ରାୟଗଡା

୨୨ ଗାଡ଼ିରୁ ଜରିମାନା ଆଦାୟ

୨୨ ଗାଡ଼ିରୁ ଜରିମାନା ଆଦାୟ

କାଶୀନଗର,୪।୧(ଡି.ଏନ.ଏ.): ଗଜପତି ଜିଲା କାଶୀନଗର ବ୍ଲକ କଇଠପଦର ଗ୍ରାମ ନିକଟରେ ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ କରାଯାଇଥିଲା। ଥାନାଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ସେକେଣ୍ଡ ଅଫିସର ରଞ୍ଜିତ କୁମାର ମୁନି, ଏସ୍‌ଆଇ ଲକ୍ଷ୍ମୀନାରାୟଣ ବେହେରା ସଦଳବଳ ଉପସ୍ଥିତ ରହି ବିଭିନ୍ନ ଗାଡ଼ି ଯାଞ୍ଚ କରିଥିଲେ। ଭୁଲ ସ୍ଥାନରେ ପାର୍କିଂ, ଆବଶ୍ୟକ କାଗଜପତ୍ର ନ ଥିବା ଓ ଚାଳକ ହେଲମେଟ ପିନ୍ଧି ନ ଥିବା ଅଭିଯୋଗରେ ୨୨ଟି ଗାଡ଼ିରୁ ଜରିମାନା ବାବଦ ୪ହଜାର ୯ଶହ ଟଙ୍କା ଆଦାୟ କରାଯାଇଥିଲା। 

All Right Reserved By

ରାୟଗଡା

୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସରକାରୀ କଳର କେତେକ ନ୍ୟସ୍ତସ୍ବାର୍ଥ କର୍ମଚାରୀଙ୍କ ପାଇଁ ସରକାରଙ୍କ ଯୋଜନାରୁ ସୁଫଳ ପାଉନାହାନ୍ତି ଚାଷୀ। ଏପରି ଏକ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲ୍ଳକ ଅଞ୍ଚଳରେ। ଉକ୍ତ ଅଞ୍ଚଳରେ ଚାଷୀ ଜମିରେ ବୋରଓ୍ବେଲ ଖୋଳାଇବା ଲାଗି ପାଣି ପରୀକ୍ଷା କରିବାକୁ ସ୍ଥାନ ଚିହ୍ନଟ ଲାଗି ବିଭାଗ ନିକଟରେ ୧ହଜାର ଲେଖାଏ ଟଙ୍କା ବାନ୍ଧି ୬ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏ ପାଣି ପରୀକ୍ଷା ହୋଇପାରିନାହିଁ। ଏନେଇ ଚାଷୀମାନେ ବାରମ୍ବାର କାର୍ଯ୍ୟାଳୟକୁ ଦୌଡି ନିରାଶ ହୋଇଛନ୍ତି। ଜିଲା ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ କିଛି ପଦକ୍ଷେପ ନିଆଯାଉନାହିଁ। 

ନିଖୋଜ ମହିଳାଙ୍କ ମୃତଦେହ  କୂଅରୁ ଉଦ୍ଧାର

ନିଖୋଜ ମହିଳାଙ୍କ ମୃତଦେହ କୂଅରୁ ଉଦ୍ଧାର

ସେମିଳିଗୁଡା,୨୨ା୪(ସ୍ବ.ପ୍ର)- ସେମିଳିଗୁଡା ବ୍ଳକ ପିତାଗୁଡା ପଞ୍ଚାୟତର ଚୋରି ମାଳିପୁଟ ଗ୍ରାମର ଏକ କୂଅରୁ ନିଖୋଜ  ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି ା 

ଗ୍ୟାସ କିଟ ବଣ୍ଟନରେ ଅନିୟମିତତା ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଉପଭୋକ୍ତା

ସେମିଳିଗୁଡା,୨୨ା୪(ସ୍ବ.ପ୍ର)-  ଉଜ୍ୱଳା ଯୋଜନାରେ ଗ୍ୟାସ କିଟ୍‌ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା

ପୂର୍ବ ଶତ୍ରୁତାକୁ ନେଇ ହତ୍ୟା, ୨ ଗିରଫ

ପୂର୍ବ ଶତ୍ରୁତାକୁ ନେଇ ହତ୍ୟା, ୨ ଗିରଫ

ଝରିଗାଁ,୨୨।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ନବରଙ୍ଗପୁର ଜିଲା  ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଚିକିଲି ଗୌଡଗୁଡା ଗ୍ରାମର ଅଭିଜିତ ମଣ୍ଡଳ ନିଖୋଜ ହେବାର ୮ ଦିନ ପରେ କୁସୁମପାଣି ଜଙ୍ଗଲରୁ ପୋଲିସ ମୃତଦେହ ଉଦ୍ଧାର କରିଥିଲା। 

ମହିଳାଙ୍କୁ ଯୌତୁକ ନିର୍ଯାତନା

ମହିଳାଙ୍କୁ ଯୌତୁକ ନିର୍ଯାତନା

ଜୟପୁର,୨୨ା୪(ଡି.ଏନ.ଏ)- କୋରାପୁଟ ଜିଲା ଜୟପୁର ସଦରଥାନା ଫୁଲବାଡ ଅଞ୍ଚଳରେ ଜଣେ ମହିଳାଙ୍କୁ ଯୌତୁକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ ହୋଇଛନ୍ତି ା

  ଅଜଣା ରୋଗରେ ଆତଙ୍କିତ ଅଁଳା

ଅଜଣା ରୋଗରେ ଆତଙ୍କିତ ଅଁଳା

ଦଶମନ୍ତପୁର,୨୨।୪(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ଚଣାବାଡ଼ ପଞ୍ଚାୟତ ଅଧୀନରେ ଥିବା ଏସ୍‌. ଦଣ୍ଡାବାଡ଼ ଗ୍ରାମର କଂଶାରୀ ଦିଶାରୀଙ୍କ ସ୍ତ୍ରୀ ଅଁଲା ଦୀର୍ଘବର୍ଷ ହେବ ଅଜଣା ରୋଗରେ ଆକ୍ରାନ୍ତ ଅଛନ୍ତି।

ବିକାଶର ବାଟ ଓଗାଳୁଛି ଟିପଚିହ୍ନ

ବୈପାରୀଗୁଡ଼ା,୨୨ା୪(ଡି.ଏନ୍‌.ଏ.):ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଲିମାଲାଡ଼ି ଗ୍ରାମର ବିଧବା ବୃଦ୍ଧା ସନମତି କାକଲପଡ଼ିଆ । ପିଲାଛୁଆ କେହି ନାହାନ୍ତି। ଏଭଳି ଅସହାୟ ଅବସ୍ଥାରେ ମୁଣ୍ଡ ଗୁଞ୍ଜିବା ତାଙ୍କ ପାଖରେ ଘର ଖଣ୍ଡିଏ ନ ଥିଲା। ତାଙ୍କ ନାମରେ ଆବାସ ଯୋଜନାରେ କାର୍ଯ୍ୟାଦେଶ ମିଳିଥିଲା। ଗଁ।ର କେତେକ ଦଲାଲ ଶ୍ରେଣୀର ଲୋକେ ଘର ନିର୍ମାଣ ଦାୟିତ୍ବ ନେଇଥିଲେ। କିନ୍ତୁ ଘରର କେବଳ ପୁନାଦି ପକାଇ ସନମତିଙ୍କ ଟିପଚିହ୍ନ ନେଇ ବ୍ୟାଙ୍କ ଜମାଖାତାରୁ ସଂପୂର୍ଣ୍ଣ ଅନୁଦାନ ଲୁଟିନେଲେ । କେତେକ ସରକାରୀ କର୍ମଚାରୀ ସ୍ବାର୍ଥ ପାଇଁ ସେମାନଙ୍କୁ ସହାୟତା କରିଥିଲେ । ବୈପାରୀଗୁଡ଼ା ବ୍ଲକରେ ଏମିତି ଅନେକ ଘଟଣା ବିଭିନ୍ନ ସମୟରେ ସାମ୍ନାକୁ ଆସିଛି।

ଯୁବକଙ୍କୁ ହତ୍ୟା

ଯୁବକଙ୍କୁ ହତ୍ୟା

ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି।

ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)-  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି।

ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ

ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ

ଜୟପୁର,୨୧।୪(ନି.ପ୍ର.): ଜୟପୁର ବିଲ୍ଟ ପେପର ମିଲ୍‌ରେ ପୁଣିଥରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କଞ୍ଚାମାଲ ନାହିଁ, ପୁଣି ଆବଶ୍ୟକ କେମିକାଲର ଅଭାବ। ଗତ ଫେବୃଆରୀରୁ କର୍ମଚାରୀ ଓ ଅନ୍ୟ ଠିକା କର୍ମଚାରୀ ଦରମା ପାଇନାହାନ୍ତି। 

ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ: ୨ ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ

ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ: ୨ ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ

ପଦ୍ମପୁର/ଗୁଡାରୀ, ୨୧ା୪(ଡି.ଏନ୍‌.ଏ)- ରାୟଗଡ଼ା ଜିଲା ଗୁଡ଼ାରୀ ବ୍ଲକ କିନିଡ଼ି ଗ୍ରାମ ନିକଟ ମାଛବନ୍ଧଠାରେ ରବିବାର ଏକ ବରଯାତ୍ରୀ ଗାଡ଼ି  ଦୁର୍ଘଟଣାଗ୍ରସ୍ତ ହୋଇଛି ା 

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ

ଡାବୁଗାଁ, ୨୧ା୪ (ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ କେରଣ୍ଡି ଗ୍ରାମରେ ଶନିବାର ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇର ମୃତ୍ୟୁ ଘଟିଛି ା 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri