ରାଜ୍ୟ | ରାୟଗଡା

ବରଫ ଆସ୍ତରଣ ପଡ଼ି ୮୦ ଏକର ରବି ଫସଲ ନଷ୍ଟ

ବରଫ ଆସ୍ତରଣ ପଡ଼ି ୮୦ ଏକର ରବି ଫସଲ ନଷ୍ଟ

ସେମିଳିଗୁଡ଼ା,୩।୧(ସ୍ବ.ପ୍ର.)- ସେମିଳିଗୁଡ଼ା ବ୍ଲକ୍‌ ଅଲିଗାଁ ଗ୍ରାମରେ ବରଫ ଆସ୍ତରଣ ପଡ଼ି ଫୁଲ ଧରିଥିବା ରବି ଫସଲ ନଷ୍ଟ ହୋଇଛି। ପ୍ରାୟ ୮୦ ଏକରରେ ହୋଇଥିବା ବାଇଗଣ, ଆଳୁ, ଟମାଟୋ, ବିନ୍ସ ଗଛପତ୍ର ଏବଂ ଫୁଲରେ ବରଫ ଆସ୍ତରଣ ପଡ଼ି ଝାଉଁଳା ପରି ରୋଗ ହୋଇଛି। ଏନେଇ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଖରା ପଡ଼ିଲେ ଗଛଗୁଡ଼ିକ ଝାଉଁଳିବା ସହିତ ଅନେକ ମରି ଯାଉଥିବା ଦେଖିବାକୁ ମିଳୁଛି। ଫୁଲଗୁଡ଼ିକ ଖସି ପଡ଼ିବା ଦ୍ୱାରା ଫଳ ଶୂନ୍ୟ ହୋଇଯାଉଛି। ସେମିଳିଗୁଡ଼ା ବ୍ଲକ୍‌ର ଶୁଣ୍ଢିପୁଟ, ନୂଆପୁଟ,ଦଳେଇଗୁଡ଼ା, ପିତାଗୁଡ଼ା,ଦୁଧାରୀ ପ୍ରଭୃତି ଗ୍ରାମରେ ରବି ଫସଲ ଅବସ୍ଥା ଏପରି ହୋଇଛି। ବିଭିନ୍ନ ବାତ୍ୟାରେ ଖରିଫ ଫସଲ ନଷ୍ଟ ହୋଇଥିବାବେଳେ ଏବେ ପ୍ରବଳ ଜାଡ଼ ଯୋଗୁ  ବରଫ ଆସ୍ତରଣ ପଡ଼ି ରବି ଫସଲ ନଷ୍ଟ ହେବାରୁ ଚାଷୀଙ୍କୁ ଶକ୍ତ ଆଘାତ ଲାଗିଛି। ସ୍ଥାନୀୟ ଉଦ୍ୟାନ କୃଷି ବିଭାଗରେ ଅଭିଯୋଗ ହୋଇଥିଲେ ମଧ୍ୟ ସେଠାରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଚାଷୀମାନେ କହିଛନ୍ତି। ବିଡିଓ ଘଟଣାସ୍ଥଳ ପରିଦର୍ଶନ କରି ଆସିବା ପରେ ପଦକ୍ଷେପ ପାଇଁ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଉଛି। ଚନ୍ଦନ ପାଢ଼ୀ, କୁନାରାମ ପାଢ଼ୀ, ମୁଦୁଲି କରଣ, ଖଗା ମୁଦୁଲି, ଜୟପ୍ରିୟ ଦୋସୁ, ପ୍ରତାପ ଅନ୍ତାବାସି, ରାମ ଅନ୍ତାବାସି, ଡ଼ମ୍ବରୁ ମୁଦୁଲି, ଧନା ଦିସାରି, ମଦନ ପାଢ଼ୀ, ଭଗତରାମ କିରସାନି, ବି. କିରସାନି, ନରସିଂହ କିରସାନି, ଢ଼ାଲ କିରସାନି, ରାମ ଜାନି, ତ୍ରିନାଥ ମୁଦୁଲି ପ୍ରମୁଖଙ୍କ ଚାଷ ନଷ୍ଟ ହୋଇଛି।  ଚାଷୀଙ୍କୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇ ଦେବାକୁ  ସରପଞ୍ଚ ସଂଘ ସଭାପତି ଲକ୍ଷ୍ମଣ ପାଢ଼ୀ ଦାବି କରିଛନ୍ତି। କ୍ଷତିପୂରଣ ନ ମିଳିଲେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବେ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।

All Right Reserved By

ରାଜ୍ୟ | ରାୟଗଡା

ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ମାଲକାନଗିରି,୨୧ା୪ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁରଠାରେ ପୋଲିସ ଗୁଳିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। 

 ଜିଲା ବିଜେଡି ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାନନ୍ଦ

ଜିଲା ବିଜେଡି ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାନନ୍ଦ

ପାଟଣା,୨୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବିଜେଡି ଉପସଭାପତି ଦେବାନନ୍ଦ ପୃଷ୍ଟି ରବିବାର ପଦରୁ ଇସ୍ତଫା ଦେଇଛନ୍ତି। 

  ଜଙ୍ଗଲରୁ  ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ ପାଣିପୋଇଲା ସାନହାମରା ଜଙ୍ଗଲରୁ ରବିବାର  ଏକ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।

   ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତ  ଆଡ଼ଚେର ଗ୍ରାମରେ ଶନିବାର ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି।

ନିର୍ବାଚନ କାର୍ଯ୍ୟରେ ନିୟୋଜିିତ  କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଥାନାରେ ଅଭିଯୋଗ

ନିର୍ବାଚନ କାର୍ଯ୍ୟରେ ନିୟୋଜିିତ କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଥାନାରେ ଅଭିଯୋଗ

ଭୁବନ,୨୧।୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ନିର୍ବାଚନମଣ୍ଡଳୀର ଭୁବନଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଷ୍ଟାଟିକ ସର୍ଭିଲାନ୍ସ ୧୨ ନଂ.  ଟିମ୍‌ଙ୍କୁ ମହୁଲପାଳ ପଞ୍ଚାୟତରେ ଶନିବାର ଦୁର୍ବ୍ୟବହାର  କରାଯାଇଥିଲା

ନବନିର୍ମାଣ କୃଷକ ସଂଗଠନର ପୋଲିଂ ପାର୍ଟିକୁ ବିରୋଧ: ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୋଲିସ

ନବନିର୍ମାଣ କୃଷକ ସଂଗଠନର ପୋଲିଂ ପାର୍ଟିକୁ ବିରୋଧ: ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୧।୪(ଡି.ଏନ୍‌.ଏ): କେନ୍ଦୁଝର ଜିଲା ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ରବିବାର ପ୍ରାଇସ୍‌, ପ୍ରେଷ୍ଟିଜ୍‌, ପେନ୍‌ସନ ଦାବିରେ କେନ୍ଦୁଝର ମାଇନିଂ ସ୍କୁଲ୍‌ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। 

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଶେଷ ପ୍ରଚାର: ରୋଡ ଶୋ’ ରେ ଧର୍ମେନ୍ଦ୍ରଙ୍କ ଭୋଟ ଭିକ୍ଷା

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଶେଷ ପ୍ରଚାର: ରୋଡ ଶୋ’ ରେ ଧର୍ମେନ୍ଦ୍ରଙ୍କ ଭୋଟ ଭିକ୍ଷା

ଅନୁଗୋଳ ଅଫିସ,୨୧।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ପ୍ରଚାର ଶେଷ ହେବାକୁ ଥିବାବେଳେ  ଏ ନେଇ ଅନୁଗୋଳ ନିିର୍ବାଚନମଣ୍ଡଳୀରେ ଭାଜପା ପକ୍ଷରୁ ରୋଡ ଶୋ’ କରାଯାଇଛି। 

ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ନିରଞ୍ଜନଙ୍କ କଡା ଆଭିମୁଖ୍ୟ: ୬ ଜଣଙ୍କୁ ବହିଷ୍କାର

ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ନିରଞ୍ଜନଙ୍କ କଡା ଆଭିମୁଖ୍ୟ: ୬ ଜଣଙ୍କୁ ବହିଷ୍କାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରବିିବାର ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

ବିଜୟଙ୍କ ପାଇଁ ପୁଣି ଅଗ୍ନିପରୀକ୍ଷା: ବେଦୁଙ୍କ ପରଲୋକ ଯୋଗୁ ସ୍ଥଗିତ ହେବ ପାଟକୁରା ବିଧାନସଭା ନିର୍ବାଚନ

ବିଜୟଙ୍କ ପାଇଁ ପୁଣି ଅଗ୍ନିପରୀକ୍ଷା: ବେଦୁଙ୍କ ପରଲୋକ ଯୋଗୁ ସ୍ଥଗିତ ହେବ ପାଟକୁରା ବିଧାନସଭା ନିର୍ବାଚନ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପାଟକୁରା ବିଧାୟକ ତଥା  ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ବିୟୋଗ ପରେ ଏହି ନିର୍ବାଚନମଣ୍ଡଳୀରେ ନିର୍ବାଚନ ସ୍ଥଗିତ ହେବା ନେଇ ଏକପ୍ରକାର ନିିଶ୍ଚିତ ହୋଇଯାଇଛି।

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ଅଫିସ,୨୧।୪: ଏପ୍ରିଲ ୨୩ରେ ଜିଲାର ନୟାଗଡ଼ ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଏଠାରେ କେଉଁ ପ୍ରାର୍ଥୀ ଜିତିବେ ତାହାକୁ ନେଇ ଚା ଖଟିଠୁ ଆରମ୍ଭ କରି ପାନ ଦେକାନ ଯାଏ ସବୁଠି ଚର୍ଚ୍ଚା ଚାଲିଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୩୫୪ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୩ ଜଣ କୋଟିପତି; ପିନାକୀ, ବବି ସବୁଠୁ ଧନୀ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୩୫୪ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୩ ଜଣ କୋଟିପତି; ପିନାକୀ, ବବି ସବୁଠୁ ଧନୀ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଆସନ୍ତା ୨୩  ତାରିଖରେ ରାଜ୍ୟର ୬ ଲୋକ ସଭା ଏବଂ ୪୨ଟି ବିଧାନସଭା ଆସନରେ ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ କରାଯିବ। ଏହି ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳରୁ  ଓ ସ୍ବାଧୀନ ଭାବେ ୩୫୬ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି।

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର;  ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର; ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଅଫିସ,୨୧। ୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ ନିର୍ବାଚନୀ ପରିବେଶ ବେଶ୍‌ ସରଗରମ ହୋଇଛି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri