ମନୋରଞ୍ଜନ |

ନୂଆ ସିନେମା:ଲଭ୍‌ ଟ୍ବିଷ୍ଟ

ନୂଆ ସିନେମା:ଲଭ୍‌  ଟ୍ବିଷ୍ଟ

ପ୍ରେମ କରିବା ସମୟରେ ଅନେକ ଘଟଣା ଘଟିଥାଏ। ସେଗୁଡ଼ିକ ମଧ୍ୟରୁ କେତେକକୁ ଭୁଲିବା ଅସମ୍ଭବ ହୋଇଯାଏ। ବେଳେବେଳେ ଏମିତି ଘଟଣା ଘଟେ, ଯାହା ପ୍ରେମରେ ଟ୍ବିଷ୍ଟ ଆଣିଥାଏ। ଆଖି ପିଛୁଳାକେ ପ୍ରେମରେ ଦେଖାଦିଏ ପରିବର୍ତ୍ତନ। ସେପରି କିଛି ରୋମାଞ୍ଚକର କଥାକୁ ନେଇ ପ୍ରସ୍ତୁତ ହୋଇଛି ନୂଆ ଓଡ଼ିଆ ସିନେମା ‘ଲଭ୍‌ ଟ୍ବିଷ୍ଟ’। ଆନନ୍ଦ ଭାରତୀ ପ୍ରଡକ୍ସନ ବ୍ୟାନରରେ ଫିଲ୍ମର ପ୍ରଯୋଜନା କରିଛନ୍ତି ଅନନ୍ତ କୁମାର ସାମଲ। କାହାଣୀ ରଚନା ସହ ଚିତ୍ରନାଟ୍ୟ, ସଂଳାପ ଏବଂ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ସଚ୍ଚିଦାନନ୍ଦ ସାମଲ। ଅରୁଣ ମନ୍ତ୍ରୀ, ବାପୁ ଗୋସ୍ବାମୀ ଏବଂ ଡ. ନିର୍ମଳ ନାୟକଙ୍କ ରଚିତ ଗୀତଗୁଡିକ ସ୍ବର ଦେଇଛନ୍ତି ସୁଶୀଲ ଦଳାଇ। କଣ୍ଠଦାନ କରିଛନ୍ତି ହ୍ୟୁମନ ସାଗର, ଅସୀମା ପଣ୍ଡା, ସଞ୍ଜୁ, ବିଷ୍ଣୁମୋହନ କବି ଏବଂ ତାରିକ ଅଜିଜ। ଖାସ୍‌ କଥା ହେଲା, ଏଥିରେ ଦୁଇଜଣ ନବାଗତ ଓଲିଉଡ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେମାନେ ହେଲେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ର ଦେବ୍‌ ଏବଂ ମନସ୍ମିତା। ଏମାନଙ୍କ ବ୍ୟତୀତ ଅଜିତ ଦାସ, ମିହିର ଦାସ, ପୁଷ୍ପା ପଣ୍ଡା, ପ୍ରଜ୍ଞା, କାଳୀ ପ୍ରମୁଖ କଳାକାରଙ୍କୁ ଏଥିରେ ଦେଖିବାକୁ ମିଳିବ।

All Right Reserved By

ମନୋରଞ୍ଜନ |

ବିବାହ ବନ୍ଧନରେ ଆଉ ଜଣେ ବଲିଉଡ୍‌ ସେଲିବ୍ରିଟି

ବିବାହ ବନ୍ଧନରେ ଆଉ ଜଣେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ: ଗତବର୍ଷ ବଲିଉଡ୍‌ରେ ବିବାହ ଋତୁ ଚାଲିଥିବା ବେଳେ ଏବର୍ଷ ଆରମ୍ଭରୁ ମଧ୍ୟ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଲାଣି ବଲିଉଡ୍‌ରେ। ମାୟାନଗରୀର ବରିଷ୍ଠ ଅଭିନେତା ରାଜ ବାବର ଓ ସ୍ମିତା ପାଟିଲଙ୍କ ପୁଅ ପ୍ରତିକ ବାବର ବିବାହ ବନ୍ଧରେ ଆବନ୍ଧ ହେବାକୁ ଯାଉଛନ୍ତି। 

କେବଳ ନିଜ ସ୍ତ୍ରୀଙ୍କୁ ଇମ୍ପ୍ରେସ କରିବାକୁ ସଲମାନଙ୍କ ପ୍ରଶଂସକ କରିଥିଲେ ପୁରା ଫିଲ୍ମହଲ ର ବୁକିଂ…

କେବଳ ନିଜ ସ୍ତ୍ରୀଙ୍କୁ ଇମ୍ପ୍ରେସ କରିବାକୁ ସଲମାନଙ୍କ ପ୍ରଶଂସକ କରିଥିଲେ ପୁରା ଫିଲ୍ମହଲ ର ବୁକିଂ…

ସଲମାନ ଖାଁ, ଯାହାଙ୍କୁ କି ତାଙ୍କ ଫ୍ୟାନମାନେ ଭାଇଜାନ ବୋଲି କୁହନ୍ତି ଏବଂ ଫିଲ୍ମ ର ଟିକେଟ ବ୍ଲାକରେ ବି କିଣି ସିନେମା ଦେଖିବାକୁ ପଛାନ୍ତି ନାହିଁ । ସାରା ଦେଶରେ ତାଙ୍କର ଅଗଣିତ ଫ୍ୟାନ। 

୪ ବର୍ଷ ଡେଟିଂ ପରେ ମହେଶ ବାବୁଙ୍କ ହାତ ଧରି ଥିଲେ ସୁନ୍ଦରୀ ନମ୍ରତା

୪ ବର୍ଷ ଡେଟିଂ ପରେ ମହେଶ ବାବୁଙ୍କ ହାତ ଧରି ଥିଲେ ସୁନ୍ଦରୀ ନମ୍ରତା

ମୁମ୍ବାଇ,୨୨।୧: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ନମ୍ରତା ଶିରୋଦକର ମଙ୍ଗଳବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଜାନୁୟାରୀ ୨୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। 

କ୍ୟାରିୟରକୁ ପ୍ରଭାବିତ କରେନାହିଁ ବୟସ

କ୍ୟାରିୟରକୁ ପ୍ରଭାବିତ କରେନାହିଁ ବୟସ

ମୁମ୍ବାଇ: ମହିଳାଙ୍କ ବୟସ ଅଥବା ଜୀବନର ପର୍ଯ୍ୟାୟ ସେମାନଙ୍କ କ୍ୟାରିୟରକୁ ପ୍ରଭାବିତ କରେନାହିଁ ବୋଲି ବଲିଉଡ୍‌ ଅଭିନେତ୍ରୀ କରିନା କପୁର ପ୍ରକାଶ କରିଛନ୍ତି। ଆଗଧାଡିର ବଲିଉଡ୍‌ ଅଭିନେତ୍ରୀଙ୍କ ମଧ୍ୟରୁ କରିନା ଅନ୍ୟତମ। 

ନିଜ ଫ୍ୟାନଙ୍କ ପାଇଁ ଏପରି ବି କରିବାକୁ ପଛାନ୍ତି  ନାହିଁ ଏହି ସେଲିବ୍ରିଟି....

ନିଜ ଫ୍ୟାନଙ୍କ ପାଇଁ ଏପରି ବି କରିବାକୁ ପଛାନ୍ତି ନାହିଁ ଏହି ସେଲିବ୍ରିଟି....

କ୍ୟାଟ୍ରିନା ଯିଏ କି ଏବେ ନିଜ ଅଭିନୀତ ଚଳଚିତ୍ର ଜିରୋ ପାଇଁ ଯେତେ ଚର୍ଚ୍ଚିତ ନୁହନ୍ତି ବରଂ ଏହି ଫଟୋ ପାଇଁ ଅଧିକ ଚର୍ଚ୍ଚାରେ ଅଛନ୍ତି। ସେ ନିଜର ଏକ କୁନି ଫ୍ୟାନଙ୍କ ସହ ଫଟୋ ପାଇଁ ପୋଜ ଦେଉଥିବାର ନଜର ଆସିଛନ୍ତି। 

ମାଆ ହେବେ ଇଶା

ମାଆ ହେବେ ଇଶା

ମୁମ୍ବାଇ: ବଲିଉଡ୍‌ ନାୟିକା ଇଶା ଦଓ୍ବେଲ ପୁଣି ମାଆ ହେବାକୁ ଯାଉଛନ୍ତି। ବିବାହ ପରେ ବଡ ପରଦାରୁ ଦୂରେଇ ରହିଥିବା ଇଶା ତାଙ୍କ ପିଲାଦିନର ସାଥୀ ଭରତ ତଖତାନୀଙ୍କୁ ବିବାହ କରିବା ପରେ ସୁଖରେ ସମୟ କାଟୁଛନ୍ତି। 

 ଏପ୍ରିଲ୍‌ରୁ ଆରମ୍ଭ ହେବ ଦବଙ୍ଗ-୩ର ଶୁଟିଂ; ସୋନାକ୍ଷୀ ଦେଲେ ସୂଚନା

ଏପ୍ରିଲ୍‌ରୁ ଆରମ୍ଭ ହେବ ଦବଙ୍ଗ-୩ର ଶୁଟିଂ; ସୋନାକ୍ଷୀ ଦେଲେ ସୂଚନା

ମୁମ୍ବାଇ, ୨୧।୧: ଅରବାଜ୍‌ ଖାଁଙ୍କ ହୋମ୍‌ ପ୍ରଡକସନ୍‌ରେ ଖୁବ୍‌ ଶୀଘ୍ର ଦବଙ୍ଗ-୩ର ଶୁଟିଂ ଆରମ୍ଭ ହେବ। ଏନେଇ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଦେଇଛନ୍ତି ସୂଚନା। 

ଅଙ୍କିତାଙ୍କ ପରେ କୃତି ସେନନ୍‌ଙ୍କ ସହ ଡେଟିଂ କରୁଥିଲେ ସୁଶାନ୍ତ ସିଂ

ଅଙ୍କିତାଙ୍କ ପରେ କୃତି ସେନନ୍‌ଙ୍କ ସହ ଡେଟିଂ କରୁଥିଲେ ସୁଶାନ୍ତ ସିଂ

ମୁମ୍ବାଇ,୨୧।୧: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ସୋମବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ।

ମାଆଙ୍କ ସହ ପୋଲିସ ଷ୍ଟେଶନ ପହଞ୍ଚିଲେ ସାରା

ମାଆଙ୍କ ସହ ପୋଲିସ ଷ୍ଟେଶନ ପହଞ୍ଚିଲେ ସାରା

ମୁମ୍ବାଇ.୨୦।୧: ବଲିଉଡ୍‌ର ନବାଗତା ନାୟିକା ସାରା ଅଲ୍ଲି ଖାଁ ମାଆ ଅମ୍ରିତା ସିଂଙ୍କ ସହ ଶନିବାର ପୋଲିସ ଷ୍ଟେଶନରେ ନଜର ଆସିଛନ୍ତି। ସମ୍ପତ୍ତି ମାମଲାରେ ମାଆଝିଅ ପୋଲିସ ଷ୍ଟେଶନ ଯାଇଥିବା ଜଣାପଡିଛି। ପାଖାପାଖି ୨୫ ମିନିଟ୍‌ ପୋଲିସ ଆଗରେ ନିଜର ପକ୍ଷରଖିବା ପରେ ମାଆଝିଅ ଫେରିଥିଲେ।

ସୋନମଙ୍କ ଘରେ ପୁଣି ବାଜିବ ଶାହାନାଇ

ସୋନମଙ୍କ ଘରେ ପୁଣି ବାଜିବ ଶାହାନାଇ

ଅନିଲ ତନୟା ସୋନମ୍‌ କପୁର ଗତବର୍ଷ ତାଙ୍କ ପ୍ରେମିକ ଆନନ୍ଦ ଆହୁଜାଙ୍କୁ ମ୍ୟାରେଜ କରିଥିଲେ। ଏବେ ସେହି ପଦାଙ୍କ ଅନୁସରଣ କରିବାକୁ ଯାଉଛନ୍ତି ତାଙ୍କର ସାନଭଉଣୀ ରିୟା। 

ନମ୍ରତାଙ୍କ ମନକଥା

ନମ୍ରତାଙ୍କ ମନକଥା

ପିଲାଟି ଦିନରୁ ତାଙ୍କର ଅଭିନୟ ପ୍ରତି ଆଗ୍ରହ ଥିଲା। ‘ମିଠା ମିଠା’ ରିୟଲିଟି ଶୋ’ରେ ଅଂଶଗ୍ରହଣ କରି ଟପ୍‌-୫ରେ ଅନ୍ତର୍ଭୁକ୍ତ ହେବା ପରେ ତାଙ୍କର ଏହି ଆଶା ଦ୍ୱିଗୁଣିତ ହୋଇଯାଇଥିଲା। 

ଏଥର ବରୁଣ-ସାରା ଯୋଡ଼ି

ଏଥର ବରୁଣ-ସାରା ଯୋଡ଼ି

ସତରେ ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢାଳିବା। ଷ୍ଟାର କିଡ୍‌ ସାରା ଅଲ୍ଲୀ ଖଁାଙ୍କ ଖୁସି ଏବେ କହିଲେ ନ ସରେ। ପ୍ରଥମ ସିନେମା ‘କେଦାରନାଥ’ ପରେ ନିକଟରେ ରୋହିତ ସେଟ୍ଟିଙ୍କ ‘ଶିମ୍ବା’ ବକ୍ସ ଅଫିସରେ ଭଲ କଲେକ୍‌ଶନ କରିଛି।