ଜୀବନଚର୍ଯ୍ୟା |

ଶୀତଦିନେ ସୁନ୍ଦର ପାଦ ଲାଗି ଆପଣାନ୍ତୁ ଏହି ସହଜ ଉପାୟ...

ଶୀତଦିନେ ସୁନ୍ଦର ପାଦ ଲାଗି ଆପଣାନ୍ତୁ ଏହି ସହଜ ଉପାୟ...

ସୁନ୍ଦର ପାଦ ପାଇଁ ଘରେ କିଛି ସହଜ ଉପାୟ କରାଯାଇ ପାରେ। ପ୍ରତିଦିନ ଉଷୁମ ପାଣିରେ ପାଦକୁ ୧୦ ମିନିଟ୍‌ ବୁଡାଇ ରଖନ୍ତୁ। ଏହାପରେ ବ୍ରସ୍‌ରେ ପାଦକୁ ଘଷି ଡେଡ୍‌ ସ୍କିନ୍‌କୁ ବାହାର କରି ଭଲ ଭାବେ ଧୋଇ ଦିଅନ୍ତୁ। ପରେ ବଜାରରେ ମିଳୁଥିବା କିଛି  ମଏଶ୍ଚରାଇଜର ପାଦରେ ମାଲିସ କରାଯାଇ ପାରେ। ନଚେତ୍‌ ଘରେ ଥିବା ନଡ଼ିଆ ତେଲରେ ଦୁଇବୁନ୍ଦା ଗ୍ଲିସେରିନ୍‌ ପକାଇ ପାଦରେ ଭଲ ଭାବେ ମାଲିସ କରନ୍ତୁ। ବାହାରକୁ ଗଲାବେଳେ ହାପ୍‌ ଜୋତାର ବ୍ୟବହାର କରନ୍ତୁ। ଏହାଦ୍ୱାରା ବାହ୍ୟ ପରିବେଶରୁ ପାଦ ରହିଥାଏ ସୁରକ୍ଷିତ। ସ୍ଲିପରର ବ୍ୟବହାର କେବଳ ଘରେ କରନ୍ତୁ। ଏସବୁ ଉପାୟ କଲେ ପାଦ ଦିଶିବ ସୁନ୍ଦର ସୁନ୍ଦର।


All Right Reserved By

ଜୀବନଚର୍ଯ୍ୟା |

ଶରୀରକୁ ଫିଟ୍‌ ରଖିବା ପାଇଁ କରନ୍ତୁ ଏହି ଯୋଗ...

ଶରୀରକୁ ଫିଟ୍‌ ରଖିବା ପାଇଁ କରନ୍ତୁ ଏହି ଯୋଗ...

ଶରୀରକୁ ଫିଟ୍‌ ରଖିବାକୁ ସଭିଏଁ ଚାହାନ୍ତି। ଯୋଗ ଦ୍ୱାରା ଏହା କରାଯାଇପାରେ। ତେବେ ଅଷ୍ଟାଙ୍ଗ ଯୋଗ କଲେ ଶରୀର ନିରୋଗ ଓ ଫିଟ୍‌ ରହିଥାଏ। 

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଶୁଅନ୍ତୁ ଏତିକି  ସମୟ...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଶୁଅନ୍ତୁ ଏତିକି ସମୟ...

ଯଦି ରାତିରେ ନିଦ ଆସିବାକୁ କଷ୍ଟ ହେଉଛି କିମ୍ବା ବିଳମ୍ବ ହେଉଛି, ତେବେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଆବଶ୍ୟକ। କରାଯାଇଥିବା ଏକ ଗବେଷଣାରୁ ଗବେଷକ ଜାଣିପାରିଛନ୍ତି ଯେ, ନିଦ ହେଉ ନ ଥିଲେ ମଧୁମେହ, ମେଦବହୁଳତା ପରି ସମସ୍ୟା ଅତି ଶୀଘ୍ର ଦେଖାଦେଇଥାଏ। 

ଯକୃତରୁ ନିସୃତ ‘ ଟିଏସ୍‌କେ’ ହର୍ମୋନ ବଢ଼ାଏ ମେଦବହୁଳତା

ଯକୃତରୁ ନିସୃତ ‘ ଟିଏସ୍‌କେ’ ହର୍ମୋନ ବଢ଼ାଏ ମେଦବହୁଳତା

ମେଦ ବହୁଳତା ଏପରି ଏକ ସମସ୍ୟା ଯାହା ବର୍ତ୍ତମାନ ସମୟରେ ବିଶ୍ୱର ଅଧିକାଂଶ ଲୋକଙ୍କୁ ଚିନ୍ତାରେ ପକାଉଛି। ଏହାକୁ ନେଇ ମଧ୍ୟ ଚିନ୍ତାରେ ଯୁବପିଢ଼ୀ। ଏଥିରେ କବଳିତ ଲୋକେ ଏକ୍ସରସାଇଜ ଅବା ଡାଇଟିଂ କରୁଥିଲେ ମଧ୍ୟ ସେମାନଙ୍କର ଓଜନ କମ୍‌ ହୋଇ ନ ଥାଏ। ତେବେ ଅଧିକ ପ୍ରଚେଷ୍ଟା ପରେ ମଧ୍ୟ ଯଦି ଓଜନ୍‌ କମ୍‌ ହେଉନାହିଁ  ତେବେ ଚିନ୍ତା କରନ୍ତୁ ନାହିଁ। କାରଣ ଶରୀରରେ ମେଦବହୁଳତା ସୃଷ୍ଟି କରୁଥିବା ତଥା ମୋଟାପଣ କମ୍‌ କରିବାକୁ ଦେଉ ନ ଥିବା ହରମୋନ୍‌ ବିଷୟରେ ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି।

ଜାମୁକୋଳି ଆଣେ ତ୍ୱଚାରେ ଚମକ...

ଜାମୁକୋଳି ଆଣେ ତ୍ୱଚାରେ ଚମକ...

ସ୍ବାଦରେ ଜାମୁକୋଳି ଖଟାମିଠା। ହେଲେ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ। ମଧୁମେହ ରୋଗୀଙ୍କ ଲାଗି ଏହା ମହୌଷଧୀ ସଦୃଶ କାମ କରେ। ମଧୁମେହ ରୋଗୀ ପ୍ରତିଦିନ ଜାମୁ କୋଳି ଖାଇବା ଦ୍ୱାରା ରୋଗ ନିୟନ୍ତ୍ରଣରେ ରହିଥାଏ।

ସକାଳେ କପେ ରେଡ୍‌ ଟି ରଖେ ମେଦବହୁଳତାରୁ ଦୂରେଇ...

ସକାଳେ କପେ ରେଡ୍‌ ଟି ରଖେ ମେଦବହୁଳତାରୁ ଦୂରେଇ...

ସକାଳେ ରେଡ୍‌ ପିଇଲେ ଅନେକ ଉପକାର ମିଳିଥାଏ। ରେଡ୍‌ ଟିରେ ଲୌହ, ପୋଟାସିୟମ୍‌, ଜିଙ୍କ୍‌, ମାଙ୍ଗାନିଜ୍‌, କପର, କ୍ୟାଲସିୟମ୍‌, ସୋଡ଼ିୟମ୍‌, ମ୍ୟାଗ୍ନେସିୟମ୍‌, ଫ୍ଲୋରାଇଡ୍‌, କ୍ୟୁରସେଟିନ୍‌ ଆଦି ତତ୍ତ୍ୱ ରହିଥାଏ।

ଅବସାଦଠୁ ଦୂରେଇ ରହବାକୁ ଚାହୁଁଛନ୍ତି କି, ସାଇକେଲ ଚଲାନ୍ତୁ

ଅବସାଦଠୁ ଦୂରେଇ ରହବାକୁ ଚାହୁଁଛନ୍ତି କି, ସାଇକେଲ ଚଲାନ୍ତୁ

ବ୍ୟାୟାମ୍‌ର ସବୁଠୁ ସହଜ ଏବଂ ସରଳ ଉପାୟ ହେଉଛି ସାଇକେଲିଂ। ଏହା ଉଭୟ ଶାରୀରିକ ଓ ମାନସିକ ସ୍ତରରେ ଏହା ଆପଣଙ୍କୁ ଫିଟ୍‌ ରଖିଥାଏ।

ଫିଟ୍‌ ରଖେ ଯୋଗାସନ

ଫିଟ୍‌ ରଖେ ଯୋଗାସନ

ଦୈନିକ ଯୋଗାସନ କରିବା ମହିଳାଙ୍କ ଲାଗି ବେଶ୍‌ ଲାଭପ୍ରଦ। ଏହା ଶରୀରକୁ ଫିଟ୍‌ ଏବଂ ରୋଗମୁକ୍ତ ରଖିବାରେ ସାହାଯ୍ୟ କରିଥାଏ। ଆସନ୍ତୁ ଜାଣିବା ଏହାର ବିଭିନ୍ନ ଉପକାରିତା ସମ୍ପର୍କରେ...


