ମେଟ୍ରୋ | ଉପକୂଳ ଓଡିଶା

ରାସ୍ତା ପାଇଁ ରାସ୍ତାରେ ବସିଲେ ଗ୍ରାମବାସୀ

ରାସ୍ତା ପାଇଁ ରାସ୍ତାରେ ବସିଲେ ଗ୍ରାମବାସୀ
ନିଶ୍ଚିନ୍ତକୋଇଲି,୧୯।୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲ ଅଧୀନସ୍ଥ  ରାମକୃଷ୍ଣପୁର ଗ୍ରାମର ମଳିକସହିକୁ ରାସ୍ତା ନଥିବାରୁ ଏହାର ପ୍ରତିବାଦରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଧାରଣାରେ ବସିଛନ୍ତି । ଦୀର୍ଘଦିନ ହେବ ରାସ୍ତା ପାଇଁ ତହସିଲର ଦ୍ବାରସ୍ଥ ହୋଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଗ୍ରାମବାସୀ ଏହିପରି ପଦକ୍ଷେପ ନେଇଥିବା କହିଛନ୍ତି।
All Right Reserved By

ମେଟ୍ରୋ | ଉପକୂଳ ଓଡିଶା

ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ନିରଞ୍ଜନଙ୍କ କଡା ଆଭିମୁଖ୍ୟ: ୬ ଜଣଙ୍କୁ ବହିଷ୍କାର

ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ନିରଞ୍ଜନଙ୍କ କଡା ଆଭିମୁଖ୍ୟ: ୬ ଜଣଙ୍କୁ ବହିଷ୍କାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରବିିବାର ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

ବିଜୟଙ୍କ ପାଇଁ ପୁଣି ଅଗ୍ନିପରୀକ୍ଷା: ବେଦୁଙ୍କ ପରଲୋକ ଯୋଗୁ ସ୍ଥଗିତ ହେବ ପାଟକୁରା ବିଧାନସଭା ନିର୍ବାଚନ

ବିଜୟଙ୍କ ପାଇଁ ପୁଣି ଅଗ୍ନିପରୀକ୍ଷା: ବେଦୁଙ୍କ ପରଲୋକ ଯୋଗୁ ସ୍ଥଗିତ ହେବ ପାଟକୁରା ବିଧାନସଭା ନିର୍ବାଚନ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପାଟକୁରା ବିଧାୟକ ତଥା  ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ବିୟୋଗ ପରେ ଏହି ନିର୍ବାଚନମଣ୍ଡଳୀରେ ନିର୍ବାଚନ ସ୍ଥଗିତ ହେବା ନେଇ ଏକପ୍ରକାର ନିିଶ୍ଚିତ ହୋଇଯାଇଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୩୫୪ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୩ ଜଣ କୋଟିପତି; ପିନାକୀ, ବବି ସବୁଠୁ ଧନୀ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୩୫୪ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୩ ଜଣ କୋଟିପତି; ପିନାକୀ, ବବି ସବୁଠୁ ଧନୀ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଆସନ୍ତା ୨୩  ତାରିଖରେ ରାଜ୍ୟର ୬ ଲୋକ ସଭା ଏବଂ ୪୨ଟି ବିଧାନସଭା ଆସନରେ ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ କରାଯିବ। ଏହି ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳରୁ  ଓ ସ୍ବାଧୀନ ଭାବେ ୩୫୬ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି।

ଐତିହ୍ୟ ପଦଯାତ୍ରାରେ ସଙ୍ଗୀତର ଯୁଗଳବନ୍ଦୀ: ଖଣ୍ଡଗିରି, ଉଦୟଗିରି ଇତିହାସ ଜାଣିଲେ ପଯର୍ର୍‌ୟଟକ

ଐତିହ୍ୟ ପଦଯାତ୍ରାରେ ସଙ୍ଗୀତର ଯୁଗଳବନ୍ଦୀ: ଖଣ୍ଡଗିରି, ଉଦୟଗିରି ଇତିହାସ ଜାଣିଲେ ପଯର୍ର୍‌ୟଟକ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ଭୁବନେଶ୍ୱରରେ ଚାଲିଥିବା ଐତିହ୍ୟ ପଦଯାତ୍ରାରେ ପ୍ରଥମଥର ଯୋଡି ହୋଇଛି ସଙ୍ଗୀତର ଯୁଗଳବନ୍ଦୀ। ଶନିବାର ଖଣ୍ଡଗିରି ଓ ଉଦୟଗିରିରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ମଜା ନେଇଛନ୍ତି ପର୍ଯ୍ୟଟକ। 

ମତଦାନ ଲାଗି ସଚେତନ କଲେ ଛାତ୍ରୀଛାତ୍ର

ମତଦାନ ଲାଗି ସଚେତନ କଲେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଓ କଟକ ସମେତ ୬ ଲୋକ ସଭା କ୍ଷେତ୍ରରେ ଅନୁଷ୍ଠିତ ହେବ।  

ନିର୍ବାଚନ ପାଇଁ ପୋଲିସ କମିଶନରଙ୍କ ବୈଠକ: ଟ୍ବିନ୍‌ସିଟିରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ନିର୍ବାଚନ ପାଇଁ ପୋଲିସ କମିଶନରଙ୍କ ବୈଠକ: ଟ୍ବିନ୍‌ସିଟିରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨୧ା୪ (ବ୍ୟୁରୋ)- କଟକ ଓ ଭୁବନେଶ୍ୱରରେ ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ପାଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ଖସୁଛି ପାରଦ, ୨୨ ଯାଏ ଜାରି ରହିବ କାଳବୈଶାଖୀ: ଆଜି ୬ ଜିଲାରେ କୁଆପଥର ବୃଷ୍ଟି ସମ୍ଭାବନା

ଖସୁଛି ପାରଦ, ୨୨ ଯାଏ ଜାରି ରହିବ କାଳବୈଶାଖୀ: ଆଜି ୬ ଜିଲାରେ କୁଆପଥର ବୃଷ୍ଟି ସମ୍ଭାବନା

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ରାଜ୍ୟରେ ଦୁଇଦିନ ହେବ ତାତି କମିବାରେ ଲାଗିଛି। ଶନିବାର ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ ସୋନପୁରରେ ସର୍ବନିମ୍ନ ୧୭.୪ ଡିଗ୍ରୀ ରେକର୍ଡ କରାଯାଇଛି।

ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ରାଜଧାନୀରେ ଲଜ୍ଜା। ବଳାତ୍କାରର ଶିକାର ହୋଇଛନ୍ତି ଜଣେ ୬ ବର୍ଷର ଶିଶୁ କନ୍ୟା। ଶହୀଦନଗର ଥାନାଞ୍ଚଳରେ ଘଟିଛି ଏହି ସ୍ପର୍ଶକାତର ଘଟଣା। 

ନିର୍ବାଚନ ପାଇଁ ଅବକାରୀ ବିଭାଗର ଚଢାଉ :୪୧ ଦିନରେ ୧୮୬ ଗିରଫ

ନିର୍ବାଚନ ପାଇଁ ଅବକାରୀ ବିଭାଗର ଚଢାଉ :୪୧ ଦିନରେ ୧୮୬ ଗିରଫ

କଟକ ଅଫିସ, ୨୦ା୪- ଚଳିତ ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ କଟକରେ ବେଆଇନ ନିଶା କାରବାରକୁ ରୋକିବା ପାଇଁ ସ୍ବତନ୍ତ୍ର ଅପରେଶନ ଚାଲୁ ରହିଛି। ଗତ ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଅପରେଶନର ଶୁକ୍ରବାର ସୁଦ୍ଧା ୨୦୪ଟି ମାମଲା ରୁଜୁ କରାଯାଇଥିବାବେଳେ ୧୮୬ ଜଣଙ୍କୁ ଗିରଫ କରାଯାଇଛି

ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ହେଲେ ଗଦାଧର ମଲ୍ଲିକ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶନିବାର ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ଭାବେ ଗଦାଧର ମଲ୍ଲିକଙ୍କୁ ନିଯୁକ୍ତି ଦେଇଛନ୍ତି। 

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଭାବେ କମଳାକାନ୍ତ ମହାପାତ୍ରଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। 

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଦୀର୍ଘ ଦିନ ଧରି ଲୋକଙ୍କ ପାଇଁ କାମ କରିଛନ୍ତି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri