ସମ୍ବଲପୁର

୬୦ରୁ ଅଧ୍‌କା ବୁଢ଼ାବୁଢ଼ୀ, ବିଧବା, ଦିବ୍ୟାଙ୍ଗ ଭତାରୁ ବଁଚିତ୍‌

୬୦ରୁ ଅଧ୍‌କା ବୁଢ଼ାବୁଢ଼ୀ, ବିଧବା, ଦିବ୍ୟାଙ୍ଗ ଭତାରୁ ବଁଚିତ୍‌

ଲୋଇସିଂହା, ୧୭।୧୨(ଡି.ଏନ.ଏ.): ୬୦ ବଛରରୁ ଅଧ୍‌କା ବୁଢ଼ାବୁଢ଼ୀ, ଦିବ୍ୟାଙ୍ଗ ଆର ବିଧବାମାନକୁ ସରକାର ଭିନେ ଭିନେ ଯୋଜନାରେ ଭତା ଯୁଗେଇ ଦେବାର ବେବସ୍‌ତା କରିଛନ୍‌। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ର ମାଣ୍ଡିଆପଦର ଗାଁ ର ୬୦ରୁ ଅଧ୍‌କା ହକ୍‌ଦାର ଲୋକ୍‌ ଭତା ଯୋଜ୍‌ନାରୁ ବାଦ୍‌ ପଡ଼ିଥିବାର ଅଭିଯୋଗ୍‌ ହେଇଛେ। ବାରବାର ଆବେଦନ କଲା ଉତାରୁ ବି ସେମାନକୁ ଭତା ଯୋଜ୍‌ନାରେ ସାମିଲ ନାଇଁକରାଯାଇ। ନିଜର ବର ମରବାର ବଛର ବଛର ବିତିଯାଇଥିଲେ ବି କେତେ ବିଧବା ଭତା ପାଏବାରୁ ବଁଚିତ ହେଇଛନ୍‌। ଖାଲି ଏତ୍‌କି ନୁହେ, ଇ ନିସାହା ବିଧାମାମାନକର ଭତା କରିଦେବାର ବାହାନାରେ ୨ ଝନ୍‌ ଲୋକ୍‌ ଝନ୍‌ପିଛା ୫ଶହ ଟଁକା ଅସୁଲକରି ଠକିଥିବାର ବି ଅଭିଯୋଗ୍‌ ହେଇଛେ। 

ହୀରାପୁର ପଁଚେତ୍‌ର ମାଣ୍ଡିଆପଦର ଗାଁ  ହେଉଛେ ୨ଟା ଓ୍ବାର୍ଡ। ଗାଁ ର ତ୍ରିପୁରା ସାହୁ(୭୨), ତୁଳସା ସାହୁ (୭୦), ଉଷା ସାହୁ, ଗୋଲାପୀ ପଧାନ, ବୃନ୍ଦାବତୀ ବେହେରା, ଚୁମକି ଦୀପ, ବେଳ ସାହୁ, ଦୈମତି ସାହୁ, ରୋହିଣୀ ସା, ପଦ୍ମା ପାଣ୍ଡେ ପରମୁଖ ନିସାହା ବିଧବା ମହିଲାମାନେ ବଛର ବଛର ହେଲା ଭତା ପାଏବାରଲାଗି ଚାହିଁ ବସିଛନ୍‌। ସେନ୍‌ତା ୫ବଛର ହେଲା ପକ୍ଷାଘାତରେ ପୀଡ଼ିତ ବାଲି ପଧାନ(୬୫), ଦିବ୍ୟାଙ୍ଗ ରୋହିତ ସା, ବିହାରୀ ପାଣ୍ଡେ(ଭଏଁରା) ସମେତ ଗୋବର୍ଦ୍ଧନ ସାହୁ(୬୭), ପୁରାନ କୁଅଁର(୬୪), ନେହେରୁ ସେଠ(୭୦), ଅମରଚନ ସାହୁ(୬୨), ବୁଇ କୁଅଁର(୬୨), ଗୋପୀ କାଣ୍ଡ(୮୫), ଫଗୁନି ସାହୁ, କିଶୋରୀ ପଧାନ, ବିଳାସ କୁଅଁର, ମନ୍ଦୋଦରୀ କାଣ୍ଡ(୭୦), ବୃଦ୍ଧ ପାଣ୍ଡେ, ପ୍ରହଲ୍ଲାଦ ବେହେରା, ଚଞ୍ଚଳି ବେହେରା, ଠକର ବେହେରା(୬୮), ସୁକାନ୍ତି ବେହେରା(୬୫) ପରମୁଖ ବୁଢ଼ାବୁଢ଼ୀକୁ ଆଏଜତକ୍‌ ଭତା ନୁହେମିଲେ। ୩ ବଛର ତଲେ ପୂରବର ସରପଁଚ ଆର ଝନେ ମହିଲା ସରପଁଚକଁର ଆପ୍‌ନେ ଭତା କରେଇ ଦେବାର କହି ଗାଁ ର କେତେ ବୁଢ଼ାବୁଢ଼ୀକରନୁ  ଫର୍ମ ଭରି ୫ଶହ ଟଁକା ଲେଖେଁ ଅସୁଲ କରି ନେଇଥିଲେ। ଟଁକା ନେଇ ସେମାନେ ଠକି ଦେଇଥିବାର ବୁରୁଧ୍‌ ବିଳାସ କୁଅଁର, ବନ ସାହୁ, କୁମର ପାଣ୍ଡେ ପରମୁଖ ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ବିଡିଓ ରାମଚନ୍ଦ୍ର ଖାଡିଆକୁଁ ପଚରାଲାରୁ ଯଦି ଭତା ପାଏବାର ଲାଗି ସେମାନେ ଆବେଦନ କରିଥିବେ ସେଟା ଜିଲା ଅଫିସକେ ଯାଇଥିବା। ହେଲେ ସେମାନେ କେନ୍‌ କାରନରୁ ଭତା ଯୋଜ୍‌ନାରେ ସାମିଲ ନାଇଁ ହେଇପାରି ତଦଁତ କରି ଦେଖ୍‌ଲା ଉତାରୁ ପଦକ୍ଷେପ ନେମି ବଲି ସେ କହିଥିଲେ। 

All Right Reserved By

ସମ୍ବଲପୁର

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ବଲାଙ୍ଗୀର ଅଫିସ, ୨୩ା୧-ବଲାଙ୍ଗୀର କୋଶଳକଳା ମଣ୍ଡଳ ନୂଆ ରଙ୍ଗମଞ୍ଚରେ ଅନୁଷ୍ଠିତ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବର ମଙ୍ଗଳବାର  ତୃତୀୟ ସନ୍ଧ୍ୟାରେ  ମୁମ୍ବାଇର ସଲାମ ବମ୍ବେ ଫାଉଣ୍ଡେଶନ୍‌ ରଙ୍ଗମଣ୍ଡଳ ଏବଂ ସୃଜନ ଫାଉଣ୍ଡେଶନ୍‌ ତରଫରୁ ମରାଠୀ ଓ ହିନ୍ଦୀ ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ ହୋଇଥିଲା| 

କଠିନ ପରିଶ୍ରମର ବିକଳ୍ପ ନାହିଁ

କଠିନ ପରିଶ୍ରମର ବିକଳ୍ପ ନାହିଁ

ବୀରମହାରାଜପୁର, ୨୩।୧ (ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର କଲେଜର ୩୭ତମ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଯାଇଛି । ଏଥିରେ ଯୋଗଦେଇଥିବା ଅତିଥିମାନେ ଉଦ୍‌ବୋଧନ ପ୍ରସଙ୍ଗରେ ମତପ୍ରକାଶ କରିଥିଲେ ଯେ, କଠିନ ପରିଶ୍ରମର ବିକଳ୍ପ ନାହିଁ। 

ଜୋଙ୍କ ଜଳ ବିବାଦ ଘଟଣା  ଜିଲାପାଳ, ଏସପିଙ୍କ ମାରାଥନ ବୈଠକ  ଆଗକୁ ଆସିଛନ୍ତି ଦୁଇ ପକ୍ଷ

ଜୋଙ୍କ ଜଳ ବିବାଦ ଘଟଣା ଜିଲାପାଳ, ଏସପିଙ୍କ ମାରାଥନ ବୈଠକ ଆଗକୁ ଆସିଛନ୍ତି ଦୁଇ ପକ୍ଷ

ନୂଆପଡା ଅଫିସ,୨୩ା୧-ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ରବି ଚାଷ ସକାଶେ ପାଣି ବଣ୍ଟନ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବା ବେଳେ ଜିଲା ପ୍ରଶାସନ ତରଫରୁ ଜିଲାପାଳ  ଏବଂ ଏସପି ତପତ୍ରତା ପ୍ରକାଶ କରି ମାରାଥନ ବୈଠକ ଚଳାଇଛନ୍ତି। 

ପରିବାରକେ ଆହାର ଯୁଗଉଛନ୍‌ ନାବାଲିକା ଚନ୍ଦ୍ରକଳା

ପରିବାରକେ ଆହାର ଯୁଗଉଛନ୍‌ ନାବାଲିକା ଚନ୍ଦ୍ରକଳା

ଳଡୁଗାଁ,୨୩।୧(ଡି.ଏନ.ଏ):  କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଭିରକାପଡ଼ାର ଚନ୍ଦ୍ରକଳା ଧଙ୍ଗଡାମାଝୀ(୧୭)। 

ସୁଖାମୁଣ୍ଡା, ଗୋଛାଗୋରାରେ ପୁଷ୍‌ପୁନି ଯାତ୍‌ରା

ସୁଖାମୁଣ୍ଡା, ଗୋଛାଗୋରାରେ ପୁଷ୍‌ପୁନି ଯାତ୍‌ରା

ଘଣ୍ଟାପଡା,୨୩ା୧(ଡି.ଏନ.ଏ): ବୌଦ୍ଧ ଜିଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଁଚେତ୍‌ ସୁଖାମୁଣ୍ଡାରେ କୃଷି ଭିତିକ୍‌ ଗଣପରବ୍‌ ଭୀମ ଯାତ୍‌ରା ଆର ଥାନୀୟ ଭାଷାରେ ପୁଷ୍‌ପୁନି ପରବ୍‌ ଜାକ୍‌ଜମକ୍‌ରେ ପାଲିତ ହେଇଯାଇଛେ। 

ସବୁଜ ପତ୍ରିକାଧାରୀ ପରିବାର କନ୍‌ଠେସା

ସବୁଜ ପତ୍ରିକାଧାରୀ ପରିବାର କନ୍‌ଠେସା

ଲାଠୋର,୨୩ା୧(ଡି.ଏନ.ଏ.):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର ସବୁଜ ପ୍ରତିକାଧାରୀ ପରିବାରମାନକୁ ସରକାରୀ ହିସାବେ ଯେନ୍‌ସବୁ ସୁବିଧା ସୁଯୋଗ ମିଲବାର କଥା ନାଇଁ ମିଲୁଥିବାର ଅଭିଯୋଗ ହେଇଛେ।

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବଲାଙ୍ଗୀର ଅଫିସ, ୨୨ା୧: ବଲାଙ୍ଗୀର ଆର୍ଯ୍ୟ ମନ୍ଦିର ପରିସରରେ ନିଖିଳ ଉତ୍କଳ ଶିକ୍ଷକ କଂଗ୍ରେସ ବଲାଙ୍ଗୀର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ମିଳନୀରେ ମୁଖ୍ୟଅତିଥିଭାବେ ବଲାଙ୍ଗୀର ବିଧାୟକ ତଥା ବିରୋଧୀଦଳ ନେତା ନରସିଂହ ମିଶ୍ର ଯୋଗଦାନ କରିଥିଲେ । ସମ୍ମିଳନୀ ଆବାହକ ତଥା ସଂଯୋଜକ ବାମଦେବ ମିଶ୍ର ସଭାରେ  ସଂଯୋଜନା କରିଥିଲେ। 

ଜୈବିକ କୃଷି ସମୟର ଆହ୍ବାନ

ଜୈବିକ କୃଷି ସମୟର ଆହ୍ବାନ

ସୋନପୁର,୨୨।୨(ନି.ପ୍ର.)ଖାଦ୍ୟ ସଙ୍କଟକୁ ଦୂର କରିବା ତଥା ଚାଷୀର ଅର୍ଥନୈତିକ ସ୍ଥିତିର ଉନ୍ନତି ପାଇଁ ଆଧୁନିକ ପ୍ରଣାଳୀରେ ଚାଷ କରାଯାଉଛି। କମ୍‌ ଜମିରୁ ଅଧିକ ଅମଳ ପାଇଁ ପ୍ରତିଯୋଗିତା ଚାଲିଛି। 

ଜୋଙ୍କ ସେଚ ପ୍ରକଳ୍ପ

ଜୋଙ୍କ ସେଚ ପ୍ରକଳ୍ପ

ନୂଆପଡା ଅଫିସ,୨୨ା୧ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ତଳମୁଣ୍ଡ ଚାଷୀଙ୍କୁ ପାଣି ଯୋଗାଇଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ନୂଆପଡା ଜିଲା ପୋଲିସ ପ୍ରଶାସନ ଡ୍ୟାମକୁ ସଦଳବଳ ଯାଇଥିଲେ ହେଁ ଆନ୍ଦୋଳନକାରୀଙ୍କ ଅହିଂସା ନୀତି ନିକଟରେ ନଇଁଯାଇଛି । 

ଧଂଗଡା ଧାଂଗଡିକର ଉସ୍‌ନାକ୍‌ର ଦିନ ଧାଙ୍ଗଡି ଦୋଲା

ଧଂଗଡା ଧାଂଗଡିକର ଉସ୍‌ନାକ୍‌ର ଦିନ ଧାଙ୍ଗଡି ଦୋଲା

କଲମପୁର,୨୨।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ବରଦୋଳି ଗଁାରେ ରଏବାର ଟୋକି ପରବ୍‌ ପାଲନ ହେଇଥିଲା। ସେନ୍‌ତା ଧୁମଧାମରେ ସୋମବାର ଦାଙ୍ଗଡି ଦୋଲା ପାଲନ କରାଯାଇଛେ। 

ପିଲାକର ଲାଗି ଉସତ୍‌ ଆନନ୍ଦର ଦିନ୍‌ ପୁଷ୍‌ପୁନି

ପିଲାକର ଲାଗି ଉସତ୍‌ ଆନନ୍ଦର ଦିନ୍‌ ପୁଷ୍‌ପୁନି

ରିଷିଡା, ୨୨।୧ (ଡି.ଏନ.ଏ): ପୁଷ୍‌ପୁନି ହେଉଛେ ପଶ୍ଚିମ ଓଡ଼ିଶାବାସୀକର ଗୁଟେ ସିଘା ପରବ। ଇ ସମିଆରେ ଚାଷୀ ବଛରକୁତା ହାଡ଼ଭଂଗା ପରିଶ୍‌ରମ ଉତାରୁ ଟିକେ ଫୁରସତ୍‌ ପାଏସି। ଅମଲ ହେଇଥିବାର ଫସଲକେ ଘରେ ବେଉଁତେ ରଖାଥୁଆ କରି ବଛ୍‌ରେର କାମ ପଟାସି।

ଝରାଡେରାବାସୀକୁ ସାତ୍‌ ସପନ ଇନ୍ଦିରା ଆବାସ  :ଜୀବ୍‌କା ବୁଡ଼ାବାର ଯୋଜ୍‌ନାରେ ପରଶାସନ

ଝରାଡେରାବାସୀକୁ ସାତ୍‌ ସପନ ଇନ୍ଦିରା ଆବାସ :ଜୀବ୍‌କା ବୁଡ଼ାବାର ଯୋଜ୍‌ନାରେ ପରଶାସନ

ଅତାବିରା, ୨୨।୧ (ଡି.ଏନ.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ମହାନଦୀ ଖଁଡ଼ିରେ ଗଲା ୧୫୦ ବଛରରୁ ଅଧ୍‌କା ହେବା ଝରା ସମାଜର ୮ ପରିବାର ରହି ଆସୁଛନ୍‌। ଇମାନକର ଜୀବନ୍‌ ଜୀବ୍‌କା ମହାନଦୀର ସଂଗେ ଜୁଡ଼ି ହେଇ ରହିଛେ।