ବାଣିଜ୍ୟ |

ଏସ୍‌ପ୍ଲାନେଡ୍‌ ଓ୍ବାନରେ ବିଗେଷ୍ଟ ସେଲ୍‌ ୫ରୁ

ଏସ୍‌ପ୍ଲାନେଡ୍‌ ଓ୍ବାନରେ ବିଗେଷ୍ଟ ସେଲ୍‌ ୫ରୁ

ଭୁବନେଶ୍ୱର,୫-୧: ପ୍ରମୁଖ ତଥା ଫ୍ୟାଶନେବଲ ସପିଂ ଡେଷ୍ଟିନେଶନ ଏସ୍‌ପ୍ଲାନେଡ ଓ୍ବାନରେ ଚଳିତ ମାସ ୫ ଏବଂ ୬ ତାରିଖ ଦୁଇ ଦିନ ବ୍ୟାପୀ ବିଗେଷ୍ଟ ସେଲ୍‌ ଅନୁଷ୍ଟିତ ହେଉଛି। ଏହି ସମୟରେ ୫୦ରୁ ଉର୍ଦ୍ଧ୍ୱ ଲୋକପ୍ରିୟ ବ୍ରାଣ୍ଡ ଉପରେ ଗ୍ରାହକ ଫ୍ଲାଟ ୫୦% ରିହାତି ପାଇ ପାରିବେ ବୋଲି ଏସ୍‌ପ୍ଲାନେଡ ପକ୍ଷରୁ ସୂଚନା ରହିଛି। ଅସଲି ହାପିନେସ ଓ୍ବାଲା ସେଲ୍‌ରେ ଗ୍ରାହକଙ୍କ ଲାଗି ପ୍ରାୟ ୫୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ପୁରସ୍କାର ରହିଛି। ଗ୍ରାହକମାନେ ଏହି ମଲ୍‌ରେ ୧୦୦ରୁ ଉର୍ଦ୍ଧ୍ୱ ଜାତୀୟ ତଥା ଅନ୍ତର୍ଜାତୀୟ ବ୍ରାଣ୍ଡ ଲାଭ କରିବାକୁ ସକ୍ଷମ ହେବେ। ସେହିଭଳି ଫୁଡ, ଫ୍ୟାଶନ ଏବଂ ମନୋରଞ୍ଜନକୁ ଏଠାରେ ଧ୍ୟାନରେ ରଖାଯାଇଛି। ଲୋକଙ୍କ ବିଭିନ୍ନ ରିଟେଲ ଆବଶ୍ୟକତାକୁ ପୂରଣ କରିବା ଦିଗରେ ସର୍ବଦା ପ୍ରଚେଷ୍ଟା ଜାରି ରହିଥିବା ଏସ୍‌ପ୍ଲାନେଡ୍‌ ଓ୍ବାନ ମଲର ସେଣ୍ଟର ମୁଖ୍ୟ ପାର୍ଥ ପ୍ରତୀମ ନାୟକ ସୂଚନା ଦେଇଛନ୍ତି। ମଲରେ ଚଳିତ ମାସ ଶେଷ ପର୍ଯ୍ୟନ୍ତ ୨,୫୦୦ ଟଙ୍କାର କ୍ରୟ ଉପରେ ଗ୍ରାହକମାନେ ଲକି ଡ୍ରରେ ଭାଗ ନେଇପାରିବେ ବୋଲି ସୂଚନା ରହିଛି। ଭାଗ୍ୟଶାଳୀ ବିଜେତାଙ୍କୁ ୪୦ ଇଞ୍ଚର ଟିଭି ଏବଂ ଅନ୍ୟାନ୍ୟ ହୋମ ଆଫ୍ଲାଏନ୍ସ ମିଳିପାରିବ।

All Right Reserved By

ବାଣିଜ୍ୟ |

ଯାତ୍ରୀଙ୍କ ପାଇଁ ଖୁସି ଖବର:ଗଡ଼ିବ ଆଉ ୩ ମେମୁ ଟ୍ରେନ

ଯାତ୍ରୀଙ୍କ ପାଇଁ ଖୁସି ଖବର:ଗଡ଼ିବ ଆଉ ୩ ମେମୁ ଟ୍ରେନ

ଭୁବନେଶ୍ୱର,୧୯ା୪:ବର୍ତ୍ତମାନ ପ୍ରଚଳିତ ୩ ଲୋକାଲ ଟ୍ରେନ ବଦଳରେ ନୂଆ କରି ଆଉ ୩ ମେମୁ ଟ୍ରେନ ଚଳାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ହୋଇଛି।

୨୧ ବର୍ଷରେ ଡୁବିଛନ୍ତି ୧୨ ବିମାନ କମ୍ପାନୀ

୨୧ ବର୍ଷରେ ଡୁବିଛନ୍ତି ୧୨ ବିମାନ କମ୍ପାନୀ

ଗୋଟିଏ ପଟେ ଦେଶରେ ବିମାନଯାତ୍ରୀଙ୍କ ସଂଖ୍ୟା ଦ୍ରୁତ ହାରରେ ବୃଦ୍ଧି ଘଟୁଥିବା ବେଳେ ଅନ୍ୟ ପଟେ କ୍ଷତି ସହି ନ ପାରି ବିମାନ କମ୍ପାନୀଗୁଡିକ ଗୋଟିଏ ପରେ ଗୋଟିଏ ବନ୍ଦ ହେଉଛନ୍ତି। ତଥ୍ୟ ମୁତାବକ ଗତ ୨୧ ବର୍ଷରେ ୧୨ ବିମାନ କମ୍ପାନୀ ବନ୍ଦ ହୋଇଯାଇଛି। ବନ୍ଦ ହୋଇଥିବା ବିମାନ କମ୍ପାନୀଗୁଡିକ ମଧ୍ୟରେ...

ସଙ୍କଟରେ ୨୦,୦୦୦ ଜେଟ୍‌ କର୍ମଚାରୀଙ୍କ ଭବିଷ୍ୟତ

ସଙ୍କଟରେ ୨୦,୦୦୦ ଜେଟ୍‌ କର୍ମଚାରୀଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୧୯-୪: ଜେଟ ଏୟାର ସାମୟିକ ଭାବେ ଏହାର ଉଡାଣକୁ ବୁଧବାର ରାତିରୁ ବନ୍ଦ କରି ଦେଇଥିବା ବେଳେ ବିମାନ କମ୍ପାନୀରେ କାର୍ଯ୍ୟ କରୁଥିବା ୨୦,୦୦୦ କର୍ମଚାରୀଙ୍କ ଭବିଷ୍ୟତ ଅନ୍ଧକାର ଭିତରକୁ ଚାଲିଯାଇଛି। 

ଲଣ୍ଡନ କୋର୍ଟରେ ମାଲ୍ୟାଙ୍କୁ ଝଟକା

ଲଣ୍ଡନ କୋର୍ଟରେ ମାଲ୍ୟାଙ୍କୁ ଝଟକା

ଲଣ୍ଡନ,୧୮-୪: ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଆଉ ଏକ ଝଟକା ଲାଗିଛି। ଲଣ୍ଡନ ବ୍ୟାଙ୍କରେ ଜମା ଥିବା ଅର୍ଥ ସମ୍ପର୍କିତ ଆଦେଶକୁ  ବାତିଲ ପାଇଁ ମାଲ୍ୟାଙ୍କ ପକ୍ଷରୁ ଆଗତ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି।

ଟାଇମ ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ତାଲିକାରେ ୩ ଭାରତୀୟ

ଟାଇମ ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ତାଲିକାରେ ୩ ଭାରତୀୟ

ନ୍ୟୁୟର୍କ,୧୮-୪: ଟାଇମ ପତ୍ରିକା ପକ୍ଷରୁ ଚଳିତ ବର୍ଷର ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କର ଏକ ତାଲିକା ପ୍ରକାଶ କରିଛି। ଏଥିରେ ୩ ଭାରତୀୟ ସାମିଲ ହୋଇଛନ୍ତି। 

ଗୁଗଲ, ଆପଲ ଆପ୍‌ ଷ୍ଟୋରରୁ ହଟିଲା ଟିକ୍‌ଟକ୍‌

ଗୁଗଲ, ଆପଲ ଆପ୍‌ ଷ୍ଟୋରରୁ ହଟିଲା ଟିକ୍‌ଟକ୍‌

ନୂଆଦିଲ୍ଲୀ,୧୮-୪: ଗୁଗଲ ଏବଂ ଆପଲ ନିଜର ଆପ୍‌ ଷ୍ଟୋରରୁ ଟିକଟକ ଆପ୍‌କୁ ହଟାଇ ଦେଇଛି। ମାଡ୍ରାସ ହାଇକୋଟର୍ର୍  ଭାରତରେ ଏହି ଆପ୍‌କୁ ବ୍ୟାନ କରିବା ପରେ ଏଥିରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରି ନ ଥିଲେ।

ବିମୁଦ୍ରୀକରଣ ପରେ ନିଯୁକ୍ତି ହରାଇଛନ୍ତି ୫୦ ଲକ୍ଷ

ବିମୁଦ୍ରୀକରଣ ପରେ ନିଯୁକ୍ତି ହରାଇଛନ୍ତି ୫୦ ଲକ୍ଷ

ନୂଆଦିଲ୍ଲୀ,୧୮-୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ ନଭେମ୍ବର ୮ରେ ବିମୁଦ୍ରୀକରଣ ଘୋଷଣା କଲେ। ଏହାଦ୍ୱାରା ଆତଙ୍କବାଦ, ଦୁର୍ନୀତି ଓ କଳାଧନ ଦେଶରୁ ଲୋପ ପାଇବ ବୋଲି ଦାବି କରା ଯାଇଥିଲା। 

ପରିବର୍ତ୍ତିତ ମାର୍ଗରେ ଯିବ ସମ୍ବଲପୁର, ବିଶାଖାପାଟଣା-ନାନ୍ଦେଡ୍‌ ଏକ୍ସପ୍ରେସ

ପରିବର୍ତ୍ତିତ ମାର୍ଗରେ ଯିବ ସମ୍ବଲପୁର, ବିଶାଖାପାଟଣା-ନାନ୍ଦେଡ୍‌ ଏକ୍ସପ୍ରେସ

ଭୁବନେଶ୍ୱର,୧୮-୪:ସମ୍ବଲପୁର-ନାନ୍ଦେଡ-ସମ୍ବଲପୁର ଏବଂ ବିଶାଖାପାଟଣା-ନାନ୍ଦେଡ-ବିଶାଖାପାଟଣା ତ୍ରିସାପ୍ତାହିକ ଏକ୍ସପ୍ରେସ ଚଳିତ ମାସ ୪ର୍ଥ ସପ୍ତାହଠାରୁ ପରିବର୍ତ୍ତିତ ମାର୍ଗ ଦେଇ ଯିବ। ଏହା ବିଜୟଓ୍ବାଡା ପରିବର୍ତ୍ତେ ଗୁଣ୍ଡାଲା-ରାୟନାପଡୁ ମାର୍ଗ ଦେଇ ଚଳାଚଳ କରିବ।

ଜରୁରୀ ପାଣ୍ଠି ଦେଲେନି ଋଣପ୍ରଦାନକାରୀ; ସାମୟିକ ବନ୍ଦ ହେଲା ଜେଟ୍‌

ଜରୁରୀ ପାଣ୍ଠି ଦେଲେନି ଋଣପ୍ରଦାନକାରୀ; ସାମୟିକ ବନ୍ଦ ହେଲା ଜେଟ୍‌

ନୂଆଦିଲ୍ଲୀ,୧୮-୪: ଋଣରେ ବୁଡ଼ି ଯାଇଥିବା ଜେଟ୍‌ ଏୟାରଓ୍ବେଜରେ ଦୀର୍ଘ ୨୫ ବର୍ଷ ପରେ ତାଲା ଝୁଲିଲା। ପରିଚାଳନ ବ୍ୟବସ୍ଥାକୁ ଜିଇଁ ରଖିବା ଲାଗି କମ୍ପାନୀ ମ୍ୟାନେଜମେଣ୍ଟ ବ୍ୟାଙ୍କଗୁଡ଼ିକ(ଋଣପ୍ରଦାନକାରୀ)ଠାରୁ ଜରୁରୀକାଳୀନ ଭିତ୍ତିରେ ୪୦୦ କୋଟି ଟଙ୍କା ଦେବାକୁ କହିଥିଲେ।

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ ପସନ୍ଦ ଆସିବା ଭଳି କଣ୍ଟେଣ୍ଟ ଉପରେ କାର୍ଯ୍ୟ କରିବାକୁ ପ୍ରଡକ୍ସନ ହାଉସ ଲକ୍ଷ୍ୟ ରଖିଛି।

ଓଡ଼ିଶାରେ ହେବ ଇ-ଯାନ ଉତ୍ପାଦନ

ଓଡ଼ିଶାରେ ହେବ ଇ-ଯାନ ଉତ୍ପାଦନ

ଭୁବନେଶ୍ୱର,୧୮-୪: ଓଡ଼ିଶାରେ ପ୍ରଥମଥର ଲାଗି ଇ-ସ୍କୁଟର ଉତ୍ପାଦନ ହେବ। ଓମ୍‌ଜୟ ଇଭି ଲିମିଟେଡ ଏହି ଇ-ଯାନଗୁଡ଼ିକୁ ଉତ୍ପାଦନ କରିବାକୁ ଯୋଜନା ରହିଛି। ଯାଜପୁର ଜିଲାର ବଡଚଣାଠାରେ ମଡେଲଗୁଡିକ ମାନୁଫାକରିଂ କରାଯିବ।

ନିଯୁକ୍ତି ସୁରକ୍ଷାରେ ସହାୟକ ନୁହେଁ  ସଂରକ୍ଷଣବାଦ:ରାଜନ

ନିଯୁକ୍ତି ସୁରକ୍ଷାରେ ସହାୟକ ନୁହେଁ ସଂରକ୍ଷଣବାଦ:ରାଜନ

ୟୁନାଇଟେଡ ନେସନ୍ସ,୧୮-୪: ବିଶ୍ୱର ଦେଶଗୁଡିକ ଆପଣାଉଥିବା ସଂରକ୍ଷଣବାଦ ନିଯୁକ୍ତି ସୁରକ୍ଷା ଦିଗରେ ବିଶେଷ ଭାବେ ସହାୟକ ହେବ ନାହିଁ। ଅପରପକ୍ଷରେ ଅଟୋମେଶନ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଯୋଗୁ ନିଯୁକ୍ତି ଉପରେ ପଡୁଥିବା ପ୍ରଭାବକୁ ଏହା ସାମାନ୍ୟ ପ୍ରତିହତ କରିବାକୁ ସକ୍ଷମ ହୋଇ ପାରେ ବୋଲି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ମଙ୍ଗଳବାର କହିଛନ୍ତି। 


Model This Week

କ୍ରିଷ୍ଣା
Why Dharitri