ଅପରାଧ | ଉପକୂଳ ଓଡିଶା

୨ ବିଦେଶୀ ମୃତ ପକ୍ଷୀ ଜବତ, ଜଣେ ଗିରଫ

 ୨ ବିଦେଶୀ ମୃତ ପକ୍ଷୀ ଜବତ, ଜଣେ ଗିରଫ

ଟାଙ୍ଗୀ(ଖୋର୍ଦ୍ଧା),୧୭ା୧(ଡି.ଏନ.ଏ.)-ଟାଙ୍ଗୀ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ ଗୁରୁବାର ଭୋର ସମୟରେ ଚିଲିକା ଉପକୂଳ ଅଭିମାନପୁର ରିଂ ବନ୍ଧ ଅଞ୍ଚଳରୁ ୨ ବିଦେଶୀ ମୃତ ପକ୍ଷୀ ଜବତ କରିଛନ୍ତି। ଏ ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଉଛନ୍ତି ଉଜଳା ଗୋପୀନାଥପୁର ଗ୍ରାମର ନବ ଭୋଳ(୪୦)। ପାଟ୍ରୋଲିଂ ସମୟରେ ବନ୍ୟପ୍ରାଣୀ କର୍ମଚାରୀ ରିିଂ ବନ୍ଧରୁ ମୃତ ପକ୍ଷୀ ଜବତ କରିବା ସହ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଚଢ଼ାଉରେ ବନରକ୍ଷୀ ଶିବ ପ୍ରସାଦ ପଲାଇ ଓ ଲକ୍ଷବଚ୍ଚ ବେହେରା ସାମିଲ ଥିବା ବନ୍ୟପ୍ରାଣୀ ବିଭାଗ ସୂତ୍ରରୁ ଜଣାପଡିଛି।

All Right Reserved By

ଅପରାଧ | ଉପକୂଳ ଓଡିଶା

ଦେଶୀ ମଦ ଜବତ: ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଦେଶୀ ମଦ ଜବତ: ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ବନ୍ତ,୨୧ା୪(ଡି.ଏନ୍‌.ଏ): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଚଣ୍ଡିପୁର ଗ୍ରାମରେ ଶନିବାର ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଛି।

ନକଲି ବିଦେଶୀ ମଦ କାରଖାନା ଠାବ, ୪ ଗିରଫ

ନକଲି ବିଦେଶୀ ମଦ କାରଖାନା ଠାବ, ୪ ଗିରଫ

ସୋର, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର ଭୋତ୍ରାଙ୍କ ନିର୍ଦ୍ଦେଶକ୍ରମେ କଟକ ଅବକାରୀ ଗୋଇନ୍ଦା ବିଭାଗ, ମୋବାଇଲ ସ୍କ୍ବାଡ଼, ସୋର ଅବକାରୀ ଓ ନୀଳଗିରି ଅବକାରୀ ବିଭାଗର ମିଳିତ ଉଦ୍ୟମରେ ଖଇରା ଓ ସିମୁଳିଆ ଥାନା ଅଧିନରେ ନକଲି ମଦ କାରଖାନା ଠାବ କରାଯାଇଛି।

ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ

ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ

ବଲାଙ୍ଗୀର ଅଫିସ, ୨୦ା୪ : ବଲାଙ୍ଗୀର ସଦର ଥାନା ଅଞ୍ଚଳର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। 

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ମାଲକାନଗିରି,୨୦।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଥିବା ସବ୍‌ଜେଲ୍‌ରୁ ଶନିବାର ଜଣେ ବିଚାରାଧୀନ କଏଦୀ ଡାକ୍ତରଖାନାରୁ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ରାଜୁ ବାରୋଇ(୩୫)। 

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ପରଜଙ୍ଗ,୨୦।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୋ ପଞ୍ଚାୟତ ଦଲକ ସାହିରେ ଶନିବାର ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି।

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ପୋଲିସର ତଦନ୍ତ ଆରମ୍ଭ

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ପୋଲିସର ତଦନ୍ତ ଆରମ୍ଭ

ପୋଲସରା, ୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଶୁକ୍ରବାର ରାତିରେ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

ଯାଜପୁରରୋଡ଼ରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୩ ଗିରଫ

ଯାଜପୁରରୋଡ଼ରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୩ ଗିରଫ

ଯାଜପୁରରୋଡ଼ ୧୯।୪(ନି.ପ୍ର.): ଯାଜପୁରରୋଡ କେନ୍ଦୁଝର ରେଳଷ୍ଟେଶନ ସାଇ ମନ୍ଦିର ଲେଭଲକ୍ରସିଂ ନିକଟରୁ ଯାଜପୁରରୋଡ଼ ପୋଲିସ ଚଢାଉକରି ଜଣେ ମହିଳାଙ୍କ ସମେତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। 

ଝାରପଡ଼ା ଜେଲକୁ ସ୍ଥାନାନ୍ତର ହେଲେ ଟିଟୋ

ଝାରପଡ଼ା ଜେଲକୁ ସ୍ଥାନାନ୍ତର ହେଲେ ଟିଟୋ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଟିଟୋଙ୍କୁ କେନ୍ଦ୍ରାପଡ଼ାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଝାରପଡ଼ା ଜେଲକୁ ଆସିଛନ୍ତି  ଟିଟୋ।

ଯୁବକଙ୍କୁ ଗଛରେ ବାନ୍ଧି ପିଟିବା ଘଟଣା :  ଓଏଚ୍‌ଆର୍‌ସିରେ ଅଭିଯୋଗ

ଯୁବକଙ୍କୁ ଗଛରେ ବାନ୍ଧି ପିଟିବା ଘଟଣା : ଓଏଚ୍‌ଆର୍‌ସିରେ ଅଭିଯୋଗ

କଟକ ଅଫିସ, ୧୯।୪- ବାଙ୍କୀ ଥାନା ଅଧୀନ ବାଉଁଶପୁଟ ପଞ୍ଚାୟତ ପାଳପୁଟ ଗଁାଦାଣ୍ଡର ଏକ ନଡ଼ିଆଗଛରେ ଗତ ମାର୍ଚ୍ଚ ୨୪ ତାରିଖରେ କେତେଜଣ ଯୁବକ ଟିଲୁ ପାତ୍ର(୧୮)ଙ୍କୁ ବାନ୍ଧି ନିସ୍ତୁକ ପିଟିଥିଲେ। ଲୁହାଛଡ଼ରେ ଟିଲୁଙ୍କୁ ଅମାନୁଷିକ ଭାବେ ପିଟିବା ସହିତ ତାଙ୍କ ପାଦରେ ଶାବଳ ପକାଇ ଚଢିଯାଇଥିଲେ।

 ମଦ ଜବତ, ୪ ଗିରଫ

ମଦ ଜବତ, ୪ ଗିରଫ

ରାୟଗଡା ଅଫିସ୍‌, ୧୮।୪-  ରାୟଗଡା ପୋଲିସ  ୨ଟି ସ୍ଥାନରେ ଚଢ଼ାଉ କରି ୭୦ଲିଟର ବିଦେଶୀ ମଦ ଜବତ କରିିବା ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ମନୋଜ ନାୟକ, ପି.ରାବଣା, ରଞ୍ଜିତ ସାହୁ ଏବଂ ଜଗନ୍ନାଥ ସାହୁ ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri