ଅନଗୁଳ-ଢେଙ୍କାନାଳ

ହିମିତିରା ଚାମ୍ପିୟନ

 ହିମିତିରା ଚାମ୍ପିୟନ

 ବଇଣ୍ଡା,୧୪।୧(ଡି.ଏନ.ଏ.)- କିଶୋରନଗର ବ୍ଲକ ହିମିତିରା ଗ୍ରାମ ଖେଳ ପଡ଼ିଆଠାରେ ଚାଲିଥିବା ସବିର ମେମୋରିଆଲ କପ କ୍ରିକେଟ ଟୁର୍ନାମେଣ୍ଟ  ସୋମବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ମାଧପୁର କ୍ରିକେଟ କ୍ଲବକୁ ହରାଇ ହିମିତିରା କ୍ରିକେଟ କ୍ଲବ ଚାମ୍ପିୟନ ହୋଇଛି। ପ୍ରଥମେ  ହିମିତିରା ବ୍ୟାଟିଂ କରି ୭୪ ରନ କରିଥିଲା। ଜବାବରେ ମାଧପୁର ୭୩ ରନ  କରି ପରାସ୍ତ ହୋଇଥିଲା। ବିଜୟୀ ଦଳର ଅନିଲ ସାହୁ ମ୍ୟାନ ଅଫ ଦି ମ୍ୟାଚ୍‌ ବିବେଚିତ ହୋଇଥିବାବେଳେ ମାଧପୁର ଦଳର ରଣଜିତ୍‌ ସାହୁ ମ୍ୟାନ ଅଫ ଦି ସିରିଜ୍‌ ବିବେଚିତ ହୋଇଥିଲେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ କିଶୋରନଗର ବିଡିଓ ଅମୃତା ପ୍ରିୟମ୍ବଦା  ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ତରଣୀସେନ ସାହୁ, ହିମିତିରା ଉଚ୍ଚ ପ୍ରାଥମିକ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ ନାୟକ, ଗ୍ରାମ ସଭାପତି ଧୀରେନ୍ଦ୍ର ପ୍ରଧାନ, ସମିତି ସଭ୍ୟା ତରୁଲତା ଦେହୁରି, ପ୍ରଫୁଲ୍ଲ ସିଂ, କୃପାସିନ୍ଧୁ ପ୍ରଧାନ, କିଶୋରଚନ୍ଦ୍ର ବିଶ୍ୱାଳ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉଭୟ ଦଳଙ୍କୁ ପୁରସ୍କୃତ କରିଥିଲେ। ଜନ୍ମଜୟ ବେହେରା, ପ୍ରବୀଣ ସାହୁ, ସଞ୍ଜୟ ସାହୁ, ବିଶ୍ୱରଞ୍ଜନ ପ୍ରଧାନ, ଆଲୋକ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ।

All Right Reserved By

ଅନଗୁଳ-ଢେଙ୍କାନାଳ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଅନୁଗୋଳରେ ୭୭% ମତଦାନ, ପାଲଲହଡ଼ାରେ ସର୍ବାଧିକ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଅନୁଗୋଳରେ ୭୭% ମତଦାନ, ପାଲଲହଡ଼ାରେ ସର୍ବାଧିକ

ଅନୁଗୋଳ ଅଫିସ,୨୪।୪: ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଅନୁଗୋଳ ଜିଲାରେ ୭୭% ଭୋଟଦାନ ହୋଇଛି। 

ରାତି ୭ଟା ସୁଦ୍ଧା ୭୧.୧% ମତଦାନ

ରାତି ୭ଟା ସୁଦ୍ଧା ୭୧.୧% ମତଦାନ

ଢେଙ୍କାନାଳ ଅଫିସ, ୨୪।୪- ତୃତୀୟ ପର୍ଯ୍ୟାୟ ନିର୍ବାଚନର ଯବନିକା ପଡ଼ିଛି। ଢେଙ୍କାନାଳ ଲୋକ ସଭା ସମେତ ଜିଲାର ୪ ନିର୍ବାଚନମଣ୍ଡଳୀର ୩୯ ପ୍ରାର୍ଥୀଙ୍କ ଭାଗ୍ୟ କଏଦ ହୋଇଛି ଇଭିଏମ୍‌ରେ। 

ଅନୁଗୋଳ ଜିଲାରେ ୭୦ ପ୍ରତିଶତ ମତଦାନ: ଇଭିଏମ୍‌ରେ ସିଲ୍‌ ୪୨ ପ୍ରାର୍ଥୀଙ୍କ ଭାଗ୍ୟ

ଅନୁଗୋଳ ଜିଲାରେ ୭୦ ପ୍ରତିଶତ ମତଦାନ: ଇଭିଏମ୍‌ରେ ସିଲ୍‌ ୪୨ ପ୍ରାର୍ଥୀଙ୍କ ଭାଗ୍ୟ

ଅନୁଗୋଳ ଅଫିସ, ୨୪।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ମତଦାନ ଶେଷ ହୋଇଛି। ରାତି ପ୍ରାୟ ୧୧ଟା ପର୍ଯ୍ୟନ୍ତ ବିଭିନ୍ନ ବୁଥ୍‌ରେ ମତଦାନ ହୋଇଥିଲା। 

ଇଭିଏମ୍‌ରେ ତ୍ରୁଟି, ପରିଚାଳନାରେ ଅବ୍ୟବସ୍ଥା: ବହୁ ବୁଥ୍‌ରେ ମତଦାନ ବିଳମ୍ବିତ

ଅନୁଗୋଳ ଅଫିସ/ ବଅଁରପାଳ/ ପାଲଲହଡ଼ା/ ଛେଣ୍ଡିପଦା/ ବଇଣ୍ଡା/ ଆଠମଲ୍ଲିକ/ ତାଳଚେର, ୨୪।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ହୋଇଥିବା ମୋଟ୍‌ ୧୧୬୩ ବୁଥ୍‌ ମଧ୍ୟରୁ ଅନେକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଓ ପରିଚାଳନାଗତ ଅବ୍ୟବସ୍ଥା ପରିଲକ୍ଷିତ ହୋଇଥିଲା। 

ଖୁସି ବ୍ୟକ୍ତ କଲେ ଯୁବ ଭୋଟର

ଖୁସି ବ୍ୟକ୍ତ କଲେ ଯୁବ ଭୋଟର

ଅନୁଗୋଳ ଅଫିସ, ୨୪।୪-ପ୍ରଥମ ଥର ପାଇଁ ଭୋଟ୍‌ ଦେବେ। ସେଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଥିଲା। କାଳେ କିଛି ଭୁଲ ହୋଇଯିବ ତାହାକୁ ନେଇ ମନରେ ଭୟ ବି ଟିକେ ଥିଲା।

ମତଦାତାଙ୍କୁ ଟାଣିଲା ମଡେଲ ବୁଥ୍‌

ମତଦାତାଙ୍କୁ ଟାଣିଲା ମଡେଲ ବୁଥ୍‌

କାମାକ୍ଷାନଗର, ୨୪।୪(ଡି.ଏନ୍‌.ଏ.)- ସାରା ରାଜ୍ୟରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌), ଭିଭିପିଏଟିରେ ଯାନ୍ତ୍ରିକ ତ୍ରୁଟି ମତଦାତାଙ୍କ ମନରେ ଅସନ୍ତୋଷକୁ ଦ୍ୱିଗୁଣିତ କରିଥିବାବେଳେ ଆଦର୍ଶ ବୁଥରେ କିନ୍ତୁ ଦେଖିବାକୁ ମିଳିଥିଲା ଭିନ୍ନ ମାହୋଲ। କାମାକ୍ଷାନଗର ଏନ୍‌ଏସିରେ ହୋଇଥିବା ଆଦର୍ଶ ବୁଥ୍‌ରେ ଏମିତି କିଛି ବ୍ୟବସ୍ଥା କରାଯାଇଥିଲା, ଯାହା ଭୋଟରଙ୍କ ଭିତରେ ଭରିଥିଲା ବିପୁଳ ଉତ୍ସାହ। 

ମାଓବାଦୀ ପ୍ରବଣ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ମତଦାନ

ଅନୁଗୋଳ ଅଫିସ, ୨୪।୪- ଅନୁଗୋଳ ଜିଲାର ମାଓବାଦୀ ପ୍ରବଣ ଅଞ୍ଚଳରେ ଥିବା ୨୭ଟି ବୁଥ୍‌ରେ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। କଁା ଭଁା ମତଦାନ କେନ୍ଦ୍ରରେ ଛୋଟ ଛୋଟ ନିର୍ବାଚନୀ ହିଂସା ଦେଖା ଦେଇଥିଲା। 

ଶିକୁଳିରେ ବନ୍ଧା ହୋଇ ଭୋଟ ଦେଲେ ଆଲୋକ

ଶିକୁଳିରେ ବନ୍ଧା ହୋଇ ଭୋଟ ଦେଲେ ଆଲୋକ

ବଇଣ୍ଡା, ୨୩ା୪(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟରେ ମାନସିକ ଭିନ୍ନକ୍ଷମ ଆଲୋକ କୁଦେଇ(୨୮) ଭୋଟ ଦେଇଛନ୍ତି। 

ପିଙ୍କ୍‌ ବୁଥ୍‌ରେ ଉତ୍ସାହ

ଢେଙ୍କାନାଳ ଅଫିସ/କାମାକ୍ଷାନଗର, (ଡି.ଏନ୍‌.ଏ.) ୨୪।୪- ସବୁ କ୍ଷେତ୍ରରେ ପୁରୁଷଙ୍କୁ ପଛରେ ଛାଡ଼ିଦେଲେଣି ମହିଳା। ସଶକ୍ତ ନାରୀ ଏବେ ଦେଶ ପ୍ରଗତିର ସାରଥି। ଗଣତନ୍ତ୍ରର ମହାନ୍‌ ପର୍ବରେ ପ୍ରଥମ ଥର ପରିକଳ୍ପନା କରାଯାଇଥିବା ପିଙ୍କ୍‌ ବୁଥ୍‌ରେ ଦେଖିବାକୁ ମିଳିଛି ଏହାର ଝଲକ।

କାହାଠୁ ଟିକେଟ ନେଇ ଲଢ଼ିବାକୁ ଚାହୁଁନି: ତଥାଗତ

କାହାଠୁ ଟିକେଟ ନେଇ ଲଢ଼ିବାକୁ ଚାହୁଁନି: ତଥାଗତ

ଢେଙ୍କାନାଳ ଅଫିସ, ୨୪।୪- ସାଧାରଣ ନିର୍ବାଚନ-୨୦୧୯ରୁ ନିଜକୁ ଦୂରେଇ ରଖିଥିବା ବରିଷ୍ଠ ବିଜେଡି ନେତା ତଥା ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀ ମଙ୍ଗଳବାର କୁଞ୍ଜକାନ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମତଦାନ କେନ୍ଦ୍ରକୁ ଭୋଟ ଦେବାକୁ ଆସିଥିଲେ।

ବିଭ୍ରାଟ ଭିତରେ ଭୋଟ: ଯାନ୍ତ୍ରିକ ତ୍ରୁଟି, ତାତି, କାଳବୈଶାଖୀ

ବିଭ୍ରାଟ ଭିତରେ ଭୋଟ: ଯାନ୍ତ୍ରିକ ତ୍ରୁଟି, ତାତି, କାଳବୈଶାଖୀ

ଢେଙ୍କାନାଳ ଅଫିସ/ ପରଜଙ୍ଗ/କାମାକ୍ଷାନଗର (ଡି.ଏନ୍‌.ଏ.), ୨୪।୪- ସକାଳେ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି, ମଧ୍ୟାହ୍ନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆଉ ଅପରାହ୍ନରେ କାଳବୈଶାଖୀ ଝଡ଼ବର୍ଷା, ଢେଙ୍କାନାଳ ଜିଲାର ଭୋଟରଙ୍କ ଉତ୍ସାହକୁ କମାଇପାରିନାହିଁ। ହେଲେ ମତଦାନ କେନ୍ଦ୍ରରେ ଦେଖାଦେଇଥିବା ଅବ୍ୟବସ୍ଥାକୁ ନେଇ କେତେକ ସ୍ଥାନରେ ଅସନ୍ତୋଷ ଦେଖାଦେଇଥିଲା। 

ଭୋଟର ଲିଷ୍ଟରେ ଡିଲିଟ ଷ୍ଟାମ୍ପ: ୪ଘଣ୍ଟା ଅପେକ୍ଷା କଲେ, ଭୋଟ ନ ଦେଇ ଫେରିଲେ

ଭୋଟର ଲିଷ୍ଟରେ ଡିଲିଟ ଷ୍ଟାମ୍ପ: ୪ଘଣ୍ଟା ଅପେକ୍ଷା କଲେ, ଭୋଟ ନ ଦେଇ ଫେରିଲେ

ପରଜଙ୍ଗ, ୨୩।୪(ଡି.ଏନ୍‌.ଏ.)- ସକାଳ ୭ଟାରୁ ଅପେକ୍ଷା କରିଥିଲେ ଭୋଟ ଦେବାକୁ। ଦୀର୍ଘ ୪ ଘଣ୍ଟା ପରେ ବୁଥ୍‌ ଭିତରକୁ ଯିବାକୁ ମିଳିଲା ସୁଯୋଗ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri