ଉପକୂଳ ଓଡିଶା

ବିଶ୍ୱନାଥ ଦେବ କ୍ରିକେଟ: ଧାନଚାଙ୍ଗଡ଼ା ସେମିରେ

ଭାପୁର,୧୭ା୧(ଡି.ଏନ.ଏ.)-ଭାପୁର ବ୍ଲକ ବାଉଁଶବାଟୀ ଗ୍ରାମର ବିଶ୍ୱନାଥ ଦେବ କ୍ରିକେଟ କ୍ଲବ୍‌ ଆନୁକୂଲ୍ୟରେ ୫ମ ଟି-୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଆୟୋଜିତ ହେଉଛି।  ଗୁରୁବାର ଖେଳରେ ଧାନଚାଙ୍ଗଡ଼ା ଦଳ ୨ ରନ୍‌ରେ ଚକ୍ରଧର ପ୍ରସାଦକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି। ଟସ୍‌ ଜିଣି ଚକ୍ରଧର ପ୍ରସାଦ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଧାନଚାଙ୍ଗଡ଼ା ପ୍ରଗତି ଓ୍ବାରିଅର ନିର୍ଦ୍ଧାରିତ ୨୦ ଓଭର୍‌ରେ ସମସ୍ତ ଉଇକେଟ ହରାଇ ୧୩୨ ରନ୍‌ ସଂଗ୍ରହ କରିଥିଲା। ଜବାବରେ ଚକ୍ରଧର ପ୍ରସାଦ ଏମ୍‌ବିଡି କ୍ରିକେଟ କ୍ଲବ୍‌ ୧୯.୪ ଓଭରରେ ୧୩୦ ରନ୍‌ କରି ହାରିଯାଇଥିଲା। ସୂର୍ଯ୍ୟକାନ୍ତ ପ୍ରଧାନ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ଖେଳ ପରିଚାଳନା କରିଥିଲେ ସୁରେଶ କୁମାର ମହାପାତ୍ର ଓ ଯୋଗେଶ କୁମାର ସାମନ୍ତରାୟ। ଶୁକ୍ରବାର ଖେଳ ଭାପୁର ଓ ବନମାଳିପୁର କ୍ରିକେଟ କ୍ଲବ୍‌ମଧ୍ୟରେ ହେବ। 

All Right Reserved By

ଉପକୂଳ ଓଡିଶା

କାଳବୈଶାଖୀ: ତୋଫାନରେ ଉଡ଼ିଲା ଛପର  ଅମଳ ଚିନାବାଦାମ ନଷ୍ଟ, ଚିନ୍ତାରେ ଚାଷୀ

କାଳବୈଶାଖୀ: ତୋଫାନରେ ଉଡ଼ିଲା ଛପର ଅମଳ ଚିନାବାଦାମ ନଷ୍ଟ, ଚିନ୍ତାରେ ଚାଷୀ

କୃଷ୍ଣପ୍ରସାଦ,୨୩ା୪(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସୋମବାର ସନ୍ଧ୍ୟା ୫ଟାରେ କାଳବୈଶାଖୀଜନିତ ବର୍ଷା, ତୋଫାନ ଜନ ସାଧାରଣଙ୍କୁ ଆତଙ୍କିତ କରିଛି ।

ମିଳିଲାନି ହେଲିପ୍ୟାଡ୍‌, ଫେରିଗଲେ ଧର୍ମେନ୍ଦ୍ର

ମିଳିଲାନି ହେଲିପ୍ୟାଡ୍‌, ଫେରିଗଲେ ଧର୍ମେନ୍ଦ୍ର

ଜଗତ୍‌ସିଂହପୁର ଅଫିସ, ୨୩।୪: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାଜପା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀ ସତ୍ୟବ୍ରତ ମହାପାତ୍ରଙ୍କ ସପକ୍ଷରେ ପ୍ରଚାର ପାଇଁ ରୋଡ୍‌ ଶୋ କରିବାର କାର୍ଯ୍ୟକ୍ରମ ଥିଲା। 

ମଇଦାନରେ ୪ ପୂର୍ବତନ ମନ୍ତ୍ରୀ

ମଇଦାନରେ ୪ ପୂର୍ବତନ ମନ୍ତ୍ରୀ

ଯାଜପୁର ଅଫିସ,୨୩।୪: ଯାଜପୁର ଜିଲା ପ୍ରାକୃତିକ ସମ୍ପଦରେ ଭରପୂର ହୋଇରହିଛି। ଶିଳ୍ପ କ୍ଷେତ୍ରରେ ମଧ୍ୟ ଏହି ଜିଲା ସମୃଦ୍ଧ। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଜିଲାକୁ ପଛୁଆ କରିଦେଇଛି। 

ପାଟକୁରା ବିଧାନସଭା ନିର୍ବାଚନ ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ସିଇଓ

ପାଟକୁରା ବିଧାନସଭା ନିର୍ବାଚନ ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ସିଇଓ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ପାଟକୁରା  ବିଧାନସଭା ନିର୍ବାଚନ ପ୍ରସଙ୍ଗରେ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୋମବାର ପ୍ରତିକ୍ରିୟା ରଖିଛନ୍ତି।

  କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। 

ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ନିରାକାରପୁର,୨୧ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥ ମନ୍ଦାକିନୀ ନଦୀ ଗାର୍ଡଓ୍ବାଲ୍‌ରେ ଏକ ଟ୍ରକ୍‌ ପିଟିହୋଇ ରବିବାର ପୂର୍ବାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। 

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ରତ୍ନଗିରି,୨୧ା୪(ଡି.ଏନ.ଏ.)- ବରୀ ବ୍ଲକ ଅଧୀନ ଉଦୟନାଥପୁର ପଞ୍ଚାୟତ ଉଦୟନାଥପୁର ଗ୍ରାମର ସୂର୍ଯ୍ୟକାନ୍ତ ସାମଲଙ୍କ ଘରେ ରବିବାର ଅଗ୍ନିକାଣ୍ଡ ଘଟି ୨ ବଖରା ଜଳିଯାଇଛି। 

  ଜଙ୍ଗଲରୁ  ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ ପାଣିପୋଇଲା ସାନହାମରା ଜଙ୍ଗଲରୁ ରବିବାର  ଏକ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।

   ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତ  ଆଡ଼ଚେର ଗ୍ରାମରେ ଶନିବାର ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି।

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି ହୋଇଯାଇଛି।

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ଅଫିସ,୨୧।୪: ଏପ୍ରିଲ ୨୩ରେ ଜିଲାର ନୟାଗଡ଼ ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଏଠାରେ କେଉଁ ପ୍ରାର୍ଥୀ ଜିତିବେ ତାହାକୁ ନେଇ ଚା ଖଟିଠୁ ଆରମ୍ଭ କରି ପାନ ଦେକାନ ଯାଏ ସବୁଠି ଚର୍ଚ୍ଚା ଚାଲିଛି।

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର;  ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର; ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଅଫିସ,୨୧। ୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ ନିର୍ବାଚନୀ ପରିବେଶ ବେଶ୍‌ ସରଗରମ ହୋଇଛି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri