ଖେଳ |

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ : ସ୍ନେହାଙ୍କୁ ସ୍ବର୍ଣ୍ଣ, ଜଗଦୀଶ, ପ୍ରଜ୍ଞାଙ୍କୁ ରୌପ୍ୟ

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ : ସ୍ନେହାଙ୍କୁ ସ୍ବର୍ଣ୍ଣ, ଜଗଦୀଶ, ପ୍ରଜ୍ଞାଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୨।୧(କ୍ରୀଡ଼ା ପ୍ରତିନିଧି)-ପୁଣେରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ୨୧ ବର୍ଷରୁ କମ୍‌ ବାଳିକା ଭାରୋତ୍ତୋଳନରେ ଓଡ଼ିଶାର ସ୍ନେହା ସୋରେନ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ରାଜ୍ୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟ ଜଗଦୀଶ ବାରିକ ୧୭ ବର୍ଷରୁ କମ୍‌ ଟେବୁଲ ଭଲ୍ଟରେ ରୌପ୍ୟ ପଦକ ପାଇଛନ୍ତି। ସେହିପରି ୨୧ ବର୍ଷରୁ କମ୍‌ ୧୦୦ ମିଟର ହର୍ଡଲ୍ସରେ ପ୍ରଜ୍ଞା ସାହୁ ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରଜ୍ଞା ୧୪.୩୪ ସେକେଣ୍ଡ ସମୟ ନେଇ ରେସ୍‌ ଶେଷ କରିଥିଲେ। ଓଡ଼ିଶାର ସୁଇମିଂ ସେନ୍‌ସେଶନ ପ୍ରତ୍ୟାଶା ରୟ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ବ୍ରୋଞ୍ଜ ପଦକ ପାଇଛନ୍ତି। ସେ ୧:୧୦.୬୧ ସେକେଣ୍ଡ ସମୟ ନେଇ ତୃତୀୟ ସ୍ଥାନ ଅଧିକାର କରିଥିଲେ। 

ହକି: ସେମିଫାଇନାଲରେ ଓଡ଼ିଶା

୨୧ବର୍ଷରୁ କମ୍‌ ପୁରୁଷ ହକିରେ ଓଡ଼ିଶା ଦଳ ସେମିଫାଇନାଲରେ ପ୍ରବେଶ କରିଛି । ପୁଲ-ବିରେ ସ୍ଥାନ ପାଇଥିବା ଦୀପକ କେରକେଟାଙ୍କ ନେତୃତ୍ୱାଧୀନ ଓଡ଼ିଶା ଦଳ ଶୁକ୍ରବାର ୨-୧ ଗୋଲରେ ଝାଡ଼ଖଣ୍ଡକୁ ପରାସ୍ତ କରି ଏହି ସଫଳତା ପାଇଛି । ଶୈଳେନ୍ଦ୍ର ଲାକ୍ରା ୯ମ ଓ ୩୫ତମ ମିନିଟରେ୨ଟି ଗୋଲ ସ୍କୋର କରିଥିଲେ । ଝାଡ଼ଖଣ୍ଡ ପକ୍ଷରୁ ୩୯ତମ ମିନିଟରେ ଅସୀମ ତିର୍କୀ ଗୋଟିଏ ଗୋଲ ପରିଶୋଧ କରିଥିଲେ। ସେମିରେ ୨୧ବର୍ଷରୁ କମ୍‌ ଓଡ଼ିଶା ଦଳ ଉତ୍ତରପ୍ରଦେଶକୁ ଭେଟିବ । ଅନ୍ୟପକ୍ଷରେ ଗୁରୁବାର ଦିଲ୍ଲୀକୁ ୩-୧ ଗୋଲରେ ହରାଇ ସେମିରେ ପ୍ରବେଶ କରିଥିବା ୧୭ବର୍ଷରୁ କମ୍‌ ବାଳକ ଦଳ ସେମିଫାଇନାଲରେ ପଞ୍ଜାବକୁ ଭେଟିବ ।

All Right Reserved By

ଖେଳ |

ଉଦ୍‌ଘାଟନୀ ମ୍ୟାଚ୍‌ରେ ଚେନ୍ନାଇର ସହଜ ବିଜୟ

ଉଦ୍‌ଘାଟନୀ ମ୍ୟାଚ୍‌ରେ ଚେନ୍ନାଇର ସହଜ ବିଜୟ

ଚେନ୍ନାଇ,୨୩।୩(ପି.ଟି.)-ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହୋଇଛି। ସ୍ଥାନୀୟ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଲିଗ୍‌ର ଉଦ୍‌ଘାଟନୀ ମୁକାବିଲାରେ ଗତଥରର ଚାମ୍ପିୟନ ତଥା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ୧୪ଟି ବଲ ବାକି ଥାଇ ୭ ଉଇକେଟରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ  ପରାସ୍ତ କରି ଅଭିଯାନ ଆରମ୍ଭ କରିଛି।

ମୁମ୍ବାଇ- ଦିଲ୍ଲୀ ମୁକାବିଲା ଆଜି

ମୁମ୍ବାଇ- ଦିଲ୍ଲୀ ମୁକାବିଲା ଆଜି

ମୁମ୍ବାଇ,୨୩।୩(ପି.ଟି.)- ଶନିବାରଠାରୁ ଆରମ୍ଭ ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଦ୍ୱାଦଶ ସଂସ୍କରଣର ତୃତୀୟ ମ୍ୟାଚ୍‌ରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପରକୁ ଭେଟିବେ। 

ଓ୍ବାର୍ନରଙ୍କ ଉପରେ ସମସ୍ତଙ୍କ ନଜର

ଓ୍ବାର୍ନରଙ୍କ ଉପରେ ସମସ୍ତଙ୍କ ନଜର

କୋଲକାତା, ୨୩।୩(ପି.ଟି.)- ବିଶ୍ୱର ସବୁଠାରୁ ବ୍ୟୟବହୁଳ କ୍ରିକେଟ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ଦିବସରରେ ରବିବାର ଅପରାହ୍ଣରେ ଅନୁଷ୍ଠିତ ହେବାକୁ ଥିବା ଏକ ହାଇଭୋଲଟେଜ ମ୍ୟାଚ୍‌ରେ ଗତଥର ରନର୍ସଅପ୍‌ ସନରାଇଜର୍ସ ହାଇଦ୍ରାବାଦ ଓ ଦୁଇଥରର ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ ପରସ୍ପରକୁ ଭେଟିବେ।

ନୟନବାଳା ଦାଶ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ:ହାଣ୍ଡିଭଙ୍ଗା ଚାମ୍ପିୟନ

ନୟନବାଳା ଦାଶ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ:ହାଣ୍ଡିଭଙ୍ଗା ଚାମ୍ପିୟନ

ପାଟକୁରା,୨୩ା୩(ଡି.ଏନ୍‌.ଏ.)-  ତେଣ୍ଡାକୁଡ଼ା ପଞ୍ଚାୟତ ଅନ୍ତର୍ଗତ ଜୟତଳଙ୍ଗ ଗ୍ରାମରେ ପ୍ରତିଷ୍ଠିତ ହରିହର ପାଠାଗାର ଓ ଜୟତଳଙ୍ଗ କ୍ରିକେଟ କ୍ଲବ୍‌ ଆନୁକୂଲ୍ୟରେ ଆୟୋଜିତ ୫ମ ବାର୍ଷିକ ନୟନବାଳା ଦାଶ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ା  

ଫିଞ୍ଚଙ୍କ ଶତକ; ଜିତିଲା ଅଷ୍ଟ୍ରେଲିଆ

ଫିଞ୍ଚଙ୍କ ଶତକ; ଜିତିଲା ଅଷ୍ଟ୍ରେଲିଆ

ଶାରଜା,୨୩।୩(ପିଟି)- ଆରୋନ ଫିଞ୍ଚଙ୍କ ଶତକ ବଳରେ ଏଠାରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଦଳ ୮ ଉଇକେଟରେ ପାକିସ୍ତାନକୁ ହରାଇ ଦେଇଛି। 

ଏସିଆନ ଚାମ୍ପିୟନକୁ ହରାଇଲା ଭାରତ

ଏସିଆନ ଚାମ୍ପିୟନକୁ ହରାଇଲା ଭାରତ

ଇପୋ(ମାଲେସିଆ),୨୩।୩(ପିଟି)- ଭାରତୀୟ ହକି ଦଳ ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଜାପାନକୁ ୨-୦ ଗୋଲରେ ହରାଇ ଏଠାରେ ଚାଲିଥିବା ଆଜଲାନ ଶାହ କପ୍‌ ଟୁର୍ନାମେଣ୍ଟରେ ଅଭିଯାନ ଆରମ୍ଭ କରିଛି। 

ମେସି ଆହତ

ମେସି ଆହତ

ମାଡ୍ରିଡ୍‌,୨୩।୩(ଏଏଫ୍‌ପି)- ଷ୍ଟାର ଫୁଟ୍‌ବଲ ଖେଳାଳି ଆହତ ହୋଇଛନ୍ତି। ଏଥିଯୋଗୁ ସେ ମୋରକୋ ବିପକ୍ଷ ଆର୍ଜେଣ୍ଟିନାର ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଖେଳିପାରିବେ ନାହିଁ।

ମଲିଙ୍ଗାଙ୍କ ଅବସର ଘୋଷଣା

ମଲିଙ୍ଗାଙ୍କ ଅବସର ଘୋଷଣା

ସେଞ୍ଚୁରିଆନ,୨୩।୩(ଏଏଫ୍‌ପି)- ଶ୍ରୀଲଙ୍କା ସୀମିତ ଓଭର କ୍ରିକେଟ ଦଳର ଅଧିନାୟକ ଲସିଥ ମଲିଙ୍ଗା ଆଗାମୀ ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ। 

ଟି୨୦ ସିରିଜ ଜିତିଲା ଦକ୍ଷିଣ ଆଫ୍ରିକା

ଟି୨୦ ସିରିଜ ଜିତିଲା ଦକ୍ଷିଣ ଆଫ୍ରିକା

ସେଞ୍ଚୁରିଆନ,୨୩।୩(ଏଏଫ୍‌ପି)- ଦିନିକିଆ ପରେ ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ୍‌କୁ ଦକ୍ଷିଣ ଆଫ୍ରିକା ଦଳ ଆଗୁଆ ଜିତି ନେଇଛି। 

ଆଇପିଏଲରେ ବଡ ଝଟକା: ଖେଳି ନ ପାରନ୍ତି କୋହଲି

ଆଇପିଏଲରେ ବଡ ଝଟକା: ଖେଳି ନ ପାରନ୍ତି କୋହଲି

ନୂଆଦିଲ୍ଲୀ, ୨୩।୩: ଆଜିଠୁ ଆରମ୍ଭ ହେବ ଆଇପିଏଲ ମହାସମର।  ଏହାପୂର୍ବରୁ ବିରାଟ କୋହଲି ପ୍ରଶଂସକଙ୍କ ପାଇଁ ବଡ ଝଟକା ଲାଗିଛି। 

ବିରାଟ କୋହଲିଙ୍କ ରାଗକୁ ଡରୁଛନ୍ତି ଏହି କ୍ରିକେଟର୍‌

ବିରାଟ କୋହଲିଙ୍କ ରାଗକୁ ଡରୁଛନ୍ତି ଏହି କ୍ରିକେଟର୍‌

ନୂଆଦିଲ୍ଲୀ, ୨୩।୩: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ କେବଳ ଦେଶରେ ନୁହେଁ, ବିଦେଶରେ ବି ରହିଛି ଅନେକ ଖ୍ୟାତି। 

ମୁମ୍ବାଇ ଇଣ୍ଡିଆନ୍ସକୁ ଶକ୍ତ   ଧକ୍କା

ମୁମ୍ବାଇ ଇଣ୍ଡିଆନ୍ସକୁ ଶକ୍ତ ଧକ୍କା

ମୁମ୍ବାଇ,୨୩।୩- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସକୁ ପୁଣି ଏକ ଝଟ୍‌କା ଲାଗିଛି। ନ୍ୟୁଜିଲାଣ୍ଡ ପେସର ଆଡାମ ମିଲନେ ଆଗାମୀ ସିଜନରୁ ଓହରି ଯାଇଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା