ସମ୍ବଲପୁର

ଜିଲାପାଳଙ୍କ ବ୍ଲକସ୍ତରୀୟ ଅଭିଯୋଗ ଶିବିର

ଜିଲାପାଳଙ୍କ ବ୍ଲକସ୍ତରୀୟ ଅଭିଯୋଗ ଶିବିର

କେସିଙ୍ଗା,୧୪।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ କଳାହାଣ୍ଡି ଜିଲାପାଳଙ୍କ ବ୍ଲକସ୍ତରୀୟ ଅଭିଯୋଗ ଶିବିର ବିଡିଓ ଭୀମସେନ ଶବରଙ୍କ ନେତୃତ୍ୱରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମପଞ୍ଚାୟତର ୧୦୨ଟି ଗ୍ରାମରୁ ୪୯ଜଣ ଅଭିଯୋଗକାରୀ ସାମିଲ ହୋଇଥିଲେ । ସେମାନେ ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମଙ୍କ ବିଭିନ୍ନ ସମସ୍ୟା, ଦାଦନ ଶ୍ରମିକଙ୍କ ହନ୍ତସନ୍ତ, ରାସ୍ତାଘାଟ ନିର୍ମାଣ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆଦି ବିଷୟରେ ଅଭିଯୋଗ କରିଥିଲେ। ଶିବିରରେ କଳାହାଣ୍ଡି ଉପଜିଲାପାଳ ମିର୍ଦ୍ଧା ଟପ୍ପୋ, କଳାହାଣ୍ଡି ପିଡି ଡିଆରଡିଏ ପ୍ରଶାନ୍ତ କୁମାର ଷଡଙ୍ଗୀ, କେସିଙ୍ଗା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ବେହେରା, ଜିଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ, ଜୋନ-୩ର ଜିଲା ପରିଷଦ ସଭ୍ୟା ନିରୁପମା ସାମଲ, ଲାଇନ ବିଭାଗ ଓ ବ୍ଲକର ସମସ୍ତ କର୍ମଚାରୀ ବୃନ୍ଦ ଯୋଗଦେଇଥିଲେ । ଏହି ଶିବିରରେ ୫ଜଣଙ୍କୁ ନୂତନ ବାର୍ଦ୍ଧକ୍ୟ ଭତ୍ତା ଉପଜିଲାପାଳ, ପିଡିଡିଆରଡିଏ, ବିଡିଓଙ୍କ ମିଳିତ ଭାବରେ ବଣ୍ଟନ କରିଥିଲେ । 

All Right Reserved By

ସମ୍ବଲପୁର

ମାନବବାଦ କ୍ଷେତ୍ରରେ ଭୀମଭୋଇ  ଜଣେ ଉଜ୍ଜ୍ୱଳ ଜ୍ୟୋତିଷ୍କ

ମାନବବାଦ କ୍ଷେତ୍ରରେ ଭୀମଭୋଇ ଜଣେ ଉଜ୍ଜ୍ୱଳ ଜ୍ୟୋତିଷ୍କ

ସୋନପୁର,୧୯।୨(ନି.ପ୍ର.) ସନ୍ଥ କବି ଭୀମଭୋଇ ଧର୍ମ, ସଂସ୍କୃତି, ସାହିତ୍ୟ ମାନବବାଦ କ୍ଷେତ୍ରରେ ଏକ ମହାନ ଏବଂ ଉଜ୍ଜ୍ୱଳମୟ ଜ୍ୟୋତିଷ୍କ। ଯାହାଙ୍କ ଦର୍ଶନ ଏବଂ ଜ୍ଞାନାଲୋକ ସମସ୍ତ ମାନବ ଜାତିକୁ ପଥ ପ୍ରଦର୍ଶନ କରୁଛି।

ରାଣୀପୁର-ଝରିଆଲରେ ବେଆଇନ ଖନନ : ତଦନ୍ତ ନିର୍ଦ୍ଦେଶ ଦେଲେ ଏଏସ୍‌ଆଇ ଅଧୀକ୍ଷକ

ରାଣୀପୁର-ଝରିଆଲରେ ବେଆଇନ ଖନନ : ତଦନ୍ତ ନିର୍ଦ୍ଦେଶ ଦେଲେ ଏଏସ୍‌ଆଇ ଅଧୀକ୍ଷକ

ବଲାଙ୍ଗୀର ଅଫିସ, ୧୯ା୨ : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ(ଏଏସ୍‌ଆଇ) ଅଧିନରେ ଥିବା ରାଣୀପୁର-ଝରିଆଲ ପ୍ରାଚୀନ ଐତିହ୍ୟ ସମୂହ ନିକଟରେ ବେଆଇନ୍‌ ଗାତ ଖୋଳାଯିବା ପରେ ଏବେ ଐତିହାସିକ ଭଗ୍ନ ସ୍ମାରକୀ ଉପରେ ମାଟି ପୋତି ଦିଆଯାଇଛି 

ଅଜ୍ଞତାରୁ ବଢୁଛି ସାଇବର କ୍ରାଇମ୍‌

ଅଜ୍ଞତାରୁ ବଢୁଛି ସାଇବର କ୍ରାଇମ୍‌

ବୀରମହାରାଜପୁର, ୧୮ା୨(ଡି.ଏନ୍‌.ଏ.)

ସମ୍ପ୍ରତି ଇଣ୍ଟରନେଟର ପ୍ରସାର ଯୋଗୁଁ କମ୍ପ୍ୟୁଟର ଓ ସ୍ମାର୍ଟ ଫୋନର ବ୍ୟବହାର ବଢି ଚାଲିଥିବା ବେଳେ ଏହାର ଦୁରୂପଯୋଗ ଅନେକ କ୍ଷେତ୍ରରେ କ୍ଷତି ଘଟାଇ ଚାଲିଛି। ଏଭଳି ଆପରାଧିକ ଘଟଣାକୁ ସାଇବର କ୍ରାଇମ୍‌ କୁହାଯାଉଥିବା ବେଳେ ସମ୍ପ୍ରତି ସାଧାରଣ ଲୋକେ ଏହାର ଶିକାର ହେଉଥିବା ଘଟଣା ପ୍ରତିଦିନ ସାମ୍‌ନାକୁ ଆସୁଛି। ଏଭଳି ଅପରାଧକୁ ରୋକିବା ପାଇଁ ରହିଥିବା ବିଧିବ୍ୟବସ୍ଥା ସମ୍ପର୍କରେ ଲୋକଙ୍କ ଅଜ୍ଞତା ଯୋଗୁଁ ଆପରାଧିକ ଘଟଣା ବୃଦ୍ଧିପାଇଛି।

ନକ୍‌ଆଉଟ ଫୁଟବଲ ଟୁର୍ନାମେଣ୍ଟ: ଧର୍ମଗଡ ଚାମ୍ପିୟନ

ନକ୍‌ଆଉଟ ଫୁଟବଲ ଟୁର୍ନାମେଣ୍ଟ: ଧର୍ମଗଡ ଚାମ୍ପିୟନ

ସେରଗଡ଼,୧୮।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ତୁଳାପଡାଠାରେ ପାଝରାଣୀ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଚାଲିଥିବା ନକଆଉଟ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଧର୍ମଗଡ ଓ ଜାମଖୁଣ୍ଟା ମଧ୍ୟରେ ଅନୁଷ୍ଠିତ ଫାଇନାଲ ଖେଳରେ ଧର୍ମଗଡ ୪-୨ ଗୋଲରେ ବିଜୟୀ ହୋଇ ଚାମ୍ପିୟନ ହୋଇଛି। ଚାମ୍ପିୟନ ଦଳକୁ ୮ ହଜାର ଟଙ୍କା ସହ ଟ୍ରଫି ଏବଂ ରନର୍ସଅପ୍‌ ଦଳକୁ ୬ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ

ବୌଦ୍ଧ,୧୮।୨(ସ୍ବ.ପ୍ର): କାଳିଆ ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଯୋଜନାରେ ରାଜ୍ୟରେ ଜଣେ ହେଲେ ଯୋଗ୍ୟ ଚାଷୀ ଯେପରି ବଞ୍ଚତ୍ତ ହେବେ ନାହିଁ ସେଥିପ୍ରତି ଦୃଷ୍ଟି ଦିଆଯାଉଛି ।

ଓଡିଶା ଷ୍ଟାମ୍ପ ଭେଣ୍ଡର ମହାସଂଘର ଧାରଣା ସମାଧାନ ପାଇଁ ସରକାର ଦୃଷ୍ଟି ଦେବାକୁ ଦାବି

ରାଉରକେଲା ଅଫିସ,୧୮ା୨-ଓଡିଶା ଷ୍ଟାମ୍ପ ଭେଣ୍ଡର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଧାରଣା ଆରମ୍ଭ ହୋଇଛି ା 

‘ଶାସନ ପରିବର୍ତ୍ତନର ବାର୍ତ୍ତାବହ ସାଜିବେ କୃଷକ’

ରାଉରକେଲା ଅଫିସ,୧୮ା ୨-ବିଜେଡି ସରକାର କୃଷକଙ୍କ ସମସ୍ୟାର ସମାଧାନ ପାଇଁ କେବେ ଆଗ୍ରହ ପ୍ରକାଶ କରି ନାହଁାନ୍ତି। ଏଥିପାଇଁ ଶାସନ ପରିବର୍ତ୍ତନର ବାର୍ତ୍ତାବହ ସାଜିବେ ଓଡିଶା କୃଷକ। କୃଷକମାନେ ହେଲେ ସମାଜର ମେରୁଦଣ୍ଡ। 

ବେଲପାହାଡ଼ ବନ୍ଦ

ବେଲପାହାଡ଼,୧୮ା୨(ଡ଼ି.ଏନ୍‌.ଏ): ଜମ୍ମୁକଶ୍ମୀର ପୁଲୱାମାଠାରେ ସଂଘଟିତ ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣରେ ଭାରତର ୪୯ ଜଣ ଯବାନ ଶହୀଦ ହୋଇଛନ୍ତି ା 

ବେଲପାହାଡ଼:୩ କେନ୍ଦ୍ରରେ ମାଟ୍ରିକ   ପରୀକ୍ଷା ଦେବେ ୪୭୫ ଛାତ୍ରୀଛାତ୍ର

ବେଲପାହାଡ଼:୩ କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୪୭୫ ଛାତ୍ରୀଛାତ୍ର

ବେଲପାହାଡ଼,୧୮ା୨(ଡ଼ି.ଏନ୍‌.ଏ.): ଆସନ୍ତା ୨୨ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ା ଏଥିପାଇଁ ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳସ୍ଥିତ ନୋଡ଼ାଲ କେନ୍ଦ୍ର ଗିରିଧରଲାଲ ଉଚ୍ଚ ବିଦ୍ୟାଳୟକୁ ପ୍ରଶ୍ନପତ୍ର ପହଞ୍ଚତ୍ ସାରିଛି ା ପ୍ରଶ୍ନପତ୍ରଗୁଡିକ କଡ଼ା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମରେ ରଖାଯାଇଛି ା

ଅବ୍ୟବସ୍ଥାରେ ଚାଲିଛି ଲିଫ୍ଟ ପଏଣ୍ଟ: ଉପୁଡି ପଡିଛି ଖୁଣ୍ଟ, ଟ୍ରାନ୍ସଫର୍ମର ମୁକୁଳା

ଅବ୍ୟବସ୍ଥାରେ ଚାଲିଛି ଲିଫ୍ଟ ପଏଣ୍ଟ: ଉପୁଡି ପଡିଛି ଖୁଣ୍ଟ, ଟ୍ରାନ୍ସଫର୍ମର ମୁକୁଳା

ବିନିକା, ୧୮ା୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସାରଙ୍ଗପାଲି ଗାଁ। ଅଧିକାଂଶ ଆଦିବାସୀ ସମ୍ପ୍ରଦାୟର ।  ମୁଖ୍ୟ ଜୀବିକା ଧାନଚାଷ ା ଉଠାଜଳସେଚନ ପଏଣ୍ଟ ମାଧ୍ୟରେ ୮୦ହେକ୍ଟର ଜମିରେ ଚାଷ ହୋଇଥାଏ। 

ପୁଲୱାମା ଶହୀଦଙ୍କୁ  କ୍ୟାଣ୍ଡେଲ ଜାଳି ଶ୍ରଦ୍ଧାଞ୍ଜଳି

ପୁଲୱାମା ଶହୀଦଙ୍କୁ କ୍ୟାଣ୍ଡେଲ ଜାଳି ଶ୍ରଦ୍ଧାଞ୍ଜଳି

ଜମନକିରା, ୧୫। ୨ ( ଡି.ଏନ୍‌.ଏ) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମା ଦୁର୍ଗା ମଣ୍ଡପ ସମ୍ମୁଖରେ ପୁଲୱାମା ଶହୀଦଙ୍କ ପାଇଁ ଜମନକିରା ଗ୍ରାମ୍ୟ ଉନ୍ନୟନ କମିଟି ଓ ଗ୍ରାମବାସୀଙ୍କ ପକ୍ଷରୁ କ୍ୟାଣ୍ଡେଲ ଜାଳି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। 

ଶହୀଦଙ୍କୁ ସମ୍ମାନ ଜଣାଇ ଦୋକାନ ବଜାର ବନ୍ଦ

ଶହୀଦଙ୍କୁ ସମ୍ମାନ ଜଣାଇ ଦୋକାନ ବଜାର ବନ୍ଦ

ଚନ୍ଦାହାଣ୍ଡି, ୧୮।୨(ଡି.ଏନ.ଏ): ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ଯବାନମାନଙ୍କ ଅମର ଆତ୍ମାକୁ ସମ୍ମାନ ଜଣାଇ ନବରଙ୍ଗପୁର ବଣିକ ସଂଘ ଦ୍ୱାରା ଦିଆଯାଇଥିବା ବନ୍ଦ ଡାକରାରେ ଚନ୍ଦାହାଣ୍ଡି ବ୍ଲକ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି।