ଜୀବନଚର୍ଯ୍ୟା |

ବୋଝ ନ ପାଲଟୁ ପାଠ ପଢ଼ା...

ବୋଝ ନ ପାଲଟୁ ପାଠ ପଢ଼ା...

ପିଲାର ସ୍ମରଣ ଶକ୍ତି ବଢ଼ାଇବାକୁ ହେଲେ ତାକୁ ଏକ ଶାନ୍ତ ପରିବେଶ ଦେବାକୁ ଚେଷ୍ଟା କରନ୍ତୁ। ଏପରି ଏକ ସକାରାମତ୍କ ପରିବେଶ ପାଇଲେ ସବୁବେଳେ ଖୁସି ରହିବା ସହ ପାଠ ପ୍ରତି ଅଧିକ ଧ୍ୟାନ ଦେବାରେ ସକ୍ଷମ ହୋଇପାରିବ ବୋଲି ଆମେରିକା ଓହିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ପରୀକ୍ଷା ପାଖେଇ ଆସିଲେ ପିଲାକୁ ଲଗାତର ପଢିବାକୁ ବାଧ୍ୟ କରନ୍ତୁ ନାହିଁ। ମଝିରେ ମଝିରେ ତାକୁ ତା’ ପସନ୍ଦର ଜିନିଷ କରିବାକୁ ଦିଅନ୍ତୁ।  ଯେପରିକି ପାଠ ତା’ ପାଇଁ ବୋଝ ନ ହୋଇ ଯିବ। ଏକ୍ସରସାଇଜ୍‌ କେବଳ ଶରୀରକୁ ସୁସ୍ଥତା ପ୍ରଦାନ କରି ନ ଥାଏ। ଏହା ସହିତ  ମସ୍ତିଷ୍କକୁ ବି ସତେଜ ଓ ସନ୍ତୁଳିତ ରଖିଥାଏ। ୨୪ ଘଣ୍ଟା କେବଳ ପାଠ ପ୍ରତି ଧ୍ୟାନ ଦେବା ପରିବର୍ତ୍ତେ ପାଠ ସହିତ ପ୍ରତିଦିନ ସକାଳେ ମାଆମାନେ ନିଜେ ବ୍ୟାୟାମ ବା ଏକ୍ସରସାଇଜ୍‌ କରିବା ବେଳେ ପିଲାଙ୍କୁ ଏଥିରେ ସାମିଲ୍‌ କରିବା ଦରକାର। ନଚେତ୍‌ ସକାଳୁ ପିଲାଙ୍କୁ ଘରଠାରୁ ବାହାରକୁ ନେଇ ଖୋଲା ପରିବେଶରେ ବୁଲାଇ ଆଣିବା ସହ ଯୋଗ ବା ବ୍ୟାୟାମ ଶିଖାଇବା ଆବଶ୍ୟକ। ଏହାଦ୍ୱାରା ପିଲାର ମାନସିକ ଚାପ ହ୍ରାସ ପାଇଥାଏ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।

All Right Reserved By

ଜୀବନଚର୍ଯ୍ୟା |

ସୁସ୍ଥ ଦାନ୍ତ ପାଇଁ...

ସୁସ୍ଥ ଦାନ୍ତ ପାଇଁ...

ସୁସ୍ଥ ଓ ସୁନ୍ଦର ଦାନ୍ତ ସମସ୍ତଙ୍କୁ ପସନ୍ଦ। କାରଣ ଏହା ମୁଖମଣ୍ଡଳର ସୌନ୍ଦଯ୍ୟ ବୃଦ୍ଧି କରିଥାଏ। ଦାନ୍ତ ଅସୁସ୍ଥ ହେଲେ ଏହା ସମ୍ପୂର୍ଣ୍ଣ ଶରୀରକୁ ଅସୁସ୍ଥ କରିଦିଏ ବୋଲି ଡାକ୍ତର କୁହନ୍ତି। 

ଖରାଦିନେ କାହିଁକି ପିଅନ୍ତି ମାଠିଆ ପାଣି

ଖରାଦିନେ କାହିଁକି ପିଅନ୍ତି ମାଠିଆ ପାଣି

ଗରମରେ ଥଣ୍ଡା ପାଣି ପିଇବାକୁ ମନ ହୁଏ। ଏଥିପାଇଁ ଘରେ ଲୋକେ ଫ୍ରିଜ ବ୍ୟବହାର କରିଥାନ୍ତି। ଫ୍ରିଜ ପାଣି ପାଟିକୁ ଭଲ ଲାଗିଥାଏ ହେଲେ ପେଟ ଗରମ ହୋଇଥାଏ। 

ଗର୍ଭବସ୍ଥାରେ ଭ୍ରମଣ କରୁଥିଲେ...

ଗର୍ଭବସ୍ଥାରେ ଭ୍ରମଣ କରୁଥିଲେ...

କୁହାଯାଏ ଗର୍ଭବତୀମାନେ ସବୁବେଳେ ଅଧିକ ଖୁସିରେ ରହିବା ଆବଶ୍ୟକ। କାରଣ ଏହାର ପ୍ରଭାବ ଜନ୍ମିତ ଶିଶୁ ଉପରେ ପଡିଥାଏ। ସେଥିପାଇଁ ଅନ୍ତଃସତ୍ତ୍ୱାମାନଙ୍କୁ ଖୁସିରେ ରଖାଯାଇଥାଏ।

ମହିଳାମାନେ ଡେଟ୍‌ରେ ଗଲାବେଳେ ବ୍ୟାଗ୍‌ରେ ରଖନ୍ତୁ ଏହି ଜିନିଷ: ରହିବେ ସୁରକ୍ଷିତ

ମହିଳାମାନେ ଡେଟ୍‌ରେ ଗଲାବେଳେ ବ୍ୟାଗ୍‌ରେ ରଖନ୍ତୁ ଏହି ଜିନିଷ: ରହିବେ ସୁରକ୍ଷିତ

ବର୍ତ୍ତମାନ ସମୟର ଯୁବପିଢ଼ି ପାର୍ଟନରଙ୍କ ସହିତ ଅଧିକ ସମୟ ବିତାଇବାକୁ ଚାହୁଁଛନ୍ତି। ସେଥିଲାଗି ସେମାନେ ନିଜ ନିଜ ପାର୍ଟନରଙ୍କ ସହ ଡେଟ୍‌ରେ ଯିବାକୁ ପସନ୍ଦ କରିଥାନ୍ତି।

ମଲାଇ କୁଲ୍‌ଫି

ମଲାଇ କୁଲ୍‌ଫି

ବାହାରେ ବିକ୍ରି ହେଉଥିବା ମଲାଇ କୁଲଫିକୁ ଆପଣ ନିଜ ଘରେ ବି ତିଆରି କରିପାରିବେ। ଆସନ୍ତୁ ଜାଣିବା ଏହାର ପ୍ରଣାଳୀ...

ତ୍ୱଚାକୁ ଦିଅନ୍ତୁ ଫ୍ରେଶ୍‌ ଲୁକ୍‌

ତ୍ୱଚାକୁ ଦିଅନ୍ତୁ ଫ୍ରେଶ୍‌ ଲୁକ୍‌

ଯଦି ପାଖରେ କୌଣସି ମେକ୍‌ଅପ ପ୍ରଡକ୍ଟ ନାହିଁ ଏବଂ ଆପଣ ତ୍ୱଚାକୁ ଫ୍ରେଶ୍‌ ଲୁକ୍‌ ଦେବାକୁ ଚାହୁଁଛନ୍ତି ତେବେ ଆପଣାନ୍ତୁ କିଛି ଟିପ୍ସ ...

କୁକିଂ ଟିପ୍ସ...

କୁକିଂ ଟିପ୍ସ...

ଭାତ ପ୍ରସ୍ତୁତ କଲାବେଳେ ପେଯ ବା ମଣ୍ଡରେ ଲେମ୍ବୁ ପାଣି ମିଶାଇ କେଶରେ ଲଗାନ୍ତୁ। ଅଧଘଣ୍ଟା ପରେ ଏହାକୁ ଧୋଇ ଦିଅନ୍ତୁ। କେଶ କୋମଳ ହେବା ସହ ଚମକ ବି ଆସିବ।

ମନି ମ୍ୟାନେଜ୍‌ମେଣ୍ଟ୍‌

ମନି ମ୍ୟାନେଜ୍‌ମେଣ୍ଟ୍‌

ବର୍ତ୍ତମାନ ସମୟରେ କର୍ମଜୀବୀ ଦମ୍ପତିଙ୍କୁ ମନି ମ୍ୟାନେଜ୍‌ମେଣ୍ଟ୍‌ କରିବା ଏତେ ସହଜ ନୁହେଁ। କାରଣ ଖର୍ଚ୍ଚ ଉପରେ ଠିକ୍‌ ଭାବରେ ନଜର ରଖିବା ସହ ଅଯଥା ଖର୍ଚ୍ଚରେ ଲଗାମ ଦେବାକୁ ପଡ଼ିଥାଏ। ତେବେ ଏହି ମନି ମ୍ୟାନେଜମେଣ୍ଟ କିପରି କରିବେ ଜାଣନ୍ତୁ ସେ ସମ୍ପର୍କରେ...

ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌....

ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌....

ବାୟୁପ୍ରଦୂଷଣ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କର ହରମୋନସ୍ତରରେ ଅନିୟମିତତା ଦେଖାଦେଇଥାଏ।

ମାନସିକ ଶାନ୍ତି ଆଣିଥାଏ ଏହି ବ୍ୟାୟାମ...

ମାନସିକ ଶାନ୍ତି ଆଣିଥାଏ ଏହି ବ୍ୟାୟାମ...

ଆଖି ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ପ୍ରତିଦିନ ଆଖିର ବ୍ୟାୟାମ କଲେ ସୁଫଳ ମିଳିଥାଏ। 

ହାତରୁ ଲୁଣ ପଡ଼ିଗଲେ ହୋଇଥାଏ ଏହି କ୍ଷତି

ହାତରୁ ଲୁଣ ପଡ଼ିଗଲେ ହୋଇଥାଏ ଏହି କ୍ଷତି

ଲୁଣ ବିନା ଖାଦ୍ୟର ସ୍ବାଦ ନାହିଁ। କିନ୍ତୁ ଜାଣିଛନ୍ତି ଲୁଣ ହାତରୁ ପଡ଼ିଗଲେ ଜୀବନରେ କ’ଣ ସମସ୍ୟା ସୃଷ୍ଟି ହୋଇଥାଏ। ବାସ୍ତୁଶାସ୍ତ୍ର ଅନୁସାରେ, ଲୁଣକୁ ଠିକ୍‌ ଭାବେ ନ ରଖିଲେ ଏହା ଆମ ଜୀବନରେ କୁପ୍ରଭାବ ପକାଇଥାଏ। 

ଉପବାସ କଲେ କିଛି ଫଳ ମିଳେନି

ଉପବାସ କଲେ କିଛି ଫଳ ମିଳେନି

କେତେକଙ୍କ ମତରେ ଉପବାସ କଲେ ସୁଫଳ ମିଳିଥାଏ। ଏହାଦ୍ୱାରା ଜଣେ ଦୀର୍ଘଜୀବୀ, ନୀରୋଗ ରହିପାରେ ମାତ୍ର ଗବେଷଣା ଏହାକୁ ଭୁଲ୍‌ ପ୍ରମାଣିତ କରିଛି। ବରଂ ଉପବାସ କଲେ...


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri