ରାଜ୍ୟ | ସମ୍ବଲପୁର

ଟ୍ରାନ୍ସଫର୍ମର ତଲେ ରାସ୍‌ତା: ବିପଦକେ ଡକରା

ଟ୍ରାନ୍ସଫର୍ମର ତଲେ ରାସ୍‌ତା: ବିପଦକେ ଡକରା

ବାମରା, ୧୨।୧ (ସ୍ବ.ପ୍ର.): ସମ୍ବଲପୁର ଜିଲା ବାମରା ବ୍ଲକ କୁଟାରୀମାଲ ଗଁାର ରାସ୍‌ତାରେ ଗୁଟେ ଟ୍ରାନ୍ସଫର୍ମର ମେଲା ହେଇ ପଡ଼ିଛେ। ଲୋକ୍‌ମାନେ ବିପଦମୁଢ଼େଇ ଟ୍ରାନ୍ସଫର୍ମର ତଲେ ଗଲି କରି ଯିବାର ଆଏବାର କରୁଛନ୍‌। ସେନ୍‌ତା ଆରକେତେ ଲୋକ୍‌  ମଟରସାଇକେଲ ଧରି ଗଲି  କରି ଯାଉଥିବାର ଦେଖ୍‌ବାକେ ମିଲିଛେ। ଏନ୍‌ତାଥି କେତେ ବେଲେ କେନ୍‌ଛଟକେ କାହାର ଜୀବନ୍‌ ପଲେଇ ଯିବା କହି ନାଇଁହୁଏ। ସୂଚ୍‌ନା ଅନ୍‌ସାରେ କୁଟାରୀମାଲ ପଁଚେତର ଯାତ୍‌ରା ମଡ଼ପ୍‌ନେ ଗୁଟେ ଟ୍ରାନ୍ସଫର୍ମର ଖୁଲାରେ ଥିବାର ଦେଖ୍‌ବାକେ ମିଲିଛେ। ହେଲେ ଟ୍ରାନ୍ସଫର୍ମର ଚାରହିକୁତି ବାଡ଼ା କି ତାର ଘେରା ନାଇଁହେଇ। ଯେନ୍‌ଥିରଲାଗି ଲୋକ୍‌ ଟ୍ରାନ୍ସଫର୍ମର ଦୁଇ ଖୁଁଟା ତଲେ ଗଲି କରି ଯିବାର ଆଏବାର କରୁଛନ୍‌। ଦିନାକେତେ ତଲେ ଇ ପାସେ କୃଷକ ସମ୍ପର୍କ ମେଳା ଆୟୋଜିତ ହେଇଥିଲା ବେଲେ ଲୁକ୍‌କର ଏନ୍‌ତା ବିପଦମୁଢ଼େଇ ଯିବାର ଆଏବାର ଦେଖି ଫଟୋ ଉଠେଇଥିଲେ। ଅଂଚଲବାସୀ ଇ ଟ୍ରାନ୍ସଫର୍ମର ଚାରହିକୁତି ବାଡ଼ା କି ତାର ଘେରାବାର ଲାଗି ଦାବି କରିଛନ୍‌। ଇ ବାବ୍‌ଦେ ଓ୍ବେସ୍କୋ ବମରା ସେକ୍ସନ କନିଷ୍ଠ ଯନ୍ତ୍ରୀକୁଁ ପଚରାଲାରୁ ଟ୍ରାନ୍ସଫର୍ମର ବସାଲା ବେଲେ ବାଡ଼ା ଦେବାର ଯୋଜନା ଅଟକଲରେ ନାଇଁଥାଇ। ହେଲେ ଘଟନାଥଲ ବୁଲି ଦେଖ୍‌ଲା ଉତାରୁ  ଉଚିତ ପଦକ୍ଷେପ ନିଆଯିବା ବଲି ସେ କହିଥିଲେ।

All Right Reserved By

ରାଜ୍ୟ | ସମ୍ବଲପୁର

ବୀର ଯବାନଙ୍କ ସ୍ମୃତିରେ ପଟ୍ଟାମୁଣ୍ତାଇ ବଜାର ବନ୍ଦ

ବୀର ଯବାନଙ୍କ ସ୍ମୃତିରେ ପଟ୍ଟାମୁଣ୍ତାଇ ବଜାର ବନ୍ଦ

ପଟ୍ଟାମୁଣ୍ତାଇ,୧୮।୨(ସ୍ବ.ପ୍ର.): ଜମ୍ମୁ-କଶ୍ମୀର ପୁଲୱାମାଠାରେ ଆତଙ୍କବାଦୀ ଆକ୍ରମଣରେ ଗତ ୧୪ ତାରିଖରେ ଶହୀଦ ହୋଇଥିବା ଯବାନଙ୍କ ସ୍ମୃତିରେ ସର୍ବଭାରତୀୟ ବାଣିଜ୍ୟ ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।

ଶହୀଦଙ୍କ ସ୍ମୃତିରେ ଜି. ଉଦୟଗିରି ବନ୍ଦ: ୨ ମିନିଟ୍‌ ନୀରବ ପ୍ରାର୍ଥନା

ଶହୀଦଙ୍କ ସ୍ମୃତିରେ ଜି. ଉଦୟଗିରି ବନ୍ଦ: ୨ ମିନିଟ୍‌ ନୀରବ ପ୍ରାର୍ଥନା

ଜି. ଉଦୟଗିରି,୧୮।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା  ଜି. ଉଦୟଗିରି ସହରର ବ୍ୟବସାୟୀ ସଂଘ ଆନୁକୂଲ୍ୟରେ ଜମ୍ମୁ-କଶ୍ମୀର ପୁୁଲୱାମାଠାରେ ଶହୀଦ ହୋଇଥିବା ବୀର ଯବାନମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋମବାର ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି। 

 ଗାଁ ଦାଣ୍ଡରେ ମାରଣାସ୍ତ୍ରରେ ଯୁବକଙ୍କୁ ହାଣି ହତ୍ୟା: ଅଭିଯୁକ୍ତ ଫେରାର

ଗାଁ ଦାଣ୍ଡରେ ମାରଣାସ୍ତ୍ରରେ ଯୁବକଙ୍କୁ ହାଣି ହତ୍ୟା: ଅଭିଯୁକ୍ତ ଫେରାର

ବେଗୁନିଆ/ବୋଲଗଡ଼,୧୮।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ ଅଧୀନ ଦେଉଳି ଗ୍ରାମରେ ସୋମବାର ଏକ ଭିଭତ୍ସ ହତ୍ୟାକାଣ୍ଡ ଘଟିଛି।

 ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବ୍ୟବସାୟୀ

ଖୋର୍ଦ୍ଧା ଅଫିସ,୧୮।୨: ଜମ୍ମୁ-କଶ୍ମୀରର ପୁଲୱାମାଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ୍‌ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲା ବ୍ୟବସାୟ ପ୍ରତିଷ୍ଠାନ ସୋମବାର ବନ୍ଦ ରହଛି।

ଶହୀଦଙ୍କ ସ୍ମୃତିରେ ଦୋକାନ ବଜାର ବନ୍ଦ

ଶହୀଦଙ୍କ ସ୍ମୃତିରେ ଦୋକାନ ବଜାର ବନ୍ଦ

କେନ୍ଦୁଝର (ସ୍ବ.ପ୍ର.) ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ମୃତ ଶହୀଦଙ୍କ ସ୍ମୃତିରେ ସର୍ବଭାରତୀୟ ବାଣିଜ୍ୟ ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। 

କ୍ୟାଣ୍ଡେଲ ଜାଳି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ରାଲିରେ ସାମିଲ ହେଲେ ସଂଖ୍ୟାଧିକ ମୁସଲିମ ଯୁବକ

କ୍ୟାଣ୍ଡେଲ ଜାଳି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ରାଲିରେ ସାମିଲ ହେଲେ ସଂଖ୍ୟାଧିକ ମୁସଲିମ ଯୁବକ

ପାଟଣା,୧୮।୨(ସ୍ବ.ପ୍ର.):ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ୪୯ ଯବାନ ଶହୀଦ ହୋଇଛନ୍ତି। ଏହି ଆକ୍ରମଣକୁ ନେଇ ସାରା ଦେଶରେ କ୍ଷୋଭ ଏବଂ ଶୋକର ମାହୋଲ ଦେଖାଦେଇଛି। ସବୁଆଡୁ ଘଟଣାକୁ ନିନ୍ଦା କରାଯାଉଛି। 

ମହୋଦଧିରେ ବିସର୍ଜନ ହେଲା ଶହୀଦଙ୍କ ଚିତାଭସ୍ମ

ମହୋଦଧିରେ ବିସର୍ଜନ ହେଲା ଶହୀଦଙ୍କ ଚିତାଭସ୍ମ

ପୁରୀ ଅଫିସ,୧୮।୨: ଜମ୍ମୁ-କଶ୍ମୀର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଦୁଇ ଓଡ଼ିଆ ପ୍ରସନ୍ନ ସାହୁ ଏବଂ ମନୋଜ କୁମାର ବେହେରାଙ୍କ ଚିତାଭସ୍ମ ମହୋଦଧିରେ ବିସର୍ଜନ ହୋଇଛି। 

 ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ବ୍ରହ୍ମପୁରର ୩୦ଟି ବଜାର ବନ୍ଦ

ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ବ୍ରହ୍ମପୁରର ୩୦ଟି ବଜାର ବନ୍ଦ

ବ୍ରହ୍ମପୁର ଅଫିସ,୧୮ା୨: ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ୪୯ ଯବାନ ଶହୀଦ ହୋଇଛନ୍ତି।   ଏହି ଆକ୍ରମଣକୁ ନେଇ ସାରା ଦେଶରେ କ୍ଷୋଭ ଏବଂ ଶୋକର ମାହୋଲ ଦେଖାଦେଇଛି। ସବୁଆଡୁ ଘଟଣାକୁ ନିନ୍ଦା କରାଯାଉଛି। 

୩ ଜିଲାରେ ବର୍ଷା ସମ୍ଭାବନା

୩ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୮ା୨(ବ୍ୟୁରୋ): ଥଣ୍ଡା କମିବାରେ ଲାଗିଥିବାବେଳେ ଦିନରେ ତାପମାତ୍ରା ବଢ଼ି ଚାଲିଛି। ସକାଳେ ଅଧିକାଂଶ ସ୍ଥାନରେ କୁହୁଡ଼ି ଦେଖାଯାଉଛି। ଏପରିସ୍ଥଳେ ଦୁଇଦିନ ହେଲା ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ସାମାନ୍ୟ ବର୍ଷା ସହ ପବନ ବହୁଛି। 

ଆଶାୟୀଙ୍କୁ ଅଡ଼ୁଆ ଏକାଧିକ ଚୟନ

ଆଶାୟୀଙ୍କୁ ଅଡ଼ୁଆ ଏକାଧିକ ଚୟନ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ସାଧାରଣ ନିର୍ବାଚନ ଘୋଷଣାକୁ ଅଳ୍ପ କିଛିଦିନ ବାକି ରହିଛି। ଏହାପୂର୍ବରୁ କଂଗ୍ରେସ ଦଳ ହିଁ ପ୍ରାର୍ଥୀ ଘୋଷଣାକୁ ନେଇ ପ୍ରଥମେ ଅଣ୍ଟା ଭିଡ଼ିଛି। ଇତିମଧ୍ୟରେ ୧୧ ଲୋକ ସଭା ଓ ୭୭ ବିଧାନସଭା ଆସନ ନେଇ ସ୍କ୍ରିନିଂ କମିଟି ବୈଠକ ସରିଯାଇଛି। 

ଅନିଶ୍ଚିତତା ଭିତରେ ମହାମେଣ୍ଟ

ଅନିଶ୍ଚିତତା ଭିତରେ ମହାମେଣ୍ଟ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଆସନ୍ତା ସାଧାରଣ ନିର୍ବାଚନରେ ବିଜେଡି ଓ ଭାଜପାକୁ ଶାସନ ଗାଦିରେ ବସାଇ ନ ଦେବା ପାଇଁ କଂଗ୍ରେସ ରଣନୀତି ପ୍ରସ୍ତୁତ କରୁଛି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନିର୍ଦ୍ଦେଶ ମିଳିବା ପରେ ରାଜ୍ୟର ସମଭାବାପନ୍ନ ଦଳଗୁଡିକ ସହ ମେଣ୍ଟ କରିବାକୁ ଯୋଜନା ଚାଲିଛି। 

ଭଦ୍ରକରେ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂ:‘ସ୍ଥାୟୀ ସରକାର ସତ୍ତ୍ବେ ବିକାଶ ହୋଇନି’

ଭଦ୍ରକରେ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂ:‘ସ୍ଥାୟୀ ସରକାର ସତ୍ତ୍ବେ ବିକାଶ ହୋଇନି’

ଭଦ୍ରକ ଅଫିସ, ୧୮ା୨:ଓଡ଼ିଶାରେ ୧୯ ବର୍ଷର ସ୍ଥାୟୀ ସରକାର ସତ୍ତ୍ବେ ବିକାଶ ହୋଇପାରିନାହିଁ। ରାଜ୍ୟର ବିକାଶ ନ ହେଲେ ଦେଶର ବିକାଶ ଅସମ୍ଭବ। ଭାଜପା ହିଁ ଏହାର ଏକମାତ୍ର ବିକଳ୍ପ। ଏଣୁ ବୁଥ୍‌ସ୍ତରରୁ ଦଳୀୟ ସୈନିକମାନେ ସଂକଳ୍ପ ନେବା ଆବଶ୍ୟକ। ମୋଦିଙ୍କ ବିକାଶମୂଳକ ଯୋଜନା ଘରେ ଘରେ ପହଞ୍ଚାଇବା ଆବଶ୍ୟକ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି।