ଖେଳ |

ରୋନାଲ୍ଡୋ ଦେବେ ଡିଏନ୍‌ଏ ନମୁନା

ରୋନାଲ୍ଡୋ ଦେବେ ଡିଏନ୍‌ଏ ନମୁନା

ଲସ୍‌ ଏଞ୍ଜେଲ୍ସ,୧୧।୧(ଏଏଫ୍‌ପି)- ଷ୍ଟାର ଫୁଟ୍‌ବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ନାମରେ ଆସିଥିବା ଦୁଷ୍କର୍ମ ଅଭିଯୋଗର ତଦନ୍ତ ପ୍ରକ୍ରିୟା ଲାସ ଭେଗାସ ପୋଲିସ ଜାରି ରଖିଛି। ଏହି ତଦନ୍ତ ପ୍ରକ୍ରିୟାର ଅଂଶବିଶେଷ ଭାବେ ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ଡିଏନ୍‌ଏ ନମୁନା ଜମା କରିବା ଲାଗି କୁହାଯାଇଛି। ରୋନାଲ୍ଡୋଙ୍କ ଓକିଲ ପିଟର କ୍ରିଷ୍ଟଆନସେନଙ୍କ ଅଭିଯୋଗକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି। ଲାସ ଭେଗାସଠାରେ ୨୦୦୯ରେ ଘଟିଥିବା ଘଟଣା ଉଭୟଙ୍କ ସମ୍ମତିକ୍ରମେ ହୋଇଥିଲା। ଏଣୁ ତାଙ୍କ ଡିଏନ୍‌ଏ ଉପସ୍ଥିତ ରହିବା ନିଶ୍ଚିତ। ପ୍ରୋଟୋକଲ ଅନୁଯାୟୀ ରୋନାଲ୍ଡୋଙ୍କୁ ଡିଏନ୍‌ଏ ନମୁନା ଜମା କରିବାକୁ ପୋଲିସ ପକ୍ଷରୁ କୁହାଯାଇଛି ବୋଲି କ୍ରିଷ୍ଟଆନସେନ କହିଛନ୍ତି। ଏ ନେଇ ଲାସ ଭେଗାସ ମେଟ୍ରୋପଲିଟାନ ପୋଲିସ ପକ୍ଷରୁ କୁହାଯାଇଛି, ଜୁଭେଣ୍ଟସ ଫରଓ୍ବାର୍ଡ ଫରମାଲ ନିବେଦନ କରିଛନ୍ତି। ଯେ କୌଣସି ଦୁଷ୍କର୍ମ ଘଟଣାରେ ଆମେ ପ୍ରମାଣ ହିସାବରେ ଡିଏନ୍‌ଏ ନମୁନା ସଂଗ୍ରହ କରୁ। ପୂର୍ବତନ ମଡେଲ କାଥରିନ ମାୟୋର୍ଗା (୩୪) ରୋନାଲ୍ଡୋଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ। ୩୪ ବର୍ଷୀୟା ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଲାସ ଭେଗାସର ଏକ ନାଇଟ୍‌ କ୍ଲବରେ ଉଭୟେ ଭେଟ ହେବା ପରେ ରୋନାଲ୍ଡେ ତାଙ୍କର ହୋଟେଲରେ ୨୦୦୯, ଜୁନ ୧୩ ତାରିଖରେ ଦୁଷ୍କର୍ମ କରିଥିଲେ।

All Right Reserved By

ଖେଳ |

ମୁମ୍ବାଇ ଇଣ୍ଡିଆନ୍ସକୁ ଶକ୍ତ   ଧକ୍କା

ମୁମ୍ବାଇ ଇଣ୍ଡିଆନ୍ସକୁ ଶକ୍ତ ଧକ୍କା

ମୁମ୍ବାଇ,୨୩।୩- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସକୁ ପୁଣି ଏକ ଝଟ୍‌କା ଲାଗିଛି। ନ୍ୟୁଜିଲାଣ୍ଡ ପେସର ଆଡାମ ମିଲନେ ଆଗାମୀ ସିଜନରୁ ଓହରି ଯାଇଛନ୍ତି। 

ଆକ୍ରମଣରୁ ବର୍ତ୍ତିବା ପରେ ବିବାହ କଲେ ବାଂଲାଦେଶ କ୍ରିକେଟର

ଆକ୍ରମଣରୁ ବର୍ତ୍ତିବା ପରେ ବିବାହ କଲେ ବାଂଲାଦେଶ କ୍ରିକେଟର

ଢାକା,୨୩।୩(ପିଟି)- ନିକଟରେ ନ୍ୟୁଜିଲାଣ୍ଡରେ ସଂଘଠିତ ଆତଙ୍କବାଦୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିବା ପରେ ବାଂଲାଦେଶ ଦୁଇ କ୍ରିକେଟର ବିବାହ କରିଛନ୍ତି।

ଆଜିଠୁ ଆଇପିଏଲ: ଜାଣନ୍ତୁ ଚଳିତ ଆଇପିଏଲର ୫ଟି ଖାସ୍‌ କଥା

ଆଜିଠୁ ଆଇପିଏଲ: ଜାଣନ୍ତୁ ଚଳିତ ଆଇପିଏଲର ୫ଟି ଖାସ୍‌ କଥା

ଖେଳ ସହ ମନୋରଞ୍ଜନର ମାଧ୍ୟମ ତଥା ଭାରତୀୟ କ୍ରିକେଟର ସବୁଠୁ ବଡ଼ ପର୍ବ ଆଇପିଏଲ ଆଜିଠାରୁ ଆରମ୍ଭ ହେବ। 

କ୍ଷୀର ପିଇ ପଡିଆକୁ ଆସୁଥିଲେ ଏହି ଖେଳାଳି: ବ୍ୟାଟରୁ ହେଉଥିଲା ଚୌକା-ଛକା ବର୍ଷା

କ୍ଷୀର ପିଇ ପଡିଆକୁ ଆସୁଥିଲେ ଏହି ଖେଳାଳି: ବ୍ୟାଟରୁ ହେଉଥିଲା ଚୌକା-ଛକା ବର୍ଷା

ଟିମ ଇଣ୍ଡିଆର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହଓ୍ବାଗଙ୍କୁ ‘ନଜଫଗଡର ନବାବ’ କୁହାଯାଏ। ଏମିତି ବି କ୍ରିକେଟ ଦୁନିଆରେ ସଚିନ ତେନ୍ଦୁଲକରଙ୍କୁ ପ୍ରଶଂସକ ‘ଭଗବାନ’ କହୁଥିବା ବେଳେ, ବୀରୁଙ୍କ ବିସ୍ଫୋରକ ବ୍ୟାଟିଂକୁ ଭୁଲି ପାରି ନାହାନ୍ତି। 

ରେକର୍ଡ କହୁଛି ଜିତିବ ସିଏସ୍‌କେ

ରେକର୍ଡ କହୁଛି ଜିତିବ ସିଏସ୍‌କେ

ଚେନ୍ନାଇ,୨୨।୩- ସ୍ଥାନୀୟ ଏମ୍‌. ଚିଦାମ୍ବରମ ଷ୍ଟାଡିୟମ୍‌ରୁ ଆଇପିଏଲ-୧୨ ଆରମ୍ଭ ହେବାକୁ ଯାଉଛି।

ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ ସିଏସ୍‌କେ

ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ ସିଏସ୍‌କେ

ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୨ତମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିରେ ଖେଳିବାକୁ ଥିବା ଦଳମାନଙ୍କ ମଧ୍ୟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ହେଉଛି ସବୁଠୁ ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ। 

ଶୀର୍ଷରେ ସ୍ମୃତି ମନ୍ଧାନା, ଝୁଲନ ଗୋସ୍ବାମୀ

ଶୀର୍ଷରେ ସ୍ମୃତି ମନ୍ଧାନା, ଝୁଲନ ଗୋସ୍ବାମୀ

ଦୁବାଇ,୨୨।୩-ଭାରତୀୟ ଓପନର ସ୍ମୃତି ମନ୍ଧାନା ଓ ଫାଷ୍ଟ ବୋଲର ଝୁଲନ ଗୋସ୍ବାମୀ ମହିଳା ବ୍ୟାଟ୍ସଓମ୍ୟାନ ଓ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। 

ମୋଦିଙ୍କ ଭିଜନରେ ଅନୁପ୍ରାଣିତ - ଗମ୍ଭୀର

ମୋଦିଙ୍କ ଭିଜନରେ ଅନୁପ୍ରାଣିତ - ଗମ୍ଭୀର

ନୂଆଦିଲ୍ଲୀ,୨୨।୩(ପିଟି)- ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଗୌତମ ଗମ୍ଭୀର ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି।

୨୫  ବଲରେ ଶତକ ଲଗାଇଲେ ଓ୍ବିଲ ଜ୍ୟାକ୍ସ

୨୫ ବଲରେ ଶତକ ଲଗାଇଲେ ଓ୍ବିଲ ଜ୍ୟାକ୍ସ

ନୂଆଦିଲ୍ଲୀ,୨୨।୩(ପିଟି)- ସରେ ପାଇଁ ଖେଳୁଥିବା ଓ୍ବିଲ ଜ୍ୟାକ୍ସ ୨୫ ବଲରେ ଶତକ ଲଗାଇଛନ୍ତି।

ପାକିସ୍ତାନରେ ହେବ ନାହିଁ ଆଇପିଏଲ ପ୍ରସାରଣ

ପାକିସ୍ତାନରେ ହେବ ନାହିଁ ଆଇପିଏଲ ପ୍ରସାରଣ

ନୂଆଦିଲ୍ଲୀ,୨୨।୩(ପିଟି)- ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ପ୍ରସାରଣକୁ ଭାରତରେ ବ୍ୟାନ କରାଯିବା ପରେ ପାକିସ୍ତାନ ଆଇପିଏଲର ୧୨ତମ ସଂସ୍କରଣର ପ୍ରସାରଣକୁ ବ୍ୟାନ କରିଛି। 

କ୍ରିକେଟ ପଡ଼ିଆ ଛାଡି  ରାଜନୀତିରେ ଯୋଗ ଦେଲେ ଗୌତମ ଗମ୍ଭୀର: ଭାଜପାରେ  ସାମିଲ

କ୍ରିକେଟ ପଡ଼ିଆ ଛାଡି ରାଜନୀତିରେ ଯୋଗ ଦେଲେ ଗୌତମ ଗମ୍ଭୀର: ଭାଜପାରେ ସାମିଲ

ନୂଆଦିଲ୍ଲୀ, ୨୨।୩: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର କ୍ରିକେଟ ପଡ଼ିଆ ଛାଡି ରାଜନୀତିରେ ଯୋଗଦେଇଛନ୍ତି। ସେ ଭାଜପାରେ ଶୁକ୍ରବାର ସାମିଲ୍‌ ହୋଇଛନ୍ତି। 

ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି ବାସନ୍ଦ

ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି ବାସନ୍ଦ

ଲଣ୍ଡନ, ୨୧।୩(ପିଟି)- ଡେନମାର୍କ ବ୍ୟାଡ୍‌ମିଣ୍ଟନ ଖେଳାଳି  ଜୋଆଚିମ ପରସନଙ୍କୁ ଦେଢ଼ ବର୍ଷ ପାଇଁ ବାସନ୍ଦ କରାଯାଇଛି। ବେଟିଂ ସହ ଜଡ଼ିତ ହୋଇ ସେ ସ୍ପୋଟର୍‌ସ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା