ଜାତୀୟ |

ବିପଦକୁ ନିଘା ନାହିଁ: ଭୂକମ୍ପ ଜୋନ୍‌ରେ ଦେଶର ୩୮ ସହର

ବିପଦକୁ ନିଘା ନାହିଁ: ଭୂକମ୍ପ ଜୋନ୍‌ରେ  ଦେଶର ୩୮ ସହର

ନୂଆଦିଲ୍ଲୀ,୧୭।୧: ଦେଶର ୩୮ଟି ସହର ଭୂକମ୍ପ ଜୋନ୍‌ରେ ରହିଛି। ଏସବୁ ସହରକୁ ଭୂକମ୍ପ ପ୍ରବଣ ଜୋନ୍‌-୫ ଭାବେ ସୂଚିତ କରାଯାଇଛି। ସେହିପରି ୬୦ ପ୍ରତିଶତ ଭୂଭାଗ ଅସୁରକ୍ଷିତ ବୋଲି ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦେଶରେ ଅନେକ କୋଠାବାଡ଼ିର ନିର୍ମାଣ ଭୂକମ୍ପକୁ ଦୃଷ୍ଟିରେ ରଖି କରାଯାଇ ନାହିଁ। ଦିଲ୍ଲୀ ମେଟ୍ରୋର କେତେକ ନିର୍ମାଣକୁ ଭୂକମ୍ପ ସହିବା ଭଳି କରାଯାଇଛି। ତେବେ ଅନ୍ୟ ଅଞ୍ଚଳରେ ଏଭଳି ନିର୍ମାଣକୁ ଅଣଦେଖା କରାଯାଉଥିବା ଦେଖିବାକୁ ମିଳିଛି। ଦିଲ୍ଲୀ, ପାଟନା, ଶ୍ରୀନଗର, କୋହିମା, ପୁଡୁଚେରୀ, ଗୌହ୍ବାଟି, ଗ୍ୟାଙ୍ଗଟକ୍‌, ଶିମଲା, ଡେରାଡୁନ୍‌, ଇମ୍ଫାଲ୍‌, ଚଣ୍ଡିଗଡ଼,ଅମ୍ବାଲା, ଅମୃତସର, ଲୁଧିଆନା, ରୁର୍‌କୀ ଆଦି ଜୋନ୍‌-୪ରୁ ୫ ମଧ୍ୟରେ ଆସୁଛି। ଏଠାରେ ତୀବ୍ର ଭୂକମ୍ପ ହେବାର ଆଶଙ୍କା ରହିଛି। ସେହିପରି ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଗୁଜରାଟ, ଉତ୍ତର ବିହାର, ଆଣ୍ଡାମାନ୍‌-ନିକୋବରର କେତେକ ଅଞ୍ଚଳ ଭୂକମ୍ପ ଜୋନ୍‌-୫ରେ ରହିଛି। ଏସବୁ ଅଞ୍ଚଳରେ ଭୂକମ୍ପ ସହି ପାରୁଥିବା ନିର୍ମାଣ କରିବାକୁ ସରକାରୀ ଭାବେ ସତର୍କ ସୂଚନା ଜାରି ହୋଇଛି।

All Right Reserved By

ଜାତୀୟ |

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି। 

ସ୍ତ୍ରୀଙ୍କ ପାଇଁ ପ୍ରଚାର କଲେ ଶତ୍ରୁଘ୍ନ ସିହ୍ନା: କଂଗ୍ରେସ କହିଲା, ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ

ସ୍ତ୍ରୀଙ୍କ ପାଇଁ ପ୍ରଚାର କଲେ ଶତ୍ରୁଘ୍ନ ସିହ୍ନା: କଂଗ୍ରେସ କହିଲା, ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ

ଲକ୍ଷ୍ନୌ, ୧୮।୪: ଭାଜପା ଛାଡି କଂଗ୍ରେସରେ ଯୋଗଦେବାର ମାସେ ନ ପୂରୁଣ ଶତ୍ରୁଘ୍ନ ସିହ୍ନାଙ୍କ ନାଁରେ ଦଳରେ ବିରୋଧାଭାସ ଉଠିଛି। 

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। 

ରାହୁଲଙ୍କ ବିରୋଧରେ ମାନହାନି ମାମଲା

ରାହୁଲଙ୍କ ବିରୋଧରେ ମାନହାନି ମାମଲା

ପାଟନା, ୧୮।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁରେ ଗୁରୁବାର ମାନହାନି ମାମଲା ଦାଏର କରିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି। 

 କାହିଁକି ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପ୍‌ଡେଟ୍‌ ଦେଉଛି ପାକିସ୍ତାନ ଗଣମାଧ୍ୟମ

କାହିଁକି ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପ୍‌ଡେଟ୍‌ ଦେଉଛି ପାକିସ୍ତାନ ଗଣମାଧ୍ୟମ

ନୂଆଦିଲ୍ଲୀ,୧୮।୪: ଭାରତରେ ହେଉଥିବା ଲୋକ ସଭା ନିର୍ବାଚନକୁ ନେଇ ବିଶ୍ୱର ଅନ୍ୟ ଦେଶ ତୁଳନାରେ ପାକିସ୍ତାନର ଆଗ୍ରହ ଖୁବ୍‌ ଅଧିକ ଥିବା ପରିଲକ୍ଷିତ ହୋଇଛି। 

ମାଓବାଦୀଙ୍କ ଦ୍ୱାରା ଆଇଇଡି ବ୍ଲାଷ୍ଟ: ଯବାନ ଆହତ

ମାଓବାଦୀଙ୍କ ଦ୍ୱାରା ଆଇଇଡି ବ୍ଲାଷ୍ଟ: ଯବାନ ଆହତ

ରାଜନନ୍ଦଗାଁଓ,୧୮।୪: ଛତିଶଗଡ଼ର ରାଜନନ୍ଦଗାଁଓ ନିକଟରେ ମାଓବାଦୀଙ୍କ ଦ୍ୱାରା ଗୁରୁବାର କରାଯାଇଥିବା ଆଇଇଡି ବିସ୍ଫୋରଣରେ ଆଇଟିବିପିର ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। 

ବିବାହ ସାରି ଶାଶୁଘର ଯାଉଥିଲେ କନ୍ୟା: ଅପହରଣ କରିନେଲେ ଦୁର୍ବୃତ୍ତ

ବିବାହ ସାରି ଶାଶୁଘର ଯାଉଥିଲେ କନ୍ୟା: ଅପହରଣ କରିନେଲେ ଦୁର୍ବୃତ୍ତ

ଜୟପୁର, ୧୮।୪: ରାଜସ୍ଥାନ ଜୟପୁରର ନାଗଓ୍ବା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। 

ଭାଜପା ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼

ଭାଜପା ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼

ନୂଆଦିଲ୍ଲୀ,୧୮।୪: ଭାଜପାର ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼ ହୋଇଛି।

ନକ୍ସଲଗଡରେ ଯୁବତୀ ଖୋଲିଲେ ମେଡିକାଲ ଷ୍ଟୋର

ନକ୍ସଲଗଡରେ ଯୁବତୀ ଖୋଲିଲେ ମେଡିକାଲ ଷ୍ଟୋର

ରାୟପୁର, ୧୮।୪: ଛତିଶଗତର ଅବୁଝମାଡ ଅଞ୍ଚଳକୁ ନକ୍ସଲଙ୍କ ଗଡ ବୋଲି କୁହାଯାଏ।

ଭାଜପା ଏମ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍‌କୁ ଯିବା ଉପରେ ଲାଗିଲା କଟକଣା

ଭାଜପା ଏମ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍‌କୁ ଯିବା ଉପରେ ଲାଗିଲା କଟକଣା

ବୁଲନ୍ଦସହର,୧୮।୪: ଉତ୍ତରପ୍ରଦେଶରେ ୮ଟି ଆସନ ପାଇଁ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏହି ନିର୍ବାଚନ ସମୟରେ କେତେକ ସ୍ଥାନରେ ନିର୍ବାଚନୀ ହିଂସା ଦେଖାଦେଇଥିବା ବେଳେ ବହୁ ବିବାଦ ମଧ୍ୟ ଲାଗି ରହିଛି। 

ପ୍ରାର୍ଥିପତ୍ର ଦାଖଲ କଲେ ପୁନମ

ପ୍ରାର୍ଥିପତ୍ର ଦାଖଲ କଲେ ପୁନମ

ଲକ୍ଷ୍ନୌ,୧୮।୪: ବଲିଉଡ୍‌ ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ପତ୍ନୀ ପୁନମ ସିହ୍ନା ଲକ୍ଷ୍ନୌ ସଂସଦୀୟ ନିର୍ବାଚନମଣ୍ଡଳୀରୁ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। 

ବୁର୍ଖା ପିନ୍ଧି ପୁରୁଷମାନେ ଭୋଟ ଦେଉଥିବା ଅଭିଯୋଗ ଆଣିଲେ ଭାଜପା ନେତା

ବୁର୍ଖା ପିନ୍ଧି ପୁରୁଷମାନେ ଭୋଟ ଦେଉଥିବା ଅଭିଯୋଗ ଆଣିଲେ ଭାଜପା ନେତା

ଲକ୍ଷ୍ନୌ,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ଉତ୍ତର ପ୍ରଦେଶର ଅମରୋହାରୁ ଭାଜପା ଏମ୍‌ପି ପ୍ରାର୍ଥୀ ଥିବା କନଓ୍ବର ସିଂ ତନଓ୍ବର ଏକ ଅଭିଯୋଗ ଆଣିଛନ୍ତି। 


Model This Week

କ୍ରିଷ୍ଣା
Why Dharitri