ଜୀବନଚର୍ଯ୍ୟା |

ଭିଟାମିନ୍‌ ‘ଡି’ର ଆବଶ୍ୟକତା

 ଭିଟାମିନ୍‌ ‘ଡି’ର ଆବଶ୍ୟକତା

ଆମ ଶରୀର ପାଇଁ ଭିଟାମିନ୍‌ ‘ଡି’ର ଆବଶ୍ୟକତା କେତେ ତାହା କହିବା ବାହୁଲ୍ୟ। ଏହାର ଅଭାବରେ ଅନେକ ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଯାଇଥାଏ। ବିଶେଷଭାବରେ ଏହାର ପରିମାଣ କମିଗଲେ ଅସ୍ଥି ଦୁର୍ବଳ ହୋଇଯାଏ ଏବଂ ଶରୀରରେ କ୍ୟାଲସିୟମ ପରିମାଣ କମିଯାଏ। ଅପରପକ୍ଷରେ ହାର୍ଟ ଆଟାକ, କିଡ୍‌ନୀରେ ଷ୍ଟୋନ୍‌ ଆଶଙ୍କା ମଧ୍ୟ ରହିଛି। ତେଣୁ ଏହି ଭିଟାମିନ କିପରି ଶରୀରରେ ସନ୍ତୁଳିତ ଅବସ୍ଥାରେ ରହିବ ସେ ନେଇ ଆମେ ସଚେତନ ରହିବା ଦରକାର। ଭିଟାମିନ୍‌ ‘ଡି’ର ପ୍ରମୁଖ ଉତ୍ସ ହେଉଛି ସୂର୍ଯ୍ୟକିରଣ। ତେଣୁ ପ୍ରତିଦିନ ସକାଳ ସମୟରେ ଯଦି ଆମେ କିଛି ସମୟ ସୂର୍ଯ୍ୟ କିରଣ ସଂସ୍ପର୍ଶରେ ଆସୁ ତାହା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅପରପକ୍ଷରେ କଡ୍‌ ଲିଭର ଅଏଲ, ସୋୟାଜାତୀୟ ଖାଦ୍ୟ, ମାଛ, ଓଷ୍ଟେୟର, ଅଣ୍ଡା, ଦୁଗ୍ଧଜାତୀୟ ଖାଦ୍ୟ, ଛତୁରେ ଏହି ଭିଟାମିନ୍‌ ଭରିରହିଛି।

All Right Reserved By

ଜୀବନଚର୍ଯ୍ୟା |

ଫିଟ୍‌ ରଖେ ଯୋଗାସନ

ଫିଟ୍‌ ରଖେ ଯୋଗାସନ

ଦୈନିକ ଯୋଗାସନ କରିବା ମହିଳାଙ୍କ ଲାଗି ବେଶ୍‌ ଲାଭପ୍ରଦ। ଏହା ଶରୀରକୁ ଫିଟ୍‌ ଏବଂ ରୋଗମୁକ୍ତ ରଖିବାରେ ସାହାଯ୍ୟ କରିଥାଏ। ଆସନ୍ତୁ ଜାଣିବା ଏହାର ବିଭିନ୍ନ ଉପକାରିତା ସମ୍ପର୍କରେ...


ଶୀତରେ ବି  ରହିବ ଗ୍ଲୋ

ଶୀତରେ ବି ରହିବ ଗ୍ଲୋ

ଶୀତଦିନେ ଅଧିକାଂଶ ଗାଧୋଇବା ଲାଗି ଗରମ ପାଣି ବ୍ୟବହାର କରିଥାନ୍ତି। ଯଦିଓ ଏହା ଆରାମଦାୟକ, ହେଲେ ଏଥି ଯୋଗୁ ତ୍ୱଚା ଡ୍ରାଏ ହେବା, ଫାଟିବା ଏବଂ କଳା ପଡିବା ସମସ୍ୟା ଦେଖା ଦେଇଥାଏ। ତେଣୁ କେଉଁ ଉପାୟ ଆପଣାଇଲେ ଆପଣ ଗରମ ପାଣିରେ ଗାଧେଇବାର ସୁବିଧା ନେବା ସହ ପୂର୍ବ ପରି ତ୍ୱଚାର ଗ୍ଲୋ ରକ୍ଷା କରିପାରିବେ, ଜାଣି ରଖନ୍ତୁ ସେ ସମ୍ପର୍କରେ...

ଡାଇବେଟିସ୍‌ରୁ ଏହା ବି ରଖେ ଦୂରେଇ...

ଡାଇବେଟିସ୍‌ରୁ ଏହା ବି ରଖେ ଦୂରେଇ...

ରସୁଣରେ ଥିବା ଔଷଧୀୟ ଗୁଣ ଆମ ଶରୀରରୁ ବହୁ ରୋଗ ଦୂର କରିଦିଏ। ପ୍ରତିଦିନ  ଦୁଇକୋଲା ରସୁଣ ଖାଇଲେ ମିଳିଥାଏ ଅନେକ ସୁଫଳ।

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଗ୍ଲାସେ ବାସି ପାଣି...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଗ୍ଲାସେ ବାସି ପାଣି...

ସକାଳେ ଶଯ୍ୟାତ୍ୟାଗ ପରେ ଏକ ଗ୍ଲାସ୍‌ ବାସି ପାଣି ପିଇଲେ ହୋଇଥାଏ ଅନେକ ଉପକାର। ଏହାକୁ କୁହାଯାଏ ଉଷାପାନ । 

ଧୂମପାନ ପରିତ୍ୟାଗ  କରିବାର ନୂଆ ଉପାୟ

ଧୂମପାନ ପରିତ୍ୟାଗ କରିବାର ନୂଆ ଉପାୟ

ଧୂମପାନ ଏପରି ଏକ ଅଭ୍ୟାସ ଯାହା ପରୋକ୍ଷରେ ଅନେକ ରୋଗକୁ ଆମନ୍ତ୍ରଣ କରିଥାଏ। ତଥାପି ଅନେକେ ଏହାକୁ ଦୈନନ୍ଦିନ ଜୀବନର ଏକ ଅଭ୍ୟାସ ଭାବେ ଭାବି ନିଅନ୍ତି ଏବଂ ଏହି ସାଇଲେଣ୍ଟ କିଲରକୁ ଆପଣାର କରିନିଅନ୍ତି।

ଅଲ୍‌ରାଉଣ୍ଡର ସ୍ପେଶଶିପ୍‌

ଅଲ୍‌ରାଉଣ୍ଡର ସ୍ପେଶଶିପ୍‌

ମହାକାଶ ହେଉ ଅବା ପୃଥିବୀ ବିଷୟରେ ଅଧିକ ତଥ୍ୟ ଜାଣିବା ପାଇଁ ବିଭିନ୍ନ ଦେଶର ମହାକାଶ ବିଜ୍ଞାନୀ ଗବେଷଣା ଜାରି ରଖିଛନ୍ତି। ନିକଟରେ ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ‘ନାସା’ର ବୈଜ୍ଞାନିକମାନେ ଏକ ଅତ୍ୟାଧୁନିକ ସ୍ପେଶଶିପ୍‌ ପ୍ରସ୍ତୁତ କରିଛନ୍ତି।

ମସ୍ତିଷ୍କ କାର୍ଯ୍ୟଧାରାକୁ ସକ୍ରିୟ କରାଏ ସନ୍ତୁଳିତ ଖାଦ୍ୟ

ମସ୍ତିଷ୍କ କାର୍ଯ୍ୟଧାରାକୁ ସକ୍ରିୟ କରାଏ ସନ୍ତୁଳିତ ଖାଦ୍ୟ

ମସ୍ତିଷ୍କ ଯଦି ଠିକ୍‌ ଭାବରେ କାର୍ଯ୍ୟ କରେ ତେବେ ଆମେ କେତେକ ପ୍ରମୁଖ ସ୍ବାସ୍ଥ୍ୟଜନିତ ସମସ୍ୟାଠାରୁ ନିଜକୁ ଦୂରେଇ ରଖିଥାଉ। ବିଶେଷଭାବରେ ଏଥିପାଇଁ ଆମକୁ ନିଜର ଦୈନନ୍ଦିନ ଜୀବନଶୈଳୀ, ଖାଦ୍ୟପେୟ ପ୍ରତି ଧ୍ୟାନ ଦେବାକୁ ପଡିଥାଏ।

ପ୍ରାକୃତିକ ପେନ୍‌କିଲର

ପ୍ରାକୃତିକ ପେନ୍‌କିଲର

”ଆଜିର ଆଧୁନିକ ଚିକିତ୍ସା ବିଜ୍ଞାନରେ ଚିକିତ୍ସା ଦ୍ୱାରା କେତେକ ରୋଗରୁ ସାମୟିକ ଉପଶମ ମିଳୁଥିଲେ ମଧ୍ୟ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ଆଶା କ୍ଷୀଣ। କିନ୍ତୁ ଏପରି ଆୟୁର୍ବେଦ ଶାସ୍ତ୍ରରେ ଲକ୍ଷାଧିକ ଔଷଧ ଦ୍ରବ୍ୟର ବର୍ଣ୍ଣନା ରହିଅଛି ଯାହାକି ବ୍ୟକ୍ତିଙ୍କୁ ଜରାବ୍ୟାଧିରୁ ମୁକ୍ତି ଦେଇ ନୀରୋଗ କରିପାରିବ, ଏହା ମୁନି ଋଷିମାନଙ୍କ ଦିବ୍ୟ ଦୃଷ୍ଟି ଓ ସାଧନା ବଳରେ ସମ୍ଭବ ହୋଇପାରିଛି, ଯାହାକି ଦୁରାରୋଗ୍ୟ ବ୍ୟାଧି ମଧ୍ୟ ଚିର ଆରୋଗ୍ୟ ହୋଇପାରିବ।“

ଡେଙ୍ଗା ହେବା ପାଇଁ କରନ୍ତୁ ଏହି ସହଜ ଯୋଗାସନ...

ଡେଙ୍ଗା ହେବା ପାଇଁ କରନ୍ତୁ ଏହି ସହଜ ଯୋଗାସନ...

ସମସ୍ତେ ଡେଙ୍ଗା ଓ ଫିଟ୍‌ଫାଟ୍‌ ରହିବାକୁ ଚାହଁ।ନ୍ତି। କିନ୍ତୁ କେତେକଙ୍କର ଆବଶ୍ୟକ ଉଚ୍ଚତା ନ ଥିବାରୁ ସେମାନେ ମନ ଦୁଃଖ କରିଥାନ୍ତି। 

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଏହି ପାଣି...

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଏହି ପାଣି...

ସକାଳୁ ଲେମ୍ବୁପାଣି ପିଇଲେ ମିଳିଥାଏ ଅନେକ ଉପକାର । ଲେମ୍ବୁପାଣିରେ ପୋଟାସିୟମ୍‌, ଫୋଲେଟ୍‌, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ତତ୍ତ୍ୱ ରହିଥାଏ। ଏହାକୁ ନିୟମିତ ପିଇଲେ ପାଚନ କ୍ରିୟା ସନ୍ତୁଳିତ ହେବା ସହିତ ସୃତିଶକ୍ତି ପ୍ରଖର ହୋଇଥାଏ। 

ଆଜ୍‌ମାରୁ ମୁକ୍ତି ପାଇଁ ଘରୋଇ ଉପଚାର

ଆଜ୍‌ମାରୁ ମୁକ୍ତି ପାଇଁ ଘରୋଇ ଉପଚାର

ଶୀତଦିନେ ଥଣ୍ଡାର ପ୍ରକୋପ ଯୋଗୁ ଆଜ୍‌ମା ରୋଗୀଙ୍କ ଅବସ୍ଥା ଅଧିକ ଖରାପ ହୋଇଯାଏ। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥାଏ। ଅଳ୍ପ ପରିଶ୍ରମ କରିବା ମାତ୍ରେ ରୋଗୀ ଧଇଁସଇଁ ହୋଇଯାଆନ୍ତି। ଅଧିକ ଥଣ୍ଡା ହେବା ଦ୍ୱାରା ରୋଗର ପରିମାଣ ମଧ୍ୟ ବଢ଼ିଥାଏ। ଏହି ରୋଗରୁ ଦୂରେଇ ରହିବାକୁ ହେଲେ ନିଜ ଖାଦ୍ୟପେୟ ପ୍ରତି ଅଧିକ ଯତ୍ନବାନ୍‌ ହେବାକୁ ପଢ଼ିଥାଏ। ଉକ୍ତ ରୋଗର କିଛି ଘରୋଇ  ଉପଚାର ମଧ୍ୟ ରହିଛି।

ଟ୍ରାଇ କଲର ଇୟର ରିଂ

ଟ୍ରାଇ କଲର ଇୟର ରିଂ

ନାରୀଙ୍କ ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିବାରେ ଇୟର୍‌ ରିଂର ବି କିଛି କମ୍‌ ଭୂମିକା ନାହିଁ। ଦିନକୁ ଦିନ ଏହାର ନୂଆ ନୂଆ ଡିଜାଇନ୍‌ ବି ଆସୁଛି, ଯାହା ଖୁବ୍‌ ଟ୍ରେଣ୍ଡି ଲାଗିବା ସହ ନାରୀଙ୍କୁ ଆକର୍ଷଣୀୟ ଲୁକ୍‌ ଦେଇପାରୁଛି। ତେବେ ସାଧାରଣତନ୍ତ୍ର ଦିବସ ଅବସରରେ କେମିତି ନିଜକୁ ଖାସ୍‌ ଲୁକ୍‌ ଦେଇପାରିବେ, ସେନେଇ ଯଦି ଚିନ୍ତିତ ତା’ହେଲେ ଆପଣ ଚାହିଁଲେ ଆପଣେଇପାରିବେ ଏହି ସବୁ କ୍ଲାସି ଟ୍ରାଇ କଲର ଇୟର ରିଂ...