ଶୀତରେ ବି  ରହିବ ଗ୍ଲୋ

ଶୀତରେ ବି ରହିବ ଗ୍ଲୋ

ଶୀତଦିନେ ଅଧିକାଂଶ ଗାଧୋଇବା ଲାଗି ଗରମ ପାଣି ବ୍ୟବହାର କରିଥାନ୍ତି। ଯଦିଓ ଏହା ଆରାମଦାୟକ, ହେଲେ ଏଥି ଯୋଗୁ ତ୍ୱଚା ଡ୍ରାଏ ହେବା, ଫାଟିବା ଏବଂ କଳା ପଡିବା ସମସ୍ୟା ଦେଖା ଦେଇଥାଏ। ତେଣୁ କେଉଁ ଉପାୟ ଆପଣାଇଲେ ଆପଣ ଗରମ ପାଣିରେ ଗାଧେଇବାର ସୁବିଧା ନେବା ସହ ପୂର୍ବ ପରି ତ୍ୱଚାର ଗ୍ଲୋ ରକ୍ଷା କରିପାରିବେ, ଜାଣି ରଖନ୍ତୁ ସେ ସମ୍ପର୍କରେ...

ଡାଇବେଟିସ୍‌ରୁ ଏହା ବି ରଖେ ଦୂରେଇ...

ଡାଇବେଟିସ୍‌ରୁ ଏହା ବି ରଖେ ଦୂରେଇ...

ରସୁଣରେ ଥିବା ଔଷଧୀୟ ଗୁଣ ଆମ ଶରୀରରୁ ବହୁ ରୋଗ ଦୂର କରିଦିଏ। ପ୍ରତିଦିନ  ଦୁଇକୋଲା ରସୁଣ ଖାଇଲେ ମିଳିଥାଏ ଅନେକ ସୁଫଳ।

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଗ୍ଲାସେ ବାସି ପାଣି...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଗ୍ଲାସେ ବାସି ପାଣି...

ସକାଳେ ଶଯ୍ୟାତ୍ୟାଗ ପରେ ଏକ ଗ୍ଲାସ୍‌ ବାସି ପାଣି ପିଇଲେ ହୋଇଥାଏ ଅନେକ ଉପକାର। ଏହାକୁ କୁହାଯାଏ ଉଷାପାନ । 

ଧୂମପାନ ପରିତ୍ୟାଗ  କରିବାର ନୂଆ ଉପାୟ

ଧୂମପାନ ପରିତ୍ୟାଗ କରିବାର ନୂଆ ଉପାୟ

ଧୂମପାନ ଏପରି ଏକ ଅଭ୍ୟାସ ଯାହା ପରୋକ୍ଷରେ ଅନେକ ରୋଗକୁ ଆମନ୍ତ୍ରଣ କରିଥାଏ। ତଥାପି ଅନେକେ ଏହାକୁ ଦୈନନ୍ଦିନ ଜୀବନର ଏକ ଅଭ୍ୟାସ ଭାବେ ଭାବି ନିଅନ୍ତି ଏବଂ ଏହି ସାଇଲେଣ୍ଟ କିଲରକୁ ଆପଣାର କରିନିଅନ୍ତି।

ଅଲ୍‌ରାଉଣ୍ଡର ସ୍ପେଶଶିପ୍‌

ଅଲ୍‌ରାଉଣ୍ଡର ସ୍ପେଶଶିପ୍‌

ମହାକାଶ ହେଉ ଅବା ପୃଥିବୀ ବିଷୟରେ ଅଧିକ ତଥ୍ୟ ଜାଣିବା ପାଇଁ ବିଭିନ୍ନ ଦେଶର ମହାକାଶ ବିଜ୍ଞାନୀ ଗବେଷଣା ଜାରି ରଖିଛନ୍ତି। ନିକଟରେ ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ‘ନାସା’ର ବୈଜ୍ଞାନିକମାନେ ଏକ ଅତ୍ୟାଧୁନିକ ସ୍ପେଶଶିପ୍‌ ପ୍ରସ୍ତୁତ କରିଛନ୍ତି।