ଫୁରସତ |

ଗାଧୋଇବାବେଳେ ଏହି ଅଙ୍ଗରେ ପ୍ରଥମେ ପାଣି ପକାଇବା ମନା କାହିଁକି...

ଗାଧୋଇବାବେଳେ ଏହି ଅଙ୍ଗରେ ପ୍ରଥମେ ପାଣି ପକାଇବା ମନା କାହିଁକି...

ଗାଧୋଇବା ସମୟରେ କେତେକ ସାବଧାନତା ପ୍ରତି ଦୃଷ୍ଟି ହେବାର ରହିଛି ଆବଶ୍ୟକତା। ଏପରି ନ କଲେ ଶରୀର ଅସୁସ୍ଥ ହେବା ସହିତ ପାରାଲିସିସ୍‌ ହେବାର ମଧ୍ୟ ଆଶଙ୍କା ରହିଥାଏ। ଗାଧୋଇବା ସମୟରେ ପ୍ରଥମେ ପାଦ ଏହାପରେ ଗୋଡ଼ କ୍ରମରେ ଅଣ୍ଟା ଓ ପେଟ ଶେଷରେ ମୁଣ୍ଡରେ ପାଣି ଢ଼ାଳିବା ଆବଶ୍ୟକ। ତେବେ କେତେକେ ପ୍ରଥମେ ମୁଣ୍ଡରେ ପାଣି ଢ଼ାଳନ୍ତି। ଏହାଦ୍ୱାରା ରକ୍ତସଞ୍ଚାଳନରେ ବାଧା ସୃଷ୍ଟି ହୋଇଥାଏ। ଏପରି କରିବା ଦ୍ୱାରା ବ୍ରେନ୍‌ ଷ୍ଟ୍ରୋକ୍‌ ହେବାର ଥାଏ ଆଶଙ୍କା। କଲମ୍ବିଆ ବିଶ୍ୱବିଦ୍ୟାଳୟର ନର୍ସିଂ ବିଭାଗରେ ହୋଇଥିବା ଗବେଷଣା ରିପୋର୍ଟରେ ଏହା ଉଲ୍ଳେଖ କରାଯାଇଛି। ଶରୀରର ତାପମାତ୍ରାରେ ସମନ୍ବୟ ରଖିବା ପାଇଁ ପାଦଠାରୁ ଶରୀରର ଉପର ଅଙ୍ଗ ଗୁଡିକରେ ପର୍ଯ୍ୟାୟ କ୍ରମେ ପାଣି ଢ଼ାଳିବା ଆବଶ୍ୟକ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହୋଇଥାଏ। ତେଣୁ ଗାଧୋଇବା ସମୟରେ ପ୍ରଥମେ ମୁଣ୍ଡରେ ପାଣି ଢ଼ାଲିବା କ୍ଷତିକାରକ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।

All Right Reserved By

ଫୁରସତ |

ବୟସର ବ୍ୟବଧାନ ୪୫ ବର୍ଷ କିନ୍ତୁ ସୁଖୀ ଦମ୍ପତି

ବୟସର ବ୍ୟବଧାନ ୪୫ ବର୍ଷ କିନ୍ତୁ ସୁଖୀ ଦମ୍ପତି

ଦମ୍ପତିଙ୍କ ମଧ୍ୟରେ ବୟସର ତାରତମ୍ୟ କମ୍‌ ରହିଲେ ବୈବାହିକ ଜୀବନ ସୁଖମୟ ହୋଇଥାଏ ବୋଲି ଅନେକ ମତ ଦିଅନ୍ତି। ହେଲେ ଏହାକୁ ଭୁଲ୍‌ ପ୍ରମାଣ କରିଛନ୍ତି କଲମ୍ବିଆର ଦମ୍ପତି

ମୟୂର ସମ୍ପର୍କରେ ଜାଣିଛନ୍ତି କି ଏସବୁ କଥା

ମୟୂର ସମ୍ପର୍କରେ ଜାଣିଛନ୍ତି କି ଏସବୁ କଥା

ମୟୂର ଆମର ଜାତୀୟ ପକ୍ଷୀ। ପୁଚ୍ଛ ପାଇଁ ଏହା ଖୁବ୍‌ ସୁନ୍ଦର ଦେଖାଯାଏ। ବର୍ଷା ଦେଖିଲେ ପୁଚ୍ଛ ମେଲାଇ ନୃତ୍ୟ କରିଥାଏ। ଆମେ ଏତିକି ଜାଣିଛେ ମାତ୍ର ମୟୂର କ’ଣ ଖାଏ? ଏହା ପୁଚ୍ଛରେ କେତୋଟି ଚନ୍ଦ୍ରିକା ରହିଛି ଜାଣନ୍ତି କି? ଯଦି ନା ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ...


ଶୁଭ ଅଶୁଭର ସଙ୍କେତ ଦିଏ କାଉ

ଶୁଭ ଅଶୁଭର ସଙ୍କେତ ଦିଏ କାଉ

ଶାସ୍ତ୍ରରେ ପଶୁପକ୍ଷୀଙ୍କ ଉପସ୍ଥିତି ଓ ସ୍ବର ଆଧାରରେ ତାହା ଶୁଭ କି ଅଶୁଭ ସ୍ଥିର କରାଯାଇଥାଏ। କୁହାଯାଏ ଯେ, ଛାତ ଉପରେ ଯଦି କୌଣସି କାଉ ବସିଯାଏ ତେବେ ଘରକୁ କୁଣିଆଙ୍କ ଆଗମନ ହୋଇଥାଏ। 

ସ୍ବାମୀଙ୍କ ପୋଷାକ ଶୁଙ୍ଘିଲେ ଦୂର ହେବ ଚିନ୍ତା

ସ୍ବାମୀଙ୍କ ପୋଷାକ ଶୁଙ୍ଘିଲେ ଦୂର ହେବ ଚିନ୍ତା

ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନଶୈଳୀ ଯୋଗୁ ମହିଳାମାନେ ଚିନ୍ତାରେ ରହିବା ଏକ ସାଧାରଣ କଥା। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ଏକ ସହଜ ଉପାୟ ସମ୍ମୁଖକୁ ଆସିଛି। ସ୍ବାମୀ ତଥା ପ୍ରେମିକଙ୍କ ପୋଷାକ ଶୁଙ୍ଘିବା ଦ୍ୱାରା ମହିଳାମାନେ ଚିନ୍ତାମୁକ୍ତ ହୋଇପାରିବେ।

ଦାଢ଼ି ଥିବା ପୁଅଙ୍କଠାରୁ ଅଧିକ ସଫା କୁକୁର

ଦାଢ଼ି ଥିବା ପୁଅଙ୍କଠାରୁ ଅଧିକ ସଫା କୁକୁର

ଅଧିକାଂଶ ପୁଅଙ୍କୁ ଦାଢ଼ି ରଖିବାକୁ ଭଲ ଲାଗେ। ଆଜିକାଲି ତ ଏହା ଏକ ଫ୍ୟାଶନ୍‌ ଟ୍ରେଣ୍ଡ ପାଲଟିଲାଣି ବୋଲି କହିଲେ ଭୁଲ ହେବ ନାହିଁ।  

ବାପାଙ୍କ ଲାଗି ନିଜ ଲିଭର୍‌ର ୬୫% ଦାନ କଲେ ଝିଅ

ବାପାଙ୍କ ଲାଗି ନିଜ ଲିଭର୍‌ର ୬୫% ଦାନ କଲେ ଝିଅ

ପରିବାରର ଖୁସି ଲାଗି ଝିଅଟିଏ କିଛି ବି କରିପାରେ। ବିଶେଷକରି ମା’ବାପାଙ୍କ ମଧ୍ୟରୁ ବାପାଙ୍କ ଅତି ନିକଟତର ଥାଏ ଝିଅ। ପୂର୍ବରୁ ଏହାର ଅନେକ ଉଦାହରଣ ଦେଖିବାକୁ ମିଳିଥିବା ବେଳେ ଏବେ କୋଲ୍‌କାତାର ଜଣେ ୧୯ ବର୍ଷୀୟା ଝିଅ ଚର୍ଚ୍ଚାର ବିଷୟ ପାଲଟିଛନ୍ତି।

ଶ୍ୱଶୁର ଧୀରୁଭାଇଙ୍କ ଫୋନ୍‌ କାହିଁକି କାଟିଥିଲେ ନୀତା ଜାଣନ୍ତୁ

ଶ୍ୱଶୁର ଧୀରୁଭାଇଙ୍କ ଫୋନ୍‌ କାହିଁକି କାଟିଥିଲେ ନୀତା ଜାଣନ୍ତୁ

ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ଜୀବନୀ ସମ୍ପର୍କରେ ଜାଣିବା ପାଇଁ ସମସ୍ତେ ଚାହିଁଥାନ୍ତି। ଏପ୍ରିଲ ୧୯ ଅର୍ଥାତ ଆଜି ମୁକେଶଙ୍କ ଜନ୍ମଦିନରେ ନୀତାଙ୍କ ସହ ଯୋଡ଼ି ହୋଇଥିବା କିଛି ଖାସ୍‌ କଥା ଜାଣନ୍ତୁ। 

୧ କୋଟି ଟଙ୍କାର ଚାକିରି ଅଫର ଛାଡ଼ିଲେ ଚା’ ବିକାଳିଙ୍କ ପୁଅ

୧ କୋଟି ଟଙ୍କାର ଚାକିରି ଅଫର ଛାଡ଼ିଲେ ଚା’ ବିକାଳିଙ୍କ ପୁଅ

ପିଲାଦିନରୁ ସମସ୍ତେ ପାଠପଢ଼ାରେ ଧ୍ୟାନ ଦେଇଥାନ୍ତି। ବଡ଼ ହେଲେ କେମିତି ଭଲ ଚାକିରିଟିଏ କରିବେ। ଚାକିରି ମିଳିଗଲେ ଖୁସିରେ ପାଦ ତଳେ ଲାଗେନି। ଭଲ ଦରମାରେ ଯଦି ଚାକିରିଟିଏ ମିଳିଗଲା ତେବେ ଖୁସି ବହୁଗୁଣିତ ହୋଇଯାଏ।

ଦେଢ ବର୍ଷ ବୟସରେ ହରାଇଥିଲେ ଆଖି: ଆଜି ୟୁପିଏସସିରେ ପାଇଲେ ସଫଳତା

ଦେଢ ବର୍ଷ ବୟସରେ ହରାଇଥିଲେ ଆଖି: ଆଜି ୟୁପିଏସସିରେ ପାଇଲେ ସଫଳତା

ନୂଆଦିଲ୍ଲୀ, ୧୯।୪: ଇଚ୍ଛାଶକ୍ତି ଥିଲେ, ପଙ୍ଗୁ ଗିରି ଲଂଘି ପାରେ। ଏହି ଉକ୍ତିଟିର ଯଥାର୍ଥତା ପ୍ରତିପାଦିତ କରିଛନ୍ତି ସତ୍ୟେନ୍ଦ୍ର। 

 ଯେଉଁଠି ସୁନ୍ଦରୀ ଝିଅଙ୍କୁ ବିବାହ ଲାଗି ମିଳନ୍ତି ନାହିଁ ପୁଅ: କାରଣ ଜାଣିଲେ ହୋଇଯିବେ  ଆଶ୍ଚର୍ଯ୍ୟ

ଯେଉଁଠି ସୁନ୍ଦରୀ ଝିଅଙ୍କୁ ବିବାହ ଲାଗି ମିଳନ୍ତି ନାହିଁ ପୁଅ: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଏମିତି ଏକ ଗାଁ ଅଛି ଯେଉଁଠି ଝିଅମାନଙ୍କ ଲାଗି ବିବାହ କରିବା ସବୁଠାରୁ ଜଟିଳ ସମସ୍ୟା। ସେଠାରେ ଝିଅମାନେ ସୁନ୍ଦରୀ ହୋଇଥିଲେ ସୁଦ୍ଧା ସେମାନଙ୍କୁ ବିବାହ ନିମନ୍ତେ ପୁଅ ମିଳନ୍ତି ନାହିଁ।

ପାଣି ବଦଳାଇ ଦିଏ ଏହି ଫୁଲର ରୂପ

ପାଣି ବଦଳାଇ ଦିଏ ଏହି ଫୁଲର ରୂପ

ପାହାଡ଼ିଆ ଅଞ୍ଚଳ ବୁଲିବା ପାଇଁ ଗଲେ ବିଭିନ୍ନ ପ୍ରକାର ଫୁଲ ଫୁଟିଥିବାର ନଜରକୁ ଆସିବ। ମାତ୍ର ଏମିତି ଏକ ଫୁଲ ଅଛି ଯାହା ଦେଖିଲେ ଆଖିକୁ ଆଉ ଫେରାଇ ପାରିବେନି। ଏହି ଫୁଲର ନାଁ ହେଉଛି ‘ଡିପ୍‌ହିଲ୍‌ନେୟା ଗ୍ରେ’। 

ମୃତ୍ୟୁ ପରେ କାହିଁକି ବେଳେବେଳେ ଫେରି ଆସେ ଜୀବନ...

ମୃତ୍ୟୁ ପରେ କାହିଁକି ବେଳେବେଳେ ଫେରି ଆସେ ଜୀବନ...

ମୃତ୍ୟୁ ପରେ ଶରୀରରେ କେତେକ ଜୈବିକ ପରିବର୍ତ୍ତନ ଘଟିଥାଏ। ମୃତ୍ୟୁ ପରେ ହୃଦୟର ସ୍ପନ୍ଦନ ବନ୍ଦ ହେବା ଯୋଗୁ ରକ୍ତ ସଞ୍ଚାଳନ ସମ୍ଭବ ହୋଇ ନ ଥାଏ। ଫଳରେ ଶରୀରର ସମସ୍ତ କୋଷିକା ଅମ୍ଲଜାନ ଅଭାବରୁ ମରି ଯାଇଥାନ୍ତି। 


Model This Week

କ୍ରିଷ୍ଣା
Why Dharitri