍ବାମୀଙ୍କ ଠାରୁ ଭରଣପୋଷଣ ପାଇପାରିବେ ସ୍ତ୍ରୀ

ଭୋପାଳ,୨୯।୩: ବିବାହ ପରେ ସ୍ତ୍ରୀ ପରପୁରୁଷଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ମଧ୍ୟ ସ୍ବାମୀଙ୍କ ଠାରୁ ଭରଣପୋଷଣ ପାଇପାରିବେ। ଏନେଇ ବଡ଼ ରାୟ ଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ। ତେବେ ଭରଣପୋଷଣ ପାଇଁ କେସ୍‌ ଫାଇଲ କରିବାବେଳେ ଯଦି ସେ ସେଭଳି...

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି...

ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ

ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨ ଲିଟର ଦେଶୀ ମଦ ଜବତ କରିବା ସହ ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ...

ଘୋଷଣା ହେଲା ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ ବିଜେଡି ୭୨ ପ୍ରାର୍ଥୀଙ୍କୁ ଟିକେଟ୍‌ ଭେଟି ଦେଇଛି। କିନ୍ତୁ ଆହୁରି ୭୫ ଆସନର...

‘ଡବଲ ଇଞ୍ଜିନ ସରକାର ଲାଗି ଶପଥପାଠ କରାଇଲା ଭାଜପା’

ଛତ୍ରପୁର,୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ଠାରେ ଭାଜପା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି l ଏଥିରେ ଭାଜପାର ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳ ପକ୍ଷରୁ...

୨୦୦୪ରେ ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କୁ ହରାଇ ହଇଚଇ ସୃଷ୍ଟି କରିଥିଲେ ଗୋବିନ୍ଦା, କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୨୯।୩: ୧୪ ବର୍ଷର ବଡ଼ ବ୍ୟବଧାନ ପରେ ଅଭିନେତା ଗୋବିନ୍ଦା ପୁଣିଥରେ ରାଜନୀତିକୁ ଫେରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ର ଠିକ୍‌ ପୂର୍ବରୁ ସେ ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ଗୁରୁବାର ସେ ଏକନାଥ ଶିନ୍ଦେ ନେତୃତ୍ୱାଧୀନ ଶିବସେନାରେ ସାମିଲ...