ରାଜ୍ୟ |

ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କ ମୁହଁରେ ହସ ଫୁଟାଇଲେ ନବୀନ

ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କ ମୁହଁରେ ହସ ଫୁଟାଇଲେ ନବୀନ

ଭୁବନେଶ୍ୱର,୧୨।୧(ବ୍ୟୁରୋ)- ରାଜ୍ୟରେ କାର୍ଯ୍ୟରତ ଅଙ୍ଗନୱାଡି କର୍ମୀ ଏବଂ ସହାୟିକାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକାଧିକ ନୂଆ ଘୋଷଣା କରିଛନ୍ତି। ନୂଆ ଘୋଷଣା ଅନୁଯାୟୀ ଏଣିକି ଅଙ୍ଗନୱାଡି କର୍ମୀ ମାସିକ ୬୦୦୦ ଟଙ୍କା ବଦଳରେ ୭୫୦୦ ଟଙ୍କା ପାରିଶ୍ରମିକ ପାଇବେ। ମିନି ଅଙ୍ଗନୱାଡି କର୍ମୀମାନେ ମାସିକ ୪୧୨୫ ଟଙ୍କା ବଦଳରେ ୫୩୭୫ ଟଙ୍କା ପାଇବେ। ସହାୟିକାମାନେ ୩୦୦୦ ଟଙ୍କା ବଦଳରେ ମାସିକ ୩୭୫୦ ଟଙ୍କା ପାଇବେ। ରାଜ୍ୟ ସରକାର ଉପରୋକ୍ତ ସମସ୍ତ ଙ୍କ କାର୍ଯ୍ୟରୁ ଅବ୍ୟାହତି ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି କରାଯାଇଛି। ଅବସର ସମୟରେ ରାଜ୍ୟ ସରକାରଙ୍କ ତରଫରୁ ଅଙ୍ଗନୱାଡି କର୍ମୀ ୨୦,୦୦୦ ଟଙ୍କା, ମିନି ଅଙ୍ଗନୱାଡି କର୍ମୀ ୧୫,୦୦୦ ଟଙ୍କା ଏବଂ ସହାୟିକା ୧୦,୦୦୦ ଟଙ୍କା ସହାୟତା ରାଶି ପାଇବେ।  ଗ୍ରୀଷ୍ମଦିନରେ ଉପରୋକ୍ତ ଅଙ୍ଗନୱାଡି କର୍ମୀ ଏବଂ ସହାୟିକାଙ୍କୁ ୧୫ ଦିନ ଛୁଟି  ମଧ୍ୟ ପ୍ରଦାନ କରାଯିବ। ଅଙ୍ଗନବାଡି ପାଇଁ ଉର୍ଦ୍ଦିଷ୍ଟ ଥିବା ସୁପଭାଇଜର ପଦବୀର ୫୦ ପ୍ରତିଶତ ଅଙ୍ଗନୱାଡି କର୍ମୀଙ୍କ ମଧ୍ୟରୁ ପୂରଣ କରାଯିବ । ଏହି ଘୋଷଣା ଦ୍ୱାରା ପ୍ରାୟ ୧,୩୪,୭୫୮ କର୍ମୀ ଓ ସହାୟିକା ଉପକୃତ ହେବେ। 


All Right Reserved By

ରାଜ୍ୟ |

ମାର୍ଚ୍ଚ ୨୫ରୁ ମ୍ୟାଟ୍ରିିକ ଖାତା ମୂଲ୍ୟାୟନ : କେନ୍ଦ୍ରାପଡାରେ ୨ଟି କେନ୍ଦ୍ର

ମାର୍ଚ୍ଚ ୨୫ରୁ ମ୍ୟାଟ୍ରିିକ ଖାତା ମୂଲ୍ୟାୟନ : କେନ୍ଦ୍ରାପଡାରେ ୨ଟି କେନ୍ଦ୍ର

କେନ୍ଦ୍ରାପଡା ଅଫିସ, ୨୩ା୩- ମାର୍ଚ୍ଚ ୮ରେ ଚଳିତ ଶିକ୍ଷାବର୍ଷର ମ୍ୟାଟ୍ରିକ ପରୀକ୍ଷା ଶେଷ ହୋଇଥିଲା ା ଏହି ପରୀକ୍ଷାର  ଖାତା ମୂଲ୍ୟାୟନ ପାଇଁ ମାର୍ଚ୍ଚ୨୫ ତାରିଖ ଧାର୍ଯ୍ୟ ହୋଇଛି।  

ହୋଲିରେ ରଙ୍ଗ ଖେଳି ନଦୀକୁ ଗାଧୋଇବାକୁ ଯାଇଥିବା ବାପା, ପୁଅ, ଝିଅ ମୃତ

ହୋଲିରେ ରଙ୍ଗ ଖେଳି ନଦୀକୁ ଗାଧୋଇବାକୁ ଯାଇଥିବା ବାପା, ପୁଅ, ଝିଅ ମୃତ

ରେଙ୍ଗାଲି, ୨୩।୩ (ଡି.ଏନ.ଏ):ସମ୍ବଲପୁର ଜିଲା ଠେଲକଲୋଇ ଥାନା ଅନ୍ତର୍ଗତ ଖେରୁଆଲ ଭେଡେନ ନଦୀରେ ଶୁକ୍ରବାର ତିନିଟି ଜୀବନ ଚାଲି ଯାଇଛି।

କଂଗ୍ରେସ ଟିକେଟରେ ଲଢ଼ିବାକୁ ମନାକଲେ ମୁକ୍ତିକାନ୍ତ

କଂଗ୍ରେସ ଟିକେଟରେ ଲଢ଼ିବାକୁ ମନାକଲେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୨୩।୩:୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ନିରାଶ ଟିକେଟ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ଖୋଲାଖୋଲି ବିଦ୍ରୋହର ରୂପ ନେଉଛି। 

ଏସ୍‌ସିବି ଏବେ ତାଲିମ କେନ୍ଦ୍ର:ତାଲିମ ନେଉଛନ୍ତି ଦେଶର ୨୩ ମେଡିକାଲ କଲେଜର ଡାକ୍ତର, ବଦଳିବ ଏମ୍‌ବିବିଏସ ପାଠ୍ୟସୂଚୀ

ଏସ୍‌ସିବି ଏବେ ତାଲିମ କେନ୍ଦ୍ର:ତାଲିମ ନେଉଛନ୍ତି ଦେଶର ୨୩ ମେଡିକାଲ କଲେଜର ଡାକ୍ତର, ବଦଳିବ ଏମ୍‌ବିବିଏସ ପାଠ୍ୟସୂଚୀ

କଟକ ଅଫିସ,୨୩।୩- ୨୦ ବର୍ଷ ପରେ ଏମ୍‌ବିବିଏସ ପାଠ୍ୟସୂଚୀରେ ପରିବର୍ତ୍ତନ ଅଣାଯିବ। ୧୯୯୭ ମସିହାରୁ ପ୍ରଚଳିତ ପାଠ୍ୟସୂଚୀ ଅନୁଯାୟୀ ଡାକ୍ତରୀ ଛାତ୍ରୀଛାତ୍ରମାନେ ପାଠ ପଢୁଥିଲେ।

ଶହୀଦଙ୍କ ଉଦ୍ଦେଶ୍ୟରେ ହୋଲି ବର୍ଜନ କଲେ କ୍ଲବ ସଦସ୍ୟ

ଶହୀଦଙ୍କ ଉଦ୍ଦେଶ୍ୟରେ ହୋଲି ବର୍ଜନ କଲେ କ୍ଲବ ସଦସ୍ୟ

କୋଲାବିରା,୨୩।୩(ଡି.ଏନ୍‌.ଏ.):ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ସମାସିଂହାସ୍ଥିତ ସୁପର କ୍ଲବ ସଦସ୍ୟମାନେ ହୋଲି ବର୍ଜନ କରିଛନ୍ତି।

ଆନ୍ତଃରାଜ୍ୟ କଫ୍‌ ସିରଫ୍‌ ଚୋରାଚାଲାଣ ର଼୍ୟାକେଟର ୫ଗିରଫ

ଆନ୍ତଃରାଜ୍ୟ କଫ୍‌ ସିରଫ୍‌ ଚୋରାଚାଲାଣ ର଼୍ୟାକେଟର ୫ଗିରଫ

ବଲାଙ୍ଗୀର ଅଫିସ,୨୩ା୩:ବଲାଙ୍ଗୀର ଟାଉନ ଥାନା ପୋଲିସ ଆନ୍ତଃରାଜ୍ୟ କଫ୍‌ ସିରଫ୍‌ ଚୋରାଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି ା ଏହି ର଼୍ୟାକେଟ୍‌ରେ ସକ୍ରିୟ ଥିବା ୫ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି ା 

ମହିଳାଙ୍କୁ ଅସଦାଚରଣ, ମାଡ଼:ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ମହିଳାଙ୍କୁ ଅସଦାଚରଣ, ମାଡ଼:ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ଜଟଣୀ,୨୩ା୩(ଡି.ଏନ.ଏ): ଜଟଣୀ ନିକଟବର୍ତ୍ତୀ ହରିରାଜପୁର ଛକରେ ଦୁଇ ମହିଳାଙ୍କ ଉପରେ ଶୁକ୍ରବାର ତଥା ହୋଲିରେ କେତେଜଣ ଯୁବକ ମାରଧର କରିବା ସହ ଅସଦାଚରଣ କରିବା ଘଟଣାକୁ ନେଇ ଏଠାରେ ଉତ୍ତେଜନା ସୃଷ୍ଟି ହୋଇଥିଲା।

ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର:ନିହତ ବ୍ୟକ୍ତିଙ୍କର ପରିଚୟ ମିଳିଲା

ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର:ନିହତ ବ୍ୟକ୍ତିଙ୍କର ପରିଚୟ ମିଳିଲା

ଖୋର୍ଦ୍ଧା ଅଫିସ,୨୩।୩:ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ କଲିକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ଦଳେଇପୁଟ ଛକରୁ ଶନିବାର ପୂର୍ବାହ୍ନରେ ମିଳିଥିବା ଅଜଣା ଯୁବକଙ୍କ ମୃତଦେହର ପରିଚୟ ମିଳିଛି। 

ଟ୍ରେନ ଧକ୍କାରେ ହରିଣ ମୃତ

ଟ୍ରେନ ଧକ୍କାରେ ହରିଣ ମୃତ

ରଘୁନାଥପୁର, ୨୩। ୩( ଡି.ଏନ.ଏ.)-  ରଘୁନାଥପୁର ବ୍ଲକ ଧଳତଙ୍ଗଗଡ ସଂରକ୍ଷିତ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ଆସି ଟ୍ରେନ୍‌ ଧକ୍କାରେ ଏକ ଅଣ୍ଡିରା ହରିଣର ମୃତ୍ୟୁ ଘଟିଛି। 

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ, ମେ’ ୬ରୁ ଗ୍ରୀଷ୍ମ ଛୁଟି

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ, ମେ’ ୬ରୁ ଗ୍ରୀଷ୍ମ ଛୁଟି

ଭୁବନେଶ୍ୱର, ୨୩ା୩(ବ୍ୟୁରୋ)- ଆସନ୍ତା ୨ ତାରିଖରୁ ସକାଳୁଆ ସ୍କୁଲ ହେବ। ସକାଳ ସାଢ଼େ ୬ଟାରୁ ସ୍କୁଲ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୦ଟାରେ ଶେଷ ହେବ। 

ହକ୍‌ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ:କେନ୍ଦ୍ର ସରକାରଙ୍କୁ ବିଜେଡିର ସମାଲୋଚନା

ହକ୍‌ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ:କେନ୍ଦ୍ର ସରକାରଙ୍କୁ ବିଜେଡିର ସମାଲୋଚନା

ଚଣ୍ଡିଖୋଲ,୨୩ା୩(ଡି.ଏନ.ଏ.)-  ବଡ଼ଚଣା ଯୁବ ଓ ଛାତ୍ର ବିଜେଡି ତରଫରୁ ତରଫରୁ ଗୁରୁବାର ଚଣ୍ଡିଖୋଲ ଛକଠାରେ ହକ୍‌ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

କାଳିଆ ଯୋଜନା ଅର୍ଥ ନ ମିଳିବା ପ୍ରତିବାଦ: ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

କାଳିଆ ଯୋଜନା ଅର୍ଥ ନ ମିଳିବା ପ୍ରତିବାଦ: ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ଚଣ୍ଡିଖୋଲ,୨୩ା୩(ଡି.ଏନ.ଏ.)- ରାଜ୍ୟ ସରକାର ଯୋଜନା ପରେ ଯୋଜନା ଘୋଷଣା କରୁଥିଲା ବେଳେ ଏହା ଲୋକଙ୍କ ନିକଟରେ ପହଞ୍ଚିପାରୁନାହଁି। ସେହିପରି ଚାଷୀଙ୍କ ଉନ୍ନତି ତଥା ଆର୍ଥତ୍କ ସହାୟତା ପାଇଁ କାଳିଆ ଯୋଜନା ପ୍ରଣୟନ କରିଥିବା ବେଳେ ଏଥିରୁ ବହୁ ଚାଷୀ ବଞ୍ଚିତ ହୋଇଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା