ଉପକୂଳ ଓଡିଶା

ରାଜନଗରରେ ଭିଭିପାଟ ପ୍ରଶିକ୍ଷଣ ଶିବିର ଆରମ୍ଭ

ରାଜନଗରରେ ଭିଭିପାଟ ପ୍ରଶିକ୍ଷଣ ଶିବିର ଆରମ୍ଭ

ରାଜନଗର,୭।୧(ଡି.ଏନ୍‌.ଏ.): ଭାରତ ସରକାରଙ୍କ ମୁଖ୍ୟ ନିର୍ବାଚନ କମିଶନରଙ୍କ ଦ୍ୱାରା ନିର୍ବାଚନରେ ସ୍ବଚ୍ଛତା ଆଣିବା ପାଇଁ ସମଗ୍ର ରାଜ୍ୟରେ ସୋମବାରଠାରୁ ଭିଭିପାଟ ପ୍ରଶିକ୍ଷଣ ଶିବିର ପ୍ରତି ପଞ୍ଚାୟତରେ ଆରମ୍ଭ ହୋଇଛି। ଏଥିରେ ପ୍ରତି ଭୋଟର କାହାକୁ ଭୋଟ ହେଲେ ତାଙ୍କର ସମସ୍ତ ବିବରଣୀ ଭୋଟ ବାକ୍ସରୁ ମିଳିବ। ସୋମବାର ରାଜନଗରର ୭ଟି ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହା ୧୪ ଦିନ ପର୍ଯ୍ୟନ୍ତ ଚାଲିବ। ବ୍ଲକର ୧୫୩ଟି ବୁଥ୍‌ରେ ଏହା କରାଯିବ ବୋଲି ବିଡିଓ ମନ୍ଦରଧର ମହାଳିକ ସୂଚନା ଦେଇଛନ୍ତି। 

All Right Reserved By

ଉପକୂଳ ଓଡିଶା

ଫାଣ୍ଡି ସମ୍ମୁଖରେ କଙ୍ଗାରୁ କୋର୍ଟ : ଦୁର୍ବୃତ୍ତଙ୍କୁ ୩ ଲକ୍ଷ ଟଙ୍କା ଜରିମାନା

ଫାଣ୍ଡି ସମ୍ମୁଖରେ କଙ୍ଗାରୁ କୋର୍ଟ : ଦୁର୍ବୃତ୍ତଙ୍କୁ ୩ ଲକ୍ଷ ଟଙ୍କା ଜରିମାନା

ନୟାଗଡ଼ ଅଫିସ,୧୮।୪- ନୟାଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ମାଳିସାହି ଫାଣ୍ଡି ସମ୍ମୁଖରେ ଗୁରୁବାର କଙ୍ଗାରୁ କୋର୍ଟ ବସିଥିବା ଜଣାପଡିଛି। କଙ୍ଗାରୁ କୋର୍ଟ ମାଧ୍ୟମରେ ୪ ଜଣ ବ୍ୟକ୍ତିଙ୍କୁ ୩ ଲକ୍ଷ ୪୦ ହଜାର ଟଙ୍କା ଜରିମାନା କରାଯାଇଛି, ଯାହା ପୋଲିସର ପାରିଲାପଣିଆ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି।  

ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ରାଜନଗର,୧୮ା୪(ଡି.ଏନ.ଏ):: କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ।

ନୟାଗଡ଼ରେ ଭୋଟ ବର୍ଜନ

ନୟାଗଡ଼ରେ ଭୋଟ ବର୍ଜନ

ନୟାଗଡ଼ ଅଫିସ,୧୮।୪: ନୟାଗଡ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନୂଆଗାଁ ବ୍ଲକ ଡ଼ିପାମାଳ ମୌଜାର ନଟି ଗଁ।ର ଲୋକମାନେ ଭୋଟ ବର୍ଜନ କରିଛନ୍ତି। 

ଦଶପଲ୍ଲାରେ  ୨୩୪ଟି ବୁଥ୍‌ରେ ଚାଲିଛି ମତଦାନ

ଦଶପଲ୍ଲାରେ ୨୩୪ଟି ବୁଥ୍‌ରେ ଚାଲିଛି ମତଦାନ

ଦଶପଲ୍ଲା,୧୮।୪(ଡି.ଏନ.ଏ): ନୟାଗଡ଼ ଦଶପଲ୍ଲା ନିର୍ବାଚନମଣ୍ଡଳୀର ବିଭିନ୍ନ ବୁଥ୍‌ରେ ସକାଳୁ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ନିଜର ମତ ସାବ୍ୟସ୍ତ କରିଛନ୍ତି।

ତାତି ଯାଉଛି ମହାନଦୀ ଜଳ, ଡହଳବିକଳ ଜଳଚର

ତାତି ଯାଉଛି ମହାନଦୀ ଜଳ, ଡହଳବିକଳ ଜଳଚର

ଖଣ୍ଡପଡ଼ା,୧୮ା୪(ସ୍ବ.ପ୍ର.)-ସମ୍ପ୍ରତି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିିଛି। ଏଥିଯୋଗୁ ମହାନଦୀର ଜଳ ତାତିଯାଉଛି । 

ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ପଞ୍ଚମ ସନ୍ଧ୍ୟା : ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ସୀତା ବିବାହ

ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ପଞ୍ଚମ ସନ୍ଧ୍ୟା : ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ସୀତା ବିବାହ

ଓଡ଼ଗାଁ,୧୮ା୪(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ପ୍ରଭୁ ଶ୍ରୀରଘୁନାଥଜୀଉଙ୍କ ନବ ଦିନ ବ୍ୟାପୀ ଶ୍ରୀରାମନବମୀ ଯାତ୍ରା ଅନୁଷ୍ଠିତ ହେଉଛି। ଉତ୍ସବର ପଞ୍ଚମ ସନ୍ଧ୍ୟା ଅବସରରେ ଚୈତ୍ର ଶୁକ୍ଳ ଅନଙ୍ଗ ତ୍ରୟୋଦଶୀ ତିଥି, ବୁଧବାର ପ୍ରଭୁ ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ଜନକନନ୍ଦିନୀ ସୀତାଙ୍କ ସହିତ ବିବାହ ଉତ୍ସବ ସମ୍ପନ୍ନ ହୋଇଛି ।

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ  ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଅଫିସ୍‌, ୧୭।୪: ଆସନ୍ତା ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୬ ତାରିଖରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। 

ବରାଦୋ ପଞ୍ଚାୟତରେ ବିଜେଡି କର୍ମୀ ସମାବେଶ: ଭୋଟ ଲାଗି ନିବେଦନ

ବରାଦୋ ପଞ୍ଚାୟତରେ ବିଜେଡି କର୍ମୀ ସମାବେଶ: ଭୋଟ ଲାଗି ନିବେଦନ

ନିଶ୍ଚିନ୍ତକୋଇଲି,୧୭।୪(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ବରାଦୋ ପଞ୍ଚାୟତରେ ବିଜେଡି କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। 

ଓଡ଼ଗାଁ ରାମ ନବମୀ ଯାତ୍ରାର ଚତୁର୍ଥ ସନ୍ଧ୍ୟା: ଧନୁଭଗ୍ନ ପାଇଁ ଶ୍ରୀରାମଙ୍କ ଗଙ୍ଗା ପାର

ଓଡ଼ଗାଁ ରାମ ନବମୀ ଯାତ୍ରାର ଚତୁର୍ଥ ସନ୍ଧ୍ୟା: ଧନୁଭଗ୍ନ ପାଇଁ ଶ୍ରୀରାମଙ୍କ ଗଙ୍ଗା ପାର

ଓଡ଼ଗାଁ,୧୭ା୩(ସ୍ବ.ପ୍ର.)-ନୟାଗଡ ଜିଲା ଓଡ଼ଗାଁ ଶ୍ରୀରଘୁନାଥଜୀଉଙ୍କ ପୀଠରେ ଅନୁଷ୍ଠିତ ହେଉଥିବା ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରାର ମଙ୍ଗଳବାର ହେଉଛି ଚତୁର୍ଥ ସନ୍ଧ୍ୟା|

ଧରାପଡିଲା ଆନ୍ତଃରାଜ୍ୟ ଚୋର ରାଜୁ: ୧୬ ବାଇକ, ୨୨ ମୋବାଇଲ, ଲାପଟପ ଉଦ୍ଧାର

ଧରାପଡିଲା ଆନ୍ତଃରାଜ୍ୟ ଚୋର ରାଜୁ: ୧୬ ବାଇକ, ୨୨ ମୋବାଇଲ, ଲାପଟପ ଉଦ୍ଧାର

କେନ୍ଦ୍ରାପଡା ଅଫିସ, ୧୬ା୪- ଆନ୍ତଃରାଜ୍ୟ ଚୋରି ସହ ସମ୍ପୃକ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ସଦର ଥାନା ପୋଲିସ ମଙ୍ଗଳବାର  ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ବଡବାରଙ୍ଗ ଗ୍ରାମର  ରାଜକିଶୋର ମଲ୍ଲିକ ଓରଫ ରାଜୁ। ତାଙ୍କ ନିକଟରୁ ୧୬ ବାଇକ, ୨୨ ମୋବାଇଲ ଓ  ଗୋଟିଏ ଲାପଟପ୍‌  ଉଦ୍ଧାର କରାଯାଇଛି।

 ଚୋରି ଭ୍ୟାନ୍‌ ଜବତ

ଚୋରି ଭ୍ୟାନ୍‌ ଜବତ

ଧର୍ମଶାଳା,୧୬।୪(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବଜାରସ୍ଥିତ ଶତାବ୍ଦି ସେଲସ୍‌ ସେଣ୍ଟରରୁ ଗତ ୧୩ ତାରିଖରେ ଚୋରି ହୋଇଥିବା ପିକଅପ୍‌ ଭ୍ୟାନକୁ ମଙ୍ଗଳବାର ପୋଲିସ ଜବତ କରିଛି।  

ଡକାୟତି ଯୋଜନା ପଣ୍ଡ : ୫ ଗିରଫ, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଡକାୟତି ଯୋଜନା ପଣ୍ଡ : ୫ ଗିରଫ, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଧର୍ମଶାଳା,୧୬।୪(ଡି.ଏନ୍‌.ଏ.)- ଧର୍ମଶାଳା ପୋଲିସ ସୋମବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବା ଏକ ଗ୍ୟାଙ୍ଗର ୫ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଚୋରା ସାମଗ୍ରୀ କିଣୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। 


Model This Week

କ୍ରିଷ୍ଣା
Why Dharitri